ଭାରତୀୟ ଉଚ୍ଚାୟୁକ୍ତଙ୍କ ଇଫତାର୍ ପାର୍ଟିରେ ଅତିଥିଙ୍କୁ ଧମକାଇଲେ ପାକିସ୍ତାନ ଅଧିକାରୀ
ଇସଲାମାବାଦ୍,୨।୬: ପାକିସ୍ତାନରେ ଥିବା ଭାରତୀୟ ଉଚ୍ଚାୟୁକ୍ତଙ୍କ ପକ୍ଷରୁ ଆୟୋଜିତ ହୋଇଥିବା ଇଫତାର୍ ପାର୍ଟିରେ ଏକ ଅଭାବନୀୟ ଘଟଣା ଘଟିଛି । ଏଠାରେ ଯୋଗଦେଇଥିବା ଅତିଥିମାନଙ୍କୁ ପାକିସ୍ତାନ ଅଧିକାରୀମାନେ ଧମକାଇବା ସହିତ ଏକ ଘରେ ବନ୍ଦ କରିଦେଇଥିବା ଅଭିଯୋଗ ହୋଇଛି। ଏନେଇ...
ଆମେରିକା ଭିଜା: ଆବେଦନକାରୀଙ୍କୁ ଦେବାକୁ ହେବ ୫ ବର୍ଷର ସୋସିଆଲ ମିଡ଼ିଆ ତଥ୍ୟ
ଓ୍ବାଶିଂଟନ,୨।୬: ଆମେରିକା ଭିଜା ବ୍ୟବସ୍ଥାରେ ଏବେ ନୂଆ ନିୟମ ସଂଯୁକ୍ତ କରାଯାଇଛି। ଏବେ ଏଥିପାଇଁ ଆବେଦନକାରୀଙ୍କୁ ସୋସିଆଲ୍ ମିଡ଼ିଆ ତଥ୍ୟ, ଇମେଲ୍ ଠିକଣା ତଥା ଫୋନ୍ ନମ୍ବର ସୂଚନା ଦେବାକୁ ପଡ଼ିବ। ଗତ ୫ ବର୍ଷ ଧରି ଆବେଦନକାରୀ ବ୍ୟବହାର...
ଲିବିୟା ବିସ୍ଫୋରଣ: ୧୮ ଆହତ
ଡେରନା,୨।୬: ଲିବିୟାନ୍ ନ୍ୟାଶନାଲ୍ ଆର୍ମି(ଏଲ୍ଏନ୍ଏ)ର ହେଡ୍କ୍ୱାଟର ନିକଟରେ ରବିବାର ହୋଇଥିବା ୨ଟି ବିସ୍ଫୋରଣରେ ଅତିକମ୍ରେ ୧୮ ଜଣ ଆହତ ହୋଇଥିବା ସୂଚନା ମିଳିଛି। ଖଲିଫା ହଫ୍ତାର ସେନା ଓ ଆମେରିକା ସେନା ମଧ୍ୟରେ ଲାଗିରହିଥିବା ଅସନ୍ତୋଷ ଯୋଗୁ ସେଠାରୁ ୯୦...
ରୁଷିଆ ପ୍ଲାଣ୍ଟରେ ବିସ୍ଫୋରଣ
ମସ୍କୋ,୨ା୬(ଏଏଫ୍ପି): କେନ୍ଦ୍ରୀୟ ରୁଷିଆର ଏକ ପ୍ଲାଣ୍ଟରେ ଏକ ବଡ଼ଧରଣର ବିସ୍ଫୋରଣ ଘଟିଛି। ଏଥିରେ ୪୨ ଆହତ ହୋଇଥିବାବେଳେ ଆଖପାଖର ୨୦୦ କୋଠା ଧ୍ୱସ୍ତବିଧ୍ୱସ୍ତ ହୋଇଯାଇଛି। ଏହାସହ ୨ ଜଣ ନିଖୋଜ ହୋଇଯାଇଛନ୍ତି। ବିସ୍ଫୋରଣ ଯୋଗୁ ସମ୍ପୂର୍ଣ୍ଣ ଅଞ୍ଚଳ ଧୂଆଁରେ ଆଚ୍ଛାଦିତ...
୫ ମହିଳାଙ୍କୁ ଚୁମ୍ବନ ଦେଲେ ଡୁଟେର୍ଟେ
ଟୋକିଓ,୨ା୬(ଆଇଏଏନ୍ଏସ୍ ): ଫିଲିପାଇନ୍ସ ରାଷ୍ଟ୍ରପତି ରୋଡ୍ରିଗୋ ଡୁଟେର୍ଟେ ଏକ ବିଚିତ୍ର କାରନାମାକୁ ନେଇ ଏବେ ଚର୍ଚ୍ଚାରେ। ସେ ଜାପାନର ରାଜଧାନୀ ଟୋକିଓରେ ଏକ କାର୍ଯ୍ୟକ୍ରମରେ ଭାଷଣ ଦେବାବେଳେ ମଞ୍ଚ ଉପରେ ଲଗାତର ୫ ମହିଳାଙ୍କୁ ଚୁମ୍ବନ ଦେଇଛନ୍ତି। ସେହି ସୁନ୍ଦରୀ...
ଚନ୍ଦ୍ରକୁ ଉପକରଣ ପଠାଇବ ନାସା
ଓ୍ବାଶିଂଟନ୍: ୧୯୭୦ ପରେ ପ୍ରଥମଥର ପାଇଁ ଆମେରିକା ଚନ୍ଦ୍ରପୃଷ୍ଠକୁ ବୈଜ୍ଞାନିକ ଉପକରଣ ପଠାଇବା ପାଇଁ ଯୋଜନା ପ୍ରସ୍ତୁତ କରୁଛି। ୨୦୨୦ ଓ ୨୦୨୧ରେ ଏହି ଉପକରଣ ପଠାଯିବା ପରେ ୨୦୨୪ରେ ଚନ୍ଦ୍ରପୃଷ୍ଠକୁ ମାନବ ପଠାଯାଇ ସେଠାରେ ଜୀବସତ୍ତା ତିଷ୍ଠିବ କି...
ଭର୍ଜିନିଆରେ ଗୁଳିକାଣ୍ଡ : ୧୨ ଜଣଙ୍କ ପ୍ରାଣ ହାନି, ୬ ଗୁରୁତର
ଓ୍ବାଶିଂଟନ,୧ା୬: ଆମେରିକାସ୍ଥିତ ଭର୍ଜିନିଆର ଏକ ସରକାରୀ ଅଟ୍ଟାଳିକାରେ ଗୁଳିକାଣ୍ଡ ଯୋଗୁ ଜଣେ ବନ୍ଧୁକଧାରୀଙ୍କ ସମେତ ୧୨ ଜଣଙ୍କର ପ୍ରାଣ ହାନି ଘଟିଥିବାବେଳେ ୬ ଜଣ ଗୁରୁତର ହୋଇଛନ୍ତି। ଶୁକ୍ରବାର ରାତିରେ ଭର୍ଜିନିଆ ସମୁଦ୍ରକୂଳରେ ଥିବା ମ୍ୟୁନିସପାଲିଟି କାର୍ଯ୍ୟାଳୟରେ ଏହି ଘଟଣା...
ଲଣ୍ଡନରେ ଟ୍ରମ୍ପଙ୍କୁ ବିରୋଧ ପ୍ରଦର୍ଶନ
ଓ୍ବାଶିଂଟନ,୧।୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋମବାର ବଙ୍କିମହାମ୍ ପ୍ୟାଲେସରେ ଆୟୋଜିତ ଏକ ରାଜକୀୟ ଭୋଜିରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ହେଲେ ଏହାକୁ ବିରୋଧ କରି କିଛି ସଙ୍ଗଠନ ଶନିବାର ବିରୋଧ ପ୍ରଦର୍ଶନ କରି ଏକ ରାଲିର ଆୟୋଜନ...
୫୯ ବର୍ଷ ଧରି ବିପଦ ଶଙ୍କୁଳ ଅବସ୍ଥାରେ ବ୍ରିଜ୍ ପାରି ହେଉଛନ୍ତି ଲୋକେ
ଇସଲାମାବାଦ୍, ୧।୬: ପାକିସ୍ତାନରେ ରହିଛି ପୃଥିବୀର ସବୁଠାରୁ ବିପଦ ଶଙ୍କୁଳ ବ୍ରିଜ୍। ଏହା କାଠ ପଟା ଏବଂ ଲୁହା ଜଞ୍ଜିରରେ ନିର୍ମିତ। ୧୯୬୦ରେ ଏହି ଝୁଲା ବ୍ରିଜ୍କୁ ତତ୍କାଳୀନ ପାକିସ୍ତାନ ରାଷ୍ଟ୍ରପତି ଆୟୁବ ଖାଁ ବୋରିକ୍ ହ୍ରଦ ଉପରେ ନିର୍ମାଣ...
ମୋଦି ସରକାରଙ୍କୁ ଡୋନାଲ୍ଟ ଟ୍ରମ୍ପ୍ଙ୍କ ଝଟ୍କା: ଜିଏସ୍ପି ସୁବିଧାରୁ ଭାରତ ବଞ୍ଚିତ ହେବା ଆଶଙ୍କା
ଓ୍ବାଶିଂଟନ,୧।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଏକ ଝଟ୍କା ଦେବାର ଯୋଜନା କରିଛନ୍ତି। ପୂର୍ବରୁ ଭାରତକୁ ବ୍ୟବସାୟ କ୍ଷେତ୍ରରେ ମିଳୁଥିବା ଜେନେରାଲାଇଜଡ୍ ସିଷ୍ଟମ ଅଫ୍ ଫ୍ରିଫେରେନ୍ସଜ୍(ଜିଏସ୍ପି)କୁ ଆମେରିକା ରଦ୍ଦ କରିବାକୁ ପଛାଇବ ନାହିଁ ବୋଲି...
ଭର୍ଜିନିଆ ମ୍ୟୁନିସ୍ପାଲ ବିଲ୍ଡିଂରେ ଆଖିବୁଜା ଗୁଳି ଚଳାଇଲେ ଅଜଣା ବ୍ୟକ୍ତି: ୧୧ ମୃତ
ଭର୍ଜିନିଆ,୧।୬: ଆମେରିକା ଭର୍ଜିନିଆରେ ଜଣେ ଅଜଣା ବ୍ୟକ୍ତିଙ୍କ ଗୁଳିମାଡ଼ରେ ୧୧ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ଏଥବରେ ୬ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସ୍ଥାନୀୟ ମ୍ୟୁନିସ୍ପାଲ ବିଲ୍ଡିଂରେ ଜଣେ ଅଜଣାବ୍ୟକ୍ତି ପଶି...
ମହିଳାଙ୍କ ଶେଷ ଇଚ୍ଛା ପୂରଣ ପାଇଁ ଜୀବନ ଦେଲା ପୋଷା କୁକୁର
ଓ୍ବାଶିଂଟନ,୩୧।୫: ଆମେରିକାର ଭର୍ଜିନିୟାରୁ ଏମିତି ଏକ ଖବର ଆସିଛି ଯେଉଁଠି ଜୀବନ, ମୃତ୍ୟୁ, ଜିଦ୍ ଆଉ ଇଚ୍ଛାର ଏକ ମିଶ୍ରଣ ଦେଖିବାକୁ ମିଳିଛି। ଜଣେ ମହିଳା ଶେଷ ସମୟରେ ଏମିତି ଇଚ୍ଛା ପ୍ରକାଶ କରିଛନ୍ତି ଯେଉଁଥିରେ ଅନ୍ୟ ଜଣକୁ ଜୀବନ...
Archives


