ଅନ୍ତର୍ଜାତୀୟ

ଆଗକୁ ବଢ଼ିଲେ ଜବାବ ଦେବୁ: ପାକ୍‌

ଇସ୍‌ଲାମାବାଦ,୧୨ା୧(ପି.ଟି.): ଭାରତୀୟ ସେନା ପିଓକେ ଆଡ଼କୁ ଅଗ୍ରସର ହେଲେ କଡ଼ା ଜବାବ ଦେବା ପାଇଁ ପ୍ରସ୍ତୁତ ବୋଲି ପାକିସ୍ତାନ କହିଛି। ଭାରତର ସ୍ଥଳସେନା ମୁଖ୍ୟ ଜେନେରାଲ ଏମ୍‌.ଏମ୍‌. ନରଓ୍ବଣେଙ୍କ ମନ୍ତବ୍ୟକୁ ନେଇ ପାକିସ୍ତାନ ଏହି ପ୍ରତିକ୍ରିୟା ଦେଇଛି। ସେଠାକାର ସେନାର ଇଣ୍ଟର-ସର୍ଭିସେସ୍‌…

ଭୁଲ୍‌ରେ ଖସାଇଥିଲୁ ୟୁକ୍ରେନ ବିମାନ: ବୋଇଂ ୭୩୭ ଦୁର୍ଘଟଣା ନେଇ ଦୋଷ ମାନିଲା ଇରାନ

ତେହେରାନ, ୧୨ା୧ (ଏଏଫ୍‌ପି/ ଆଇଏଏନ୍‌ଏସ୍‌): ଶେଷରେ ଦୋଷ ସ୍ବୀକାର କରିଛି ଇରାନ। ୮ ତାରିଖରେ ୟୁକ୍ରେନ ବିମାନକୁ ଭୁଲବଶତଃ ମିଶାଇଲ ମାଡ଼ କରି ଖସାଇଦେଇଥିବା ଶନିବାର ମାନିଯାଇଛି। ତେବେ ଏହା ଉଦ୍ଦେଶ୍ୟମୂଳକ ଭାବେ ନୁହେଁ, ବରଂ ଅଜାଣତରେ ହୋଇଥିତ୍ବା ମାନବକୃତ ତ୍ରୁଟି…

ଅଷ୍ଟ୍ରେଲିଆ ଜଙ୍ଗଲରେ ନିଆଁ: ବାସହରାଙ୍କ ସାହାରା ପାଲଟିଛନ୍ତି ସୁଖବିନ୍ଦର

ସିଡ୍‌ନୀ,୧୧।୧: ଅଷ୍ଟ୍ରେଲିଆ ଜଙ୍ଗଲରେ ନିଆଁ ଲାଗିବା ଫଳରେ ସେଠାରେ ଲକ୍ଷାଧିକ ଲୋକ ବାସଶୂନ୍ୟ ହୋଇପଡିଥିବା ବେଳେ ଅଧିକାଂଶ ବନ୍ୟଜନ୍ତୁଙ୍କ ମୃତ୍ୟୁ ମଧ୍ୟ ହେଲାଣି। ଏହି ସମୟରେ ବାସହରା ହୋଇଥିବା ଲୋକଙ୍କର ସାହାରା ପାଲଟିଛନ୍ତି ଶିଖ୍‌ ମହିଳା ସୁଖବିନ୍ଦର କୌର। ଦୀର୍ଘ ପ୍ରାୟ…

ମଙ୍ଗଳ ଗ୍ରହରୁ ଶୁଖିବାରେ ଲାଗିଛି ଜଳୀୟ ଅଂଶ

ଓ୍ବାଶିଂଟନ, ୧୧।୧: ମଙ୍ଗଳରେ ଜୀବନ ଥିବା ନେଇ ମହାକାଶ ବିଜ୍ଞାନୀମାନେ ଦାବି କରିଥିବାବେଳେ ଏବେ ଜଣାପଡ଼ିଛି ଯେ ଧୀରେଧୀରେ ଏଠାରେ ଥିବା ଜଳୀୟ ଅଂଶ ଶୁଖିବାରେ ଲାଗିଛି। ଏକ୍ସୋ ମାର୍ସ ମିଶନରୁ ଏହା ଜଣାପଡ଼ିଛି। ଫ୍ରେଞ୍ଚ୍‌ ନ୍ୟାସନାଲ ସେଣ୍ଟର ଫର୍‌ ସାଇଣ୍ଟିଫିକ୍‌…

ଓମାନର ସୁଲତାନ କାବୁସଙ୍କ ପରଲୋକ: ଶପଥ ନେଲେ ଉତ୍ତରାଧିକାରୀ

ମାସକାଟ,୧୧।୧: ଓମାନର ସୁଲତାନ କାବୁସ ବିନ ସୈଦ ଅଲ ସୈଦଙ୍କର ୭୯ ବର୍ଷ ବୟସରେ ପରଲୋକ ହୋଇଛି। କାବୁସ ଆରବର ସର୍ବାଧିକ ସମୟ ସୁଲତାନ ଭାବେ କାର୍ଯ୍ୟ କରିଛନ୍ତି। ତାଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକ ବ୍ୟକ୍ତ କରିଛନ୍ତି। ସେ…

ଗର୍ଭିଣୀ ମଇଁଷିର ଜୀବନ ଭିକ୍ଷା

ବେଜିଂ: ଲୁହରେ ଲତପତ ଆଖି। ମୁହଁରେ ସ୍ପଷ୍ଟ ଭାବେ ବାରି ହୋଇପଡୁଛି ବଞ୍ଚତ୍ବାର ଅଭିଳାଷ। ସେଇଥିପାଇଁ ଗୋଡ଼ ଭାଙ୍ଗି ଜୀବନ ଫେରାଇ ଦେବାକୁ କଂସେଇଖାନାର କର୍ମଚାରୀଙ୍କୁ ନେହୁରା ହେଉଛି ଗର୍ଭିଣୀ ମଇଁଷିଟିଏ। ଦକ୍ଷିଣ ଚାଇନାରୁ ଏପରି ଏକ ହୃଦୟ ବିଦାରକ ଭିଡିଓ…

ଆମେରିକା ଆକ୍ରମଣ ହୋଇଥିଲା ବିଫଳ: ଜୀବିତ ଅଛନ୍ତି ଇରାନ୍‌ କମାଣ୍ଡର ଅବଦୁଲ୍‌ ରଜାକ୍‌

ଓ୍ବାଶିଂଟନ,୧୧।୧: ଇରାନ୍‌ର ଜେନେରାଲ କାସିମ୍‌ ସୋଲେମାନୀଙ୍କୁ ଆମେରିକା ଟାର୍ଗେଟ କରିଥିଲା। ଏଥିରେ ସୋଲେମାନୀ ନିହତ ହୋଇଥିଲେ। ତେବେ ଏହି ସମୟରେ ଆମେରିକା ସୈନ୍ୟଙ୍କ ପକ୍ଷରୁ ଇରାନ୍‌ର ଅନ୍ୟଜଣେ କମାଣ୍ଡର ଅବଦୁଲ୍‌ ରଜାକ୍‌ ଶହଲୋଇଙ୍କୁ ଟାର୍ଗେଟ୍‌ କରାଯାଇଥିଲା। ତେବେ ଏହି ଆକ୍ରମଣ ଅସଫଳ…

‘ହ୍ୟୁମାନ୍‌ ଏରର୍‌’ ପାଇଁ ଦୁର୍ଘଟଣାର ଶିକାର ହେଲା ୟୁକ୍ରେନ ବିମାନ: ଇରାନ

ଦୁବାଇ,୧୧।୧: ଗତ ବୁଧବାର ଇରାନର ତେହରାନ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ୟୁକ୍ରେନ ବିମାନକୁ ନେଇ ଏବେ ଇରାନ କହିଛି, ‘ହ୍ୟୁମାନ୍‌ ଏରର୍‌’ ପାଇଁ ଏହା ଦୁର୍ଘଟଣାର ଶିକାର ହୋଇଥିଲା। ଶନିବାର ଇରାନ ବୈଦେଶିକମନ୍ତ୍ରୀ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଭୁଲ୍‌…

ଇରାନ ଖସାଇଛି ୟୁକ୍ରେନ ବିମାନ

ନ୍ୟୁୟର୍କ,୧୧ା୧: ଇରାନରେ ୟୁକ୍ରେନର ବିମାନ ଦୁର୍ଘଟଣାକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ଯାନ୍ତ୍ରିକ ତ୍ରୁଟି ଯୋଗୁ ନୁହେଁ, ବରଂ ମିଶାଇଲ ମାଡ଼ରେ ଏହା ଖସିପଡ଼ିଥିବା ଦାବି କରାଯାଉଛି। ଇରାନ ରାଜଧାନୀ ତେହେରାନସ୍ଥିତ ଇମାମ ଖୋମେନି ଅନ୍ତର୍ଜାତୀୟ ବିମାନବନ୍ଦରରୁ ବୋଇଙ୍ଗ୍‌ ୭୩୭-୮୦୦ ବୁଧବାର…

ପାକ୍‌ ମସ୍‌ଜିଦରେ ବିସ୍ଫୋରଣ: ୧୩ ନିହତ

କରାଚି,୧୧ା୧(ପି.ଟି.): ପାକିସ୍ତାନର ବେଲୁଚିସ୍ତାନ ରାଜଧାନୀ କ୍ୱେଟାସ୍ଥିତ ଏକ ମସ୍‌ଜିଦରେ ଶୁକ୍ରବାର ବିସ୍ଫୋରଣ ଘଟି ୧୩ ଜଣଙ୍କ ମୃତ୍ୟୁ ହେବା ସହ ୧୧ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ବରିଷ୍ଠ ପୋଲିସ ଅଧିକାରୀ ଅଛନ୍ତି। ତାଙ୍କୁ ଟାର୍ଗେଟ କରି ବିସ୍ଫୋରଣ କରାଯାଇଥିବା…

ପିଲାଙ୍କୁ ନିଆଁରୁ ବଞ୍ଚାଇ ଜେଲ ଗଲେ ମା’

ପ୍ୟୋଙ୍ଗୟାଙ୍ଗ୍‌, ୧୧ା୧ : ପୃଥିବୀରେ ଗୋଟିଏ ଦେଶ ରହିଛି ଉତ୍ତର କୋରିଆ। କିମ ଜଙ୍ଗ୍‌ ଉନ ସେଠାକାର ସର୍ବୋଚ୍ଚ ଶାସକ। ଏହି ଦେଶରେ ଆଇନକାନୁନ ନାଁରେ କିଛି ବି ହୋଇପାରିବ। ନିକଟରେ ଜଣେ ମା’ଙ୍କୁ ଜେଲ ପଠାଯାଇଛି। ଏହା ପଛର କାରଣ…

ଇରାନ ଉପରେ ନୂଆ କଟକଣା

ଓ୍ବାଶିଂଟନ,୧୧ା୧ (ପି.ଟି.): ଇରାକସ୍ଥିତ ଆମେରିକାର ସେନା ଶିବିରକୁ ମିଶାଇଲ ମାଡ଼ ପରେ ଟ୍ରମ୍ପ୍‌ ପ୍ରଶାସନ ପକ୍ଷରୁ ଇରାନ ଉପରେ ନୂଆ କଟକଣା ଲଗାଯାଇଛି। ଆମେରକା ପରରାଷ୍ଟ୍ର ସଚିବ ମାଇକ ପମ୍ପିଓ ଏବଂ ଟ୍ରେଜେରି ସେକ୍ରେଟାରି ଷ୍ଟିଭେନ ମଚିନ ଓ୍ବାଶିଂଟନରେ ଶୁକ୍ରବାର ଏହା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri