ସାରା ଜୀବନ ଏକାଠି ରହିବା ସଂକଳ୍ପରେ ୭ ବାନ୍ଧବୀ
୭ ବାନ୍ଧବୀ, ଦୀର୍ଘ ୨୦ ବର୍ଷର ସେମାନଙ୍କ ସମ୍ପର୍କ। ବାନ୍ଧବୀ ନୁହେଁ ତ ସେମାନେ ଭଉଣୀ ପରି। ଆଉ ଏହି ସମ୍ପର୍କକୁ ସାରା ଜୀବନ ବଜାୟ ରଖିବାକୁ ବି ସେମାନେ ସଂକଳ୍ପବଦ୍ଧ। ଚାଇନାର ଏହି ସାତ ବାନ୍ଧବୀ ଖାସ୍ ସେଥିପାଇଁ ଏକ…
ପିଆନୋ ହାଉସ୍
ଚାଇନାର ଏହା ଏକ ସୁନ୍ଦର ବିଲ୍ଡିଂ, ଯେଉଁମାନେ ଉଭୟ ସଙ୍ଗିତ ଓ ସ୍ଥାପତ୍ୟକୁ ଭଲ ପାଆନ୍ତି, ସେମାନଙ୍କ ପାଇଁ ଏହି ଘର ଏକ ପ୍ରିୟ ଆର୍କିଟେକ୍ଚରାଲ ବିଲ୍ଡିଂ ଡିଜାଇନ୍ ସାବ୍ୟସ୍ତ ହେବ। ଏହାକୁ ଡିଜାଇନ କରିଛନ୍ତି ହେଫେଇ ୟୁନିଭର୍ସିଟି ଅଫ୍ ଟେକ୍ନୋଲୋଜିର…
୭.୫ ଲକ୍ଷ ଟଙ୍କାର ଅଙ୍ଗୁରପେନ୍ଥା
କୁହାଯାଏ ଖାଇ ନ ପାରିଲେ ଅଙ୍ଗୁର ଖଟା। ଏହି ଅଙ୍ଗୁର କ୍ଷେତ୍ରରେ ଠିକ୍ ସେମିତି କିଛି କୁହାଯାଇପାରେ। ଏହି ଅଙ୍ଗୁର ଦାନାର ଆକାର ଏକ ଛୋଟିଆ କ୍ରେଜି ବଲ୍ ଭଳି। ଗୋଟିଏ ଗୋଟିଏ ଅଙ୍ଗୁର ଦାନାର ଓଜନ ପ୍ରାୟ ୨୦ ଗ୍ରାମରୁ…
କାଠଗଣ୍ଡିର ଜୀବଜନ୍ତୁ
କାଠଗଣ୍ଡିର ଅନେକ ସ୍ଥାପତ୍ୟ ଦେଖିଥିବେ। ସ୍ପେନର କଳାକାର ଗେରାର୍ଡ ମାସ୍ କରିଥିବା କଳାକୃତିର କଥା କିନ୍ତୁ ଭିନ୍ନ। ବଡ଼ ବଡ଼ ଗଛର ଗଣ୍ଡି କାଟି ତାକୁ ଖୋଦେଇ କରି ସ୍ଥାପତ୍ୟ ଗଢନ୍ତି। ଆଉ ତାକୁ ସାଣ୍ଡ ପେପର୍ରେ ଘଷି ମସୃଣ କରନ୍ତି।…
ଡାଏନୋସର କହିବ ‘ହ୍ୟାଲୋ’!
ଧରାଯାଉ ଆପଣ ଫ୍ୟାମିଲି ସହିତ ଗୋଟିଏ ହୋଟେଲ୍ ବୁକ୍ କଲେ। ପରିବାରକୁ ଧରି ଯାଇ ସେଠାରେ ପହଞ୍ଚତ୍ଲେ। ଆଉ ଆପଣ ଖାଦ୍ୟ ପାଇଁ ବରାଦ କଲେ। କିଛି ସମୟ ପରେ କଲିଂ ବେଲ୍ ବାଜିଲା। ଆପଣ କବାଟ ଖୋଲିଲେ ତ ଆପଣଙ୍କ…
ଦାମୀ ବ୍ୟାଗ୍
ଡିଜାଇନର୍ ତଥା ବ୍ରାଣ୍ଡେଡ୍ ହ୍ୟାଣ୍ଡବ୍ୟାଗ୍ର ସଉକ ଅଧିକାଂଶ ମହିଳାଙ୍କ ଭିତରେ ରହିଛି। କିନ୍ତୁ ଏମିତି କିଛି ହ୍ୟାଣ୍ଡବ୍ୟାଗ୍ ଅଛି, ଯାହାର ଦାମ୍ କାହାକୁ ବି କରିଦେବ ଆଶ୍ଚର୍ଯ୍ୟ ଚକିତ। ଗୋଲ୍ଡ ଓ ଡାଇମଣ୍ଡରେ ସଜେଇ ହୋଇଥିବା ଏମିତି କିଛି ହ୍ୟାଣ୍ଡବ୍ୟାଗ୍ ସମ୍ପର୍କରେ……
ଦୁଇ ଦେଶର ଲେଖକ
ଜୋସେଫ୍ ବ୍ରୋସ୍କି ଜଣେ କବି ଏବଂ ପ୍ରାବନ୍ଧିକ। ତାଙ୍କୁ ଜଣେ ଦୂରଦର୍ଶୀ ସ୍ରଷ୍ଟା ଭାବରେ ବିବେଚନା କରାଯାଇଥାଏ। ତେବେ କବି କିମ୍ବା ପ୍ରାବନ୍ଧିକ ମଧ୍ୟରେ ତାଙ୍କର ପରିଚୟ ସୀମିତ ନୁହେଁ। ସେ ଜଣେ ଉଚ୍ଚକୋଟୀର ନାଟ୍ୟକାର ମଧ୍ୟ। ସେ ମାତ୍ର ଦୁଇଗୋଟି…
ସୁପର ଆର୍ଥ ‘ଜିଜେ ୩୫୭-ଡି’ର ମିଳିଲା ସନ୍ଧାନ: ଜୀବନସତ୍ତା ଥିବା ଅନୁମାନ
ଓ୍ବାଶିଂଟନ,୪।୮: ନାସା ପକ୍ଷରୁ ପୃଥିବୀଠାରୁ ବୃହତ୍ତମ ଗ୍ରହର ସନ୍ଧାନ କରାଯାଇଛି। ସୁପର ଆର୍ଥ ‘ଜିଜେ ୩୫୭-ଡି’ରେ ଜୀବନସତ୍ତା ଥିବାର ଅନୁମାନ କରାଯାଉଛି। ଏପରି ହେଲେ ପୃଥିବୀ ଭଳି ଏଠାରେ ମଧ୍ୟ ଜୀବ ଜଗତ ତିଷ୍ଠି ରହିବାର ଯଥେଷ୍ଟ ସମ୍ଭାବନା ରହିଛି ବୋଲି…
ଚାଇନାରେ ଓ୍ବାଇଫା ବାତ୍ୟା: ରାସ୍ତାରେ ଖେଳିଲେ ମାଛ
ବେଜିଂ,୪।୮: ଚାଇନାରେ ଓ୍ବାଇଫା ବାତ୍ୟା ଯୋଗୁ ରାସ୍ତା ଘାଟ ପାଣିରେ ଭରି ଯାଇଛି। ଫଳରେ ରାସ୍ତାରେ ବଡ଼ ବଡ଼ ମାଛ ଖେଳୁଥିବା ଦେଖିବାକୁ ମିଳିଛି। ଲୋକେ ଉଦ୍ଧାର କାର୍ଯ୍ୟରେ ବ୍ୟବହୃତ ବୋଟ୍ରେ ବସି ମାଛ ଧରୁଥିବା ଦୃଶ୍ୟ ଚାଇନା ଜାତୀୟ ଟେଲିଭିଜନରେ…
ଓ୍ବାଲମାର୍ଟ ଷ୍ଟୋରରେ ଗୁଳିକାଣ୍ଡ: ୨୦ ମୃତ
ଓ୍ବାଶିଂଟନ,୪।୮: ଆମେରିକା ଟେକ୍ସାସ୍ରେ ଥିବା ଓ୍ବାଲମାର୍ଟ ଷ୍ଟୋରରେ ଗୁଳିକାଣ୍ଡ ଘଟି ୨୦ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ଏଥିରେ ୨୬ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଷ୍ଟୋରରେ କିଛି ସନ୍ଦିଗ୍ଧ ଥିବା ପୋଲିସ…
ଦିନସାରା ଫ୍ରେଶ୍ ଲାଗିବା ପାଇଁ କରନ୍ତୁ ଏପରି…
ଗାଧୋଇବା ପରେ ପୁରା ଦିନ ଫ୍ରେଶ୍ ଲାଗେ ବୋଲି ଅଧିକାଂଶ ଲୋକଙ୍କର ରହିଛି ବିଶ୍ୱାସ। ତେବେ କିଛି ଲୋକ ଗାଧୋଇବା ପରେ ମଧ୍ୟ ଫ୍ରେଶ୍ ଅନୁଭବ କରନ୍ତି ନାହିଁ । ଗାଧୋଇବା ଅଭ୍ୟାସରେ କିଛି ପରିବର୍ତ୍ତନ ଆଣିଲେ ଦିନସାରା ଫ୍ରେଶ୍ ଲାଗିବ…
ପ୍ରଧାନମନ୍ତ୍ରୀ ହେବାର ବର୍ଷପୂର୍ତ୍ତି ଅବସରରେ ଦେଶକୁ ସମ୍ବୋଧନ କରିବେ ଇମ୍ରାନ୍
ଇସଲାମାବାଦ,୩।୮: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ କାର୍ଯ୍ୟକାଳକୁ ଅଗଷ୍ଟ ୧୮ରେ ବର୍ଷେ ପୂରିବ। ଏହି ଅବସରରେ ସେ ତାଙ୍କର ବର୍ଷକର କାର୍ଯ୍ୟକାଳକୁ ନେଇ ଦେଶବାସୀଙ୍କୁ ସମ୍ବୋଧନ କରିବେ। ଏଥିଲାଗି ସେ ସବୁ ମନ୍ତ୍ରୀ ଓ ସବୁ ବିଭାଗକୁ ବର୍ଷକର ରିପୋର୍ଟ କାର୍ଡ…
Archives


