ପାକିସ୍ତାନର ଖରାପ ଅର୍ଥ ବ୍ୟବସ୍ଥାକୁ ସଜାଡିବାକୁ ଚାହୁଁଛନ୍ତି ଇମ୍ରାନ୍
ଇସଲାମାବାଦ,୫।୬: ପାକିସ୍ତାନର ଖରାପ ଅର୍ଥ ବ୍ୟବସ୍ଥାକୁ ନେଇ ଏବେ ଚିନ୍ତାରେ ପଡି ଯାଇଛନ୍ତି ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାଁ। ଏବେ ସେ ଏହାକୁ ସଜାଡିବାକୁ ଚେଷ୍ଟା କରୁଥିବା ଜଣାପଡିଛି। ଏଥିପାଇଁ ସେ ସମସ୍ତ ବିଭାଗର ବଜେଟରେ କାଣ୍ଟଛାଟ କରିବେ ବୋଲି ସୂଚନା...
ଘରୁ ବାହାରୁଥିବା ପ୍ଲାଷ୍ଟିକ ବର୍ଜ୍ୟବସ୍ତୁରୁ ତିଆରି ହେବ ଜେଟ୍ ଇନ୍ଧନ
ଓ୍ବାଶିଂଟନ,୫।୬: ବୈଜ୍ଞାନିକମାନେ ପ୍ରତିଦିନ ଘରୁ ବାହାରୁ ଥିବା ପ୍ଲାଷ୍ଟିକ ପାଣି ବୋତଲ, ବ୍ୟାଗ ଭଳି ବର୍ଜ୍ୟବସ୍ତୁକୁ ନେଇ କିପରି କାମରେ ଲଗାଯାଇ ପାରିବ ତା’ ଉପରେ ଗବେଷଣା କରି ଚାଲିଛନ୍ତି। ଏବେ ଏହିସବୁ ବର୍ଜ୍ୟବସ୍ତୁରୁ ଜେଟ୍ ଇନ୍ଧନ ତିଆରି ହୋଇପାରିବ...
ୟୁଟ୍ୟୁବରେ ଲାଇକ୍ ପାଇବା ପାଇଁ ଅସହାୟ ବ୍ୟକ୍ତିଙ୍କୁ ବିସ୍କୁଟରେ ଟୁଥ୍ପେଷ୍ଟ ମିଶାଇ ଖୁଆଇଲେ ୟୁଟ୍ୟୁବର୍ସ
ମାଦ୍ରିଦ୍,୪।୬: ଆଜିକାଲି ଯୁବପୀଢ଼ିଙ୍କ ଭିତରେ ସୋସିଆଲ ମିଡିଆକୁ ନେଇ କ୍ରେଜ ବଢ଼ିବାରେ ଲାଗିଛି। ଲାଇକ ଓ କମେଣ୍ଟ ପାଇବା ପାଇଁ ନିଜର ଜୀବନ ସହ ଅନ୍ୟର ଜୀବନକୁ ବାଜି ଲଗାଇବାକୁ ମଧ୍ୟ ପଛଉ ନାହାନ୍ତି। ଏଭଳି କିଛି ଘଟଣା ଦେଖିବାକୁ...
ତିଆନାନ୍ମେନ୍ ନରସଂହାରକୁ ପୂରିଲା ୩୦ ବର୍ଷ
ବେଜିଂ,୪।୬: ଚାଇନାର ରାଜଧାନୀ ବେଜିଂର ତିଆନାନ୍ମେନ୍ ଛକ ନରସଂହାରକୁ ମଙ୍ଗଳବାର ୩୦ ବର୍ଷ ପୂରଣ ହୋଇଛି। ୧୯୮୯ ଜୁନ୍ ୪ରେ ଏଠାରେ ସମବେତ ଛାତ୍ର କମ୍ୟୁନିଷ୍ଟ ଶାସକଙ୍କ ବିରୋଧରେ ସ୍ବର ଉତ୍ତୋଳନ କରିଥିଲେ। ଦେଶରେ ଗଣତନ୍ତ ଶାସନ ପାଇଁ ଦାବୀ...
ଅକ୍ସଫୋର୍ଡ ୟୁନିଭର୍ସିଟିରେ ଲାଗିବ ରୋବୋ ଦ୍ୱାରା ପ୍ରସ୍ତୁତ ପେଣ୍ଟିଂ
ଲଣ୍ଡନ, ୪।୬: ବୈଜ୍ଞାନିକମାନେ ଏବେ ଏମିତି ରୋବୋ ତିଆରି କରିଛନ୍ତି ଯେଉଁ ରୋବୋ ଚିତ୍ର ଆଙ୍କି ପାରିବ ଏହି ରୋବୋର ନାଁ ଦିଆଯାଇଛି ଆଇଡା (Ai-Da)। ରୋବୋଟିକୁ ଏକ ସୁନ୍ଦର ଯୁବତୀର ରୂପ ଦିଆଯାଇଛି। ଏହା ତା’ର ରୋବୋଟିକ୍ ହାତ...
ନାଇଜେରିଆରେ ମିଳିତ ଅପରେଶନ୍: ୨୦ ଆତଙ୍କବାଦୀ ନିହତ
ଲାଗୋସ୍,୪।୬: ଦି ମଲ୍ଟି ନ୍ୟାଶନାଲ ଟାକ୍ସ ଫୋର୍ସ (ଏମ୍ଟିଜେଟିଏଫ୍)ର ମିଳିତ ଅପରେଶନରେ ନାଇଜେରିଆର ଏରିଜି, ମାଲକୋନୋରୀ, ତୁମବୁମ ରେଗୋ ଅଞ୍ଚଳରେ ପାଖାପାଖି ୨୦ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ଦେଇଛନ୍ତି, ନାଇଜେରିଆ ମିଲିଟାରୀ ପ୍ରବକ୍ତା। ଏହାସହ ୪ ସୁରକ୍ଷାକର୍ମୀ ମଧ୍ୟ...
ଇମ୍ରାନ୍ଙ୍କ ପାଇଁ ସାପ ଚମଡାରେ ତିଆରି ହୋଇଥିବା ଚପଲକୁ ଜବତ କଲା ବନ୍ୟଜୀବ ବିଭାଗ
ଇସଲାମାବାଦ,୩।୬: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାଁ ଏବେ ସାପ ଚମଡାରେ ତିଆରି ପେଶାଓ୍ବରି ଚପଲ ପିନ୍ଧିବାର ସୁଯୋଗ ପାଇବେ ନାହିଁ। କାରଣ ଖେବର ପଖତୁନଓ୍ବା ଅଞ୍ଚଳରେ ବନ୍ୟଜୀବ ବିଭାଗର ଚଢଉ ସମୟରେ ଏକ ଜୋତା ତିଆରି ଦୋକାନରୁ ସାପ ଚମଡାରେ...
ସିରିଆରେ ଭୟଙ୍କର ବିସ୍ଫୋରଣ
ସିରିଆ,୩।୬: ସିରିଆ ଉତ୍ତର ପଶ୍ଚିମ ସହର ଅଜାଜରେ ଭୟଙ୍କର ବିସ୍ଫୋରଣ ହୋଇଛି। ବିସ୍ଫୋଟକ ସାମଗ୍ରୀରେ ଭର୍ତ୍ତି ଥିବା କାର ଜନଗହଳିପୂର୍ଣ୍ଣ ସ୍ଥାନରେ ହଠାତ୍ ବିସ୍ଫୋରଣ ହୋଇଥିଲା। ଏହି ଦୁର୍ଘଟଣାରେ ୧୪ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୮ଜଣ ଆହତ ହୋଇଥିବା ସୂଚନା...
ଭାରତ ଆସିବା ପାଇଁ ମୋଦିଙ୍କୁ ଚିଠି ଲେଖିଲେ ପୋଲାଣ୍ଡର ୧୧ ବର୍ଷର ବାଳିକା
ଫନମ ପେନ,୩।୬: ପୋଲାଣ୍ଡର ୧୧ ବର୍ଷୀୟା ବାଳିକା ଏଲିଜା ଓ୍ବାନାତକୋ ଭାରତ ଆସିବା ପାଇଁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଅନୁରୋଧ କରିଛନ୍ତି। ଏକ ହାତ ଲେଖା ଚିଠି ମାଧ୍ୟମରେ ସେ ମୋଦିଙ୍କୁ ନିଜର ଗୁହାରି କରିଛନ୍ତି। ଏଲିଜା ହାତରେ ଲେଖିଥିବା ଚିଠିଟିକୁ...
ଝରକା ବାଟେ ଘରେ ପଶିଲା ୧୧ ଫୁଟ କୁମ୍ଭୀର
ଫ୍ଲୋରିଡା,୩।୬: ଏକା ଥିବା ଜଣେ ୭୭ ବର୍ଷ ବୟସ୍କା ବୃଦ୍ଧାଙ୍କ ଘରେ ୧୧ ଫୁଟ ଲମ୍ବା କୁମ୍ଭୀର ପଶିଥିବା ଖବର ଏବେ ସୋସିଆଲ୍ ମିଡ଼ିଆରେ ବେଶ୍ ଭାଇରାଲ ହେବାରେ ଲାଗିଛି। ଝରକା ବାଟେ ଏହି ବିରାଟକାୟ କୁମ୍ଭୀର ଘରେ ପଶିଥିବା...
ଆମେରିକାକୁ ଚାଇନା ଦେଖାଇଲା ନାଲି ଆଖି
ବେଜିଂ,୨।୬: ତାଇଓ୍ବାନ ସମ୍ପର୍କରେ ଆମେରିକା ଦେଇଥିବା ମନ୍ତବ୍ୟ ନେଇ ଚାଇନା ନାଲି ଆଖି ଦେଖାଇଛି। ଏଭଳି ମନ୍ତବ୍ୟ ଯୋଗୁ ଚାଇନା ଆମେରିକା ଉପରେ ସାମରିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରେ ବୋଲି ଚାଇନା ତାଗିଦ୍ କରିଛି। ତାଇଓ୍ବାନ ସମସ୍ୟାରେ କୌଣସି ବାହ୍ୟ...
ସେପ୍ଟେମ୍ବର ସୁଦ୍ଧା ସରିବ କରତାରପୁର କରିଡର
ଇସଲାମାବାଦ,୨।୬: ପାକିସ୍ତାନ କହିଛି କରତାରପୁର କରିଡରର ନିର୍ମାଣ କାର୍ଯ୍ୟ ୯୦ ପ୍ରତିଶତ ସରିଛି। ତେଣୁ ଆସନ୍ତା ସେପ୍ଟେମ୍ବର ୩୦ ସୁଦ୍ଧା ଏହାର ନିର୍ମାଣ କାର୍ଯ୍ୟ ଶେଷ ହୋଇଯିବ। ଗୁରୁ ନାନକଙ୍କର ୫୫୦ ତମ ପ୍ରକାଶ ପର୍ବକୁ ଆଖି ଆଗରେ ରଖି...
Archives


