ଅନ୍ତର୍ଜାତୀୟ

ଆଫଗାନିସ୍ତାନରେ ବିମାନ ଆକ୍ରମଣ: ଜଣେ ଶିଶୁଙ୍କ ସମେତ ୮ ସାଧାରଣ ନାଗରିକଙ୍କ ମୃତ୍ୟୁ

କାବୁଲ,୧୫।୨: ଆଫାଗାନିସ୍ତାନର ପୂର୍ବାଞ୍ଚଳରେ ଥିବା ନଙ୍ଗାହାରରେ ଶୁକ୍ରବାର ସନ୍ଧ୍ୟାରେ ହୋଇଥିବା ବିମାନ ଆକ୍ରମଣରେ ଜଣେ ଶିଶୁଙ୍କ ସମେତ ୮ ସାଧାରଣ ନାଗରିକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଟୋଲୋ ନ୍ୟୁଜର ସୂଚନା ଅନୁଯାୟୀ, ଏହା ସୁରଖ ରୋଡ ଜିଲାର କରକ ଗାଁରେ…

ଏଫ୍‌ଏଟିଏଫ୍‌ ବୈଠକ ପରେ ମୁକୁଳି ପାରନ୍ତି ହାଫିଜ

ଇସ୍‌ଲାମାବାଦ,୧୫।୨: ଫାଇନାନସିୟାଲ ଆକ୍ସନ ଟାକ୍ସ ଫୋର୍ସ(ଏଫ୍‌ଏଟିଏଫ୍‌)ର ବୈଠକ ପରେ ମୋଷ୍ଟ ଓ୍ବାଣ୍ଟେଡ ଆତଙ୍କବାଦୀ ହାଫିଜ ସଇଦ ମୁକୁଳି ପାରନ୍ତି ବୋଲି ସୂଚନା ମିଳିଛି। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ହାଫିଜଙ୍କୁ ଗିରଫ କରିବା ସମୟରେ ଏହି ଦିଗକୁ ଜାଣିଶୁଣି ଛାଡି…

୨୪ ଘଣ୍ଟା ପର୍ଯ୍ୟନ୍ତ ଶରୀର ବାହାରେ ସୁରକ୍ଷିତ ରହିପାରିବ ମାନବ ହୃଦୟ

ଲଣ୍ଡନ,୧୫।୨: ଏବେ ହାର୍ଟ ଟ୍ରାନ୍ସପ୍ଲାଣ୍ଟ୍‌ କରିବା ସହଜ ହୋଇପାରିବ। ଶରୀର ବାହାରେ ନୂତନ ଜ୍ଞାନକୌଶଳ ଦ୍ୱାର ୨୪ ଘଣ୍ଟା ସୁରକ୍ଷିତ ରଖାଯାଇପାରିବ। କେତେକ କୃତ୍ରିମ ଉପକରଣ ସହାୟତାରେ ଏଭଳି କରାଯାଇପାରିବ। ପରୀକ୍ଷାମୂଳକ ଭାବେ ଘୁଷୁରିର ହୃଦୟକୁ ୨୪ ଘଣ୍ଟା ପର୍ଯ୍ୟନ୍ତ ସୁରକ୍ଷିତ…

୫ ବର୍ଷର ବାଳକ ଜଳନ୍ତା ଘରୁ ଭଉଣୀ, ପୋଷା କୁକୁରକୁ କଲେ ଉଦ୍ଧାର

ଓ୍ବାଶିଂଟନ,୧୫।୨: ଆମେରିକାର ଜଣେ ୫ ବର୍ଷ ବୟସ୍କ ବାଳକ ଜଳନ୍ତା ଘରୁ ତାଙ୍କ ଭଉଣୀ ଏବଂ ପୋଷା କୁକୁରକୁ ଉଦ୍ଧାର କରିଛନ୍ତି। ଜର୍ଜିଆର ବାର୍ଟୋ କାଉଣ୍ଟିରେ ବାସ କରୁଥିବା ନୋଆହ ବୁଇସ୍‌ଙ୍କ ଶୋଇବା ଘରେ ବିଦ୍ୟୁତ୍‌ ଶର୍ଟ ସର୍କିଟ୍‌ ଯୋଗୁ ନିଆଁ…

ଭାରତ ଗସ୍ତକୁ ନେଇ ଉତ୍ସାହିତ ଅଛନ୍ତି ଆମେରିକା ରାଷ୍ଟ୍ରପତି

ଓ୍ବାଶିଂଟନ,୧୫।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ଗସ୍ତକୁ ନେଇ ବେଶ୍‌ ଉତ୍ସାହିତ ଥିବା ଜଣାପଡିଛି। ଶନିବାର ସେ ଟୁଇଟ୍‌ କରି କହିଛନ୍ତି ଭାରତ ଗସ୍ତ କରି ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ସାକ୍ଷାତ୍‌ କରିବାକୁ ନେଇ ଅପେକ୍ଷା ରଖିଛନ୍ତି।…

କରୋନାଭାଇରସ: ମୃତ୍ୟୁ ସଂଖ୍ୟା ୧,୫୨୩ ସଂକ୍ରମିତ ୬୬ ହଜାର

ବେଜିଂ,୧୫।୨: ଚାଇନାରେ କରୋନାଭାଇରସର ଭୟାବହତା ଥମିବାର ନାଁ ନେଉନି। ଦିନକରେ ଶହ ଶହ ସଂଖ୍ୟାରେ ଲୋକଙ୍କ ମୃତ୍ୟୁ ଘଟୁଥିବା ବେଳେ ଏବେ ସୁଦ୍ଧା ସେଠାରେ ୧,୫୨୩ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଏହାସହ ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଲାଣି ୬୬,୪୯୨। ଶୁକ୍ରବାର ୨,୬୪୧…

ପାକିସ୍ତାନକୁ ସମର୍ଥନ ଜାରି ରଖିବ ତୁର୍କୀ

ଇସ୍‌ଲାମାବାଦ,୧୫ା୨(ପି.ଟି.): ଭାରତର ପ୍ରତିବାଦ ସତ୍ତ୍ୱେ ତୁର୍କୀ ରାଷ୍ଟ୍ରପତି ରିସେପ୍‌ ତାୟିପ୍‌ ଏର୍ଡୋଗାନ୍‌ ଶୁକ୍ରବାର ପୁଣି ଥରେ କଶ୍ମୀର ପ୍ରସଙ୍ଗ ଉଠାଇଛନ୍ତି। ଏହା ଉଭୟ ଦେଶ ପାଇଁ ଚିନ୍ତାର ବିଷୟ ହୋଇଥିବାରୁ ପାକିସ୍ତାନର ଆଭିମୁଖ୍ୟକୁ ତୁର୍କୀ ସମର୍ଥନ ଜାରି ରଖିବ ବୋଲି ସେ…

କରୋନାଭାଇରସ୍‌ ଭୟ: ଚାଇନାରୁ ଫେରିଥିବା ଅଧିକାରୀଙ୍କୁ ହତ୍ୟା

ପୋଙ୍ଗୟାଙ୍ଗ,୧୪।୨: ଉତ୍ତର କୋରିଆର ଶାସକ କିମ୍‌ ଜଙ୍ଗ ଉନ୍‌ଙ୍କ ଏକଛତ୍ରବାଦ ଶାସନ କଥା କିଏ ବା ନ ଜାଣେ। ଏଠାରେ ସାମାନ୍ୟ ଭୂଲ ପାଇଁ ମିଳିଥାଏ ମୃତ୍ୟୁଦଣ୍ଡ। ଗୋଟିଏ ପଟେ କରୋନାଭାଇରସ୍‌କୁ ନେଇ ସାରା ବିଶ୍ୱ ଏହାର ଚିକିତ୍ସା ଖୋଜିବାରେ ଲାଗିପଡ଼ିଛି…

କରୋନାଭାଇରସ ସଂକ୍ରମଣରେ ୬ ସ୍ବାସ୍ଥ୍ୟକର୍ମୀଙ୍କ ମୃତ୍ୟୁ, ୧୭୧୬ ଆକ୍ରାନ୍ତ

ବେଜିଂ,୧୪।୨: କରୋନାଭଇରସ। ଏହି ନାଁ ଏବେ ବିଶ୍ୱ ବ୍ୟାପୀ ବେଶ୍‌ ପରିଚିତ। ଚାଇନାରୁ ପ୍ରଥମେ ଏହି ନାଁ ଶୁଣିବାକୁ ମିଳିଥିବା ବେଳେ ଏବେ ବିଶ୍ୱବାସୀ ଏହାସହ ବେଶ୍‌ ଭଲଭାବେ ପରିଚିତ ହୋଇ ସାରିଲେଣି। କେବଳ ପରିଚିତ ହୋଇନାହାନ୍ତି, ଯିଏ କରୋନାଭାଇରସ ନାଁ…

ଜାହାଜରେ ଫସିଲେ ସୋନାଲୀ: ଭାରତ ସରକାରଙ୍କୁ ସାହାଯ୍ୟ ଲୋଡିଲେ

ଟୋକିଓ,୧୪।୨: ଚାଇନାର ଉହାନରୁ ଆରମ୍ଭ ହୋଇଥିବା କରୋନାଭାଇରସ୍‌ ଏବେ ପୂରା ବିଶ୍ୱକୁ ବ୍ୟାପିବାରେ ଲାଗିଛି। ଏହି ଭୂତାଣୁରେ ସଂକ୍ରମିତ ହୋଇ ଏଯାଏଁ ଚାଇନାରେ ୧୪୮୦ ଜଣଙ୍କ ଜୀବନ ଯାଇଥିବା ବେଳେ ୪୮୦୦ରୁ ଊର୍ଦ୍ଧ୍ୱ ସଂକ୍ରମିତ ଅଛନ୍ତି। ଇତିମଧ୍ୟରେ ଜାପାନର ୟୋକାହାମା ପୋର୍ଟରେ…

ହାତ ଯୋଡିଲେ ବିଜୟ ମାଲ୍ୟା: କାନ୍ଦିକି କହିଲେ, ତୁରନ୍ତ ସବୁ ଟଙ୍କା ଫେରସ୍ତ ନେଇଯାଅ

ଲଣ୍ଡନ, ୧୪।୨: ବିଭିନ୍ନ ବ୍ୟାଙ୍କରୁ ଋଣ ନେଇ ବ୍ରିଟେନ ପଳାଇଥିବା ମଦ ବ୍ୟବସାୟୀ ବିଜୟ ମାଲ୍ୟା ବ୍ରିଟିଶ ହାଇକୋର୍ଟରେ କାନ୍ଦି ପକାଇଛନ୍ତି। ଭାରତୀୟ ବ୍ୟାଙ୍କ୍‌ଗୁଡିକ ତୁରନ୍ତ ଟଙ୍କା ଫେରସ୍ତ ନେଇଯାନ୍ତୁ। ରୟାଲ କୋର୍ଟ ଅଫ୍‌ ଜଷ୍ଟିସରେ ମାଲ୍ୟା ହାତ ଯୋଡି ଏହା…

ଗୋଟିଏ ଦିନରେ କରୋନା ଭାଇରସ୍‌ରେ ୪,୮୦୦ ଜଣ ସଂକ୍ରମିତ: ମୃତ୍ୟୁ ସଂଖ୍ୟା ୧,୪୮୦ ଟପିଲା

ବେଜିଂ,୧୪।୨: ଦିନକୁ ଦିନ ଭୟଙ୍କର ହେବାରେ ଲାଗିଛି କରୋନା ଭାଇରସ। ୨୪ ଘଣ୍ଟାରେ ଏହି ପ୍ରାଣଘାତୀ ଭାଇରସ ଚାଇନାରେ ୨୫୪ ଜଣଙ୍କ ଜୀବନ ଯାଇଥିବାବେଳେ ୪,୮୦୦ ଜଣ ଏହି ଭାଇରସ୍‌ରେ ସଂକ୍ରମିତ ହୋଇଛନ୍ତି। ଏହି ମୃତ୍ୟୁସଂଖ୍ୟାକୁ ମିଶାଇ ଚାଇନାରେ ଏଯାଏ ୧,୪୮୦…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri