ଅନ୍ତର୍ଜାତୀୟ

୨୦୨୨ ଯାଏ ଜାରି ରହିପାରେ ସାମାଜିକ ଦୂରତ୍ୱ

ଓ୍ବାଶିଂଟନ,୧୭ା୪: କରୋନା ଭାଇରସ୍‌ ସଂକ୍ରମଣ ରୋକିବା ପାଇଁ ଅଦ୍ୟାବଧି ବିଶ୍ୱର କୌଣସି ରାଷ୍ଟ୍ର ଭାକ୍‌ସିନ ପ୍ରସ୍ତୁତ କରିପାରି ନାହାନ୍ତି। ସାମାଜିକ ଦୂରତ୍ୱ ବା ସୋସିଆଲ ଡିଷ୍ଟାନ୍ସିଂ ହିଁ ଏହି ଘାତକ ମହାମାରୀରୁ ମୁକ୍ତି ପାଇଁ ଏକମାତ୍ର ଔଷଧ ବୋଲି ବିବେଚନା କରାଯାଉଛି।…

କରୋନାକୁ ପରାସ୍ତ କରିବ ଭାରତ; ପୋଲିଓ ଅଭିଯାନରୁ ମିଳିଥିବା ଅଭିଜ୍ଞତା ହେବ ଉପଯୋଗୀ: ଡବ୍ଲ୍ୟୁଏଚ୍‌ଓ

ଜେନେଭା,୧୬।୪: ଭାରତରେ କରୋନା ବିରୋଧରେ ଜାରି ରହିଥିବା ଲଢ଼େଇକୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ପ୍ରଶଂସା କରାଯାଇଛି। ଭାରତ ସରକାରଙ୍କ ପକ୍ଷରୁ ଗ୍ରହଣ କରାଯାଇଥିବା ପଦକ୍ଷେପ ଯୋଗୁ କରୋନା ପରାସ୍ତ ହେବାର ଆଶା ରହିଥିବା ଡବ୍ଲ୍ୟୁଏଚ୍‌ଓ କହିଛି। ବିଗତ ଦିନରେ…

ସାବଧାନ ! କରୋନା ସଂକ୍ରମଣ ପୂର୍ବରୁ ପାଦରେ ଦେଖାଦିଏ ଏଭଳି ଦାଗ

ମାଦ୍ରିଦ୍‌,୧୬।୪: କରୋନା ସଂକ୍ରମଣ ପୂର୍ବରୁ ଶରୀରରେ କେତେକ ଲକ୍ଷଣ ପାଇଥାଏ। ସେସବୁ ମଧ୍ୟରେ ଥଣ୍ଡା, କାଶ, ସର୍ଦ୍ଦି, ଜ୍ୱର, ଗଳା ଦରଜ ଆଦି ରହିଛି। ଏହାସହିତ କେତେକଙ୍କ ଘ୍ରାଣ ଶକ୍ତି କମି ଯାଉଥିବା କୁହାଯାଉଛି। ସେହିପରି କିଛି ଲୋକଙ୍କଠାରେ ଆଖି ପୋଡ଼ିବା…

ପ୍ରକୃତିର ଶୋଷଣ ନୂଆ ରୋଗର ପ୍ରକୋପ ବଢ଼ାଇବ

ଓ୍ବାଶିଂଟନ,୧୬ା୪: ମହାମାରୀ କରୋନା ଯୋଗୁ ବିଶ୍ୱ ଏବେ ଥରହର। କେହି କେହି ଏହା ମାନବୀୟ ଅବହେଳାର ପରିଣାମ ବୋଲି କହୁଥିବା ବେଳେ ପ୍ରକୃତିର ଶୋଷଣ ଏଭଳି ରୋଗକୁ ଆମନ୍ତ୍ରଣ କରିଛି ବୋଲି ମଧ୍ୟ କେତେକ ତଥ୍ୟରୁ ଜଣାପଡ଼ିଛି। କରୋନା ମହାମାରୀ ଓ…

ପ୍ରାଣୀ ପାଲଟିବେ ପ୍ରାଣୀଙ୍କ ଖାଦ୍ୟ

ବର୍ଲିନ୍‌,୧୬ା୪: କରୋନା ଭାଇରସ୍‌ ସଂକ୍ରମଣ ଯୋଗୁ ପୃଥିବୀରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ସୁରକ୍ଷା ଦୃଷ୍ଟିରୁ ୯୦ରୁ ଅଧିକ ଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। ଏପରିସ୍ଥଳେ ପରିବହନ ବ୍ୟବସ୍ଥା ବ୍ୟାହତ ହେବାରୁ ମଣିଷଠାରୁ ଆରମ୍ଭ କରି ପ୍ରାଣୀଜଗତ ପର୍ଯ୍ୟନ୍ତ ସଭିଙ୍କ ପାଇଁ ଖାଦ୍ୟର…

କରୋନାକୁ ଡରି ଭୋକରେ ମରିବାକୁ ଚାହୁଁ ନାହାଁନ୍ତି ଇଟାଲିର ଜନସାଧାରଣ: ମରିବୁ ପଛେ ବାହାରକୁ ଯାଇ କରିବୁ କାମ !

ମିଲାନ,୧୬।୪: କରୋନା ସଂକ୍ରମଣ ଯୋଗୁ ଇଟାଲିର ଆର୍ଥିକ ମେରୁଦଣ୍ଡ ଭାଙ୍ଗି ଯାଇଛି। ସଂକ୍ରମଣକୁ ରୋକିବା ପାଇଁ ସରକାରଙ୍କ ପକ୍ଷରୁ ଲକ୍‌ ଡାଉନ୍‌ ଜାରି ହୋଇଛି। ତେବେ ଏହାଦ୍ୱାରା ଅଣ-ସଂଗଠିତ କ୍ଷେତ୍ର ଏବଂ ନିଜେ ଛୋଟମୋଟ ବ୍ୟବସାୟ କରୁଥିବା ବହୁ ଲୋକଙ୍କ ପାଖରେ…

ଗତ ୨୪ ଘଣ୍ଟାରେ ଆମେରିକାରେ କରୋନା ମୃତ୍ୟୁସଂଖ୍ୟା ୨,୬୦୦

ଓ୍ବାଶିଂଟନ,୧୬।୪: ଗତ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ବୁଧବାର ଆମେରିକାରେ ସର୍ବାଧିକ ୨,୬୦୦ ଲୋକଙ୍କ ମୃତ୍ୟୁ ହୋଇଛି। ତେବେ କରୋନା ସଂକ୍ରମଣରେ କୌଣସି ଦେଶରେ ୧୪ ଘଣ୍ଟାରେ ଏତେ ସଂଖ୍ୟକ ଲୋକଙ୍କ ମୃତ୍ୟୁ ହେବା ଏହା ପ୍ରଥମ ଘଟଣା ବୋଲି କୁହାଯାଉଛି।…

ଲକ୍ଷଣ ପ୍ରକାଶ ପାଇବାର ୩ ଦିନ ପୂର୍ବରୁ କରୋନା ସଂକ୍ରମିତ ସାଜିଥାନ୍ତି ସୁପର ସ୍ପ୍ରେଡର !

ହଂକଂ,୧୬।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ଏପରିସ୍ଥଳେ ହଂକଂ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରୁ ଜଣାପଡ଼ିଛି ଯେ, କରୋନା ସଂକ୍ରମିତଙ୍କଠାରେ ଲକ୍ଷଣ ପ୍ରକାଶ…

ଗରିବ ଦେଶରୁ ବନ୍ଦ ରହିବ ଋଣ ଆଦାୟ: ଜି-୨୦ ବୈଠକରେ ନିଷ୍ପତ୍ତି

ଜୋହାନ୍ସବର୍ଗ,୧୬ା୪: କରୋନା ଯୋଗୁ ସାରା ବିଶ୍ୱ ଆର୍ଥିକ ସଙ୍କଟର ସମ୍ମୁଖୀନ ହୋଇଥିବାବେଳେ ଗରିବ ଦେଶଗୁଡ଼ିକ ନେଇଥିବା ଋଣ ପରିଶୋଧ ପାଇଁ ଅଧିକ ସମୟ ଦେବାକୁ ଜି-୨୦ ରାଷ୍ଟ୍ରଗୋଷ୍ଠୀର ଅର୍ଥମନ୍ତ୍ରୀମାନଙ୍କ ସମ୍ମିଳନୀରେ ନିଷ୍ପତ୍ତି ନିଆଯାଇଛି। ଅର୍ଥମନ୍ତ୍ରୀମାନଙ୍କ ଭିଡିଓ କନ୍‌ଫରେନ୍ସ ପରେ ଋଣ ଆଦାୟ…

ଚାଇନାରେ ଆଫ୍ରିକୀୟଙ୍କୁ ଦୁର୍ବ୍ୟବହାର

ବେଜିଂ,୧୬।୪: କରୋନା ଭାଇରସ୍‌ ଆତଙ୍କ ମଧ୍ୟରେ ଚାଇନାରେ ଆଫ୍ରିକୀୟଙ୍କୁ ନିର୍ଯାତନା ଦିଆଯିବା ଘଟଣାରୁ କୂଟନୈତିକ ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଦକ୍ଷିଣ ଚାଇନାର ଗୁଆଙ୍ଗଝୋଉରେ ଥିବା ଆଫ୍ରିକୀୟ ପ୍ରବାସୀ ଓ ଛାତ୍ରୀଛାତ୍ରଙ୍କୁ ଜୋର୍‌ଜବରଦସ୍ତ କରୋନା ଭାଇରସ୍‌ ପରୀକ୍ଷା କରାଯିବା ସହ ୧୪ ଦିନ…

ଡବ୍ଲ୍ୟୁଏଚ୍‌ଓକୁ ସହାୟତା ବନ୍ଦ କଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୧୬ା୪(ପି.ଟି.): କୋଭିଡ୍‌ ଭୂତାଣୁ ସାରା ବିଶ୍ୱକୁ ବ୍ୟାପିଥିବାବେଳେ ଏଥିପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ)କୁ ଦାୟୀ କରିଛି ଆମେରିକା। ଚାଇନାରେ ଏହି ଭୂତାଣୁ ସଂକ୍ରମଣ ସମ୍ପର୍କରେ ଜାଣି ମଧ୍ୟ ଡବ୍ଲ୍ୟୁଏଚ୍‌ଓ ଏହାକୁ ଲୋକଲୋଚନକୁ ଆଣିବାରେ ବିଳମ୍ବ କରିଥିଲା। ଏହି ସଂସ୍ଥାର ଗୁରୁତର…

ପୃଥିବୀରେ କରୋନା ସଂକ୍ରମଣ କରାଇ ବି ଚାଇନାର ମନରେ ନାହିଁ ଅବଶୋଷ: ବନ୍ଦକଲା ମେକାଙ୍ଗ୍‌ ନଦୀର ପାଣି; ୪ ଦେଶରେ ମରୁଡ଼ି !

ବେଜିଂ,୧୫।୪: ପୃଥିବୀ ସାରା କରୋନା ସଂକ୍ରମଣ କରାଇଥିବା ଚାଇନା ମନରେ ଏବେ ମଧ୍ୟ ଅବଶୋଷ ନାହିଁ। ଏହାର ପ୍ରମାଣ ପାଲଟଛି ଚାଇନାର ଅମାନବୀୟ କାର୍ଯ୍ୟ। ଚାଇନା ମେକାଙ୍ଗ୍‌ ନଦୀର ପାଣିକୁ ରୋକି ଦେଇଛି। ଏହି ନଦୀ ଥାଇଲାଣ୍ଡ୍‌, ଲାଓସ, କାମ୍ବୋଡ଼ିଆ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?