ଫିଲିପାଇନ୍ସରେ ୫.୮ ତୀବ୍ରତାର ଭୂକମ୍ପ: ୫୭ ଆହତ
ମାନିଲା,୧୩।୭: ଉତ୍ତର ଫିଲିପାଇନ୍ସରେ ଶନିବାର ଏକ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ଥିଲା ୫.୮। ଏହାର ପ୍ରଭାବରେ ଘର, ଚର୍ଚ୍ଚ ଓ ବଡ଼ ବଡ଼ କୋଠା କ୍ଷତିଗ୍ରସ୍ତ ହେବା ସହ ଅତିକମ୍ରେ ୫୭ ଜଣ ଆହତ ହୋଇଥିବା…
ସୋମାଲିଆ ହୋଟେଲରେ ଆତ୍ମଘାତୀ ବିସ୍ଫୋରଣ:୨୬ ମୃତ, ୫୬ ଆହତ
ମୋଗାଡିସୁ,୧୩।୭: ସୋମାଲିଆର ଦକ୍ଷିଣରେ ଥିବା ବନ୍ଦର ସହର କିସମାୟୋରେ ଶନିବାର ଆତ୍ମଘାତୀ ବିସ୍ଫୋରଣ ଓ ଅଜ୍ଞାତ ବ୍ୟକ୍ତିଙ୍କ ଗୁଳିମାଡ଼ରେ ୨୬ ଜଣଙ୍କ ମୃତ୍ୟୁ ହେବା ସହ ପ୍ରାୟ ୫୬ ଜଣ ଆହତ ହୋଇଥିବା ସୂଚନା ମିଳିଛି। ମୃତାହତଙ୍କ ସଂଖ୍ୟା ଆଗକୁ ବଢିପାରେ…
ଚାଇନାର ଭିକାରି କ୍ୟୁଆର୍ କୋଡ୍ ସହାୟତାରେ ମାଗୁଛନ୍ତି ଭିକ
ବେଜିଂ,୧୩।୭: ଭାରତରେ ଡିଜିଟାଲ ଇଣ୍ଡିଆ କାର୍ଯ୍ୟକ୍ରମ ଜୋର୍ସୋର୍ରେ ଜାରି ରହିଛି। ତେବେ ଚାଇନାର ଭିକାରି ମଧ୍ୟ ଏ କ୍ଷେତ୍ରରେ ବେଶ୍ ଆଗୁଆ ରହିଛନ୍ତି। ସେମାନେ ଭିକ ମାଗିବା ପାଇଁ କ୍ୟୁଆର୍ କୋଡ୍ର ବ୍ୟବହାର କରୁଛନ୍ତି। ଚାଇନାରେ କ୍ୟାସ୍ଲେସ୍ ବା ବିନା ନଗଦ…
ଦୁବଇରେ ଏବେ ମଦ୍ୟପାନ କଲେ ମିଳିବନି ଦଣ୍ଡ
ଦୁବଇ,୧୩।୭: ଏବେ ଦୁବଇରେ ପର୍ଯ୍ୟଟକଙ୍କୁ ୩୦ ଦିନ ଲାଗି ମାଗଣା ଆଲକୋହଲ ଲାଇସେନ୍ସ ପ୍ରଦାନ କରାଯିବାକୁ ବ୍ୟବସ୍ଥା କରାଯାଇଛି। ତେବେ ମଦ୍ୟପାନ କରି ନିୟମ ଉଲ୍ଲଂଘନ କଲେ ସୁଦ୍ଧା ସେମାନଙ୍କୁ ଦଣ୍ଡିତ କରାଯିବ ନାହିଁ। ଖଲିଜ ଟାଇମ୍ସର ରିପୋର୍ଟ ଅନୁଯାୟୀ, ମୁକ୍ତ…
ଥରିଲା ଜାପାନ ଓ ଦକ୍ଷିଣ ଫିଲିପାଇନ୍ସ୍
ଟୋକିଓ,୧୩।୭: ଜାପାନ ଏବଂ ଦକ୍ଷିଣ ଫିଲିପାଇନ୍ସ୍ରେ ଶନିବାର ଭୂକମ୍ପ ଅନୁଭୁତ ହୋଇଛି। ଜାପାନରେ ହୋଇଥିବା ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୬.୧ ଥିବାବେଳେ ଦକ୍ଷିଣ ଫିଲିପାଇନ୍ସ୍ରେ ହୋଇଥିବା ଭୂକମ୍ପର ତୀବ୍ରତା ୫.୮ ଥିବା ଆମେରିକା ଭୂବିଜ୍ଞାନ ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି।…
ପୃଥିବୀର ସବୁଠାରୁ ଉଚ୍ଚା ଗଛ: କୁତବ୍ ମିନାରଠାରୁ ବି ଅଧିକ
ସ୍କାରାମେଣ୍ଟୋ,୧୩।୭: ପୃଥିବୀର ସବୁଠାରୁ ଉଚ୍ଚା ଗଛ କାର୍ଲିଫର୍ନିଆ ରେଡ୍ ଉଡ୍ ଜାତୀୟ ଉଦ୍ୟାନରେ ରହିଛି। ଏହାର ଉଚ୍ଚତା ୧୧୫.୮୫ ମିଟର। ଏହି ଗଛ ସମ୍ପର୍କରେ ୨୦୦୬ରେ ଜଣାପଡ଼ିଥିଲା। ଏହାର ଉଚ୍ଚତା ଦିଲ୍ଲୀର କୁତବ୍ ମିନାରଠାରୁ ମଧ୍ୟ ଅଧିକ। ସେହିପରି ଏହା ଆମେରିକା…
ପାକିସ୍ତାନ କୋର୍ଟକୁ ଜଣାଇଲେ ହଫିଜ୍: ୨୬/୧୧ ଆକ୍ରମଣରେ ସମ୍ପୃକ୍ତ ନୁହେଁ
ଇସଲାମାବାଦ,୧୩ା୭: ଜମାତ୍-ଉଦ୍-ଦାଓ୍ବା (ଜେୟୁଡି)ର ମୁଖ୍ୟ ହଫିଜ୍ ସୟିଦ ୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣରେ ସମ୍ପୃକ୍ତ ନୁହଁନ୍ତି ବୋଲି ଶୁକ୍ରବାର ଲାହୋର ହାଇକୋର୍ଟଙ୍କୁ ଜଣାଇଛନ୍ତି। ଆତଙ୍କବାଦୀ ସଂଗଠନକୁ ପାଣ୍ଠି ଯୋଗାଣ ନେଇ ଦାଏର ମାମଲାକୁ ହଫିଜ୍ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଛନ୍ତି। ହଫିଜ୍ ସମେତ…
ପତଳା ହେବାର ସୁଯୋଗ ଉଠାଇ ଜେଲ୍ର ବନ୍ଦୀଶାଳାରୁ ଖସିପଳାଇଲେ କଏଦୀ
ସୁକ୍ରେ,୧୨।୭: ବଲିଭିଆରୁ ଏକ ଆଶ୍ଚର୍ଯ୍ୟକର ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ପୋଲିସ ଚୋରି ଅଭିଯୋଗରେ ଜଣେ ଯୁବକଙ୍କୁ ଗିରଫ କରି ଜେଲ୍କୁ ପଠାଇଥିଲା। ଆଉ ସେଠାରେ ସେ ପତଳା ହେବାର ସୁଯୋଗ ଉଠାଇ ଜେଲ୍ର ବନ୍ଦୀଶାଳାରୁ ଫେରାର ହୋଇଯାଇଥିବା ଘଟଣା ସମସ୍ତଙ୍କୁ…
ମରିୟମଙ୍କ ସାକ୍ଷାତ୍କାରକୁ ଜବରଦସ୍ତ ବନ୍ଦ କରି ଦିଆଗଲା
ଇସଲାମାବାଦ,୧୨।୭: ପାକିସ୍ତାନ ମିଡିଆ ସେନସରଶିପ୍କୁ ନେଇ ଏକ ନୂଆ ଘଟଣା ସାମ୍ନାକୁ ଆସିଛି। ପାକିସ୍ତାନ ମୁସଲିମ ଲିଗ-ନଓ୍ବାଜ(ପିଏମ୍ଏଲ୍-ଏନ୍)ନେତା ମିରିୟମ ନଓ୍ବାଜଙ୍କ ସାକ୍ଷାତ୍କାରକୁ ପାକିସ୍ତାନ ନ୍ୟୁଜ ଚ୍ୟାନେଲ ବ୍ରଡକାଷ୍ଟ ସମୟରେ ଜୋର ଜବରଦସ୍ତ ବନ୍ଦ କରି ଦେଇଥିବା ସୂଚନା ମିଳିଛି। ହମ୍ ନ୍ୟୁଜରେ…
ରାସ୍ତାରେ ବର୍ଷିଲା ଟଙ୍କା
ଓ୍ବାଶିଂଟନ, ୧୨।୭: ଆମେରିକାର ନର୍ଥ ଆଟଲାଣ୍ଟାର ଇଣ୍ଟରଷ୍ଟେଟ୍ ହାଇଓ୍ବେ ନମ୍ବର ୨୮୫ରେ ଡଲାର ବର୍ଷା ହେଉଥିବାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଲୋକମାନେ ଉକ୍ତ ଟଙ୍କାକୁ ଗୋଟାଉ ଥିବାର ଭିଡିଓରେ ଦେଖାଯାଇଛି। ସୂଚନାଯୋଗ୍ୟ, ଏକ କମ୍ପାନୀ ପକ୍ଷରୁ ଟ୍ରକରେ…
ମାଲିକଙ୍କୁ ଖାଇଗଲେ କୁକୁର
ଡଲାସ, ୧୨।୭:ଟେକ୍ସାସ୍ର ୫୭ ବର୍ଷୀୟ ଫ୍ରେଡି ମାକ୍ଙ୍କୁ ତାଙ୍କର ୧୮ଟି ପୋଷାକୁକୁର ଖାଇଦେଇଛନ୍ତି। କିଛି ମାସ ହେଲା ମାକ୍ ନିଖୋଜ ଥିଲେ। ଡିଏନ୍ଏ ପରୀକ୍ଷାରୁ ତାଙ୍କୁ କୁକୁର ଖାଇଦେଇଥିବା ଜଣାପଡିଥିଲା। ଏପରିକି ସେମାନେ ମାଲିକ ପିନ୍ଧିଥିବା ପୋଷାକକୁ ମଧ୍ୟ ଖାଇଦେଇଥିଲେ ବୋଲି…
ମଝିଆକାଶରେ ବିମାନ ଇଞ୍ଜିନରେ ଯାନ୍ତ୍ରିକ ତ୍ରୁଟି
ଆଟ୍ଲାଣ୍ଟା,୧୧।୭: ଡେଲ୍ଟା ଏୟାରଲାଇନ୍ସ ବିମାନ ୧୪୨୪ ଆଟ୍ଲାଣ୍ଟାରୁ ବାଲ୍ଟିମୋରକୁ ଉଡାଣ କରିଥିଲା। ହେଲେ ମଝିଆକାଶରେ ଇଞ୍ଜିନରେ ଯାନ୍ତ୍ରିକ ତ୍ରୁଟି ଦେଖାଦେବାରୁ ବିମାନ କାର୍ଯ୍ୟକ୍ଷମ ହୋଇପାରି ନ ଥିଲା। ଇଞ୍ଜିନରେ ନିଆଁ ଲାଗିଯାଇଥିବା ବେଳେ ବିମାନ ଭିତରେ ତାପମାତ୍ରା ବୃଦ୍ଧି ପାଇବା ସହ…
Archives


