ଅନ୍ତର୍ଜାତୀୟ

ଭଗ୍ନାବଶେଷ ତଳେ ଜୀବନ ଗଲା

ବିନିଶ୍‌,୨୮ା୭: ଉତ୍ତର ସିରିଆରେ ଯୁଦ୍ଧବିମାନରୁ ଆକ୍ରମଣ ବେଳେ ଏକ ବିଲ୍ଡିଂ ଉପରେ ବୋମାମାଡ଼ ହୋଇଛି। ୫ ବର୍ଷର ଝିଅଟି ଝୁଲନ୍ତା ଅବସ୍ଥାରେ ଥିବା ତା’ର କୁନି ଭଉଣୀକୁ ଉଦ୍ଧାର ଲାଗି ଉଦ୍ୟମ କରି ତା’ର ଟି-ସାର୍ଟକୁ ଟାଣିଧରିଛି। ଏହି ସମୟରେ ବିଲ୍ଡିଂ…

ହାର୍ଟ ଆଟାକ୍‌ ଆଶଙ୍କା ବି କମାଏ ଅଗରବତୀ…

ଅଗରବତୀ ଜାଳିବା ପଛରେ ଆଧ୍ୟାତ୍ମିକ କାରଣ ରହିଛି । ଅଗରବତୀ ଜଳାଇବା ଦ୍ୱାରା ସେଥିରୁ ବାହାରୁଥିବା ଧୂଆଁ ମନରେ ଆଣିଥାଏ ଶାନ୍ତି ଆଉ ଏଥିଯୋଗୁ ପରିବେଶରେ ସୃଷ୍ଟି ହୁଏ ଶୁଦ୍ଧ ବାତାବରଣ। ତେବେ ମନୋବୈଜ୍ଞାନିକ ଦୃଷ୍ଟିରୁ ବିଭିନ୍ନ ରୋଗର ଚିକିତ୍ସା ପାଇଁ…

ବିଶ୍ୱର ସବୁଠାରୁ ଭୟଙ୍କର ସ୍ଥାନ: ମାଟିତଳେ ରହିଛି ୬୦ଲକ୍ଷ ଖପୁରି

ବିଶ୍ୱରେ ଏମିତି ସ୍ଥାନ ଅଛି ଯେଉଁଠିକି ଯିବାକୁ ଦିନରେ ମଧ୍ୟ ଭୟ ଲାଗିବ। ଆଉ ଏମିତି ବି କିଛି ସ୍ଥାନ ରହିଛି ଯାହାକୁ ଦେଖିଲେ ବା ଯାହା ବିଷୟରେ ଶୁଣିଲେ ଆଶ୍ଚର୍ଯ୍ୟ ଲାଗିବ। ଫ୍ରାନ୍ସର ପ୍ୟାରିସଠାରେ ରହିଛି ଏମିତି ଏକ ସ୍ଥାନ।…

୬ ବର୍ଷର ଝିଅ ନିଜ ରୋଜଗାରରେ ପରିବାରକୁ ଦେଲେ ୫ ମହଲା ବିଶିଷ୍ଟ ବିଳାସମୟ ଘର

ସିଓଲ,୨୭।୭: ଦକ୍ଷିଣ କୋରିଆରେ ୬ ବର୍ଷର ଜଣେ ବାଳିକା ୟୁଟ୍ୟୁବରେ ରୋଜଗାର କରିଛନ୍ତି ୫୫ କୋଟି ଟଙ୍କା। ଏହି ରୋଜଗାରରେ ସେ ସିଓଲଠାରେ ଏକ ୫ ମହଲା ବିଶିଷ୍ଟ ବିଳାସମୟ ଘର କିଣିଛନ୍ତି। ଏହି ଘରଟି ୨୫୮ ବର୍ଗମିଟରେ ତିଆରି କରାଯାଇଛି।…

ବନ୍ୟା ବିତ୍ପାତରେ ୪ ଦେଶରେ ୬ ଶହଙ୍କ ମୃତ୍ୟୁ; ୨୫ ନିୟୁତ ପ୍ରଭାବିତ: ଜାତିସଂଘ ରିପୋର୍ଟ

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୭।୭: ଦକ୍ଷିଣ ଏସିଆର ୪ ଦେଶରେ ବନ୍ୟା ବିତ୍ପାତରେ ୬ ଶହରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି। ସେହିପରି ଏହାଦ୍ୱାରା ୨୫ ନିୟୁତ ଲୋକ ପ୍ରଭାବିତ ହୋଇଛନ୍ତି। ଏନେଇ ଜାତିସଂଘ ଦ୍ୱାରା ପ୍ରକାଶିତ ଏକ ରିପୋର୍ଟରେ ଦର୍ଶାଯାଇଛି। ଭାରତ, ବାଂଲାଦେଶ, ନେପାଳ…

ଇରାନର ବୁଡି ଯାଇଥିବା କାର୍ଗୋ ଜାହାଜରୁ ଉଦ୍ଧାର ହେଲେ ୨ ଭାରତୀୟ

ଅଜରବୈଜାନ,୨୭।୭: ଇରାନର ଅଜରବୈଜାନ ନିକଟରେ ଏହାର ଏକ ମାଲବାହୀ ଜାହଜ ‘ଶାବହାଂଗ’ ବୁଡିଯାଇଛି। ଏଥିରେ ଥିବା କ୍ରିୟୁ ମେମ୍ବରଙ୍କ ମଧ୍ୟରୁ ସମସ୍ତ ୯ ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଏଥିରେ ୨ ଭାରତୀୟ ରହିଛନ୍ତି। ତେବେ ଜାହାଜଟି ବୁଡିଯିବା ପରେ ଚାଳକଦଳ…

ପୋଲ ପାର ହେବା ସମୟରେ ବାଇକ୍‌ ସହ ଭାସିଗଲେ ୨ ଯବାନ

କଲମ୍ବିଆ,୨୭।୭: କଲମ୍ବିଆରୁ ଏକ ବିଚଳିତ କରିଦେବାର ଦୃଶ୍ୟ ସାମ୍ନାକୁ ଆସିଛି। ସୋକ ପାଙ୍ଗ ଜିଲାର ଥାମେର କେଭେ ଗଁାକୁ ୨ ଯବାନ ବାଇକ୍‌ରେ ନଦୀ ପାର ହୋଇ ଯାଉଥିଲେ। ଲଗାତାର ବର୍ଷା ଯୋଗୁ ପାଣିର ସୂଅ ଏତେ ପ୍ରଖର ଥିଲା ଯେ,…

କଶ୍ମୀର ସମସ୍ୟା: ଉପରେ ପଡ଼ି ଭାରତ-ପାକିସ୍ତାନକୁ ପରାମର୍ଶ ଦେଲା ଚାଇନା

ବେଜିଂ,୨୭।୭: କଶ୍ମୀର ସମସ୍ୟା ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ବିବାଦୀୟ ମନ୍ତବ୍ୟ ପରେ ଏବେ ଚାଇନା ଉପରେ ପଡ଼ି ଏହି ପ୍ରସଙ୍ଗରେ ପରାମର୍ଶ ଦେଇଛି। ଚାଇନା କହିଛି ଭାରତ-ପାକିସ୍ତାନ ନିଜ ମଧ୍ୟରେ ଥିବା ବିଭିନ୍ନ ସମସ୍ୟାର ସମାଧାନ ଆଲୋଚନା ମାଧ୍ୟମରେ…

କାର ବୋମା ବିସ୍ଫୋରଣ: ୪ ମୃତ; ୨୦ରୁ ଅଧିକ ଆହତ

କାବୁଲ,୨୭।୭: ଆଫଗାନିସ୍ତାନରେ ଏକ କାର ବୋମା ବିସ୍ଫୋରଣରେ ୪ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ୨୦ରୁ ଅଧିକ ଲୋକ ଆହତ ହୋଇଥିବା କୁହାଯାଉଛି। ଆହତଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଘଜ୍‌ନୀ ପ୍ରଦେଶରେ ଶନିବାର ସକାଳେ ଏହି…

ଭାରତ-ପାକିସ୍ତାନ କଳିରୁ ଲାଭରେ ଆମେରିକା: ଗରିବ ପାକିସ୍ତାନକୁ ଏଫ୍‌-୧୬ ଯୁଦ୍ଧ ବିମାନ ପାଇଁ ୨୪ ଘଣ୍ଟିଆ ସହାୟତା ଯୋଗାଇବ ଆମେରିକା

ଓ୍ବାଶିଂଟନ୍‌,୨୭।୭: ଭାରତ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବାରେ ଲାଗିଛି। ତେବେ ଏଥିରୁ ଆମେରିକା ବେଶ୍‌ ଲାଭରେ ରହିଥିବା କୁହାଯାଉଛି। ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁଙ୍କ ଆମେରିକା ଗସ୍ତର ସକାରାତ୍ମକ ପ୍ରଭାବ ଦେଖିବାକୁ ମିଳିଛି। ଏହା ଅନ୍ତର୍ଗତ ଆମେରିକା ପାକିସ୍ତାନକୁ ଏଫ୍‌-୧୬…

ଫିଲିପାଇନ୍ସରେ ୨ଟି ଭୂକମ୍ପ ବଡ ବଡ କୋଠା କ୍ଷତିଗ୍ରସ୍ତ: ୮ ମୃତ, ୧୨ ଆହତ

ମନିଲା,୨୭।୭: ଫିଲିପାଇନ୍ସର ଲୋଜେନ ଦ୍ୱୀପର ଉତ୍ତରରେ ଥିବା ଦ୍ୱୀପ ଗୁଡିକରେ ଶନିବାର ୨ଟି ଭୂକମ୍ପ ଅନୁଭୂତ ହୋଇଛି। ଏଥିରେ ବର୍ତ୍ତମାନ ସୁଦ୍ଧା ୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ ଆହତ ହୋଇଛନ୍ତି। ଆଗକୁ ଏହି ସଂଖ୍ୟା ବଢିପାରେ ବୋଲି ଅନୁମାନ…

୯ ଭାରତୀୟଙ୍କୁ ମୁକ୍ତକଲା ଇରାନ

ନୂଆଦିଲ୍ଲୀ,୨୭ା୭(ଆଇଏଏନ୍‌ଏସ୍‌): ହର୍ମୁଜ୍‌ ପ୍ରଣାଳୀରେ ପାନାମାର ଏକ ତୈଳବାହୀ ଜାହାଜକୁ ଇରାନ ଗତ ୧୩ ତାରିଖରେ ଜବତ କରିଥିବାବେଳେ ସେଥିରେ ଥିବା ୧୨ ଭାରତୀୟ କର୍ମଚାରୀଙ୍କ ମଧ୍ୟରୁ ୯ ଜଣଙ୍କୁ ମୁକ୍ତ କରିଦେଇଛି। ଏହି ଜାହାଜ ସମେତ ଅନ୍ୟ ଦୁଇଟି ଜାହାଜର ୪୫…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri