କରୋନା ଭାଇରସ ସଂକ୍ରମଣରେ ହଲିଉଡ୍ ଅଭିନେତା ମାର୍କ ବ୍ଲମଙ୍କ ପରଲୋକ
ଲସ୍ ଆଞ୍ଜେଲସ୍,୨୭।୩: କରୋନା ଭାଇରସ କବଳରେ ଏବେ ସାରା ବିଶ୍ୱ। ଚାଇନାରୁ ଆରମ୍ଭ ହୋଇଥିବା ଏହି କରୋନା ଭାଇରସ ଏବେ ଇଟାଲିରେ କାୟା ବିସ୍ତାର କରି ଚାଲିଛି। ହଲିଉଡ୍ ଅଭିନେତା ମାର୍କ ବ୍ଲମଙ୍କର କରୋନା ଭାଇରସ ସଂକ୍ରମଣରେ ମୃତ୍ୟୁ ହୋଇଥିବା ଜଣାପଡିଛି।…
ନେପାଳ ପ୍ରଧାନମନ୍ତ୍ରୀ ଅସୁସ୍ଥ ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
କାଠମାଣ୍ଡୁ,୨୭।୩: ନେପାଳ ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଅଲୀଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଗୁରୁବାର ରାତିରେ ୬୯ ବର୍ଷୀୟ ଅଲୀଙ୍କ ହୃଦ୍ସ୍ପନ୍ଦନ ବଢ଼ିଯିବା ସହ ନିଶ୍ୱାସ ପ୍ରଶ୍ୱାସ ନେବାରେ ସମସ୍ୟା ହେବାରୁ ତାଙ୍କୁ ତ୍ରିଭୁବନ ୟୁନିଭର୍ସିଟି ଟିଚିଂ ହସ୍ପିଟାଲରେ…
କରୋନାରେ ପୀଡ଼ିତ ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ୍
ଲଣ୍ଡନ,୨୭।୩: କରୋନା ଭାଇରସ ଏବେ ସାରା ବିଶ୍ୱ ପାଇଁ ଚ୍ୟାଲେଞ୍ଜ ହୋଇଯାଇଥିବା ବେଳେ ଏବେ ଏହା ଧନୀ ଗରିବ ସମସ୍ତଙ୍କୁ ତା’ କବଳକୁ ନେଇ ସାରିଲାଣି। ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ୍ ଜନସନ୍ ଏବେ କରୋନାରେ ପୀଡ଼ିତ ଥିବା ଜଣାପଡିଛି। ଗତ ୨୪…
ଲୋକଙ୍କୁ ଦିଆଯାଉଛି କରୋନା ବର୍ଗର
ହାନୋଇ,୨୭।୩- ସମଗ୍ର ବିଶ୍ୱରେ କୋଭିଡ-୧୯ ଆତଙ୍କ ଖୋଳାଇଛି। ଫଳରେ କରୋନାକୁ ନେଇ ଲୋକଙ୍କ ମନରେ ଭୟ ସୃଷ୍ଟି ହୋଇଛି। ଏହି ଭୟକୁ ଦୂର କରି ଲୋକଙ୍କ ମନୋବଳ ବଢ଼ାଇବା ପାଇଁ ଭିଏତନାମାର ରୋଷେୟା ହୋଙ୍ଗ ତୁଙ୍ଗ ଏକ ଅଭିନବ ପ୍ରୟାସ କରିଛନ୍ତି।…
ଆମେରିକୀୟଙ୍କ ପ୍ରବେଶକୁ ମେକ୍ସିକୋର ବିରୋଧ
ମେକ୍ସିକୋ ସିଟି,୨୭ା୩(ପି.ଟି.): ମେକ୍ସିକୋ ନାଗରିକମାନଙ୍କ ପ୍ରବେଶକୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଜୋର୍ଦାର ବିରୋଧ କରିଆସୁଥିଲେ। ମେକ୍ସିକୀୟମାନଙ୍କ ଯୋଗୁ ଆମେରିକାରେ ଅର୍ଥନୈତିକ ଓ ସାମାଜିକ ସମସ୍ୟା ସୃଷ୍ଟି ହେଉଥିବା ଅଭିଯୋଗ କରି ସେମାନଙ୍କ ପ୍ରବେଶ ବନ୍ଦ ଲାଗି ଟ୍ରମ୍ପ୍ ସୀମାରେ ପାଚେରି…
ଜି-୨୦ ଜରୁରୀ ସମ୍ମିଳନୀରେ ଅର୍ଥ ଚିନ୍ତା
ରିୟାଦ/ନୂଆଦିଲ୍ଲୀ,୨୭ା୩: ମହାମାରୀ କରୋନା ଭୂତାଣୁ ସଂକ୍ରମଣ ସାରା ବିଶ୍ୱକୁ କବଳିତ କରିଛି। ଏହି ପରିପ୍ରେକ୍ଷୀରେ ଜି-୨୦ ରାଷ୍ଟ୍ର ସମୂହର ଜରୁରୀ ସମ୍ମିଳନୀ ଗୁରୁବାର ସୌଦି ଆରବର ରିୟାଦରେ ଆରମ୍ଭ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୋଭିଡ୍-୧୯ରୁ ମୁକ୍ତି ପାଇବା ପାଇଁ ବିଭିନ୍ନ…
ଗରମ, ଆର୍ଦ୍ର ଜଳବାୟୁରେ କୋଭିଡ-୧୯ ସଂକ୍ରମଣ ହେବ ଧୀର
ଓ୍ବାଶିଂଟନ,୨୬।୩: ଗରମ ଓ ଆର୍ଦ୍ର ଜଳବାୟୁରେ କରୋନା ଭାଇରସ ସଂକ୍ରମଣ ଧୀରେ ହେବ ବୋଲି ଏକ ଅଧ୍ୟୟନରୁ ଜଣାପଡିଛି। ଏସିଆରେ ଥିବା ଦେଶ ଗୁଡିକରେ କରୋନା ସଂକ୍ରମଣକୁ ନେଇ କରାଯାଇଥିବା ଏକ ଅଧ୍ୟୟନରୁ ଏହା ଜଣାପଡିଛି। ଆମେରିକାର ମାସାଚୁସେଟସ୍ ଇନଷ୍ଟିଚ୍ୟୁଟ ଅଫ୍…
ଚାଇନାରେ ଠିକ୍ ହୋଇଥିବା ୧୦ ପ୍ରତିଶତ ରୋଗୀ ପୁଣି କରୋନାରେ ସଂକ୍ରମିତ!
ବେଜିଂ,୨୬।୩: ପ୍ରଥମ କରି ଚାଇନାରୁ ଆରମ୍ଭ ହୋଇଥିବା କରୋନା ଭାଇରସ ଏବେ ସାରା ବିଶ୍ୱକୁ ଏକ ପ୍ରକାର ବ୍ୟାପି ସାରିଲାଣି। ନିକଟରେ ଚାଇନାରୁ ଗୋଟିଏ ଦିନରେ କୌଣସି ସଂକ୍ରମିତଙ୍କୁ ଚିହ୍ନଟ କରାଯାଇ ନ ଥିବା ଖରବ ଆସିଥିଲା। ହେଲେ ୩ ଦିନ…
ଲକ୍ ଡାଉନ୍ ଦେଲାନି କାମ: ଗୋଟିଏ ଦିନରେ ୧,୪୨୧ ମୁଣ୍ଡ ନେଲା କରୋନା
ମାଦ୍ରିଦ୍/ରୋମ,୨୬।୩: କରୋନା ସଂକ୍ରମଣ ପୃଥିବୀର ସମସ୍ତ ଦେଶରେ ଆତଙ୍କ ଜାରି ରଖିଛି। ସ୍ପେନ୍ ଏବଂ ଇଟାଲିରେ ସୁରକ୍ଷା ଦୃଷ୍ଟିରୁ ଲକ୍ ଡାଉନ୍ ଜାରି ହେବା ପରେ ମଧ୍ୟ ଗୋଟିଏ ଦିନରେ ୧,୪୨୧ଜଣ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ସ୍ପେନ୍ରେ ସରକାର ଗତ ୧୧…
ସାରା ବିଶ୍ୱ ଲକ୍ଡାଉନ୍ରେ ଥିବା ବେଳେ ସ୍ବାଭାବିକ ପରିସ୍ଥିତିକୁ ଫେରୁଛି ଚାଇନା
ବେଜିଂ,୨୬।୩: ସାରା ବିଶ୍ୱରେ ପ୍ରାୟ ୨୦ ପ୍ରତିଶତ ଜନସଂଖ୍ୟା କେରାନା ଭାଇରସ୍ ଯୋଗୁ ଏବେ ଲକ୍ଡାଉନ୍ରେ ରହିଛନ୍ତି। ମହାମାରୀ କରୋନାକୁ ରୋକିବା ପାଇଁ ଲୋକମାନେ ଘର ବନ୍ଦୀ ଥିବା ବେଳେ ଦୋକାନ ବଜାର ଓ ସରକାରୀ କାର୍ଯ୍ୟାଳୟରେ ତାଲା ପଡ଼ିଛି। ହେଲେ…
କରୋନା ଭାଇରସ: ବ୍ରିଟେନ ହସ୍ପିଟାଲରେ ୪ ଦିନ ପରେ ଆଉ ମିଳିବ ନାହିଁ ସ୍ଥାନ!
ଲଣ୍ଡନ,୨୬।୩: କରୋନା ଭାଇରସ ଏବେ ତା’ର ଠିକଣା ବଦଳାଇବାକୁ ଚେଷ୍ଟା କରୁଥିବା ଆଲୋଚନା ହେଉଛି। ଚାଇନାରୁ ଆରମ୍ଭ ହୋଇଥିବା ଏହି କରୋନା ଭାଇରସ ଏବେ ତା’ର ଠିକଣା ବଦଳାଇ ଇଟାଲିରେ ରହିଛି। ଅର୍ଥାତ୍ କରୋନା ସଂକ୍ରମଣରେ ଚାଇନାରେ ଯେମିତି ମୃତ ଓ…
ଅଭିନେତ୍ରୀ ଲୌରା ବେଲ୍ କରୋନାରେ ସଂକ୍ରମିତ
ଓ୍ବାଶିଂଟନ,୨୬।୩: ଆମେରିକା ଚଳଚ୍ଚିତ୍ର ଦୁନିଆର ଅଭିନେତ୍ରୀ ଲୌରା ବେଲ୍ ବଣ୍ଡି କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି। ୩୮ ବର୍ଷୀୟା ଏହି ଅଭିନେତ୍ରୀ ସୋସିଆଲ ମିଡିଆ ମାଧ୍ୟମରେ ଏହି ସୂଚନା ଦେଇଛନ୍ତି। ବୁଧବାର ସେ ତାଙ୍କ ଇନ୍ଷ୍ଟାଗ୍ରାମରେ ଏକ ଭିଡ଼ିଓ ଶେୟାର କରିବା…
Archives


