ଅନୁଚ୍ଛେଦ ୩୭୦ ହଟିବା ପରେ ଚିନ୍ତାରେ ପାକିସ୍ତାନ
ଇସଲାମାବାଦ,୬।୮: ମୋଦି ସରକାର ସୋମବାର ଜମ୍ମୁ-କଶ୍ମୀରୁ ଅନୁଚ୍ଛେଦ ୩୭୦ ହଟାଇବା ପରେ ଏହାକୁ ନେଇ ଏବେ ଚିନ୍ତାରେ ପଡିଯାଇଛି ପାକିସ୍ତାନ। କାରଣ ଅନୁଚ୍ଛେଦ ୩୭୦ ଆତଙ୍କବାଦ ଓ ଭ୍ରଷ୍ଟାଚାରକୁ ପ୍ରୋତ୍ସାହନ ଦେଉଥିବାରୁ ଏବେ ଏହାର ମୂଳପୋଛ ହୋଇଛି କହିଲେ କିଛି...
ପ୍ରତିଶ୍ରୁତି ପାଳନ ନ କରି ପାରିବାରୁ ନିଜକୁ ଦଣ୍ଡ ଦେଲେ ମେୟର: ମହିଳାଙ୍କ ପୋଷାକ ପିନ୍ଧି ବୁଲିଲେ
ମେକ୍ସିକୋ ସିଟି,୬।୮: ନିର୍ବାଚନରେ ଦେଇଥିବା ପ୍ରତିଶ୍ରୁତି ପାଳନ ନ କରି ପାରିବାରୁ ଜଣେ ମେୟର ନିଜକୁ ଦଣ୍ଡ ଦେଇଛନ୍ତି। ସେ ସର୍ବସାଧାରଣ ସ୍ଥଳରେ ମହିଳାଙ୍କ ପୋଷାକ ପିନ୍ଧି ବୁଲିଛନ୍ତି। ମେକ୍ସିକୋର ଚିୟାପାସ୍ ସ୍ଥିତ ସୈନ୍ ଏଣ୍ଡ୍ରସ୍ ପ୍ୟୁଟୋ ରିକୋ ସହରର...
ହିରୋସୀମାର ୭୪ ବର୍ଷ ତଳର ଲୁହ ଭିଜା କାହାଣୀ: ଅଗଷ୍ଟ ୬ ସାଜିଥିଲା ମାନବ ସଭ୍ୟତାର କଳାଦିନ
ଟୋକିଓ/ନୂଆଦିଲ୍ଲୀ, ୬।୮: ଅଗଷ୍ଟ ମାସ ୬ ତାରିଖକୁ ମାନବ ସଭ୍ୟତାର କଳାଦିନ ଭାବେ ବିବେଚନା କରାଯାଏ। ୧୯୪୫ ମସିହାରେ ଏହି ଦିନ ଜାପାନର ହିରୋସୀମା ସହର ଉପରେ ପକାଯାଇଥିଲା ପରମାଣୁ ବୋମା, ନିରୀହ ଜନସାଧାରଣ ଗ୍ରୀଷ୍ମଋତୁର ସାକୁରା ପୁଷ୍ପ ପ୍ରସ୍ଫୁଟିତ...
ଜମ୍ମୁରେ କଟକଣା ନ ମାନି ଉତ୍ସବ ମନାଇଲେ
ଜମ୍ମୁ ,୬ା୮(ପି.ଟି.): କେନ୍ଦ୍ର ସରକାର ସମ୍ବିଧାନର ୩୭୦ ଧାରା ଉଚ୍ଛେଦ କରିବା ପରେ ଜମ୍ମୁରେ ଉତ୍ସବରେ ମାହୋଲ ଦେଖିବାକୁ ମିଳିଛି। ରବିବାର ରାତିରୁ ୧୪୪ ଧାରା ଲାଗୁ ହୋଇଥିବାବେଳେ କଟକଣା ସତ୍ତ୍ୱେ ବାଜା ବଜାଇ ଲୋକମାନେ ନାଚୁଥିବା ଓ ମିଠା...
ଜାତିସଂଘରେ ଚ୍ୟାଲେଞ୍ଜ କରିବ ପାକିସ୍ତାନ
ନୂଆଦିଲ୍ଲୀ ,୬ା୮(ପି.ଟି.): ଜମ୍ମୁ-କଶ୍ମୀରରୁ ଭାରତ ସରକାର ସମ୍ବିଧାନର ୩୭୦ ଓ ୩୫ଏ ଧାରା ଉଚ୍ଛେଦ କରିବା ପରେ ଏହାକୁ ନେଇ ପାକିସ୍ତାନ ପକ୍ଷରୁ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରାଯାଇଛି। ନୂଆଦିଲ୍ଲୀର ଏକଚାଟିଆ ପଦକ୍ଷେପ କଶ୍ମୀର ବିବାଦର ମୋଡ଼ ବଦଳାଇ ପାରିବ...
ଉଚ୍ଚାୟୁକ୍ତଙ୍କୁ ପାକ୍ର ସମନ
ଇସ୍ଲାବାବାଦ,୬ା୮: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ଓ ଏହାକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭକ୍ତ କରାଯିବା ନିଷ୍ପତ୍ତିକୁ ପାକିସ୍ତାନ ଦୃଢ଼ ବିରୋଧ କରିଛି। ପାକ୍ ବହିର୍ବ୍ୟାପାର ସଚିବ ସୋହେଲ ମହମ୍ମଦ ସୋମବାର ଭାରତୀୟ ଉଚ୍ଚାୟୁକ୍ତଙ୍କୁ ସମନ ଜାରି କରି ଇସ୍ଲାମାବାଦର...
ଏଠି ଗୀତ ଗାଏ ସଡ଼କ
କଥାଟା ଅଡୁଆ ଲାଗୁଥିଲେ ବି ସତ। କାରଣ ସଡ଼କରେ ଯିବା ସମୟରେ ଗୀତ ଶୁଣିଲେ ଦୁର୍ଘଟଣାକୁ ଏଡାଇ ଦିଆଯାଇପାରିବ ବୋଲି ଚିନ୍ତା କରିବା ପରେ କେତେକ ଦେଶରେ ଏମିତି ସଡ଼କ ନିର୍ମାଣ କରାଯାଇଛି। କାରଣ ରାସ୍ତାରେ ଯିବା ସମୟରେ ବେଳେ...
କଶ୍ମୀରରେ ବହୁ ପରିମାଣର ସୁରକ୍ଷାକର୍ମୀଙ୍କୁ ଦେଖି ଟ୍ରମ୍ପଙ୍କୁ ଗୁହାରି କଲେ ଇମ୍ରାନ୍
ଇସଲାମାବାଦ,୫।୮: ଜମ୍ମୁ-କଶ୍ମୀରରେ ବହୁ ପରିମାଣରେ ମୁତୟନ ହୋଇଥିବା ସୁରକ୍ଷାକର୍ମୀଙ୍କୁ ଦେଖି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ଏହା ଉପେର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ହସ୍ତକ୍ଷେପ ଲୋଡିଛନ୍ତି। ଇମ୍ରାନ କହିଛନ୍ତି ପୂର୍ବରୁ ଟ୍ରମ୍ପ କାଶ୍ମୀର ପରିସ୍ଥିତିକୁ ନେଇ ଭାରତ ପାକିସ୍ତାନ...
ଏହି ବ୍ୟାଙ୍କରେ ଜମାହୁଏ ନାହିଁ ଟଙ୍କା
ଚେକୋସ୍ଲୋଭାକିଆର ଏକ ଛୋଟିଆ ସହର ବନସ୍କା ଷ୍ଟିଓନିକା। ଏଠି ରହିଛି ଏକ ଲଭ୍ ବ୍ୟାଙ୍କ। ଏଠାରେ ପ୍ରତିବର୍ଷ ଭାଲେଣ୍ଟାଇନ୍ ଡେ’ରେ ପ୍ରେମି ଯୁଗଳଙ୍କ ଭିଡ ଲାଗିଥାଏ। କାରଣ ଏଠାରେ ଥିବା ଏକ ବ୍ୟାଙ୍କରେ ପ୍ରେମିକ ପ୍ରେମିକାମାନେ ସେମାନଙ୍କର ପ୍ରେମ କାହାଣୀ...
କର୍କଟ ହସ୍ପିଟାଲରେ ବିସ୍ଫୋରଣ: ୧୯ ମୃତ
କାଏରୋ,୫।୮: ଇଜିପ୍ଟର କାଏରୋଠାରେ ଏକ କର୍କଟ ହସ୍ପିଟାଲରେ ବିସ୍ଫୋରଣ ଘଟି ୧୯ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ୩୦ରୁ ଅଧିକ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ସରକାରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା...
ଭାରତର ଦାବିକୁ ପାକ୍ର ପ୍ରତ୍ୟାଖ୍ୟାନ
ଇସ୍ଲାମାବାଦ୍, ୫ା୮(ପି.ଟି.): ଭାରତୀୟ ସୀମାପଟେ ମରି ପଡ଼ିଥିବା ଯବାନଙ୍କୁ ନେବା ଲାଗି ଭାରତ କହିଥିବାବେଳେ ପାକିସ୍ତାନ ପକ୍ଷରୁ ଏହାକୁ ପ୍ରତ୍ୟାଖ୍ୟାନ କରାଯାଇଛି। ପାକିସ୍ତାନ ପଟୁ କୌଣସି ସେନା କି ଆତଙ୍କବାଦୀ ନିୟନ୍ତ୍ରଣ ରେଖା(ଏଲ୍ଓସି) ଅତିକ୍ରମ କରି ନ ଥିବା ପାକିସ୍ତାନ...
କୋଲେଷ୍ଟରଲ୍ସ୍ତର କମାଏ ଏହି ଜୁସ୍…
ଗହମ ଗଛରୁ ପ୍ରସ୍ତୁତ ଜୁସ୍ ପିଇଲେ ଶରୀରର ଅନେକ ଉପକାର ହୋଇଥାଏ। ଏଥିରେ ପ୍ରଚୁର ପରିମାଣରେ କ୍ଲୋରୋଫିଲ୍ ରହିଥାଏ। ରକ୍ତହୀନତା ରୋଗୀ ଏହାକୁ ନିୟମିତ ପାନ କଲେ ଶରୀରରେ ରକ୍ତର ପରିମାଣ ବଢ଼ିଥାଏ ବୋଲି ଚିକିତ୍ସା ବିଜ୍ଞାନୀ ପରାମର୍ଶ ଦେଇଥାନ୍ତି।...
Archives


