୨୪ ଘଣ୍ଟାରେ ବାଗ୍ଦାଦରେ ଆମେରିକାର ଦ୍ୱିତୀୟ ବିମାନ ଆକ୍ରମଣ: ୬ ମୃତ
ବାଗଦାଦ,୪।୧: ଗତ ୨୪ ଘଣ୍ଟା ମଧ୍ୟରେ ଆମେରିକା ଦ୍ୱିତୀୟ ଥର ବାଗଦାଦ ଉପରେ ବିମାନ ଆକ୍ରମଣ କରିବା ଫଳରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ନ୍ୟୁଜ ଏଜେନ୍ସି ରଏଟରର ସୂଚନା ମୁତାବକ ମିଲିସିଆରେ ଥିବା ଶିବିର ଉପରେ ଏହି…
ଇରାନ ଚକ୍ରାନ୍ତର ନିପୁଣ କାସିମ ସୋଲେମାନୀ: ମଧ୍ୟପ୍ରାଚ୍ୟରେ ଗଢ଼ିଥିଲେ ଏକ ଶିୟା କ୍ଷମତା କକ୍ଷ
ନ୍ୟୁୟର୍କ,୪ା୧: ଇରାନ ସେନାର ଶକ୍ତିଶାଳୀ କମାଣ୍ଡର ଜେନେରାଲ କାସିମ ସୋଲେମାନୀ ଇରାକ, ସିରିଆ, ଲେବାନନ ଓ ୟେମେନ ସହ ପ୍ରତ୍ୟକ୍ଷ ଯୁଦ୍ଧ ପାଇଁ ସହାୟକ ହୋଇଥିଲେ। ଏକ ଆଞ୍ଚଳିକ ଶିୟା କ୍ଷମତା କେନ୍ଦ୍ର ପ୍ରତିଷ୍ଠା ପାଇଁ ଇରାନ ଉଦ୍ୟମର ଚେହେରା ପାଲଟିଥିଲେ…
‘ବହୁ ଆଗରୁ କରିବାର ଥିଲା’
ଓ୍ବାଶିଂଟନ,୪ା୧: ଜେନେରାଲ କାସିମ ସୋଲେମାନି ଦୀର୍ଘ ସମୟ ଧରି ହଜାର ହଜାର ଆମେରିକୀୟଙ୍କୁ ହତ୍ୟା କିମ୍ବା ରକ୍ତାକ୍ତ କରିବାରେ ଲାଗିଥିଲେ। ଏହାସହ ସେ ଆହୁରି ଅନେକଙ୍କୁ ହତ୍ୟା ପାଇଁ ଷଡ଼ଯନ୍ତ୍ର ରଚୁଥିଲେ। କିନ୍ତୁ ଶେଷରେ ଧରାପଡ଼ିଯାଇଛନ୍ତି ! ସେ ପ୍ରତ୍ୟକ୍ଷ କିମ୍ବା…
ଆଉ ଏକ ଯୁଦ୍ଧକୁ ସମ୍ଭାଳି ହେବନାହିଁ
ଜାତିସଂଘ,୪ା୧(ପି.ଟି.): ଆମେରିକାର ଏୟାର ଷ୍ଟ୍ରାଇକ୍ରେ ଇରାନର ଶୀର୍ଷ ସାମରିକ କମାଣ୍ଡର କାସିମ ସୋଲେମାନୀ ନିହତ ହେବା ପରେ ଯୁଦ୍ଧ ପରିସ୍ଥିତି ସୃଷ୍ଟି ହୋଇଛି। ଏହାକୁ ନେଇ ଜାତିସଂଘ ସମେତ ବିଶ୍ୱ ସମୁଦାୟ ଚିନ୍ତାବ୍ୟକ୍ତ କରିଛନ୍ତି। ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରେସ୍ କହିଛନ୍ତି,…
ମଧ୍ୟପ୍ରାଚ୍ୟରେ ବିସ୍ଫୋରକ ସ୍ଥିତି
ଓ୍ବାଶିଂଟନ/ତେହେରାନ,୪ା୧: ତୁମେ ଯୁଦ୍ଧ ଆରମ୍ଭ କଲେ ଆମେ ତାକୁ ଶେଷ କରିବୁ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କୁ ଧମକ ଦେଇଥିଲେ ଇରାନୀ ଜେନେରାଲ କାସିମ ସୋଲେମାନୀ। ଶେଷରେ ଆମେରିକାର ରକେଟ ମାଡ଼ରେ ସୋଲେମାନୀଙ୍କ ଜୀବନ ଶେଷ ହୋଇଯାଇଛି। ଏହି ଆକ୍ରମଣ…
ଆମେରିକା, ଇରାନ ଯୁଦ୍ଧମୁହାଁ
ଓ୍ବାଶିଂଟନ/ତେହେରାନ,୪ା୧ (ପି.ଟି./ଏଏଫ୍ପି): ଦୁଇ ଶତ୍ରୁଙ୍କ ମଧ୍ୟରେ କୁହୁଳୁଥିବା ବିବାଦ ଶେଷରେ ନିଆଁ ହୋଇ ଭୟାବହ ରୂପ ଧାରଣ କରିଛି। ଆମେରିକାର ରକେଟ ମାଡ଼ରେ ଇରାନ ସେନାର ଶକ୍ତିଶାଳୀ କମାଣ୍ଡର ଜେନେରାଲ କାସିମ ସୋଲେମାନୀ ନିହତ ହୋଇଛନ୍ତି। ବିଦେଶରେ ଆମେରିକୀୟ ସୈନ୍ୟଙ୍କ ସୁରକ୍ଷା…
ହାତର ହକିକ୍ ମୁଦି ଏବଂ ପର୍ସରୁ ସୁଲେମାନିଙ୍କୁ କରାଗଲା ଚିହ୍ନଟ
ବାଗଦାଦ୍,୩।୧: ଆମେରିକା ପକ୍ଷରୁ ଇରାକ୍ର ବାଗଦାଦ୍ ବିମାନବନ୍ଦର ଉପରେ ଏୟାର ଷ୍ଟ୍ରାଇକ୍ କରାଯାଇଛି। ଏଥିରେ ଇରାନ୍ର କୁଦୁସ୍ ବାହିନୀ କମାଣ୍ଡର ଜେନେରାଲ କାସିମ୍ ସୁଲେମାନିଙ୍କ ସମତେ ୮ ଜଣ ବରିଷ୍ଠ ଅଧିକାରୀଙ୍କ ମୃତ୍ୟୁ ଘଟିଛି। ଆକ୍ରମଣରେ ଇରାନ୍ ସମର୍ଥିତ ପପୁଲାର ମୋବିଲାଇଜେସନ୍…
୩ ସପ୍ତାହରେ ବେଘର ହୋଇଛନ୍ତି ଲକ୍ଷେ ୪୦ ହଜାର ଶିଶୁ
ନ୍ୟୁୟର୍କ,୩।୧: ସିରିଆରେ ଗୃହଯୁଦ୍ଧ ଜାରି ରହିଛି। ଦେଶର ଉତ୍ତର-ପଶ୍ଚିମ ଅଞ୍ଚଳରେ ଲାଗି ରହିଥିବା ଗୃହଯୁଦ୍ଧ ଯୋଗୁ ଗତ ୩ ସପ୍ତାହ ମଧ୍ୟରେ ଲକ୍ଷେ ୪୦ ହଜାର ଶିଶୁ ବେଘର ହୋଇଥିବା ୟୁନିସେଫ୍ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ କୁହାଯାଇଛି। ପ୍ରତିଦିନ ବାଧ୍ୟ…
୧୯ ମାସର ଶିଶୁପୁତ୍ରଙ୍କୁ ସରକାର ଦେଲେ ବୀରତା ପୁରସ୍କାର: ଜଙ୍ଗଲ ନିଆଁ ଲିଭାଇବା ସମୟରେ ପିତାଙ୍କର ଘଟିଥିଲା ମୃତ୍ୟୁ
ସିଡ୍ନୀ,୩।୧: ଅଷ୍ଟ୍ରେଲିଆରେ ଭୟଙ୍କର ଜଙ୍ଗଲ ନିଆଁ ଲାଗି ରହିଛି। ଜଙ୍ଗଲ ନିଆଁ ଲିଭାଇବା ସମୟରେ ଦମକଳ ବାହିନୀ କର୍ମଚାରୀ ଜ୍ୟୋଫ୍ରି କିଟନ୍ଙ୍କ ମୃତ୍ୟୁ ଘଟିଥିଲା। ଜ୍ୟୋଫ୍ରିଙ୍କ ଅନ୍ତିମ ସଂସ୍କାର ଗୁରୁବାର ସମ୍ପନ୍ନ ହୋଇଥିଲା। ଏହାପରେ ସରକାରଙ୍କ ପକ୍ଷରୁ ଜ୍ୟୋଫ୍ରିଙ୍କ ୧୯ ମାସର…
ଆଇସ୍-ସ୍ନୋ ଫେଷ୍ଟିଭାଲ୍: ୧୪ ଦେଶର କଳାକାର ନିର୍ମାଣ କରିଛନ୍ତି ୨ ଶହ କଳାକୃର୍ତ୍ତି
ବେଜିଂ,୩।୧: ଚାଇନାରେ ଆଇସ୍-ସ୍ନୋ ଫେଷ୍ଟିଭାଲ୍ ଆରମ୍ଭ ହୋଇଛି। ସ୍ଥାନୀୟ ହେଲୋଙ୍ଗୟାଙ୍ଗ୍ ପ୍ରଦେଶର ହାର୍ବିନ୍ଠାରେ ଅନୁଷ୍ଠିତ ହେଉଥିବା ଏହି ଉତ୍ସବରେ ୧୪ ଦେଶର କଳାକାର ଯୋଗଦେଇ ୨ ଶହ ଆକର୍ଷଣୀୟ କଳାକୃର୍ତ୍ତି ନିର୍ମାଣ କରିଛନ୍ତି। ୬ ଲକ୍ଷ ବର୍ଗ ମିଟରରେ ଥିବା ଏହି…
ବାଗଦାଦ୍ ଉପରେ ଆମେରିକାର ଏୟାର ଷ୍ଟ୍ରାଇକ୍: ଏସିଆ ବଜାରରେ ଅଶୋଧିତ ତୈଳ ଦାମ ବୃଦ୍ଧି
ଓ୍ବାଶିଂଟନ,୩।୧: ଆମେରିକା ଇରାକ୍ର ବାଗଦାଦ୍ ବିମାନ ବନ୍ଦରରେ ଏୟାର ଷ୍ଟ୍ରାଇକ୍ କରିବା ପରେ ଏବେ ଏହାର ପ୍ରଭାବ ଅଶୋଧିତ ତୈଳ ବଜାରରେ ପଡ଼ିଛି। ଏହାଯୋଗୁ ଏସିଆ ବଜାରରେ ଅଶୋଧିତ ତୈଳ ଦାମ ବୃଦ୍ଧି ପାଇଛି। ଅଶୋଧିତ ତୈଳ ଦାମ ବ୍ୟାରେଲ୍ ପିଛା…
ଆସାମରେ ଏନ୍ଆର୍ସି ପରେ ୨ ମାସରେ ଘର ବାହୁଡ଼ିଛନ୍ତି ୪୪୫ ବାଂଲାଦେଶୀ
ଢ଼ାକା,୩।୧: ଆସାମରେ ଜାତୀୟ ନାଗରିକତ୍ୱ ପଞ୍ଜିକା(ଏନ୍ଆର୍ସି) ପ୍ରକାଶ ପାଇବା ପରେ ଗତ ୨ ମାସ ମଧ୍ୟରେ ୪୪୫ ବାଂଲାଦେଶୀ ଘର ବାହୁଡ଼ିଛନ୍ତି। ଏନେଇ ବାଂଲାଦେଶ ସୀମା ସୁରକ୍ଷା ବାହିନୀ ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବରୁ ଭାରତ-ବାଂଲାଦେଶ ସୀମାରେ ୩ଶହ ଲୋକଙ୍କୁ ଗିରଫ…
Archives


