ଅନ୍ତର୍ଜାତୀୟ

କରୋନା ସଂକ୍ରମିତ ପେଟେଇ ଶୋଇଲେ ନିଶ୍ୱାସପ୍ରଶ୍ୱାସ ନେବା ହେବ ସ୍ବାଭାବିକ !

ବେଜିଂ,୨୮।୩: କରୋନା ଭୂତାଣୁ ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଇତିମଧ୍ୟରେ ପୃଥିବୀର ୧୯୫ ଦେଶରେ କରୋନା ସଂକ୍ରମିତ ହୋଇସାରିଛି। ଗୁରୁତର କରୋନା ସଂକ୍ରମିତ ନିଶ୍ୱାସପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିଥାନ୍ତି। ଏଭଳି ସ୍ଥଳେ ଭେଣ୍ଟିଲେଟର ଆବଶ୍ୟକ ହୋଇଥାଏ। ତେବେ…

ବ୍ରିଟେନ ପ୍ରଧାନମନ୍ତ୍ରୀ ପଦର ଦାୟିତ୍ୱ ନେବେ ବିଦେଶ ସଚିବ

ଲଣ୍ଡନ,୨୮।୩: ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନ୍‌ସନ୍‌ ଏବେ କରୋନାରେ ପୀଡିତ। ଶୁକ୍ରବାର ତାଙ୍କ ରିପୋର୍ଟରେ କରୋନା ପଜିଟିଭ୍‌ ଆସିବା ପରେ ସେ ସେଲ୍ଫ ଆଇସୋଲେଶନ୍‌ରେ ରହିଛନ୍ତି। ଏନେଇ ଟୁଇଟ କରି ସେ ସମସ୍ତଙ୍କୁ ଜଣାଇଥିଲେ। ତେବେ ସେ ସୁସ୍ଥ ହେବା ପର୍ଯ୍ୟନ୍ତ…

ମାତ୍ର ୫ ମିନିଟରେ ଚିହ୍ନଟ ହେବେ କରୋନା ପଜେଟିଭ୍‌

ଓ୍ବାଶିଂଟନ,୨୮।୩: କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ପୃଥିବୀରେ ବଢ଼ିବାରେ ଲାଗିଛି। କରୋନା ପଜେଟିଭ୍‌ଙ୍କୁ ଚିହ୍ନଟ କରିବା ପାଇଁ ଲ୍ୟାବ୍‌ରେ କରାଯାଉଥିବା ସ୍ବାବ୍‌ ପରୀକ୍ଷାରେ ଅଧିକ ସମୟ ଲାଗୁଥିବାରୁ ଅସୁବିଧା ହେଉଛି। ତେବେ ଆମେରିକାର ଏବୋଟ୍‌ ଲ୍ୟାବ୍‌ ପକ୍ଷରୁ ଏକ ପୋର୍ଟେବୁଲ୍‌…

ଓଜନ ହୋଲ୍‌ର ଆକାର କମିବାରେ ଲାଗିଛି !

ଓ୍ବାଶିଂଟନ,୨୮।୩: ଆଣ୍ଟାର୍କଟିକା ଉପରେ ସୃଷ୍ଟି ହୋଇଥିବା ଓଜନ ହୋଲ୍‌ର ଆକାର ଇତିମଧ୍ୟରେ କମିବାରେ ଲାଗିଛି। ୧୯୮୭ ମଣ୍ଟେକାର୍ଲୋ ପ୍ରୋଟୋକଲ ଅନ୍ତର୍ଗତ ହୋଇଥିବା ଏକ ସର୍ଭେ ରିପୋର୍ଟରେ ଏହା ପ୍ରକାଶ ପାଇଛି। ସାଧାରଣତଃ ବାୟୁମଣ୍ଡଳରେ ଜମା ହେଉଥିବା କ୍ଲୋରୋ-ଫ୍ଲୋରୋ-କାର୍ବନ(ସିଏଫ୍‌ସି) ଗ୍ୟାସ୍‌ ଉପରସ୍ତରରେ ଥିବା…

ବରଦାନ ସାବ୍ୟସ୍ତ ହୋଇପାରେ ଆଣ୍ଟିବଡିଜ୍‌

ନ୍ୟୁୟର୍କ: କରୋନା ପୀଡ଼ିତ ହୋଇ ସୁସ୍ଥ ହୋଇଥିବା ରୋଗୀଙ୍କ ବ୍ଲଡ୍‌ ପ୍ଲାଜ୍‌ମା କ’ଣ ଏହି ମହାମାରୀ ସହ ଲଢ଼ିବାରେ ସହାୟକ ହେବ? କରୋନାର ଭୟାବହତା ଆଗରେ ବିଶ୍ୱବାସୀ ଅସହାୟ ହୋଇପଡ଼ିଥିବାବେଳେ ଏପରି ଏକ ପ୍ରଶ୍ନ ଏବେ ଦେଖାଇଛି ଆଶାର କିରଣ। ନ୍ୟୁୟର୍କର…

କରୋନା ଭାଇରସ: ପାଖରେ ବସିଲେ ହୋଇପାରେ ୬ମାସ ଜେଲ

ସିଙ୍ଗାପୁର,୨୮।୩: କରୋନା ଭାଇରସକୁ ନେଇ ଏବେ ସାରା ବିଶ୍ୱ ଚିନ୍ତାଗ୍ରସ୍ତ। ଏଥିରୁ ମୁକୁଳିବାକୁ ସମସ୍ତେ ବାଟ ଖୋଜୁଥିବା ବେଳେ ଏପଟେ କିନ୍ତୁ ଏହା ବଢି ବଢି ଚାଲିଛି। ଚାଇନା ପରେ ଏବେ ଇଟାଲୀ ଓ ଆମେରିକାରେ ମୃତକଙ୍କ ସଂଖ୍ୟା ବଢୁଥିବାରୁ ଏହା…

କରୋନା ସଂକ୍ରମଣରେ ୨୭ ହଜାର ୩୬୫ ମୃତ: ଇଟାଲି-ସ୍ପେନ୍‌-ଫ୍ରାନ୍ସ୍‌ରେ ଗଡ଼ିଲାଣି ୧୬,୨୬୭ ମୁଣ୍ଡ

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୮।୩: କରୋନା ସଂକ୍ରମଣ ସାରା ପୃଥିବୀରେ ସୃଷ୍ଟି କରିଛି କୋକୁଆ ଭୟ । ଇତିମଧ୍ୟରେ କରୋନା ସଂକ୍ରମିତଙ୍କ ମଧ୍ୟରୁ ୨୭ ହଜାର ୩୬୫ ମୃତ୍ୟୁ ଘଟିଛି। ସେଥିମଧ୍ୟରୁ ଇଟାଲି-ସ୍ପେନ୍‌-ଫ୍ରାନ୍ସ୍‌ରେ ୧୬,୨୬୭ଜଣ ଲୋକଙ୍କ ମୃତ୍ୟୁ ହୋଇଛି। ଇଟାଲିରେ ସଂକ୍ରମିତଙ୍କ ସଂଖ୍ୟା ୮୬ ହଜାର…

ଜୀବନ ଯୁଦ୍ଧରେ ହାରିଗଲେ କରୋନା ସହ ଲଢୁଥିବା ୪୫ ଡାକ୍ତର

ରୋମ,୨୮।୩: କରୋନା ମହାମାରୀ ଏବେ ଇଟାଲୀରେ କାୟା ବିସ୍ତାର କରିଥିବା ବେଳେ ଏଠାରେ ମୃତ୍ୟୁ ସଂଖ୍ୟା ବେଳକୁ ବେଳ ବଢିବାରେ ଲାଗିଛି। ଇଟାଲୀରେ ଏବେ ମୃତକଙ୍କ ସଂଖ୍ୟା ୯ ହଜାର ଅତିକ୍ରମ କରିଥିବା ବେଳେ ଏହା ସମଗ୍ର ବିଶ୍ୱ ପାଇଁ ଚିନ୍ତାର…

ଅଢ଼େଇ ଘଣ୍ଟାରେ କରୋନା ପରୀକ୍ଷା

ବର୍ଲିନ,୨୮ା୩ : ସମଗ୍ର ବିଶ୍ୱରେ କରୋନା ଭାଇରସ୍‌ (କୋଭିଡ୍‌-୧୯) ବ୍ୟାପିବାରେ ଲାଗିଛି। ୧୯୯ ଦେଶରେ ମୋଟ ପଜିଟିଭ୍‌ ରୋଗୀଙ୍କ ସଂଖ୍ୟା ୫ଲକ୍ଷ ୬୦ ହଜାର ଟପିଥିବାବେଳେ ମୃତ୍ୟୁସଂଖ୍ୟା ୨୫ ହଜାର ପାର ହୋଇଯାଇଛି। ଉଭୟ ସଂଖ୍ୟା ସପ୍ତାହେ ହେଲା ଦ୍ରୁତଗତିରେ ବଢ଼ିଚାଲିଛି,…

ଆମେରିକା-ଚାଇନା ଏକାଠି ହେବା ଜରୁରୀ

ଓ୍ବାଶିଂଟନ, ୨୮ା୩: କରୋନା ଭାଇରସ୍‌ ମହାମାରୀର ରୂପ ନେଇ ୨୫ ହଜାରରୁ ଊର୍ଦ୍ଧ୍ୱ ମୁଣ୍ଡ ନେଲାଣି। ଏଥିଲାଗି ବିଶ୍ୱବ୍ୟାପୀ ଆତଙ୍କ ଖେଳିଯାଇଛି। ଏହାର ମୁକାବିଲା ଲାଗି ଆମେରିକା ଓ ଚାଇନା ଏକାଠି ହୋଇ କାମ କରିବା ଉଚିତ ବୋଲି ଚାଇନା ରାଷ୍ଟ୍ରପତି…

୨୫ ହଜାର ଟପିଲା କରୋନା ମୃତ୍ୟୁ

ରୋମ୍‌/ଓ୍ବାଶିଂଟନ, ୨୮ା୩: କରୋନା ଭାଇରସ୍‌ ଅଦ୍ୟାବଧି ବିଶ୍ୱବ୍ୟାପୀ ୨୫ ହଜାର ୪୧୦ ମୁଣ୍ଡ ନେଇଥିବାବେଳେ ସଂକ୍ରମିତଙ୍କ ସଂଖ୍ୟା ୫ ଲକ୍ଷ ୬୫ ହଜାରରେ ପହଞ୍ଚିଲାଣି। ଚାଇନାରେ ଏହି ଭୂତାଣୁ ସଂକ୍ରମଣରେ ୩,୨୯୨ ଜଣଙ୍କ ଜୀବନ ଯାଇଥିବା ବେଳେ ଇଟାଲୀରେ ସଂକ୍ରମଣଜନିତ ମୃତ୍ୟୁସଂଖ୍ୟା…

ବିଷାକ୍ତ ମଦ ପିଇ ୩୦୦ ମୃତ

ତେହେରାନ,୨୮ା୩: ଘାତକ କୋଭିଡ୍‌-୧୯ ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରି ମୁଣ୍ଡ ପରେ ମୁଣ୍ଡ ନେଇଚାଲିଛି। ଇରାନରେ କରୋନା ଭାଇରସ୍‌ ସଂକ୍ରମିତଙ୍କ ସଂଖ୍ୟା ୩୨,୩୩୨ରେ ପହଞ୍ଚତ୍ଥିବାବେଳେ ମୃତ୍ୟୁସଂଖ୍ୟା ୨,୩୭୮ ଛୁଇଁଛି। ଏଭଳି ସମୟରେ ସେଠାରେ ସୋସିଆଲ ମିଡିଆରେ ସୃଷ୍ଟି ହୋଇଥିବା ଏକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri