ବିଶ୍ୱ ସମୁଦାୟର ସହଯୋଗ ଲୋଡ଼ିଲା ପାକ୍
ଇସ୍ଲାମାବାଦ,୯।୮(ପି.ଟି.):କଶ୍ମୀର ପ୍ରସଙ୍ଗରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନ୍ ଗୁରୁବାର ଅନ୍ତର୍ଜାତୀୟ ସମୁଦାୟର ସହଯୋଗ ଲୋଡିଛନ୍ତି। କଶ୍ମୀରବାସୀଙ୍କ ଉପରେ ଭାରତ ସାମରିକ ବଳ ପ୍ରୟୋଗ କରୁଛି। ଅନ୍ତର୍ଜାତୀୟ ସମୁଦାୟର ନୈତିକ ସାହସ ଥିଲେ ଭାରତର ଏଭଳି ପଦକ୍ଷେପକୁ ବନ୍ଦ କରୁ ବୋଲି ସେ…
ସମଝୌତା ଏକ୍ସପ୍ରେସ୍କୁ ସୀମାରେ ଅଟକାଇଲା ପାକ୍
ଇସ୍ଲାମାବାଦ/ନୂଆଦିଲ୍ଲୀ,୯।୮:ଭାରତ ଓ ପାକିସ୍ତାନ ମଧ୍ୟରେ ଚଳାଚଳ କରୁଥିବା ସମଝୌତା ଏକ୍ସପ୍ରେସ୍ ଟ୍ରେନ୍ ସେବାକୁ ଇସ୍ଲାମାବାଦ ବାତିଲ କରିଦେଇଥିବା ଏହାର ରେଳମନ୍ତ୍ରୀ ଶେଖ୍ ରଶିଦ୍ ଗୁରୁବାର ଘୋଷଣା କରିଥିବାବେଳେ ଭାରତ ଏହାକୁ ଖଣ୍ଡନ କରିଛି। ଏନେଇ ଇସ୍ଲାମାବାଦ ପକ୍ଷରୁ କୌଣସି ଆନୁଷ୍ଠାନିକ ବିଜ୍ଞପ୍ତି…
ଭାରତ କଶ୍ମୀର ନିଷ୍ପତ୍ତି ବଦଳାଇଲେ ପାକିସ୍ତାନ ପୁନର୍ବିଚାର କରିବ
ଇସ୍ଲାମାବାଦ, ୯।୮:ଭାରତ ଯଦି କଶ୍ମୀର ପ୍ରସଙ୍ଗରେ ନିଜର ନିଷ୍ପତ୍ତିରେ ପରିବର୍ତ୍ତନ କରେ ତେବେ ପାକିସ୍ତାନ ନେଇଥିବା ନିଷ୍ପତ୍ତିର ସମୀକ୍ଷା କରିବାକୁ ପ୍ରସ୍ତୁତ ବୋଲି ଏହାର ବହିର୍ବ୍ୟାପାର ମନ୍ତ୍ରୀ ଶାହ ମେହମୁଦ୍ କୁରେଶୀ ଗୁରୁବାର କହିଛନ୍ତି। ବୁଧବାର ପାକିସ୍ତାନ ଭାରତୀୟ ଉଚ୍ଚାୟୁକ୍ତଙ୍କୁ ବରଖାସ୍ତ…
‘ଆମେ ଶାନ୍ତିରେ ବଞ୍ଚତ୍ପାରିବା’
ଲଣ୍ଡନ,୯।୮:କଶ୍ମୀର ସମସ୍ୟାର ଶାନ୍ତିପୂର୍ଣ୍ଣ ସମାଧାନ ସମ୍ଭବ। ଆମେ ଶାନ୍ତିରେ ବଞ୍ଚତ୍ପାରିବା। କେହି କାହାକୁ ଆଘାତ ଦେବା ବା କ୍ଷତି ପହଞ୍ଚାଇବା ଅନାବଶ୍ୟକ ବୋଲି ନୋବେଲ ଶାନ୍ତି ପୁରସ୍କାର ବିଜୟିନୀ ତଥା ପାକିସ୍ତାନର ଶିକ୍ଷା ଅଧିକାର କର୍ମୀ ମଲାଲା ୟୁସୁଫ୍ଜାଇ ଗୁରୁବାର ଆଶାବ୍ୟକ୍ତ…
ହରମୋନ୍ସ୍ତରରେ ସନ୍ତୁଳନ ରକ୍ଷା କରେ ଯୋଗ…
ଯୋଗ ମାଧ୍ୟମରେ ବିଭିନ୍ନ ରୋଗ ଭଲ ହେଉଛି। ତେଣୁ ନିଜକୁ ଫିଟ୍ ଓ ରୋଗମୁକ୍ତ କରିବା ପାଇଁ ଅନେକ ସକାଳୁ ସକାଳୁ ଯୋଗ କଲେ ମିିଳିଥାଏ ସୁଫଳ। ତେବେ ଯୋଗ କରିବା ପୂର୍ବରୁ ଓ ପରେ କେତେ ସମୟ ବ୍ୟବଧାନରେ ଖାଦ୍ୟ…
ମଙ୍ଗଳ -୨୦୨୦ ରୋଭର୍ର ‘ଆଏ’ ଟେଷ୍ଟ କଲା ନାସା
ଓ୍ବଶିଂଟନ: ମଙ୍ଗଳକୁ ନାସାର ରୋବୋଟିକ ମିଶନ-ଦି ମାର୍ସ ୨୦୨୦ ରୋଭର ମଙ୍ଗଳ ପୃଷ୍ଠର କିଭଳି ଭଲଭାବେ ଫଟୋ ନେଇପାରିବ ତାହା ଉପରେ ଏକ ପରୀକ୍ଷା କରାଯାଇଛି। ଏହାକୁ ରୋଭରର ‘ଆଏ’ ଟେଷ୍ଟ କୁହାଯାଉଛି। ଏଥିରେ ଓ୍ବାଇଡ- ଆଙ୍ଗଲ୍ ଲ୍ୟାଣ୍ଡ୍ସ୍କେପ ଓ ନ୍ୟାରୋ…
ତିନି କପ୍ରୁ ବେଶି କଫି ପିଇଲେ ଅଧାକପାଳି ବିନ୍ଧା ହୁଏ
ନ୍ୟୁୟର୍କ: କଫିପ୍ରିୟ ବ୍ୟକ୍ତିମାନେ ଟିକେ ସାବଧାନ ହୋଇଯାଆନ୍ତୁ। ଦିନକୁ ତିନି କପ୍ରୁ ବେଶି କଫି ପିଅନ୍ତୁନାହିଁ। ନଚେତ ଅଧାକପାଳି ବିନ୍ଧାର ଶିକାର ହୋଇପାରନ୍ତି। ଯେଉଁଦିନ ତିନିି କପରୁ ବେଶି କଫି ପିଇବେ ସେହିଦିନ ମାଇଗ୍ରେନର ଶିକାର ହେବା ସହ ତା’ ପରଦିନ…
ଝିଅମାନେ ପିଲାଦିନେ ସକ୍ରିୟ ରହିଲେ ଯୁବାବସ୍ଥାରେ ଫୁସଫୁସ ସୁସ୍ଥ ରହେ
ମାଦ୍ରିଦ: ପିଲାବେଳେ ଝିଅମାନେ ସକ୍ରିୟ ରହିଲେ ଯୁବାବସ୍ଥାରେ ପୁଅମାନଙ୍କ ତୁଳନାରେ ସେମାନଙ୍କ ଫୁସଫୁସ ସୁସ୍ଥ ରହେ ବୋଲି ଏକ ଗବେଷଣାରୁ ଜଣାପଡିଛି । ଏ ସମ୍ବନ୍ଧିତ ତଥ୍ୟ ଦି ଇଣ୍ଟରନ୍ୟାଶନାଲ ଜର୍ନାଲ ଅଫ୍ ଏପିଡେମିଓଲୋଜିରେ ପ୍ରକାଶ ପାଇଛି। ଗବେଷଣାରେ ସାମିଲ ଝିଅ…
ଭିଡିଓ ସେଲ୍ଫି ମାପିବ ରକ୍ତଚାପ
ଟରଣ୍ଟୋ: ରକ୍ତଚାପ ସମସ୍ୟା ରହିଥିଲେ ଆଉ ଚିନ୍ତା କରନ୍ତୁନାହିଁ। ଗବେଷକମାନେ ଏବେ ଟ୍ରାନ୍ସଡର୍ମାଲ ଅପ୍ଟିକାଲ ଇମେଜିଂ ଟେକ୍ନୋଲୋଜି ଉପରେ ପରୀକ୍ଷା କରି ସଫଳତା ପାଇଛନ୍ତି। ଏଥିରେ ଜଣେ ଭାରତୀୟ ବଂଶୋଦ୍ଭବ ଗବେଷକ ସାମିଲ ଅଛନ୍ତି। ଏହି ଟେକ୍ନୋଲୋଜିରେ ସ୍ମାର୍ଟଫୋନ ମାଧ୍ୟମରେ ନିଆଯାଇଥିବା…
ବନ୍ଦ ହୋଇନି ସମ୍ଝୋତା ଏକ୍ସପ୍ରେସ୍: ଭାରତ
ଇସଲାମାବାଦ,୮।୮: ଖବର ଆସିଥିଲା କି ଭାରତ ପାକିସ୍ତାନ ମଧ୍ୟରେ ଚାଲୁଥିବା ସମ୍ଝୋତା ଏକ୍ସପ୍ରେସ୍ ବା ଫ୍ରେଣ୍ଡସିପ୍ ଏକ୍ସପ୍ରେସକୁ ପାକିସ୍ତାନ ବନ୍ଦ କରି ଦେଇଛି। ହେଲେ ଭାରତ କହିଛି ସମ୍ଝୋତା ଏକ୍ସପ୍ରେସ୍ ସେବା ବନ୍ଦ ହୋଇନାହିଁ। ପାକିସ୍ତାନ ସୁରକ୍ଷାର ଆଳ ଦେଖାଇ ତା’ର…
ଭାରତ ପାଇଁ ୩ ଆକାଶ ପଥ ବନ୍ଦ କଲା ପାକିସ୍ତାନ
ଇସଲାମାବାଦ,୮।୮: ଜମ୍ମୁ-କଶ୍ମୀରେ ଅନୁଚ୍ଛେଦ ୩୭୦ ହଟାଇ ଦିଆଯିବା ପରେ ଏକ ପ୍ରକାର ଅଡୁଆରେ ପଡିଯାଇଛି ପାକିସ୍ତାନ। ନିଜକୁ ଅସୁରକ୍ଷିତ ଭାବି ସେ ଭାରତ ସହ ଗୋଟିଏ ପରେ ଗୋଟିଏ ସମ୍ପର୍କକୁ ବନ୍ଦ କରିବାରେ ଲାଗିଛି। ଏବେ ଭାରତ ପାଇଁ ପାକିସ୍ତାନ ତା’ର…
ପାକିସ୍ତାନରେ ପ୍ରଦର୍ଶିତ ହେବନାହିଁ କୌଣସି ଭାରତୀୟ ଚଳଚ୍ଚିତ୍ର
ଇସଲାମାବାଦ,୮।୮: ଏଣିକି ପାକିସ୍ତାନରେ କୌଣସି ଭାରତୀୟ ଚଳଚ୍ଚିତ୍ର ପ୍ରଦର୍ଶିତ ହେବ ନାହିଁ ବୋଲି ସୂଚନା ମିଳିଛି। ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ ସ୍ବତନ୍ତ୍ର ସହାୟକ ଥିବା ଡ.ଫିରଦୋସ ଆଶିକ୍ ଆଓ୍ବାନ ଗୁରୁବାର ଏହି ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟାଯିବା ପରେ…
Archives


