ଅନ୍ତର୍ଜାତୀୟ

ନାସା ସର୍ଭର ହ୍ୟାକ୍‌: ମଙ୍ଗଳ ଅଭିଯାନ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଚୋରି ଆଶଙ୍କା

ଓ୍ବାଶିଂଟନ,୨୨।୬: ଆମେରିକା ମହାକାଶ ଗବେଷଣା ସଂସ୍ଥା ନାସାର ସର୍ଭର ହ୍ୟାକ୍‌ ହୋଇଛି। ଏଥିରେ ଥିବା ମଙ୍ଗଳ ଅଭିଯାନ ସମ୍ପର୍କିତ ତଥ୍ୟ ହ୍ୟାକର୍‌ ଚୋରି କରିଥିବା ଆଶଙ୍କା କରାଯାଉଛି। ନାସାର ମହାନିରୀକ୍ଷକ କାର୍ଯ୍ୟାଳୟ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଏନେଇ ସୂଚନା...

ହାଓ୍ବାଇରେ ବିମାନ ଦୁର୍ଘଟଣା: ୯ ମୃତ

ହୋନୋଲୁଲୁ,୨୨।୬: ହାଓ୍ବାଇରେ ଏକ ଦୁଇ ଇଞ୍ଜିନ ବିଶିଷ୍ଟ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ପାଇଲଟଙ୍କ ସମେତ ୯ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ଥାନୀୟ ବେସାମରିକ ବିମାନ ଚଳାଚଳ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି କିଙ୍ଗ୍‌ ଏୟାର ବିମାନଟି ଧିଲିଘାଂମ୍‌...

ଶ୍ରୀଲଙ୍କାରେ ଜରୁରୀକାଳୀନ ପରିସ୍ଥିତି ସମୟ ସୀମା ବୃଦ୍ଧି

କଲମ୍ବୋ,୨୨।୬: ଶ୍ରୀଲଙ୍କାରେ ଜରୁରୀକାଳୀନ ପରିସ୍ଥିତ ସମୟ ସୀମାକୁ ପୁଣି ବୃଦ୍ଧି କରାଯାଇଛି। ଏନେଇ ରାଷ୍ଟ୍ରପତି ମୈଥ୍ରୀପାଳ ସିରିସେନା ସୂଚନା ଦେଇଛନ୍ତି। ଏଠାରେ ଏପ୍ରିଲ୍‌ ୨୩ଠାରୁ ଜରୁରୀକାଳୀନ ପରିସ୍ଥିତି ଜାରି ହୋଇଥିଲା। ଏହା ଶନିବାର ଶେଷ ହେଉଥିଲା। ତେବେ ଆସନ୍ତା ୧୦...

୨୦ ଫୁଟ ଗଭୀର ସମୁଦ୍ର ତଳେ ପେଣ୍ଟିଂ କରୁଛନ୍ତି ଚିତ୍ରକର

ହାଭାନା, ୨୨।୬: କ୍ୟୁବାର ଜଣେ ଚିତ୍ରକର ୨୦ ଫୁଟ ଗଭୀର ସମୁଦ୍ର ତଳେ ପେଣ୍ଟିଂ କରି ବେଶ୍‌ ଚର୍ଚ୍ଚାରେ ରହିଛନ୍ତି। ଏହା ଏକ ନିଆରା ଅନୁଭୁତି ବୋଲି ୪୨ ବର୍ଷ ବୟସ୍କ ଚିତ୍ରକର ସେଣ୍ଡର ଗୋଞ୍ଜାଲେସ୍‌ ସୂଚନା ଦେଇଛନ୍ତି। ୬...

ସଚ୍ଚୋଟ ପଣିଆ ତାଲିକା: ସୁଇଜରଲାଣ୍ଡ୍‌ ୧ ନମ୍ବର; ୩୦ତମ ସ୍ଥାନରେ ଭାରତ

ଜୁରିକ୍‌,୨୨।୬: ପ୍ରକାଶ ପାଇଛି ବିଶ୍ୱ ସଚ୍ଚୋଟ ପଣିଆ ତାଲିକା। ଏଥିରେ ସୁଇଜରଲାଣ୍ଡ୍‌ ୧ ନମ୍ବର ସ୍ଥାନରେ ରହିଥିବାବେଳେ ଭାରତର ସ୍ଥାନ ୩୦ ରହିଛି। ରାସ୍ତାରୁ ପର୍ସ ଅବା ଅନ୍ୟ କିଛି ବସ୍ତୁ ମିଳିଲେ କେତେ ଲୋକ ଏହାକୁ ମାଲିକ ପାଖରେ...

ବ୍ରିଟିଶ୍‌ ହେରାଲ୍ଡ ରିଡର୍ସ ପୋଲ୍‌:ମୋଦି ସବୁଠୁ ପ୍ରଭାବଶାଳୀ ବ୍ୟକ୍ତି

ଲଣ୍ଡନ, ୨୨ା୬: ବ୍ରିଟେନର ଅଗ୍ରଣୀ ପତ୍ରିକା ବ୍ରିଟିଶ୍‌ ହେରାଲ୍ଡ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ୨୦୧୯ରେ ବିଶ୍ୱର ସବୁଠୁ ପ୍ରଭାବଶାଳୀ ବ୍ୟକ୍ତି ବୋଲି ଘୋଷଣା କରିଛି। ରିଡର୍ସ ପୋଲ୍‌ରେ ସେ ଅନେକ ବିଶ୍ୱ ନେତା ଓ ରାଜନେତାଙ୍କୁ ପରାସ୍ତ କରି ବିଜୟୀ...

ଏନ୍‌ଏସ୍‌ଜିରେ ଭାରତର ସଦସ୍ୟତାକୁ ଚାଇନାର ବିରୋଧ

ବେଜିଂ,୨୨ା୬(ପି.ଟି.) : ଆଣବିକ ସାମଗ୍ରୀ ଯୋଗାଣକାରୀ ଗୋଷ୍ଠୀ(ଏନ୍‌ଏସ୍‌ଜି)ରେ ଭାରତକୁ ସାମିଲ କରାଯିବାର ପ୍ରଶ୍ନ ଉଠୁନାହିଁ ବୋଲି ଚାଇନା କହିବା ସହ ଭାରତର ପ୍ରବେଶକୁ ବିରୋଧ କରିଛି। ଏକ ନିର୍ଦ୍ଦିଷ୍ଟ ଯୋଜନାରେ ପହଞ୍ଚିବା ପୂର୍ବରୁ ଭାରତ ସମ୍ପର୍କରେ ଆଲୋଚନା ନ କରିବା...

ଚାଳକ ବିହିନ ହେଲିକପ୍ଟରର ପରୀକ୍ଷଣ କଲା ଚାଇନା

ବେଜିଂ,୨୧।୬: ଚାଇନା ଏକ ଚାଳକ ବିହିନ ହେଲିକପ୍ଟରର ପରୀକ୍ଷଣ କରିଛି। ଶୁକ୍ରବାର ଚାଇନାର ସରକାରୀ ଗଣମାଧ୍ୟମ ଏହି ସୂଚନା ଦେଇଛି। ପ୍ରଥମ ଥର ଏହି ଚାଳକ ବିହିନ ହେଲିକପ୍ଟରଟି ରାତିରେ ଏକ ସଫଳ ଅପରେଶନ କରିଥିବା କୁହାଯାଉଛି। ଏହି ହେଲିକପ୍ଟର...

ନିଜାମଙ୍କ ହୀରା ମୁଦି ୫୪ କୋଟି ଟଙ୍କାରେ ବିକ୍ରି

ନ୍ୟୁୟର୍କ, ୨୧।୬: ଆମେରିକା ନ୍ୟୁୟର୍କ ସହରରେ ଭାରତୀୟ ସମ୍ରାଟ ନିଜାମ ମୀର ଉସମାନ ଅଲ୍ଲୀ ଖାନ୍‌ଙ୍କ ଅଳଙ୍କାର ନିଲାମ କରାଯାଇଛି। ନିଜାମଙ୍କ ସ୍ବତନ୍ତ୍ର ହୀରା ମୁଦି ୫୪ କୋଟି ଟଙ୍କା, ନେକଲେସ୍‌ ୧୭ କୋଟି ଟଙ୍କା ଏବଂ ତଲଓ୍ବାର ୧୩.୪...

ଯୋଗାସନ କରି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଅଭିନନ୍ଦନ ଜଣାଇଲେ ଶ୍ରୀଲଙ୍କା ରାଷ୍ଟ୍ରପତି

କଲୋମ୍ବୋ,୨୧।୬: ଶ୍ରୀଲଙ୍କା ରାଷ୍ଟ୍ରପତି ମୈତ୍ରିପାଲ ଶିରସେନା ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗାସନ କରିଛନ୍ତି। ଯୋଗ କରୁଥିବାର ଏକ ଭିଡିଓକୁ ସେ ନିଜ ଟୁଇଟର ଆକାଉଣ୍ଟରେ ଶେୟାର କରିଛନ୍ତି। ଏହି ଅବସରରେ ସାରା ବିଶ୍ୱକୁ ଯୋଗର ମହତ୍ୱ ବୁଝାଇବା ପାଇଁ ସେ...

ଟ୍ରମ୍ପ୍‌,ପୁଟିିନଙ୍କୁ ପଛରେ ପକାଇ ବିଶ୍ୱର ସବୁଠୁ ପ୍ରଭାବଶାଳୀ ବ୍ୟକ୍ତି ହେଲେ ମୋଦି

ନୂଆଦିଲ୍ଲୀ, ୨୧।୬: କେବଳ ଦେଶରେ ନୁହେଁ, ସାରା ବିଶ୍ୱରେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜଲ୍‌ଓ୍ବା ଦେଖିବାକୁ ମିଳିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌, ରୁଷ ରାଷ୍ଟ୍ରପତି ଭ୍ଲାଡିମିର୍‌ ପୁଟିନ ଏବଂ ଚାଇନା ରଷ୍ଟ୍ରପତି ସି ଜିନ୍‌ପିଙ୍ଗ୍‌ଙ୍କୁ ପଛରେ ପକାଇ...

ଇରାନ ଖସାଇଲା ଆମେରିକା ଡ୍ରୋନ୍‌

ତେହେରାନ,୨୦ା୬: ଆମେରିକା ସହ ଆଣବିକ ଚୁକ୍ତିନାମା ରଦ୍ଦ ହେବା ପରେ ତେହେରାନ ଓ ଓ୍ବାଶିଂଟନ ମଧ୍ୟରେ ଉତ୍ତେଜନା ଲାଗି ରହିଛି। ଇରାନର ରିଭଲ୍ୟୁଶନାରି ଗାର୍ଡ (ଆଇଆର୍‌ଜି) ଗୁରୁବାର ଆମେରିକାର ଏକ ଡ୍ରୋନ୍‌କୁ ଗୁଳି କରି ଖସାଇ ଦେଇଛି। ଡ୍ରୋନ୍‌ଟି ଇରାନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri