ଶ୍ରୀଲଙ୍କା ବିସ୍ଫୋରଣରେ ସାମିଲ ଥିଲେ ୯ ଆତ୍ମଘାତୀ
କଲମ୍ବୋ୨୫ା୪(ପି.ଟି): ଶ୍ରୀଲଙ୍କାର ଇଷ୍ଟର ସଣ୍ଡେ ବିସ୍ଫୋରଣରେ ଜଣେ ମହିଳାଙ୍କ ସମେତ ୯ ଆତ୍ମଘାତୀ ସାମିଲ ଥିଲେ ବୋଲି ଜଣାପଡ଼ିଛି। ଏହି ଘଟଣାରେ ଏପର୍ଯ୍ୟନ୍ତ ୬୦ ସନ୍ଦିଗ୍ଧଙ୍କୁ ଗିରଫ କରାଯାଇ ସାରିଲାଣି। ଶେଷ ସୂଚନା ସୁଦ୍ଧା ବିସ୍ଫୋରଣ ମୃତ୍ୟୁସଂଖ୍ୟା ୩୫୯ରେ ପହଞ୍ଚିଥିବାବେଳେ...
ବନ୍ୟା, ଭୂସ୍ଖଳନରେ ୬୦ ମୃତ
ଡର୍ବାନ ୨୫ା୪: ଦକ୍ଷିଣ ଆଫ୍ରିକାରେ ବନ୍ୟା ଓ ଭୂସ୍ଖଳନ ଯୋଗୁଁ ୬୦ଜଣ ବ୍ୟକ୍ତିଙ୍କ ପ୍ରାଣହାନି ଘଟିଥିବା ଜଣାପଡିଛି। କେତେକ ଶିଶୁ ନିଖୋଜ ହୋଇଯାଇ ଥିଲାବେଳେ ଅନେକ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି। ପ୍ରବଳ ବର୍ଷାଜନିତ ବନ୍ୟା ଯୋଗୁଁ ଅନେକ ଲୋକ କ୍ଷତିଗ୍ରସ୍ତ...
ମ୍ୟାଲେରିଆରେ ଶହେ ୬ ଦେଶର ୩ ଶହ ୩୦ କୋଟି ଲୋକ ପ୍ରଭାବିତ: ଆଫ୍ରିକାରେ ଅଧିକ
ଜେନେଭା, ୨୪।୪: ମ୍ୟାଲେରିଆରେ ପୃଥିବୀର ଶହେ ୬ଟି ଦେଶର ୩ ଶହ ୩୦ କୋଟି ଲୋକ ପ୍ରଭାବିତ ହେଉଛନ୍ତି। ଏନେଇ ବିଶ୍ୱସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଦର୍ଶାଯାଇଛି। ଏହି ରୋଗ ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ପ୍ରତିବର୍ଷ...
ବିଶ୍ୱ ମ୍ୟାଲେରିଆ ଦିବସର ୨୪ ଘଣ୍ଟା ପୂର୍ବରୁ ପ୍ରଥମ ମ୍ୟାଲେରିଆ ପ୍ରତିଷେଧକ ଟୀକା ଆଫ୍ରିକାର ମାଲଓ୍ବିରେ ଦିଆଗଲା
ଜେନେଭା,୨୪।୪: ମ୍ୟାଲେରିଆ ରୋଗର ନିରାକରଣ ପାଇଁ ପ୍ରସ୍ତୁତ ହୋଇଥିବା ପ୍ରଥମ ପ୍ରତିଷେଧକ ଟୀକା ଆଫ୍ରିକାର ମାଲଓ୍ବିରେ ଦିଆଯାଇଛି। ଗତ ୩୦ ବର୍ଷ ଧରି ମ୍ୟାଲେରିଆ ପ୍ରତିଷେଧକ ଟୀକା ଉପରେ ଗବେଷଣା ଜାରି ରହିଥିଲା। ଏହି ରୋଗରେ ପ୍ରତିବର୍ଷ ପୃଥିବୀର ୪ଲକ୍ଷ...
ଭାରତ ସହ ୭୦ ବର୍ଷର କୂଟନୈତିକ ସମ୍ପର୍କ ସ୍ମୃତିରେ ରାମାୟଣ ଉପରେ ଡାକ ଟିକଟ ଜାରି କଲା ଇଣ୍ଡୋନେସିଆ
ଜାକର୍ତ୍ତା,୨୪।୪: ଭାରତ ସହିତ ୭୦ ବର୍ଷର କୂଟନୈତିକ ସମ୍ପର୍କ ସ୍ମୃତିରେ ଇଣ୍ଡୋନେସିଆ ରାମାୟଣ ଉପରେ ସ୍ବତନ୍ତ୍ର ଡାକ ଟିକଟ ଜାରି କରିଛି। ଏହାକୁ ଇଣ୍ଡୋନେସିଆ ଶିଳ୍ପୀକାର ପଦ୍ମଶ୍ରୀ ବାପାକ୍ ନୟୋମାନ୍ ନୁଆରତା ପ୍ରସ୍ତୁତ କରିଛନ୍ତି। ଏଥିରେ ରାମାୟଣର ବିଭିନ୍ନ କଥାବସ୍ତୁକୁ...
୩ ବର୍ଷ ପରେ ପୁଣି ଥରିଲା ନେପାଳ
କାଠମାଣ୍ଡୁ,୨୪।୪: ନେପାଳ ସମେତ ଉତ୍ତରପ୍ରଦେଶର କେତେକ ସ୍ଥାନରେ ବୁଧବାର ସକାଳ ୬ଟା ୨୯ରେ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୨ ଥିଲା ବୋଲି ଭାରତୀୟ ଭୂବିଜ୍ଞାନ ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି। ଭୂକମ୍ପର କେନ୍ଦ୍ର ନେପାଳର...
ଖ୍ରୀଷ୍ଟଚର୍ଚ୍ଚର ପ୍ରତିଶୋଧ ଶ୍ରୀଲଙ୍କାରେ: ମୃତ୍ୟୁସଂଖ୍ୟା ୩୨୧ରେ ପହଞ୍ଚିଲା
କଲମ୍ବୋ,୨୪ା୪: ଗତ ମାର୍ଚ୍ଚ ମାସରେ ନ୍ୟୁଜିଲାଣ୍ଡର ଖ୍ରୀଷ୍ଟଚର୍ଚ୍ଚସ୍ଥିତ ଦୁଇ ମସ୍ଜିଦରେ ହୋଇଥିବା ଆଖିବୁଜା ଗୁଳିମାଡର ପ୍ରତିଶୋଧ ହେଉଛି ଭୟଙ୍କର ଇଷ୍ଟର ସଣ୍ଡେ ବିସ୍ଫୋରଣ। ଶ୍ରୀଲଙ୍କାର ପ୍ରତିରକ୍ଷା ରାଷ୍ଟ୍ରମନ୍ତ୍ରୀ ରୁଓ୍ବାନ ଓ୍ବିଜେବର୍ଦ୍ଦନେ ମଙ୍ଗଳବାର ଏଭଳି ସଂସଦରେ କହିଛନ୍ତି। ତଦନ୍ତରୁ ତାହା ଜଣାପଡିଥିବା...
କୁକୁର ଛୁଆଙ୍କୁ ଅଳିଆ ଗଦାରେ ପକାଇବାରୁ ଗିରଫ ହେଲେ ମହିଳା
କାଲିଫର୍ନିଆ,୨୩।୪: ଆମେରିକାର କାଲିଫର୍ନିଆରେ ଜଣେ ମହିଳା ୭ଟି କୁକୁର ଛୁଆଙ୍କୁ ଏକ ପ୍ଲାଷ୍ଟିକ୍ ବ୍ୟାଗରେ ଭର୍ତ୍ତି କରି ଜିପ୍ରେ ଆସି ରାସ୍ତା କଡରେ ରଖାଯାଇଥିବା ଏକ ଡଷ୍ଟ ବିନ୍ରେ ପକାଇ ଦେଇଥିଲେ। ସେହି ସମୟର ଦୃଶ୍ୟ ନିକଟରେ ଥିବା ଦୋକାନରେ...
ମହାକାଶରେ ଲାଗିଥିବା ନିଆଁକୁ କାବୁ କରିବ ଭାକ୍ୟୁମ୍ ଅଗ୍ନି ନିର୍ବାପକ ଯନ୍ତ୍ର
ଟୋକିଓ,୨୩।୪: ମହାକାଶରେ ଲାଗିଥିବା ନିଆଁକୁ କାବୁ କରିବା ପାଇଁ ବୈଜ୍ଞାନିକ ଏକ ନୂତନ ଅଗ୍ନି ନିର୍ବାପକ ଯନ୍ତ୍ର ନିର୍ମାଣ କରିଛନ୍ତି। ଏହା ସାଧାରଣ ଅଗ୍ନି ନିର୍ବାପକ ଯନ୍ତ୍ରର ବିପରୀତ ଶୈଳୀରେ କାର୍ଯ୍ୟ କରିବ। ସାଧାରଣ ଯନ୍ତ୍ର ନିଆଁ ଉପରେ ରାସାୟନିକ...
ଫିଲିପାଇନ୍ସ ଭୂକମ୍ପ: ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି
ମାନିଲା,୨୩।୪: ଫିଲିପାଇନ୍ସର ଲୁଜନ ଦ୍ୱୀପରେ ସୋମବାର ୬.୧ ତୀବ୍ରତାର ଏକ ଭୂକମ୍ପ ଅନୁଭୂତ ହୋଇଥିଲା। ଏଥିରେ ଏବେ ମୃତ୍ୟୁ ସଂଖ୍ୟା ବଢି ୯ରେ ପହଞ୍ଚିଛି। ଫିଲିପାଇନ ଇନଷ୍ଟିଚ୍ୟୁଟ ଅଫ୍ ଭୋଲକାନୋଲୋଜି ଆଣ୍ଡ ସିସମୋଲୋଜିର ସୂଚନା ଅନୁଯାୟୀ, ଭୂକମ୍ପର କେନ୍ଦ୍ରସ୍ଥଳ କାଷ୍ଟିଲିଜସ୍...
ଶ୍ରୀଲଙ୍କା ବିସ୍ଫୋରଣ ପଛରେ ଇସଲାମିଷ୍ଟ ଗ୍ରୁପର ହାତ ଥିବା ସନ୍ଦେହ କଲେ ସରକାର
କଲମ୍ବୋ,୨୨।୪: ଶ୍ରୀଲଙ୍କାରେ ହୋଇଥିବା ୮ଟି ସିରିଏଲ ବୋମା ବିସ୍ଫୋରଣ ପଛରେ ସ୍ଥାନୀୟ ଇସ୍ଲାମିଷ୍ଟ ଏକ୍ସଟ୍ରିମିଷ୍ଟ ଗ୍ରୁପ ବା ନ୍ୟାଶନାଲ ତୋହିଥ ଜମାଥ(ଏନ୍ଟିଜେ)ର ହାତ ଥିବା ସନ୍ଦେହ କରିଥିବା ପ୍ରକାଶ କରିଛନ୍ତି ସରକାରୀ ପ୍ରବକ୍ତା ରଜିଥା ସେନାରତ୍ନେ। ଏହାକୁ ନେଇ ସରକାର...
ୟୁଟ୍ୟୁବ୍ରୁ କରେନ୍ସି ଟ୍ରେଡିଂ ଶିଖି ୧୬ବର୍ଷର ବାଳକ କମାଇଲେ ଲକ୍ଷାଧିକ ଟଙ୍କା
ବ୍ରିଟେନ,୨୨।୪: ଅଳ୍ପ ବୟସର ଏମିତି କେତେ ପିଲା ଅଛନ୍ତି, ଯେଉଁମାନେ ବୟସ୍କଙ୍କୁ ମଧ୍ୟ ପଛରେ ପକାଇଦେଇଛନ୍ତି। ସମୟ ପୂର୍ବରୁ ଏମାନେ ପାଇଛନ୍ତି ସଫଳତା। କିଛି ଏଭଳି ଆଶ୍ଚର୍ଯ୍ୟକର ଘଟଣା ଦେଖିବାକୁ ମିଳିଛି ବ୍ରିଟେନରେ। ବ୍ରିଟେନର ୧୬ ବର୍ଷର ବାଳକ ଏଡଓ୍ବାର୍ଡ...
Archives


