ଭାରତୀୟ ଶାନ୍ତିଦୂତଙ୍କୁ ଜାତିସଂଘର ମରଣୋତ୍ତର ସମ୍ମାନ
ୟୁଏନ୍: ଲେବାନନ୍ରେ ଜାତିସଂଘର ମିଶନରେ କର୍ତ୍ତବ୍ୟରତ ସର୍ଜେଣ୍ଟ ରମେଶ ସିଂହଙ୍କୁ ଶ୍ରେଷ୍ଠ ବଳିଦାନ ଲାଗି ଜାତିସଂଘ ପକ୍ଷରୁ ମରଣୋତ୍ତର ସମ୍ମାନ ପ୍ରଦାନ କରାଯାଇଛି। ତାଙ୍କ ସମର୍ପଣ ଭାବ ଓ ପ୍ରତିବଦ୍ଧତା ଲାଗି ଏହା ପ୍ରଦାନ କରାଯାଇଛି। ଲେବାନନ୍ରେ ଜାତିସଂଘ ଦ୍ୱାରା ୟୁନାଇଟେଡ…
କୃତ୍ରିମ ଗଳା
ବୈଜ୍ଞାନିକମାନେ ଏବେ ଏକ କୃତ୍ରିମ ଗଳା ବିକାଶ କରିଛନ୍ତି। ଏହା ୦.୬/୧.୨ ଇଞ୍ଚ ଆକାରର ଏହି କୃତ୍ରିମ ଗଳାକୁ ଟେମ୍ପୋରାରି ଟାଟୁ ଭଳି ବେକରେ ଲଗାଇହେବ । ବୃଦ୍ଧାଙ୍ଗୁଳି ନଖର ଦୁଇ ଗୁଣ ଆକାରର ଏହି ଗଳା କଣ୍ଠର ମୁଭ୍ମେଣ୍ଟକୁ ଶବ୍ଦରେ…
ଶେଷ ଇଚ୍ଛା ପୂରଣ କରିବ ଆମ୍ବୁଲାନ୍ସ
ସିଡନି,୨୬।୭: କୁହାଯାଏ ମରିବାକୁ ଥିବା ବା ମୃତବ୍ୟକ୍ତିଙ୍କ ଶେଷ ଇଚ୍ଛା ପୂରଣ କରିବା ଭଲ। ଏହାକୁ ନଜରରେ ରଖି ଅଷ୍ଟ୍ରେଲିଆର ଜଣେ ମହିଳାଙ୍କ ଶେଷ ଇଚ୍ଛା ପୂରଣ କରିବାକୁ ତାଙ୍କୁ ଆମ୍ବୁଲନ୍ସ ଜରିଆରେ ହସ୍ପିଟାଲ ନେବା ପୂର୍ବରୁ ସମୁଦ୍ର କୂଳକୁ ନିଆଯାଇଥିଲା।…
ସୀମା ପାର ହେବାକୁ ସୁରକ୍ଷା କର୍ମୀଙ୍କୁ ହାତ ଯୋଡିଲେ ମା’: ଭିଡିଓ ଭାଇରାଲ
ମେକ୍ସିକୋ,୨୬।୭: ପ୍ରତିବର୍ଷ ବହୁ ସଂଖ୍ୟାରେ ମଧ୍ୟ ଆମେରିକାର ଶରଣାର୍ଥୀ ମେକ୍ସକୋ ଦେଇ ଆମେରିକା ପହଞ୍ଚିବାକୁ ଚେଷ୍ଟା କରିଥାଆନ୍ତି। ଏହି ସମୟରେ କେହି ସୀମା ପାର କରି ଯାଉଥିବା ବେଳେ କେହି କେହି ସୁରକ୍ଷାକର୍ମୀଙ୍କ ହାତରେ ଧରାପଡନ୍ତି ତ ପୁଣି କାହାର ଜୀବନ…
ବୋରିସ୍ଙ୍କ କ୍ୟାବିନେଟ୍ରେ ୩ ଭାରତୀୟ ବଂଶୋଦ୍ଭବ
ଲଣ୍ଡନ,୨୬।୭(ପି.ଟି.):ବ୍ରିଟେନ୍ର ନୂଆ ପ୍ରଧାନମନ୍ତ୍ରୀ ବୋରିସ୍ ଜନ୍ସନ୍ ୩ ଜଣ ଭାରତୀୟ ବଂଶୋଦ୍ଭବଙ୍କୁ ନିଜ ମନ୍ତ୍ରିମଣ୍ଡଳରେ ସାମିଲ କରିଛନ୍ତି। ରାଣୀ ଏଲିଜାବେଥ୍ ଦ୍ୱିତୀୟଙ୍କ ଦ୍ୱାରା ବୋରିସ୍ ବ୍ରିଟେନ୍ର ନୂଆ ପ୍ରଧାନମନ୍ତ୍ରୀ ଭାବେ ନିଯୁକ୍ତି ପାଇବାର କିଛି ଘଣ୍ଟା ପରେ ସେ ପ୍ରୀତି ପଟେଲ୍ଙ୍କୁ…
ସପ୍ତାହରେ ଥରେ କରନ୍ତୁ ଉପବାସ ମିଳିବ ଏସବୁ ଲାଭ…
ବିଭିନ୍ନ ପର୍ବ ପର୍ବାଣିରେ ମହିଳାମାନେ ଉପବାସ ରଖିଥାନ୍ତି । ସାଧାରଣତଃ ଉପବାସକୁ ଶ୍ରଦ୍ଧା ଓ ଭକ୍ତି ଭାବ ସହ ଯୋଡା ଯାଇଥାଏ । କିଛି ଲୋକ ଏହାଦ୍ୱାରା ଓଜନ ହ୍ରାସ ପାଇଥାଏ ବୋଲି ମନେ କରିଥାନ୍ତି । ତେବେ ଉପବାସ ଦ୍ୱାରା…
ପ୍ରଦୂଷଣ ଦୂର କରିବ ଜୈବ ପରଦା
ଲଣ୍ଡନ: ଲଣ୍ଡନର ଇକୋ-ଲୋଜିକ ଷ୍ଟୁଡିଓ ନାମକ ଏକ ଫାର୍ମ ଜୈବ ପରଦା ବିକାଶ କରିଛନ୍ତି, ଯାହା ଦିନକୁ ଏକ କେଜି କାର୍ବନଡାଇଅକ୍ସାଇଡ ଅବଶୋଷଣ କରିପାରିବ। ଏହି ପରଦାର ନାମ ରଖାଯାଇଛି ଫଟୋସିନ୍ଥେଟିକା। ୨୦ଟି ଗଛ ଯେତିକି କାର୍ବନଡାଇଅକ୍ସାଇଡ ଅବଶୋଷଣ କରିପାରେ ଗୋଟିଏ…
ନୀରବ ମୋଦିଙ୍କ ଜାମିନ୍ ଆବେଦନ ପୁଣି ଖାରଜ
ଲଣ୍ଡନ, ୨୫।୭: ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କୁ ପୁଣି ଏକ ଝଟକା ଲାଗିଛି। ଗୁରୁବାର ଲଣ୍ଡନର ଏକ ଅଦାଲତ ତାଙ୍କ ଜାମିନ ଆବେଦନ ଖାରଜ କରିଛନ୍ତି। ମାମଲାର ଆଗାମୀ ଶୁଣାଣି ଅଗଷ୍ଟ ୨୨ ପର୍ଯ୍ୟନ୍ତ ଘୁଞ୍ଚାଇଦିଆଯାଇଛି। କ୍ରମାଗତ ୩ ଥର…
ପାକିସ୍ତାନ ବସ୍ ଡ୍ରାଇଭର୍ଙ୍କ ପୁଅ ହେଲେ ବ୍ରିଟେନର ଅର୍ଥମନ୍ତ୍ରୀ
ଲଣ୍ଡନ,୨୫ା୭: ନୂତନ ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ ଜନସନ ପୂର୍ବତନ ଗୃହମନ୍ତ୍ରୀ ସାଜିଦ ଜାଭିଦଙ୍କୁ ଦେଶର ଅର୍ଥମନ୍ତ୍ରୀ କରିବାକୁ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ପଦ ଲାଗି ଦାବିଦାର ଥିବା ଜାଭିଦଙ୍କୁ କଞ୍ଜରଭେଟିଭ ପାର୍ଟି ଏମ୍ପିଙ୍କ ସମର୍ଥନ ନ ମିଳିବାରୁ ବୋରିସ ବାଜି ମାରିନେଇଥିଲେ।…
ପାଣିତଳେ ବିଶ୍ୱର ପ୍ରଥମ ସେନା ମ୍ୟୁଜିୟମ: ମାଛଙ୍କ ସହ ଦେଖିବାକୁ ମିଳିବ ସେନା ଉପକରଣ
ଅମନ,୨୫।୭: ଜୋର୍ଡାନର ଅକାବାରେ ବିଶ୍ୱର ପ୍ରଥମ ସେନା ମ୍ୟୁଜିୟମ ଖୋଲାଯାଇଛି। ୧୯ଟି ମିଲିଟାରୀ ହାଡଓ୍ବୟାର ଅବଶେଷକୁ ନେଇ ଏହି ମ୍ୟୁଜିୟମ ତିଆରି କରାଯାଇଛି। ଗତ ବୁଧବାର ଏହାକୁ ପ୍ରଥମ କରି ଖୋଲାଯାଇଛି। ଏହା ରେଡ ସିର ୮ ଫୁଟ ଗଭୀରତାରେ ନିର୍ମାଣ…
ଚାଇନାରେ ଭୂସ୍ଖଳନ: ୧୬ ମୃତ; ୩୦ ନିଖୋଜ
ବେଜିଂ,୨୫।୭: ପ୍ରବଳ ବର୍ଷା ଯୋଗୁ ଦକ୍ଷିଣ ଚାଇନାରେ ଭୂସ୍ଖଳନ ଘଟିଛି। ଗୁରୁବାର ଘଟିଥିବା ଏହି ଘଟଣାରେ ୧୬ ଜଣଙ୍କ ମୃତ୍ୟୁ ହେବା ସହିତ ୩୦ରୁ ଅଧିକ ନିଖୋଜ ଥିବା କୁହାଯାଉଛି। ନିଖୋଜମାନେ ମାଟି ତଳେ ଚାପି ହୋଇ ରହିଥିବା ଆଶଙ୍କା କରାଯାଉଛି।…
ରିମୋର୍ଟରେ ନିୟନ୍ତ୍ରିତ ହେଉଛି କୁକୁର: କମ୍ପନରୁ ବୁଝୁଛି ଇଶାରା
ଜେରୁଜେଲମ୍,୨୫।୭: ଇସ୍ରାଏଲ୍ରେ କୁକୁରକୁ ରିମୋର୍ଟ ସହାୟତାରେ ନିୟନ୍ତ୍ରିତ କରାଯିବା ଜ୍ଞାନକୌଶଳ ବାହାର କରାଯାଇଛି। ଏହାକୁ ବେନ୍-ଗୁରିୟନ୍ ବିଶ୍ୱବିଦ୍ୟାଳୟର ଗବେଷକ ତିଆରି କରିଛନ୍ତି। ଏହାର ଉପଯୋଗ କରି ତାଲିମ୍ ପ୍ରାପ୍ତ ଏକ କୁକୁର ପିଠିରେ ଯନ୍ତ୍ରାଶଂ ବାନ୍ଧି ଦିଆଯାଉଛି। ଏହାପରେ ରିମୋର୍ଟ ଦ୍ୱାରା…
Archives


