ଇଷ୍ଟର ଉତ୍ସବରେ ରକ୍ତର ଛିଟା: କଲମ୍ବୋର ଚର୍ଚ୍ଚ ଏବଂ ହୋଟେଲରେ ବୋମା ବିସ୍ଫୋରଣ
କଲମ୍ବୋ,୨୧।୪: ଶ୍ରୀଲଙ୍କାରେ ଇଷ୍ଟର ଉତ୍ସବରେ ଖୁସି ଓ ଆନନ୍ଦର ବାତାବରଣରେ ପଡ଼ିଛି ରକ୍ତର ଛିଟା। ରବିବାର ଏଠାକାର ୫ ଚର୍ଚ୍ଚ ଏବଂ ୩ଟି ହୋଟେଲରେ ସିରିଜ୍ ବୋମା ବିସ୍ଫୋରଣ ହୋଇଥିବା କୁହାଯାଉଛି। ରାଜଧାନୀ କଲମ୍ବୋ ସମେତ ୮ଟି ସ୍ଥାନରେ ଏଭଳି...
ୟୁଏଇରେ ହିନ୍ଦୁ ମନ୍ଦିରର ଶିଳାନ୍ୟାସ
ଆବୁ ଧାବି,୨୧।୪: ୟୁନାଇଟେଡ ଆରବ ଏମିରେଟ୍ସ (ୟୁଏଇ)ର ରାଜଧାନୀ ଆବୁ ଧାବିରେ ପ୍ରଥମ ହିନ୍ଦୁ ମନ୍ଦିରର ଶିଳାନ୍ୟାସ ହୋଇଛି। ସ୍ବାମୀନାରାୟଣନ ସଂସ୍ଥାର ମହନ୍ତ ସ୍ବାମୀ ମହାରାଜ ଉପସ୍ଥିତ ରହି ଉତ୍ସବରେ ଅଧ୍ୟକ୍ଷତା କରିଥିଲେ। ଏଥିରେ ସାରା ବିଶ୍ୱରୁ ମନ୍ଦିର ନିର୍ମାଣକାରୀ...
ଦୁବାଇ ଏୟାରପୋର୍ଟରେ ଭାରତୀୟ ମହିଳାଙ୍କ ସନ୍ତାନ ଜନ୍ମ
ଦୁବାଇ,୨୧ା୪(ପି.ଟି): ଦୁବାଇ ଏୟାରପୋର୍ଟରେ ଜଣେ ଭାରତୀୟ ମହିଳା ଏକ ଶିଶୁ ଜନ୍ମ କରିଛନ୍ତି । ଏଥିରେ ଜଣେ ମହିଳା ଇନ୍ସପେକ୍ଟର ସହାୟତା କରିଥିଲେ। ଆସନ୍ନ ପ୍ରସବା ମହିଳାଙ୍କୁୁ ତୁରନ୍ତ ଏୟାରପୋର୍ଟର ଇନ୍ସପେକ୍ସନ୍ ରୁମ୍କୁ ନେଇଯାଇଥିଲେ ମହିଳା ଇନ୍ସପେକ୍ଟର କର୍ପୋରାଲ ହନାନ୍...
ଅଜ୍ଞାତ ବନ୍ଧୁକଧାରୀଙ୍କ ଗୁଳିରେ ୧୩ ମୃତ
ମିନାଟିଟଲାନ୍,୨୧ା୪(ଏଏଫ୍ପି): ମେକ୍ସିକୋର ଭେରାକ୍ରୁଜ୍ରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଗୁଳିମାଡରେ ୧୩ ଜଣଙ୍କ ମୃତ୍ୟୁ ଘଟିଛି। ସାଧାରଣ ନିରାପତ୍ତା ସେକ୍ରେଟେରିଏଟ୍ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ବନ୍ଧୁକଧାରୀମାନେ ମିନାଟିଟଲାନ୍ସ୍ଥିତ ପରିବାର ପୁନର୍ମିଳନ କେନ୍ଦ୍ରକୁ ଆସି ସ୍ଥାନୀୟ ବାର୍ର ମାଲିକ ‘ଏଲ୍ ବେକି’ଙ୍କୁ ଦେଖିବାକୁ...
ଦୃଷ୍ଟି ବାଧିତ ନାବିକ ପ୍ରଶାନ୍ତ ମହାସାଗର ଯାତ୍ରା କରି କଲେ ରେକର୍ଡ
ଟୋକିଓ,୨୦।୪: ଇଛା ଶକ୍ତି ସମ୍ମୁଖରେ ସମସ୍ତ ପ୍ରତିବନ୍ଧକ ହାର ମାନିଥାଏ। ଏଭଳି ଏକ ଉଦାହରଣ ସୃଷ୍ଟି କରିଛନ୍ତି ଜାପାନର ଜଣେ ଦୃଷ୍ଟି ବାଧିତ ନାବିକ। ସେ ପ୍ରଶାନ୍ତ ମହାସାଗରରେ ଯାତ୍ରା କରି ରେକର୍ଡ କରିଛନ୍ତି। ପୂର୍ବାୁ ୬ମାସ ତଳେ ସେ...
ପୁଣି ଜୀବିତ ହୋଇ ପାରିବ ଡେଡ୍ ବ୍ରେନ୍ କୋଷିକା
ଓ୍ବାଶିଂଟନ,୨୦।୪: ଚିକିତ୍ସା ବିଜ୍ଞାନମାନେ ଏକ ନୂତନ ଜ୍ଞାନକୌଶଳ ବିକଶିତ କରିଛନ୍ତି। ଏହାଦ୍ୱାରା ଡେଡ୍ ବ୍ରେନ୍ କୋଷିକାକୁ ପୁଣି ଜୀବିତ କରାଯାଇପାରିବ। ଗବେଷକମାନେ ୪ ଘଣ୍ଟା ତଳେ ମୃତ୍ୟୁ ଘଟିଥିବା ଏକ ଘୁଷୁରିର ବ୍ରେନ୍ କୋଷିକାକୁ ଏକ ବିଶେଷ ପ୍ରକାର ରାସାୟନିକ...
ୟୁଏଇରେ ହିନ୍ଦୁ ମନ୍ଦିରର ଶିଳାନ୍ୟାସ
ଆବୁ ଧାବି,୨୦।୪: ୟୁଏଇର ଆବୁ ଧାବିରେ ପ୍ରଥମ ହିନ୍ଦୁ ମନ୍ଦିରର ଶିଳାନ୍ୟାସ ପାଇଁ ସମସ୍ତ ପ୍ରସ୍ତୁତି ସରିଛି। ଉକ୍ତ କାର୍ଯ୍ୟକ୍ରମରେ ସ୍ବାମୀନାରାୟଣ ସଂସ୍ଥାର ମହନ୍ତ ସ୍ବାମୀ ମହାରାଜ ଉପସ୍ଥିତ ରହିବେ। ଏଥିରେ ସାରା ବିଶ୍ୱରୁ ମନ୍ଦିର ନିର୍ମାଣକାରୀ ସାମାଜିକ ଓ...
ଭୋପାଳ ଗ୍ୟାସ୍ ଲିକ୍ ବିଂଶ ଶତାବ୍ଦୀର ଏକ ଦୁଃଖଦ ଘଟଣା: ଜାତିସଂଘ
ଓ୍ବାଶିଂଟନ,୨୦।୪: ମଧ୍ୟପ୍ରଦେଶର ଭୋପାଳରେ ଘଟିଥିବା ୟୁନିୟନ୍ କାର୍ବାଇଡ୍ ପ୍ଲାଣ୍ଟ୍ରୁ ଲିକ୍ ହୋଇଥିବା ମିଥାଇଲ୍ ଆଇସୋସିଆନେଟ୍ ଗ୍ୟାସ୍ ବିଂଶ ଶତାବ୍ଦୀର ଏକ ପ୍ରମୁଖ ଦୁଃଖଦ ଘଟଣା ବୋଲି ଜାତିସଂଘ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଉଲ୍ଲେଖ ହୋଇଛି। ୧୯୮୪ ଡିସେମ୍ବର ୨-୩ତାରିଖ...
୫ଶହ ଭାରତୀୟଙ୍କୁ ଲିବିୟା ଛାଡିବାକୁ କହିଲେ ସୁଷମା
ତ୍ରିପୋଲି,୨୦।୪: ଲିବିୟାରେ ଯୁଦ୍ଧ ପରିସ୍ଥିତି ସୃଷ୍ଟି ହେବା ପୂର୍ବରୁ ଦେଶ ଛାଡିବାକୁ ପ୍ରାୟ ୫ଶହ ଭାରତୀୟଙ୍କୁ କହିଲେ ବୈଦେଶିକ ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜ। ଲିବିୟାରେ ବର୍ତ୍ତମାନ ପରିସ୍ଥିତି ଖରାପ ରହିବା ସହ ଏବେ ଏଠାରେ ୨ଶହରୁ ଉର୍ଦ୍ଧ୍ୱ ଲୋକଙ୍କ...
ମାଲି ପ୍ରଧାନମନ୍ତ୍ରୀଙ୍କ ଇସ୍ତଫା
ବାମାକୋ,୨୦ା୪ (ଏଏଫ୍ପି): ମାଲିରେ ହିଂସା ଦମନ କରିବାରେ ବିଫଳତା ପାଇଁ ପ୍ରଧାନମନ୍ତ୍ରୀ ସୁମିଲୁ ବୁବେୟି ମାଇଗା ନିଜ ମନ୍ତ୍ରିମଣ୍ଡଳ ସହ ଇସ୍ତଫା ପ୍ରଦାନ କରିଛନ୍ତି। ଦେଶର କେନ୍ଦ୍ରାଞ୍ଚଳରେ ଗତମାସରେ ଘଟିଥିବା ଗଣହତ୍ୟାରେ ୧୬୦ ଲୋକଙ୍କ ମୃତ୍ୟୁ ହୋଇଥିଲା। ହିଂସା ନିୟନ୍ତ୍ରଣରେ...
ବିଶ୍ୱର ସବୁଠାରୁ ଛୋଟ ଶିଶୁ ୭ମାସ ପରେ ଓଜନ ୩ କିଲୋ
ଟୋକିଓ,୧୯।୪: ବିଶ୍ୱର ସବୁଠାରୁ ଛୋଟ ଶିଶୁପୁତ୍ର ଗତବର୍ଷ ଅକ୍ଟୋବରରେ ଜାପାନରେ ଜନ୍ମଗ୍ରହଣ କରିଥିଲେ। ସେବେଠାରୁ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲୁଥିଲା। ଏବେ ସେ ବାହାର ଦୁନିଆକୁ ଆସିବାକୁ ପ୍ରସ୍ତୁତ ବୋଲି ତାଙ୍କୁ ଚିକିତ୍ସା କରୁଥିବା ଡାକ୍ତରମାନେ ଶୁକ୍ରବାର ସୂଚନା ଦେଇଛନ୍ତି।...
ଲିବିୟାରେ ସଂଘର୍ଷ ଜାରି: ଭାରତୀୟଙ୍କ ପାଇଁ ଜାରି ହେଲା ହେଲ୍ପ ଲାଇନ୍
ତ୍ରିପୋଲି,୧୯।୪: ଲିବିୟାର ରାଜଧାନୀ ତ୍ରିପୋଲିକୁ ଦଖଲ କରିବାକୁ ଲିବିୟା ସେନା ଓ ବାଗି ଜେନରାଲ ହଫ୍ଦାରର ଲିବିୟା ନ୍ୟାଶନାଲ ଆର୍ମି ମଧ୍ୟରେ ସଂଘର୍ଷ ଜାରି ରହିଛି। ଯେଉଁଥିରେ ଏପର୍ଯ୍ୟନ୍ତ ୨ଶହରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ହେଲାଣି। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ...
Archives


