କରତାରପୁର କରିଡର ମାଧ୍ୟମରେ ଭାରତରେ ଅଶାନ୍ତ ବାତାବରଣ ସୃଷ୍ଟି କରିବାକୁ ଚାହୁଁଛି ପାକିସ୍ତାନ: ଆନନ୍ଦ ମିର୍ଜା
ଇସ୍ଲାମାବାଦ,୨୩।୧୧: କରତାରପୁର କରିଡର ଉଦ୍ଘାଟନକୁ ପାଖାପାଖି ମାସେ ହୋଇଗଲାଣି। ଏବେ ପିଓକେ କର୍ମୀ ଆନନ୍ଦ ମିର୍ଜା ଏହାକୁ ନେଇ ଏକ ବିବାଦୀୟ ବୟାନ ଦେଇଛନ୍ତି। ସେ କହିଛନ୍ତି ପାକସ୍ତାନ କରତାରପୁର କରିଡର ମାଧ୍ୟମରେ ଭାରତରେ ଅଶାନ୍ତ ବାତାବରଣ ସୃଷ୍ଟି କରିବାକୁ ଚାହୁଁଛି।…
ଅଣ୍ଡର ଓ୍ବାଟର ମ୍ୟୁଜିକ୍ ଫେଷ୍ଟିଭାଲ
ସଙ୍ଗୀତ ପ୍ରେମୀଙ୍କ ଲାଗି ପ୍ରତିବର୍ଷ ଫ୍ଲୋରିଡାରେ ଏକ ନିଆରା ମ୍ୟୁଜିକ ଫେଷ୍ଟିଭାଲ ଆୟୋଜନ କରାଯାଏ, ଯାହା ସମୁଦ୍ର ଗର୍ଭରେ ଅନୁଷ୍ଠିତ ହୋଇଥାଏ। ଏହି ମ୍ୟୁଜିକ୍ ଫେଷ୍ଟିଭାଲର ଆୟୋଜକ ବିଲ ବେକରଙ୍କ କହିବା ଅନୁଯାୟୀ ସାମୁଦ୍ରିକ ସମ୍ପଦର ସଂରକ୍ଷଣ ପ୍ରତି ଲୋକଙ୍କ ଭିତରେ…
ଆଫଗାନିସ୍ତାନରେ ୨ ବିସ୍ଫୋରଣ: ୩ ମୃତ
କବିସା,୨୩।୧୧: ଆଫଗାନିସ୍ତାନର ଆଲାସାଇ ଜିଲା କପିସା ଅଞ୍ଚଳରେ ହୋଇଥିବା ବିସ୍ଫୋରଣରେ ଅତିକମ୍ରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ସୁରକ୍ଷାକର୍ମୀ ଆହତ ହୋଇଥିବା ସୂଚନା ମିଳିଛି। ଏହା କପିସାର ଏକ ମାର୍କେଟ ନିକଟରେ ହୋଇଥିବା କୁହାଯାଉଛି। ସକାଳ ପ୍ରାୟ ୯ଟାରେ…
ଗଛରେ ଫଳୁଛି ୪୦ ପ୍ରକାର ଫଳ
ନ୍ୟୁୟର୍କ: ଆଜିର ବିଜ୍ଞାନ ଯୁଗରେ ପ୍ରଯୁକ୍ତି ବିଦ୍ୟାର ପ୍ରୟୋଗ ଦ୍ୱାରା ଅନେକ ଅସମ୍ଭବକୁ ସମ୍ଭବ କରିହେଉଛି। ବୈଜ୍ଞାନିକମାନେ ରିସର୍ଚ୍ଚ କରିବା ସହ ବିଭିନ୍ନ ଟେକ୍ନିକ୍ ପ୍ରୟୋଗ କରି ବହୁ ଅବିଶ୍ୱସନୀୟ ଜିନିଷ ଖୋଜି ବାହାର କରିଛନ୍ତି। ଏହି କ୍ରମରେ ନ୍ୟୁୟର୍କ ସେରାକୁଜ୍…
ସନ୍ତାନ ପ୍ରସବ ଲାଗି ମିଳେ ପ୍ରୋତ୍ସାହନ
କେତେକ ଦେଶରେ ଜନସଂଖ୍ୟା ଏତେ କମି ଯାଇଛି ଯେ ଏହା ସରକାରଙ୍କୁ ଚିନ୍ତାରେ ପକାଇ ଦେଇଛି। ସେମିତି ଏକ ଦେଶ ହେଉଛି ଫିନଲାଣ୍ଡ। ଏଠାରେ ଏବେ ଜନସଂଖ୍ୟା ଦ୍ରୁତ ବେଗରେ ହ୍ରାସ ପାଇବାରେ ଲାଗିଛି। କାରଣ ଏଠାରୁ ଅଧିକାଂଶ ଲୋକେ ଦେଶ…
ଶ୍ରୀଲଙ୍କା ରାଜନୀତିରେ ପରିବାରବାଦର ଝଲକ୍
କଲମ୍ବୋ,୨୨।୧୧: ଶ୍ରୀଲଙ୍କା ରାଷ୍ଟ୍ରପତି ଗୋଟବାୟା ରାଜପାକ୍ସେ ଶୁକ୍ରବାର ଅନ୍ତରୀଣ ମନ୍ତ୍ରୀମଣ୍ଡଳର ଗଠନ କରିଛନ୍ତି। ଏହାର ଉଦ୍ଦେଶ୍ୟ ହେଉଛି ଅଗାମୀ ନିର୍ବାଚନ ପର୍ଯ୍ୟନ୍ତ ସରକାର ଚଳାଇବା। ତାଙ୍କ ମନ୍ତ୍ରିମଣ୍ଡଳରେ ମହିନ୍ଦା ରାଜପାକ୍ସେଙ୍କ ବ୍ୟତୀତ ୭୭ ବର୍ଷୀୟ ଚମଲ ରାଜପାକ୍ସେ ଓ ୨ ମହିଳାଙ୍କୁ…
୨ଫୁଟ ବରକୁ ୬ ଫୁଟ କନ୍ୟା
ଇସଲାମାବାଦ,୨୨।୧୧: ପାକିସ୍ତାନ ବାସିନ୍ଦା ବୁରହାନ ଚିସ୍ତିଙ୍କ ଉଚ୍ଚତା ୨ ଫୁଟ୍। ଏବେ ତାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ତାହା ପୁଣି ତାଙ୍କ ବିବାହ ସମୟର। ଉକ୍ତ ଭିଡିଓରେ ସେ ଜବରଦସ୍ତ ଡ୍ୟାନ୍ସ କରୁଥିବା ଦେଖାଯାଇଛି। ତାହାପୁଣି…
ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋଙ୍କ କ୍ୟାବିନେଟର ପ୍ରଥମ ହିନ୍ଦୁ ମନ୍ତ୍ରୀ ହେଲେ ଅନିତା ଆନନ୍ଦ
ଓଟାଓ୍ବା,୨୧।୧୧: କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ବୁଧବାର ତାଙ୍କ କ୍ୟାବିନେଟର ଘୋଷଣା କରିଛନ୍ତି। ଏଥିରେ ସାମିଲ ହୋଇଥିବା ୭ ନୂଆ ମୁହଁଙ୍କ ମଧ୍ୟରେ ଭାରତୀୟ ମୂଳ ବାସିନ୍ଦା ଅନିତା ଇନ୍ଦିରା ଆନନ୍ଦଙ୍କୁ ସ୍ଥାନ ଦିଆଯାଇଥିବା ଜଣାପଡିଛି। ଏହି କ୍ୟାବିନେଟରେ ସ୍ଥାନ ପାଇଥିବା…
ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ମହିନ୍ଦା ରାଜପାକ୍ସେ
କଲମ୍ବୋ,୨୧।୧୧: ଶ୍ରୀଲଙ୍କାର ପ୍ରଧାନମନ୍ତ୍ରୀ ଭାବେ ଗୁରୁବାର ମହିନ୍ଦା ରାଜପାକ୍ସେ ଶପଥ ନେଇଛନ୍ତି। ନୂଆ ରାଷ୍ଟ୍ରପତି ଗୋଟାବାୟା ରାଜପାକ୍ସେ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଶ୍ରୀଲଙ୍କା ଇତିହାସରେ ପ୍ରଥମ କରି ଦୁଇ ଭାଇ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ ଭାବେ…
ଭାରତୀୟ ନୌସେନାର ଶକ୍ତି ବୃଦ୍ଧି ପାଇବ: କିଣାଯିବ ୧୩ ତୋପ; ଖର୍ଚ୍ଚ ହେବ ୭୧ ଶହ କୋଟି
ଓ୍ବାଶିଂଟନ,୨୧।୧୧: ଭାରତ ଆମେରିକାଠାରୁ ୧୩ ନୌସୈନିକ ତୋପ କିଣିବ। ଏଥିପାଇଁ ୭୧ ଶହ କୋଟି ଟଙ୍କା ଖର୍ଚ୍ଚ ହେବ। ଏହି ଏମ୍କେ-୪୫ ତୋପ ଦ୍ୱାରା ଭାରତୀୟ ନୌସେନାର ଶକ୍ତି ବୃଦ୍ଧି ପାଇବ ବୋଲି କୁହାଯାଉଛି। ଏନେଇ ଆମେରିକା ପକ୍ଷରୁ ସ୍ବୀକୃତି ପ୍ରଦାନ…
ଡିଏନ୍ଏରୁ ଜଣାପଡ଼ିବ ଭବିଷ୍ୟତରେ ଶିଶୁ ଡାକ୍ତର ଅବା ହେବ ଇଞ୍ଜିନିୟର…
ଭବିଷ୍ୟତରେ ଶିଶୁ କେଉଁ ପେଶାରେ ରହିବ ତାହା ଡିଏନ୍ଏରୁ ଜଣାପଡ଼ିବ। ଶିଶୁ ଡାକ୍ତର, ଇଞ୍ଜିନିୟର, କଳାକାର ଅବା ସାଧାରଣ କାର୍ଯ୍ୟ କରିବ ତାହା ଗୁଣସୁତ୍ରରେ ଥିବା ଡିଏନ୍ଏରୁ ସହଜରେ ଆକଳନ କରାଯାଇପାରିବ ବୋଲି ଗବେଷକ କହିଛନ୍ତି। ଏନେଇ ଚାଇନା ସମେତ ଅନ୍ୟ…
ବ୍ରେକ୍ଫାଷ୍ଟ କରୁ ନ ଥିବା ପିଲା କମ୍ ମାର୍କ ରଖନ୍ତି
ଲଣ୍ଡନ:ପିତାମାତାମାନେ ଏବେଠାରୁ ସାବଧାନ ହୋଇଯାନ୍ତୁ। ବ୍ରେକଫାଷ୍ଟ କରୁ ନ ଥିବା ପିଲା କମ୍ ମାର୍କ ରଖନ୍ତି ବୋଲି ଏକ ସର୍ବେକ୍ଷଣରୁ ଜଣାପଡ଼ିଛି। ପିଲାମାନେ ଖାଲିପେଟରେ ରହି ପାଠପଢ଼ିବା ଦ୍ୱାରା ମାନସିକ ସନ୍ତୁଳନ ରକ୍ଷା ହୋଇ ନ ଥାଏ। ଖାଲି ଘରେ ନୁହେଁ,…
Archives


