ଅନ୍ତର୍ଜାତୀୟ

ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ରିପୋର୍ଟ ୮୨ ଦିନ ପର୍ଯ୍ୟନ୍ତ ବି ଆସିଥାଏ କରୋନା ପିଜିଟିଭ୍‌

ସିଓଲ,୨୧।୫: ପୃଥିବୀରେ କରୋନା ସଂକ୍ରମଣ ନେଇ ଅଚଳାବସ୍ଥା ଜାରି ରହିଛି। ଏପରିସ୍ଥଳେ ଦକ୍ଷିଣ କୋରିଆର ଗବେଷକ ଦାବି କରିଛନ୍ତି ଯେ, ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ରିପୋର୍ଟ ୮୨ ଦିନ ପର୍ଯ୍ୟନ୍ତ ବି କରୋନା ପିଜିଟିଭ୍‌ ଆସିବାର ଆଶଙ୍କା ରହିଛି। ସୁସ୍ଥ ହୋଇଥିବା…

କାର୍‌ ପାର୍ଟସକୁ ନେଇ ଭେଣ୍ଟିଲେଟର ତିଆରି କଲେ ଆଫଗାନିସ୍ତାନର ଯୁବତୀ

କାବୁଲ,୨୧।୫: କରୋନା ଭାଇରସ ସାରା ବିଶ୍ୱରେ କାୟା ବିସ୍ତାର କରିଚାଲିଥିବା ବେଳେ ଏବେ ଅନେକ ଦେଶରେ ଏହାର ଚିକିତ୍ସା ପାଇଁ ଭେଣ୍ଟିଲେଟରର ଅଭାବ ପରିଲକ୍ଷିତ ହେଉଛି। ଏହିକ୍ରମରେ ଏବେ ଆଫଗାନ୍ତିସ୍ତାନର କେତେଜଣ ଯୁବତୀ/ମହିଳା କାର୍‌ ପାର୍ଟସକୁ ନେଇ ଭେଣ୍ଟିଲେଟର ତିଆରି କରିଥିବା…

ପୃଥିବୀ ଆଡ଼କୁ ମାଡ଼ି ଆସୁଛି ଧୂମକେତୁ ସ୍ବାନ୍‌: ମେ ୨୭ରେ ହେବ ନିକଟବର୍ତ୍ତୀ, ଆକାଶର ରଙ୍ଗ ପାଲଟିବ ହଳଦିଆ

ଓ୍ବାଶିଂଟନ,୨୧ା୫: ପୃଥିବା ଆଡ଼କୁ ଦ୍ରୁତ ଗତିରେ ଧୂମକେତୁ ସ୍ବାନ୍‌ ମାଡ଼ିଆସୁଛି। ମେ ୨୭ରେ ଏହା ପୃଥିବୀର ନିକଟବର୍ତ୍ତୀ ହେବ। ସେ ସମୟରେ ଏହାକୁ ଭୋର୍‌ ସମୟରେ ଖାଲି ଆଖିରେ ଦେଖିହେବ। ସୂର୍ଯ୍ୟଠାରୁ ଏହା ପୃଥିବୀ ଆଡ଼କୁ ମାଡ଼ି ଆସୁଛି। ସ୍ବାନ୍‌ ଧୂମକେତୁ…

୫୦ଦିନ ତାଲାବନ୍ଦ, ମାସେ କୋହଳ

ଲଣ୍ଡନ, ୨୧।୫: କୋଭିଡ୍‌-୧୯ ସଂକ୍ରମଣ ରୋକିବାକୁ ବିଶ୍ୱସ୍ତରରେ ଚାଲିଛି ଗବେଷଣା। ଏନେଇ ନିର୍ଦ୍ଦିଷ୍ଟ କୌଣସି ଔଷଧ ବାହାରି ନ ଥିବାରୁ ସାମାଜିକ ଦୂରତ୍ୱ, ସ୍ବଚ୍ଛତା ବଜାୟକୁ ଗୁରୁତ୍ୱ ଦିଆଯାଉଛି। ଏପରି କି ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ସଙ୍ଗରୋଧ କେନ୍ଦ୍ରରେ ରଖାଯିବା ସହ ସ୍କୁଲ,…

ଚାଇନା ଲାବ୍‌ରେ କରୋନା ଔଷଧ

ବେଜିଂ,୨୧ା୫: ଚାଇନାର ଏକ ଲାବରେଟୋରିରେ ଏଭଳି ଔଷଧ ବିକଶିତ କରାଯାଇଛି, ଯାହା ମହାମାରୀ କରୋନା ଭାଇରସ୍‌କୁ ରୋକିପାରିବ ବୋଲି ବୈଜ୍ଞାନିକମାନେ ଦାବି କରିଛନ୍ତି। ସେମାନେ କହିଛନ୍ତି ଯେ, ଟିକା ବିନା କରୋନା ଚିକିତ୍ସା ସମ୍ଭବ ହୋଇପାରିବ। ଗତବର୍ଷ ଶେଷଭାଗରେ ଚାଇନାରୁ ସାରା…

କେମ୍ବ୍ରିଜ୍‌ ବିଶ୍ୱବିଦ୍ୟାଳୟରେ ଅନ୍‌ଲାଇନ୍‌ରେ ହେବ ପାଠପଢ଼ା

ଲଣ୍ଡନ,୨୦।୫: କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ବ୍ରିଟେନ୍‌ର କେମ୍ବ୍ରିଜ୍‌ ବିଶ୍ୱବିଦ୍ୟାଳୟରେ ଅନ୍‌ଲାଇନ୍‌ରେ ପାଠପଢ଼ା ହେବ ବୋଲି ଘୋଷଣା କରାଯାଇଛି। ଶିକ୍ଷାର୍ଥୀମାନେ ଏହା ଦ୍ୱାରା ସାମାଜିକ ଦୂରତା ବଜାୟ ରଖିପାରିବେ। ସେମାନଙ୍କ ମଧ୍ୟରେ କରୋନା ସଂକ୍ରମଣର ଆଶଙ୍କା ରହିବ ନାହିଁ ବୋଲି…

କରୋନା ସଂକ୍ରମିତଙ୍କ ସଂଖ୍ୟା ଟପିଲା ୫୦ ଲକ୍ଷ: ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୨୫ ହଜାର

ଓ୍ବାଶିଂଟନ,୨୦।୫: ପୃଥିବୀରେ କରୋନା ମହାମାରୀ ଜାରି ରହିଛି। ବୁଧବାର ସୁଦ୍ଧା ସଂକ୍ରମିତଙ୍କ ସଂଖ୍ୟା ୫୦ ଲକ୍ଷ ୨ ହଜାର ୫୯୯ରେ ପହଞ୍ଚିଛି। ସେହିପରି ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୨୫ ହଜାର ୧୭୨ ରହିଛି। ୧୯ ଲକ୍ଷ ୭୦ ହଜାର ୯୧୮…

କରୋନା ସଂକ୍ରମଣ ରୋକିବା ଲାଗି ଆଫ୍ରିକାଠାରୁ ଶିକ୍ଷାଲାଭର ରହିଛି ଆବଶ୍ୟକତା: ଜାତିସଂଘ ମହାସଚିବ

ଜେନେଭା,୨୦।୫: ପୃଥିବୀରେ କରୋନା ସଂକ୍ରମଣ ନେଇ ଅଚଳାବସ୍ଥା ଜାରି ରହିଛି। ଏପରିସ୍ଥଳେ ଜାତିସଂଘ ମହାସଚିବ ଆଣ୍ଟୋନିଓ ଗ୍ୟୁଟେରସ୍‌ କହିଛନ୍ତି ଯେ, କରୋନା ସଂକ୍ରମଣ ରୋକିବା ପାଇଁ ବିକଶିତ ରାଷ୍ଟ୍ରମାନେ ଆଫ୍ରିକୀୟ ଦେଶ ଗୁଡ଼ିକଠାରୁ ଶିକ୍ଷାଲାଭର ଆବଶ୍ୟକତା ରହିଛି। ଆଫ୍ରିକୀୟ ଦେଶରେ କରୋନା…

ଅଧିକ କରୋନା ସଂକ୍ରମଣ ହେବା ସମ୍ମାନର କଥା: ଟ୍ରମ୍ପ୍‌

ଓ୍ବାଶିଂଟନ,୨୦।୫: ଆମେରିକାରେ କରୋନା ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଇତିମଧ୍ୟରେ ଏଠାରେ ୧୫ ଲକ୍ଷ ୭୦ ହଜାର ୫୮୩ ଜଣ ସଂକ୍ରମିତ ହୋଇଥିବାବେଳେ ମୃତକଙ୍କ ସଂଖ୍ୟା ୯୩ ହଜାର ୫୩୩ରେ ପହଞ୍ଚିଛି। ଏପରିସ୍ଥଳେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ କହିଛନ୍ତି…

ମଣିଷ ଦେହରେ କରୋନା ଟିକା :ପ୍ରଥମ ପ୍ରୟୋଗ ସଫଳ

ଓ୍ବାଶିଂଟନ,୨୦ା୫: ମହାମାରୀ କରୋନା ସଂକ୍ରମଣରୁ ମୁକ୍ତି ପାଇଁ ବିଭିନ୍ନ ଦେଶର ବୈଜ୍ଞାନିକମାନେ ଟିକା ଖୋଜିବାରେ ଲାଗିଛନ୍ତି। ବୈଜ୍ଞାନିକମାନଙ୍କ ୮୦ଟି ଟିମ୍‌ ମଧ୍ୟରୁ ଅନୂ୍ୟନ ୮ଟି ଟିକା ସନ୍ଧାନର ନିକଟତର ହୋଇଥିବା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ କିଛିଦିନ ତଳେ କୁହାଯାଇଥିଲା। ଏଭଳିସ୍ଥଳେ…

କୁକୁରକୁ ଡକ୍ଟରେଟ୍‌ ଡିଗ୍ରୀ

ରିଚ୍‌ମୋଣ୍ଡ୍‌,୧୯।୫: ମଣିଷକୁ ଡକ୍ଟରେଟ୍‌ ଡିଗ୍ରୀ ମିଳିଥାଏ। ତେବେ କୁକୁରକୁ ଏଭି ଡିଗ୍ରୀ ମିଳିବା ଶୁଣିଲେ ଯେକେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ। ଭର୍ଜିନିଆର ଭେଟେରେନାରୀ ମେଡିସିନ୍‌ କଲେଜ ପକ୍ଷରୁ ୮ ବର୍ଷର ବୟସ୍କ ଲାବ୍ରାଡର ପ୍ରଜାତିର କୁକୁର ଡ. ମୋସ୍‌ ଡେଭିସ୍‌କୁ ସମ୍ମାନ…

କଥା କହିବାରେ ସମସ୍ୟା ହୋଇପାରେ କରୋନା ଲକ୍ଷଣ

ଜେନିଭା: ମହାମାରୀ କରୋନା ଏବେ ବିଶ୍ୱବାସୀଙ୍କ ଚିନ୍ତା ବଢ଼ାଇଦେଇଛି। ଅଦ୍ୟାବଧି ୪୮ ଲକ୍ଷରୁ ଅଧିକ ଲୋକ ଏହି ଭୂତାଣୁ କବଳରେ ଫସିଥିବା ବେଳେ ୩ ଲକ୍ଷରୁ ଅଧଇକ ଲୋକ ପ୍ରାଣ ହରାଇ ସାରିଲେଣି। ଏଭଳି ମହାସଙ୍କଟ ସମୟରେ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?