ଅନ୍ତର୍ଜାତୀୟ

ଜନ୍ମର ୩୦ ଘଣ୍ଟା ପରେ କରୋନାଭାଇରସରେ ପୀଡିତ ହେଲେ ନବଜାତକ

ବେଜିଂ,୬।୨: ଚାଇନାରେ ମହାମାରୀର ରୂପ ନେଇଥିବା କରୋନାଭାଇରସ ଏବେ ସାରା ବିଶ୍ୱକୁ ବ୍ୟାପିବାରେ ଲାଗିଛି। ହେଲେ ଚାଇନାରେ ଏହାର ଭୟାବହତା କେତେ ତାହା ସେଠାକାର ମୃତ୍ୟୁହାର ଓ ଆକ୍ରାନ୍ତଙ୍କୁ ଦେଖି ସହଜରେ ଅନୁମାନ କରାଯାଇ ପାରୁଛି। ତେବେ ଗର୍ଭସ୍ଥ ସନ୍ତାନ ମଧ୍ୟ…

ମହାଭିଯୋଗ ମାମଲାରେ ଡୋନାଲ୍ଡ ଟ୍ରମ୍ପଙ୍କ ବିଜୟ

ଓ୍ବାଶିଂଟନ,୬।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାଁରେ ଆସିଥିବା ମହାଭିଯୋଗ ପ୍ରସ୍ତାବ ଶେଷରେ ଖାରଜ ହୋଇଛି। ଯୁକ୍ତରାଷ୍ଟ୍ର ଆମେରିକାର ସିନେଟରେ ତାଙ୍କୁ ଦୋଷମୁକ୍ତ ଘୋଷଣା କରାଯାଇଛି। ଟ୍ରମ୍ପଙ୍କ ନାଁ କ୍ଷମତାର ଦୁରୁପଯୋଗ ମହାଭିଯୋଗ ହୋଇଥିଲା। ସିନେଟରେ ତାଙ୍କ ଦଳୀୟ ଏମ୍‌ପିମାନେ (ରିପବ୍ଲିକାନ…

ୟୁଟ୍ୟୁବ୍‌ ଦେଖି ସାନ ଭାଇଙ୍କ ଜୀବନ ରକ୍ଷାକଲେ ୯ ବର୍ଷ ବାଳକ

ଓ୍ବାଶିଂଟନ,୫।୨: ଆମେରିକାରେ ଜଣେ ୯ ବର୍ଷ ବୟସ୍କ ବାଳକ ୟୁଟ୍ୟୁବ୍‌ ଦେଖି ତାଙ୍କ ୩ ବର୍ଷର ସାନ ଭାଇଙ୍କ ଜୀବନ ରକ୍ଷା କରିଛନ୍ତି। ଟିମୋଥି ପ୍ରଥରଙ୍କ ସାନ ଭାଇ କୋନୋର ହଠାତ୍‌ ନିଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିଥିଲେ। ସେ…

ଚାଇନାରେ ହାହାକାର: କରୋନା ମୃତ୍ୟୁ ସଂଖ୍ୟା ୪୯୦ ଛୁଇଁଲା; ୨୪ ହଜାରରୁ ଅଧିକଙ୍କ ଠାରେ ଚିହ୍ନଟ

ବେଜିଂ,୫।୨: ଚାଇନାର କରୋନା ମହାମାରୀ ହାହାକାର ସୃଷ୍ଟି କରିଛି। ଇତିମଧ୍ୟରେ ଚାଇନାରେ କରୋନା ସଂକ୍ରମିତଙ୍କ ମୃତ୍ୟୁ ସଂଖ୍ୟା ୪୯୦ରେ ପହଞ୍ଚିଛି। ସେହିପରି ୨୪ ହଜାର ୩ଶହ ୨୪ଙ୍କଠାରେ କରୋନା ଭୁତାଣୁ ଚିହ୍ନଟ ହୋଇଛି। କରୋନା ଭୁତାଣୁ ସଂକ୍ରମଣ ଯୋଗୁ ଚାଇନାର ୧୫ଟି…

ସଚେତନ କରିଥିବା ଚାଇନା ଡାକ୍ତର ଆଇସିୟୁରେ

ଉହାନ୍‌, ୫ା୨: ଚାଇନାରେ କରୋନା ଭାଇରସ୍‌ ଉଗ୍ର ରୂପ ଧାରଣ କରିଛି। ହେଲେ ଏହାର ଭୟାବହତାକୁ ନେଇ ପ୍ରଥମେ ଲୋକମାନଙ୍କୁ ସଚେନତ କରାଇଥିବା ଚାଇନା ଡାକ୍ତର ଲି ଓ୍ବେନ୍‌ଲିଆଙ୍ଗ (୩୪) ଏବେ ଆଇସିୟୁରେ ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି। ସେ କରୋନା…

୧୦% ଭାରତୀୟଙ୍କୁ ହୋଇପାରେ କ୍ୟାନ୍‌ସର

ଜାତିସଂଘ,୫ା୨: କର୍କଟ ରୋଗ ଭାରତରେ ଉଦ୍‌ବେଗଜନକ ସ୍ଥିତି ସୃଷ୍ଟି କରିଛି। ଦେଶର ପ୍ରତି ୧୦ ଜଣରେ ଜଣେ ବ୍ୟକ୍ତି ନିଜ ଜୀବନ କାଳ ମଧ୍ୟରେ କର୍କଟ ରୋଗରେ ଆକ୍ରାନ୍ତ ହୋଇପାରନ୍ତି। ସେହିପରି ୧୫ ଜଣଙ୍କ ମଧ୍ୟରୁ ଜଣେ ଆକ୍ରାନ୍ତଙ୍କ ଜୀବନ କ୍ୟାନ୍‌ସର…

କରୋନା: ୨୪ ଘଣ୍ଟାରେ ୭୫ ମୃତ

ବେଜିଂ/ନୂଆଦିଲ୍ଲୀ,୫-୨: ସାରା ବିଶ୍ୱକୁ ଘାରିଛି କରୋନା ଭାଇରସ୍‌ ଆତଙ୍କ। ଚାଇନାର ଉହାନ ସହରରୁ ଏହା ବ୍ୟାପି ୨୫ ଦେଶକୁ କବଳିତ କଲାଣି। ଏଥିସହ ଚାଇନାରେ କେବଳ ୪୨୬ ଜଣଙ୍କ ମୃତ୍ୟୁ ଘଟିସାରିଲାଣି। ଗତ ୨୪ ଘଣ୍ଟା ମଧ୍ୟରେ କରୋନା ଭାଇରସରେ ୭୫…

କନ୍ଦାଉଛି କରୋନାଭାଇରସରେ ପୀଡିତ ବୃଦ୍ଧ ଦମ୍ପତିଙ୍କ ଶେଷ ଗୁଡବାୟ ଭିଡିଓ

ବେଜିଂ,୪।୨: ସାରା ବିଶ୍ୱକୁ ଡରାଉଛି କରୋନାଭାଇରସ। ଚାଇନାରେ ଏବେ କରୋନାଭାଇରସରେ ୪୨୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ ହଜାରୁ ଊର୍ଦ୍ଧ୍ୱ ଲୋକ ଏବେ ଏଥିରେ ଆକ୍ରନ୍ତ ଅଛନ୍ତି। ଏହି କରୋନାଭାଇରସରେ ପୀଡିତ ଚାଇନାର ଏକ ବୃଦ୍ଧ ଦମ୍ପତିଙ୍କ ଭିଡିଓ ଏବେ…

ବର୍ଷକୁ ୯ କୋଟି ଦରମା ପାଉଥିବା ଅଧିକାରୀ ଖାଦ୍ୟ ଚୋରି କରି ହେଲେ ନିଲମ୍ବିତ

ଲଣ୍ଡନ,୪।୨: ବର୍ଷକୁ ୯ କୋଟିରୁ ଅଧିକ ଟଙ୍କା ଦରମା ପାଉଥିବା ଜଣେ ଅଧିକାରୀ ଖାଦ୍ୟ ଚୋରି କରି ନିଲମ୍ବିତ ହୋଇଛନ୍ତି। ସେ କ୍ୟାଣ୍ଟିନ୍‌ରୁ ସ୍ୟାଣ୍ଡ୍‌ଓ୍ବିଚ୍‌ ଚୋରି କରୁଥିବା ଅଭିଯୋଗ ହୋଇଛି। ସିଟି ଗ୍ରୁପ୍‌ର ଲଣ୍ଡନ ମୁଖ୍ୟାଳୟରେ କାର୍ଯ୍ୟ କରୁଥିବା ବରିଷ୍ଠ ବ୍ରାଣ୍ଡ୍‌…

ପୃଥିବୀର ସର୍ବ ବୃହତ୍‌ ଆବାସିକ କଲୋନୀ: ୧୩୫୦୦ ଆପାର୍ଟମେଣ୍ଟରେ ରହିପାରିବେ ୩୦ ହଜାର ଲୋକ

କାହିରା,୪।୨: ମିଶରର ରାଜଧାନୀ କାହିରାରେ ପୃଥିବୀର ସର୍ବ ବୃହତ୍‌ ଆବାସିକ କଲୋନୀ ନିର୍ମାଣ କରାଯାଉଛି। ଏଠାରେ ନିର୍ମିତ ହେବାକୁ ଥିବା ୩୫୦୦ ଆପାର୍ଟମେଣ୍ଟରେ ୩୦ ହଜାର ଲୋକ ରହିପାରିବେ ବୋଲି କୁହାଯାଉଛି। ଏହି କଲୋନୀକୁ ଗିନିଜ୍‌ ରେକର୍ଡରେ ସ୍ଥାନୀତ କରାଯାଇଛି। ଏହାର…

ଇଣ୍ଡୋନେସିଆରେ ସୁଗ୍ରୀବଙ୍କ ନାମରେ ସ୍ଥାପିତ ହେବ ପ୍ରଥମ ହିନ୍ଦୁ ବିଶ୍ୱବିଦ୍ୟାଳୟ: ରାଷ୍ଟ୍ରପତି ଦେଲେ ମଞ୍ଜୁରୀ

ଜାକର୍ତ୍ତା, ୪।୨: ଇଣ୍ଡୋନେସିଆରେ ପ୍ରଥମ ହିନ୍ଦୁ ବିଶ୍ୱବିଦ୍ୟାଳୟ ସ୍ଥାପନ କରାଯିବ। ଏନେଇ ରାଷ୍ଟ୍ରପତି ଜୋକେ ଓ୍ବିଡୋଡୋ ମଞ୍ଜୁରୀ ଦେଇଛନ୍ତି। ଏହାକୁ ବାଲିର ଦେନପାସାରଠାରେ କାର୍ଯ୍ୟ କରିବ। ଏହାକୁ ଆଇ ଗୁଷ୍ଟି ବାଗୁସ୍‌ ସୁଗ୍ରୀବ ଷ୍ଟେଟ୍‌ ହିନ୍ଦୁ ୟୁନିଭରସିଟି ଭାବେ ନାମିତ କରାଯାଇଛି।…

ମାସ୍କ ପିନ୍ଧି ନ ଥିବାରୁ ମହିଳାଙ୍କୁ ଧରିଲା ପୋଲିସ

ବେଜିଂ,୪।୨: ଚାଇନାରେ କରୋନା ଭାଇରସ୍‌କୁ ନେଇ ଆତଙ୍କ ଖେଳିଯାଇଛି। ଏହି ଭୂତାଣୁ ସଂକ୍ରମଣରେ ଏପର୍ଯ୍ୟନ୍ତ ଚାଇନାରେ ୪୨୬ ଜଣଙ୍କ ମୃତ୍ୟୁ ଘଟିଲାଣି। ଚାଇନା ସରକାର ଏହି ଭୂତାଣୁ ନ ବ୍ୟାପିବା ପାଇଁ ବିଭିନ୍ନ ପ୍ରକାର ପଦକ୍ଷେପ ଗ୍ରହଣ କରୁଛନ୍ତି। ଏପରିକି ସମସ୍ତଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri