ଅନ୍ତର୍ଜାତୀୟ

ଆଫଗାନିସ୍ତାନ ବିସ୍ଫୋରଣ: ୨ ଶିଶୁ ମୃତ

କାବୁଲ,୧୫।୭: ଆଫଗାନିସ୍ତାନ ବାଲ୍‌ଖର ଉତ୍ତରରେ ସୋମବାର ହୋଇଥିବା ଏକ ବିସ୍ଫୋରଣରେ ୨ ଶିଶୁଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ସାହିନ କାର୍ପସ୍‌ର ପ୍ରବକ୍ତା ମହମ୍ମଦ ହନିଫ ରେଜାଇ ଏହି ସୂଚନା ଦେଇଛନ୍ତି। ରାସ୍ତାକଡରେ ଲାଗିଥିବା ବୋମା ବିସ୍ଫୋରଣ ଫଳରେ ଏପରି...

ବ୍ରିଟେନରେ ହୋଇପାରେ ବିଶ୍ୱର ସବୁଠାରୁ ବଡ ପରମାଣୁ ବିସ୍ଫୋରଣ

ଲଣ୍ଡନ,୧୫।୭: ଏବେ ବିଶ୍ୱର ପ୍ରାୟ ସବୁଦେଶ ନ୍ୟୁକ୍ଲିୟର ଶକ୍ତି ବୃଦ୍ଧି ପାଇଁ ପ୍ରୟାସ ଜାରି ରଖିଛନ୍ତି। ସେଥିପାଇଁ ଲୁଚାଛପାରେ ସମସ୍ତେ ଏହାର ପରୀକ୍ଷଣ ମଧ୍ୟ କରୁଛନ୍ତି। ଏହା ବିଶ୍ୱ ସମ୍ମୁଖରେ ପରମାଣୁ ବିସ୍ଫୋରଣର ଭୟକୁ ମଧ୍ୟ ବଢାଇ ଚାଲିଛି। କେବଳ...

୪ ମହିଳା ସାଂସଦଙ୍କ ଉପରେ ବର୍ଣ୍ଣବୈଷମ୍ୟ ଟିପ୍ପଣୀ ଦେଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୧୫।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ୪ ଜଣ ଡେମୋକ୍ରାଟିକ୍‌ ମହିଳା ସାଂସଦଙ୍କ ଉପରେ ବର୍ଣ୍ଣବୈଷମ୍ୟ ଟିପ୍ପଣୀ ଦେଇ ବିବାଦ ଘେରକୁ ଆସିଛନ୍ତି। ଟ୍ରମ୍ପ୍‌ କହିଛନ୍ତି ଯେ, ଯେଉଁ ଅଞ୍ଚଳରୁ ସେମାନେ ଆସିଛନ୍ତି ସେଠାକୁ ଫେରି ଯାଆନ୍ତୁ। ଟ୍ରମ୍ପ୍‌ଙ୍କ ଏଭଳି...

୨୪୦ ଚକା ବିଶିଷ୍ଟ ଟ୍ରକ୍‌ରେ ବୁହାହୋଇ ବନ୍ଦରରେ ପହଞ୍ଚିଲା ଜାକି ଚାନ୍‌ଙ୍କ ସୁପରୟାଚ୍‌: ଦାମ୍‌ ୩୧୫ କୋଟି

ବେଜିଂ,୧୫।୭: ଚାଇନାର ମାର୍ଶାଲ ଆର୍ଟ ଅଭିନେତା ଜାକି ଚାନ୍‌ଙ୍କ ସୁପରୟାଚ୍‌ ସ୍ଥାନୀୟ ଜିଙ୍ଗଲୋଗ୍‌ ସ୍ଥିତ ବନ୍ଦରରେ ପହଞ୍ଚିଛି। ଏହାକୁ ୨୪୦ ଚକା ବିଶିଷ୍ଟ ଟ୍ରକ୍‌ ଦ୍ୱାରା ବୁହାହୋଇ ଅଣାଯାଇଛି। ଏହାର ଲମ୍ବ ୪୬.୫ ମିଟର ଥିବାବେଳେ ଉଚ୍ଚତା ୨୨ ମିଟର...

ବନ୍ୟପ୍ରାଣୀ ଚୋରା ଚାଲାଣ: ଇଣ୍ଟରପୋଲ୍‌ ଦ୍ୱାରା ୬ ମାସରେ ୬ ଶହ ଗିରଫ

ଲିଓ,୧୫।୭: ବନ୍ୟପ୍ରାଣୀ ଚୋରା ଚାଲାଣ ବନ୍ଦ କରିବା ପାଇଁ ଅନ୍ତର୍ଜାତୀୟସ୍ତରରେ ଇଣ୍ଟରପୋଲ୍‌ ଏବଂ ଓ୍ବାଲର୍‌ଡ କଷ୍ଟମ ଅର୍ଗାନାଇଜେସନ୍‌ର ମିଳିତ ସହଯୋଗରେ ଅପରେଶନ୍‌ ଜାରି ରହିଛି। ଏହି ଅପରେଶନ୍‌ରେ ୧୦୯ଟି ଦେଶ ସାମିଲ୍‌ ହୋଇଛନ୍ତି। ଚଳିତ ବର୍ଷ ପ୍ରଥମ ୬ ମାସ...

ଭୂକମ୍ପରେ ଥରିଲା ଇଣ୍ଡୋନେସିଆ

ଜାକର୍ତ୍ତା,୧୫ା୭(ଏଏଫ୍‌ପି): ଇଣ୍ଡୋନେସିଆର ପୂର୍ବଭାଗ ମାଲୁକୁ ଦ୍ୱୀପରେ ରବିବାର ବଡ଼ ଧରଣର ଭୂମିକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୭.୩ ଥିଲା। ଭୟରେ ଲୋକମାନେ ଘରୁ ବାହାରି ରାସ୍ତାକୁ ପଳାଇଆସିଥିଲେ। ତେବେ ସୁନାମୀ ସତର୍କ ସୂଚନା ଜାରି କରାଯାଇନାହିଁ।...

ଇଣ୍ଡୋନେସିଆରେ ୭.୩ ତୀବ୍ରତାର ଭୂକମ୍ପ

ଜାକର୍ତ୍ତା,୧୪।୭: ପୂର୍ବ ଇଣ୍ଡୋନେସିଆର ମାଲୁକୁ ଦ୍ୱୀପରେ ରବିବାର ୭.୩ ତୀବ୍ରତାର ଏକ ଭୂକମ୍ପ ଅନୁଭୂତ ହୋଇଛି। ସକାଳ ପ୍ରାୟ ୯ଟା ୧୦ରେ ଏହା ଅନୁଭୂତ ହୋଇଥିବା ବେଳେ ଏହାର କେନ୍ଦ୍ରସ୍ଥଳ ଉପକୂଳ ସହର ଲାଓ୍ବିଠାରୁ ୧୨୦ କିଲୋମିଟର ଦୂରରେ ରହିଥିଲା।...

କରତାରପୁର କରିଡର: ଭାରତର ପ୍ରସ୍ତାବକୁ ମାନିଲା ପାକିସ୍ତାନ

ନୂଆଦିଲ୍ଲୀ,୧୪।୭: କରତାରପୁର କରିଡରକୁ ନେଇ ରବିବାର ପାକିସ୍ତାନର ଓ୍ବାଘା ସୀମାରେ ଚାଲିଥିବା ବୈଠକ ଶେଷ ହୋଇଛି। ଏହି ବୈଠକରେ ଭାରତ ଯେଉଁ ପ୍ରସ୍ତାବ ରଖିଥିଲା ତାହାକୁ ପାକିସ୍ତାନ ମାନି ଯାଇଥିବା ସୂଚନା ମିଳିଛି। ଏହି ଦ୍ୱିପାକ୍ଷିକ ବୈଠକ ସରିବା ପରେ...

ରୋହିଙ୍ଗ୍ୟାଙ୍କ ପାଇଁ ଘର ତିଆରି କଲା ଭାରତ

ମ୍ୟାନମାର,୧୪।୭: ରୋହିଙ୍ଗ୍ୟା ଶରଣାର୍ଥୀଙ୍କ ଦୁର୍ଦ୍ଦଶାକୁ ଦେଖି ଏବେ ଭାରତ ମ୍ୟାନମାରରେ ୨୫୦ ଘର ତିଆରି କରି ସେଠାକାର ସରକାରଙ୍କୁ ହସ୍ତାନ୍ତର କରିଛି। ଏହାପରେ ମ୍ୟାନମାରର ବୈଦେଶିକ ସଚିବ ବାଂଲାଦେଶ ଗସ୍ତ କରି ସେଠାରେ ଥିବା ରୋହିଙ୍ଗ୍ୟା ଶରଣାର୍ଥୀଙ୍କୁ ଫେରାଇ ନେବାର...

୨୦୨୧ ସୁଦ୍ଧା ଶେଷ ହେବ ଲ୍ୟୁଲ୍‌ ନଦୀ ଉପରେ ଭାସମାନ ହୋଟେଲ: ଦିନକର ରହିବା ଭଡ଼ା ୭୫ ହଜାର

ଷ୍ଟକ୍‌ହୋମ୍‌,୧୪।୭: ସୁଇଡେନ୍‌ର ଲେପଲେଣ୍ଡ୍‌ ଅଞ୍ଚଳରେ ଥିବା ଲ୍ୟୁଲ୍‌ ନଦୀ ଉପରେ ଏକ ଭାସମାନ ହୋଟେଲ ନିର୍ମାଣ କରାଯାଉଛି। ହୋଟେଲ ନିର୍ମାଣ କାର୍ଯ୍ୟ ୨୦୨୦-୨୧ ସୁଦ୍ଧା ଶେଷ ହେବ। ଏଠାରେ ଗୋଟିଏ ଦିନ ରହିବା ପାଇଁ ଭଡ଼ା ଭାରତୀୟ ମୁଦ୍ରାରେ ୭୫...

ଭୟଙ୍କର ହେଉଛି ନେପାଳ ବନ୍ୟା ପରିସ୍ଥିତି: ବଢୁଛି ମୃତ୍ୟୁ ସଂଖ୍ୟା

କାଠମାଣ୍ଡୁ,୧୪।୭: ନେପାଳରେ ଲାଗି ରହିଥିବା ବର୍ଷାରେ ବନ୍ୟା ପରିସ୍ଥିତି ବେଳକୁ ବେଳ ଭୟଙ୍କର ରୂପ ଧାରଣ କରୁଛି। ବନ୍ୟା ଓ ଭୂସ୍ଖଳନ ଫଳରେ ଏବେସୁଦ୍ଧା ଏଠାରେ ୪୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୪ ନିଖୋଜ ଅଛନ୍ତି ଓ ୨୦ରୁ...

ବାଂଲାଦେଶର ପୂର୍ବତନ ସାମରିକ ଶାସକ ମହମ୍ମଦ୍‌ ଇର୍ଶାଦ୍‌ଙ୍କ ପରଲୋକ

ଢ଼ାକା, ୧୪।୭: ବାଂଲାଦେଶର ପୂର୍ବତନ ସାମରିକ ଶାସକ ହୁସେନ୍‌ ମହମ୍ମଦ୍‌ ଇର୍ଶାଦ୍‌ଙ୍କର ରବିବାର ୯୦ ବର୍ଷ ବୟସରେ ପରଲୋକ ହୋଇଯାଇଛି। ୧୯୮୨ ଏପ୍ରିଲ୍‌ ୨୪ରେ ତତ୍‌କାଳୀନ ରାଷ୍ଟ୍ରପତି ଅବଦୁସ୍‌ ସତାର୍‌ଙ୍କ ବିରୋଧରେ ସେ ଷଡ଼ଯନ୍ତ୍ର ରଚି କ୍ଷମତା ଦଖଲ କରିଥିଲେ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri