ଅନ୍ତର୍ଜାତୀୟ

ଆଫଗାନିସ୍ତାନ ଉପରେ ଭାରତର ନଜର

ନୂଆଦିଲ୍ଲୀ/ ଦୋହା, ୧।୩(ପି.ଟି.): ତାଲିବାନ୍‌ ସହ ଐତିହାସିକ ଶାନ୍ତିଚୁକ୍ତି ସ୍ବାକ୍ଷର ପରେ ଆଫଗାନିସ୍ତାନରୁ ବିଦେଶୀ ସେନା ପ୍ରତ୍ୟାହାର ହେବା ନିଶ୍ଚିତ ହୋଇଛି। ଦୀର୍ଘ ୧୮ ବର୍ଷର ଯୁଦ୍ଧାଭିଯାନ ଶେଷକରି ଆମେରିକା ୧୪ ମାସ ମଧ୍ୟରେ ସେନା ପ୍ରତ୍ୟାହାର କରିବ ବୋଲି ଜଣାପଡ଼ିଛି।…

ତାଲିବାନ ଦମନର ପୃଷ୍ଠଭୂମି

କାବୁଲ,୧।୩: ୨୦୦୧ ସେପ୍ଟେମ୍ବର ୧୧ରେ ନ୍ୟୁୟର୍କସ୍ଥିତ ବିଶ୍ୱ ବାଣିଜ୍ୟ କେନ୍ଦ୍ର ଉପରେ ବିମାନ ଆକ୍ରମଣ ସାରା ଦେଶକୁ ସ୍ତବ୍ଧ କରିଦେଇଥିଲା। ଓସାମା ବିନ୍‌ ଲାଡେନ୍‌ ନେତୃତ୍ୱରେ ଆଫଗାନିସ୍ତାନରେ ସକ୍ରିୟ ଥିବା ଅଲ୍‌କାଏଦା ଆତଙ୍କବାଦୀମାନେ ଏହି ଆକ୍ରମଣ କରିଥିଲେ, ଯେଉଁଥିରେ ୨୯୭୭ ଜଣଙ୍କ…

୧୮ ବର୍ଷ ପରେ ଫେରୁଛି ଆମେରିକା ସେନା

୨୦୦୧ରୁ ଆଫଗାନିସ୍ତାନରେ ଆମେରିକା ଓ ନାଟୋ ସେନା ଉପସ୍ଥିତ ରହିଛନ୍ତି। ଯୁଦ୍ଧରେ ୨୪୦୦ ଆମେରିକା ସୈନ୍ୟ ପ୍ରାଣ ହରାଇଥିବାବେଳେ ଆଫଗାନିସ୍ତାନର ୧୦ ହଜାରରୁ ଊର୍ଦ୍ଧ୍ୱ ଯବାନ ନିହତ ହୋଇଥିଲେ। ଦୀର୍ଘଦିନର ସଂଘର୍ଷ ମଧ୍ୟରେ ସେଠାରେ ୫୦ ହଜାରରୁ ଅଧିକ ଲୋକଙ୍କ ଜୀବନ…

ଆଫଗାନିସ୍ତାନକୁ ଶାନ୍ତି ଫେରିବ

ଓ୍ବାଶିଂଟନ/କାବୁଲ,୧।୩ (ପି.ଟି./ଆଇଏଏନ୍‌ଏସ୍‌): ଆମେରିକା ଓ ତାଲିବାନ ମଧ୍ୟରେ ବହୁପ୍ରତୀକ୍ଷିତ ଶାନ୍ତି ଚୁକ୍ତି ଶନିବାର ସ୍ବାକ୍ଷର ହୋଇଛି। ଏହି ଚୁକ୍ତି ଅନୁଯାୟୀ ୧୪ ମାସ ମଧ୍ୟରେ ଆଫଗାନିସ୍ତାନରୁ ଆମେରିକା ଓ ନାଟୋ ସେନା ପ୍ରତ୍ୟାହୃତ ହେବେ। କାତାର ରାଜଧାନୀ ଦୋହାଠାରେ ଚୁକ୍ତି ସ୍ବାକ୍ଷର…

ଜେନେଭାରେ ପାକିସ୍ତାନକୁ ଅପମାନ: ଲାଗିଲା ‘ଅନ୍ତରାଷ୍ଟ୍ରୀୟ ଆତଙ୍କବାଦୀଙ୍କ ଆଡ୍ଡା’ ଲେଖାଥିବା ପୋଷ୍ଟର

ଜେନେଭା,୨୯।୨: ସ୍ବିଜରଲ୍ୟାଣ୍ଡର ଜେନେଭାରେ ୟୁନାଇଟେଡ ନେଶନନ୍ସ ହ୍ୟୁମାନ ରାଇଟ୍ସ କାଉନସିଲ୍‌ (ୟୁଏନ୍‌ଏଚ୍‌ଆର୍‌ସି)ର ୪୩ ତମ ଅଧିବେଶନ ଅବସରରେ ବ୍ରୋକେନ୍‌ ଚେୟାର ସ୍ମାରକ ନିକଟରେ ପାକିସ୍ତାନକୁ ଅପମାନ କଲାଭଳି ଏକ ପୋଷ୍ଟର ଲଗାଯାଇଛି। ଉକ୍ତ ପୋଷ୍ଟରରେ ପାକିସ୍ତାନ ସେନା ଅନ୍ତରାଷ୍ଟ୍ରୀୟ ଆତଙ୍କବାଦର କେନ୍ଦ୍ର…

ସିରିଆର ରାସାୟନିକ ଅସ୍ତ୍ରଶସ୍ତ୍ର ଗୋଦାମ ଉପରେ ତୁର୍କୀର କ୍ଷେପଣାସ୍ତ୍ର ମାଡ଼

ଆଙ୍କ୍ରା,୨୯।୨: ସିରିଆର ରାସାୟନିକ ଅସ୍ତ୍ରଶସ୍ତ୍ର ଗୋଦାମ ଉପରେ ତୁର୍କୀ କ୍ଷେପଣାସ୍ତ୍ର ମାଡ଼ କରିଛି। ଏଥିରେ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଧ୍ୱଂସ ହୋଇଥିବା ତୁର୍କୀ ଦାବି କରିଛି। ଏହାପୂର୍ବରୁ ୨ ଦିନ ତଳେ ସିରିଆ ପକ୍ଷରୁ ହୋଇଥିବା କ୍ଷେପଣାସ୍ତ୍ର ମାଡ଼ରେ ୩୩ ଜଣ…

ବିଷାକ୍ତ ଛତୁ ଖାଇବା ତ ଦୂର ଛୁଇଁଲେ ବି ହେବ ମୃତ୍ୟୁ !

ସିଡ୍‌ନୀ, ୨୯।୨: ଛତୁ ଖାଇବାକୁ କେତେକ ପସନ୍ଦ କରିଥାନ୍ତି। କବକ ଜାତୀୟ ଏହି ଖାଦ୍ୟରେ ମଣିଷ ଶରୀର ପାଇଁ ଉପଯୋଗୀ ମଧ୍ୟ। ତେବେ ନିକଟରେ ଅଷ୍ଟ୍ରେଲିଆର କିଛି ଗବେଷକ ଏକ ପ୍ରକାର ବିଷାକ୍ତ ଛତୁ ସମ୍ପର୍କରେ ଏକ ରିପୋର୍ଟ ପ୍ରକାଶ କରିଛନ୍ତି।…

କରୋନା ଭାଇରସ୍‌: ମଣିଷଠାରୁ ବ୍ୟାପୁଛି ଗୃହପାଳିତ ପ୍ରାଣୀଙ୍କୁ!

ହଂକଂ,୨୯।୨: ଏପର୍ଯ୍ୟନ୍ତ କରୋନା ଭାଇରସ୍‌ ମଣିଷ ଶରୀରରୁ ମଣିଷକୁ ବ୍ୟାପୁଥିବା ସମସ୍ତେ ଜାଣିଛନ୍ତି। ହେଲେ ହଂକଂରେ ଏମିତି ଏକ ଘଟଣା ସାମ୍ନାକୁ ଆସିଛି, ଯାହା ଡାକ୍ତରଙ୍କୁ ବି ଚିନ୍ତାରେ ପକାଇ ଦେଇଛି। ସେଠାରେ ଜଣେ ବ୍ୟକ୍ତି କରୋନା ଭାଇରସ୍‌ରେ ଆକ୍ରାନ୍ତ ହୋଇଥିବା…

୪ ବର୍ଷରେ ନାସାକୁ ମିଳିଛି ୧୭ ନୂଆ ଗ୍ରହର ସନ୍ଧାନ: ଗୋଟିଏରେ ଏଲିଅନ୍‌ ଥିବା ସମ୍ଭାବନା !

ଟରଣ୍ଟୋ,୨୯।୨: ପୃଥିବୀ ଭଳି ଅନ୍ୟ ବାସ ଉପଯୋଗୀ ଗ୍ରହର ସନ୍ଧାନ ପାଇଁ ମହାକାଶ ବିଜ୍ଞାନୀମାନେ ଉଦ୍ୟମ ଜାରି ରଖିଛନ୍ତି। ଏହି ମର୍ମରେ ନାସା ମଧ୍ୟ ମହାକାଶ ଗବେଷଣା ଅବ୍ୟାହତ ରଖିଛି। ଗତ ୪ ବର୍ଷ ମଧ୍ୟରେ ନାସା ୧୭ଟି ନୂଆ ଗ୍ରହର…

ବିଗ୍‌ବାଙ୍ଗ୍‌ ଭଳି ପୁଣି ଥରେ ମହାକାଶରେ ହେଲା ପ୍ରଚଣ୍ଡ ବିସ୍ଫୋରଣ !

ମେଲବୋର୍ନ,୨୯।୨: ମହାକାଶରେ ପୁଣିଥରେ ବିଗ୍‌ବାଙ୍ଗ୍‌ ଭଳି ଏକ ପ୍ରଚଣ୍ଡ ବିସ୍ଫୋରଣ ଘଟିଛି। ଏହା ପୃଥିବୀଠାରୁ ୩୯ କୋଟି ଆଲୋକ ବର୍ଷ ଦୂରରେ ହୋଇଥିବା ମହାକାଶ ବିଜ୍ଞାନୀ ସୂଚନା ଦେଇଛନ୍ତି। ଏଭଳି ବିସ୍ଫୋରଣ ଓଫିୟୁକୋସ ଆକାଶଗଙ୍ଗାରେ ହୋଇଥିବା କୁହାଯାଉଛି। ବିସ୍ଫୋରଣ ସମ୍ପର୍କରେ ନାସାର…

ଦକ୍ଷିଣ କୋରିଆରେ ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା

ସିଓଲ,୨୯।୨: ଚାଇନା ପରେ ଏବେ ଦକ୍ଷିଣ କୋରିଆରେ କରୋନା ଭାଇରସ ସଂକ୍ରମିତ ଓ ମୃତକଙ୍କ ସଂଖା ବଢି ଚାଲିଛି। ଶୁକ୍ରବାର ୫୯୪ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ଏହି ସଂଖ୍ୟା ୨,୯୩୧ରେ ପହଞ୍ଚିଛି। ଏବେସୁଦ୍ଧା କରୋନା ଭାଇରସରେ ଦକ୍ଷିଣ…

ଜଳବାୟୁ ପରିବର୍ତ୍ତନ ଯୋଗୁ ତୁଷାରଭାଲୁ ପାଲଟୁଛନ୍ତି ନରଭକ୍ଷୀ

ସେଣ୍ଟ୍‌ ପିଟର୍ସବର୍ଗ,୨୯।୨: ଜଳବାୟୁ ପରିବର୍ତ୍ତନ ଯୋଗୁ ମେରୁ ଅଞ୍ଚଳରେ ତାପମାତ୍ରା ବଢ଼ିବାରେ ଲାଗିଛି। ଏଠାରେ ବାସ କରୁଥିବା ତୁଷାରଭାଲୁ ପାଇଁ ଖାଦ୍ୟ ତଥା ଉପଯୋଗୀ ବାସସ୍ଥାନର ଅଭାବ ଦେଖାଦେଇଛି। ଏହାଯୋଗୁ ତୁଷାରଭାଲୁ ଜନବସତି ମୁହଁ। ହେବାରେ ଲାଗିଛନ୍ତି। ଖାଦ୍ୟ ଅଭାବରେ ସେମାନେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri