ଅନ୍ତର୍ଜାତୀୟ

ସ୍ମେଲ୍‌ ଟେଷ୍ଟ୍‌ରୁ ଜଣାପଡୁଛି କରୋନା ସଂକ୍ରମଣ ସୂଚନା

ସିଓଲ,୭।୪: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ସଂକ୍ରମିତଙ୍କ ଚିହ୍ନଟ କରିବା ଲାଗି ବିଭିନ୍ନ ପ୍ରକାରର ପରୀକ୍ଷା କରାଯାଉଥିବାବେଳେ ଦକ୍ଷିଣ କୋରିଆରେ ସ୍ମେଲ୍‌ ଟେଷ୍ଟ୍‌ ଦ୍ୱାରା କରୋନା ସଂକ୍ରମଣର ପ୍ରାରମ୍ଭିକ ଲକ୍ଷଣ ସମ୍ପର୍କରେ ଜାଣି ହେଉଛି। ଦକ୍ଷିଣ କୋରିଆରେ…

କରୋନା ଉପରେ ଲଗାମ ନାହିଁ

ଓ୍ବାଶିଂଟନ/ରୋମ୍‌/ପ୍ୟାରିସ୍‌, ୭ା୪ : କରୋନା ଭାଇରସ୍‌ ବେଲଗାମ୍‌ ସ୍ଥିତିରେ ପହଞ୍ଚିଛି। ବିଶ୍ୱର ୨୦୯ ଦେଶରେ ଏହି ଭୂତାଣୁ ନିଜର ଅଧିକାର ଜାହିର କରିବା ପରେ ପ୍ରାୟ ୧୩ ଲକ୍ଷ ଲୋକଙ୍କୁ କବଳିତ କରିବାରେ ସକ୍ଷମ ହୋଇଛି। ଅଦ୍ୟାବଧି କରୋନା ଭାଇରସ୍‌ ବିଶ୍ୱବ୍ୟାପୀ…

ଲିବିୟାର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ କରୋନା ସଂକ୍ରମଣରେ ପରଲୋକ

ତ୍ରିପୋଲି,୬ ।୪: କରୋନା ସଂକ୍ରମଣ ଏବେ ବିଶ୍ୱର ପ୍ରାୟ ୨ଶହ ଦେଶକୁ କାୟା ବିସ୍ତାର କରି ସାରିଥିବା ବେଳେ ଛୋଟବଡ କେହିବି ଏଥିରୁ ବାଦ୍ ପଡୁ ନାହାନ୍ତି । ଲିବିୟାର ପୂର୍ବତନ ପ୍ରଧାନମନ୍ତ୍ରୀ ମହମ୍ମୁଦ ଜେବ୍ରିଲଙ୍କର କରୋନା ସଂକ୍ରମଣରେ ମୃତ୍ୟୁ ହୋଇଥିବା…

ଦିନକରେ ୫୬ ହଜାର ଆକ୍ରାନ୍ତ

ଓ୍ବାଶିଂଟନ/ରୋମ୍‌/ଲଣ୍ଡନ,୬ା୪ : ବିଶ୍ୱବ୍ୟାପୀ କରୋନା ଭାଇରସ୍‌ ଉଗ୍ରରୂପ ଦେଖାଇଛି। ବିଶ୍ୱର ୨୦୫ ଦେଶରେ ସେ ନିଜର ଅଧିକାର ଜାହିର କରିବା ସହ ୧୨ ଲକ୍ଷ ୫୦ ହଜାର ଲୋକଙ୍କୁ ନିଜ କବ୍ଜାକୁ ନେଇଛି। ଅଦ୍ୟାବଧି ମୃତ୍ୟୁସଂଖ୍ୟା ୬୮ ହଜାର ଛୁଇଁଥିବା ବେଳେ…

ଚାଇନାର ବନ୍ଧୁ ପଣିଆ: ସହାୟତା ପାଇଁ ଇଟାଲି ଦାନ କରିଥିବା ଚିକିତ୍ସା ଉପକରଣ ବିକ୍ରି କରିବାକୁ ଚାହୁଁଛି

ବେଜିଂ,୬।୪: ଚାଇନାର ବନ୍ଧୁ ପଣିଆର ମୁଖା ଏବେ ଖୋଲି ଯାଇଛି। ଉହାନରେ ଗତ ମାସରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅସମ୍ଭାଳ ହୋଇ ଉଠିଥିଲା। ଏପରିସ୍ଥଳେ ଇଟାଲି ସହାୟତାର ହାତ ବଢ଼ାଇଥିଲା। ଇଟାଲି ପକ୍ଷରୁ ଚାଇନାକୁ ବହୁ ଚିକିତ୍ସା ଉପକରଣ ଦାନ…

ପାକିସ୍ତାନରେ କରୋନା ସଂକ୍ରମଣଙ୍କ ସଖ୍ୟା ୩୨୭୮

ଇସ୍‌ଲାମାବାଦ,୬ ।୪: ପାକିସ୍ତାନରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଭାରତଠାରୁ କମ୍ ବୋଲି ଜଣାପଡିଛି । ସୋମବାର ସକାଳ ସୁଦ୍ଧା ପାକିସ୍ତାନରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୭୮ ବୋଲି କହିଛନ୍ତି ପାକିସ୍ତାନର ସ୍ୱାସ୍ଥ୍ୟ ଅଧିକାରୀ । ଏହି ସମୟରେ ଲୋକଙ୍କୁ ଘରେ ରହିବାକୁ…

ନ୍ୟୁୟର୍କ ବ୍ରୋନକ୍ସ୍‌ ଚିଡ଼ିଆଖାନାର ବାଘୁଣୀ କରୋନା ପଜିଟିଭ୍‌

ନ୍ୟୁୟର୍କ ,୬।୪: ଆମେରିକାରେ କରୋନା ସଂକ୍ରମଣକୁ ନେଇ ଅଚଳାବସ୍ଥା ସୃଷ୍ଟି ହୋଇଛି। ଏବେ ଏହି ସଂକ୍ରମଣ ମନୁଷ୍ୟଠାରୁ ପ୍ରାଣୀଙ୍କୁ ମଧ୍ୟ ସଂକ୍ରମିତ ହେବାରେ ଲାଗିଛି। ନ୍ୟୁୟର୍କର ବ୍ରୋନକ୍ସ୍‌ ଚିଡ଼ିଆଖାନାରେ ଥିବା ଏକ ବାଘୁଣୀଠାରେ କରୋନା ସଂକ୍ରମଣ ହୋଇଛି। ବାଘୁଣୀର ରିପୋର୍ଟ ପଜିଟିଭ୍‌…

ଇନ୍‌ଫ୍ରା ରେଡ, ଅଲଟ୍ରା ଭାଓଲେଟ କିରଣ ଯୋଗୁ କମିବ କରୋନା ସଂକ୍ରମଣ!

ଏଥେନ୍ସ,୬ ।୪: ଦୀନ ବଡ ଓ ଗ୍ରୀଷ୍ମର ପ୍ରଭାବ ଅଧିକ ହେଲେ କରୋନା ସଂକ୍ରମଣ କମ୍ ହେବ ବୋଲି କୁହାଯାଉଛି । ବିଶେଷ କରି ଏହାଦ୍ୱାରା ଖୋଲା ସ୍ଥାନରେ ସଂକ୍ରମଣ କମ୍ ହେବ ବୋଲି କହୁଛନ୍ତି ବିଶେଷଜ୍ଞ । ଗ୍ରୀସର ପ୍ରମୁଖ…

କରୋନା ପାଇଁ ଚାଇନାକୁ ଦେବାକୁ ପଡ଼ିବ ୨୭ ହଜାର କୋଟି ଡଲାର କ୍ଷତିପୂରଣ !

ନୂଆଦିଲ୍ଲୀ/ଓ୍ବାଶିଂଟନ,୬।୪: ଚାଇନାର ଉହାନ ମାଂସ ବଜାରରୁ ଆରମ୍ଭ ହୋଇଥିବା କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ବହୁ ଲୋକଙ୍କ ଜୀବନ ଯାଇଛି। ଏଥିପାଇଁ ବ୍ରିଟେନ୍‌ ଏବଂ ଆମେରିକା ଚାଇନାକୁ ଦାୟୀ କରିଛନ୍ତି। କ୍ଷତିର ଭରଣା ଲାଗି ଚାଇନାକୁ ୨୭ ହଜାର କୋଟି…

ଔଷଧ-ଭେଣ୍ଟିଲେଟରର ଅଭାବ: କରୋନା ସଂକ୍ରମିତଙ୍କୁ ଉପଯୁକ୍ତ ଚିକିତ୍ସା ଦେବାରେ ଅସମର୍ଥ ଡାକ୍ତର !

ପ୍ୟାରିସ୍‌,୬।୪: କରୋନା ସଂକ୍ରମଣର ମୁକାବିଲା ପାଇଁ ଫ୍ରାନ୍ସ୍‌ରେ ଯନ୍ତ୍ରଣା ଉପଶମକାରୀ ଔଷଧ ଏବଂ ଭେଣ୍ଟିଲେଟରର ଅଭାବ ଦେଖାଦେଇଛି। ଫଳରେ ଡାକ୍ତରମାନେ ସଂକ୍ରମିତଙ୍କୁ ଉପଯୁକ୍ତ ଚିକିତ୍ସା ସେବା ଯୋଗାଇ ଦେବାରେ ଅସମର୍ଥ ହେଉଥିବା କହିଛନ୍ତି। ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢୁଥିବାରୁ ହସ୍ପିଟାଲକୁ…

କୋଭିଡ-୧୯: ହସ୍ପିଟାଲରେ ଭର୍ତ୍ତି ହେଲେ ବ୍ରିଟେନ ପ୍ରଧାନମନ୍ତ୍ରୀ

ଲଣ୍ଡନ,୬ ।୪: ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିଶ ଜନସନ କରୋନାରେ ପୀଡ଼ିତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ମିଳିଛି । ସୂଚନାଯୋଗ୍ୟ, ଗତ ମାସରେ ପ୍ରଧାନମନ୍ତ୍ରୀଙ୍କ ରିପୋର୍ଟ ପଜିଟିଭ ଆସିବା ପରେ ସେ ଅଲଗା…

ଇଟାଲିରେ କରୋନା ମୃତ୍ୟୁ ସଂଖ୍ୟା ୧୫,୦୦୦ ଟପିଲା: ସଂକ୍ରମିତଙ୍କ ସଂଖ୍ୟା ୧ ଲକ୍ଷେରୁ ଅଧିକ

ରୋମ୍‌,୬।୪: ଇଟାଲିରେ କରୋନା ସଂକ୍ରମଣ ନେଇ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଇତିମଧ୍ୟରେ ଏଠାରେ କରୋନା ସଂକ୍ରମିତଙ୍କ ମୃତ୍ୟୁ ସଂଖ୍ୟା ୧୫,୮୮୭ରେ ପହଞ୍ଚିଛି। ସେହିପରି ସଂକ୍ରମିତଙ୍କ ସଂଖ୍ୟା ୧,୨୮, ୯୪୮ରେ ପହଞ୍ଚିଛି। ଗତ ୨୪ ଘଣ୍ଟା ମଧ୍ୟରେ ଏଠାରେ ୫୨୫ ଲୋକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?