ଅନ୍ତର୍ଜାତୀୟ

୩ ହଜାର ଫୁଟ ପାହାଡ଼ ଉପରେ ପ୍ରେମିକାଙ୍କୁ ପ୍ରପୋଜ୍‌ କଲେ ପ୍ରେମିକ

ଓସଲୋ,୯।୭: ନରଓ୍ବେରେ ଜଣେ ପ୍ରେମିକାଙ୍କୁ ତାଙ୍କ ପ୍ରେମିକ ୩ ହଜାର ଫୁଟ ପାହାଡ଼ ଉପରେ ପ୍ରପୋଜ୍‌ କରିଛନ୍ତି। ଏହା ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ପ୍ରେମିକା ବେକ୍ସ୍‌ ମୋରଲେଙ୍କୁ ପ୍ରେମିକ କ୍ରିଷ୍ଟିୟନ୍‌ ରିଚାର୍ଡସ୍‌ ସ୍ଥାନୀୟ କେଜରାଗବୋଲ୍ଟେନ୍‌ ପାହାଡ଼ର ଦୁଇ…

ଅନଶନରେ ବସିବେ ମରିୟମ୍‌

ଇସ୍‌ଲାମାବାଦ,୯।୭: ଜେଲ୍‌ରେ ଥିବା ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫଙ୍କ ଝିଅ ମରିୟମ ନଓ୍ବାଜ ଆମରଣ ଅନଶନ କରିବେ ବୋଲି ଚେତାବନୀ ଦେଇଛନ୍ତି। ଯଦି ବର୍ତ୍ତମାନର ସରକାର ତାଙ୍କର ପିତାଙ୍କୁ ଘରର ଖାଦ୍ୟ ଖାଇବାକୁ ଅନୁମତି ନ ଦିଅନ୍ତି ତାହେଲେ ସେ…

ଗ୍ରହଖଣ୍ଡ ଏମ୍‌ବି-୪ ଏବଂ ଏନ୍‌ଏନ୍‌-୩ ଅଳ୍ପ ଘଣ୍ଟା ମଧ୍ୟରେ ପୃଥିବୀର ହେବେ ନିକଟତର: ଧକ୍କା ଲାଗିବାର ରହିଛି ଆଶଙ୍କା

ଓ୍ବାଶିଂଟନ,୯।୭: ଗ୍ରହଖଣ୍ଡ ଏମ୍‌ବି-୪ ଏବଂ ଏନ୍‌ଏନ୍‌-୩ ଏବେ ପୃଥିବୀର ନିକଟତର ହେବାରେ ଲାଗିଛନ୍ତି। ଅଳ୍ପ କିଛି ଘଣ୍ଟା ମଧ୍ୟରେ ଏହି ଗ୍ରହଖଣ୍ଡ ଦ୍ୱୟ ପୃଥିବୀର ଅତି ନିକଟତର ହେବେ। ତେବେ ଏହା ଉପରେ ପୃଥିବୀର ମାଧ୍ୟାକର୍ଷଣ ଶକ୍ତିର ପ୍ରଭାବ ଅନୁଭୁତ ହେଲେ…

ପ୍ରବଳ ବର୍ଷାରେ ବେହାଲ୍‌ ଆମେରିକା : ହ୍ବାଇଟ୍‌ ହାଉସରେ ପଶିଲା ପାଣି

ଓ୍ବାଶିଂଟନ,୯।୭: ଗତ ସୋମବାର ଆମେରିକାରେ ପ୍ରବଳ ବର୍ଷା ହେବା ଫଳରେ ବିଭିନ୍ନ ସହର ଜଳମଗ୍ନ ହେବା ସହ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏମିତିକି ଆମେରିକାର ରାଷ୍ଟ୍ରପତି ଭବନର ବେସ୍‌ମେଣ୍ଟରେ ଯେଉଁଠାରେ ଖବରଦାତାମାନେ ବସିଥାଆନ୍ତି ସେଠାରେ ମଧ୍ୟ ପାଣି ଭର୍ତ୍ତି ହୋଇଯାଇଥିବା…

୪୫ ଶହ ବର୍ଷ ପୁରାତନ ଉଲ୍‌କା ପିଣ୍ଡରୁ ନିର୍ମିତ ପିସ୍ତଲ ୧୦ କୋଟିରେ ହେବ ନିଲାମ

ଓ୍ବାଶିଂଟନ,୯।୭: ଆମେରିକା ଡଲାସ୍‌ରେ ଦୁଇଟି ପିସ୍ତଲର ନିଲାମ୍‌ ଜୁଲାଇ ୨୦ରେ କରାଯିବ। ଏଥିପାଇଁ ସର୍ବନିମ୍ନ ନିଲାମ ଡାକ ୬ କୋଟି ଟଙ୍କା ରହିଛି। ଏହାକୁ ୧୦ କୋଟି ଟଙ୍କାରେ ନିଲାମ କରାଯିବାର ଯୋଜନା ରହିଛି। ପିସ୍ତଲ ଦୁଇଟିର ନିଲାମ ଆମେରିକା ହେରିଟେଜ୍‌…

କଶ୍ମୀର ସ୍ଥିତି ସୁଧାରିବାରେ ଭାରତ-ପାକ୍‌ ବିଫଳ

ଜେନିଭା,୯ା୭ (ପି.ଟି.): ଭାରତ ଓ ପାକିସ୍ତାନ କଶ୍ମୀର ସ୍ଥିତି ସୁଧାରିବାରେ ବିଫଳ ହୋଇଛନ୍ତି। ପୂର୍ବ ରିପୋର୍ଟ ମୁତାବକ ପ୍ରମୁଖ ପ୍ରସଙ୍ଗଗୁଡ଼ିକ ଉପରେ ଆଲୋଚନା କରାଯାଇ ନାହିଁ କି ଏଥିରେ ସୁଧାର ଅଣାଯିବା ଲାଗି ସେଭଳି କୌଣସି ପଦକ୍ଷେପ ଗ୍ରହଣ କରାଯାଇ ନାହିଁ…

ପାକିସ୍ତାନରେ ଆର୍ଥିକ ସଙ୍କଟ: ଆମେରିକା ଗସ୍ତବେଳେ ମହଙ୍ଗା ହୋଟେଲରେ ରହିବେ ନାହିଁ ଇମ୍ରାନ

ଇସଲାମାବାଦ, ୮।୭: ଘୋର ଆର୍ଥିକ ସଙ୍କଟ ମଧ୍ୟ ଦେଇ ଗତି କରୁଛି ପାକିସ୍ତାନର ଅର୍ଥ ବ୍ୟବସ୍ଥା। ପୂର୍ବ ଋଣ ପାକିସ୍ତାନ ସରକାର ପରିଶୋଧ ନ କରିପାରିବା ଫଳରେ ଏବେ ପରିସ୍ଥିତି ଆହୁରି ଭୟଙ୍କର ହୋଇପଡିଛି। ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଆସନ୍ତା…

ଇରାନ୍‌ରେ ଭୂକମ୍ପ

ତେହେରାନ୍‌, ୮।୭: ଇରାନ୍‌ର ପଶ୍ଚିମ ଅଞ୍ଚଳରେ ସୋମବାର ଭୂକମ୍ପ ଅନୁଭୁତ ହୋଇଛି। ସ୍ଥାନୀୟ ଅହଭାଜ୍‌ ଅଞ୍ଚଳରେ ଏହା ହୋଇଥିବା କୁହାଯାଉଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୭ ଥିଲା ବୋଲି ଆମେରିକା ଭୂବିଜ୍ଞାନ ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି। ଭୂଗର୍ଭର ୧୦…

ପ୍ରଦୂଷଣ ବଢୁଥିବାରୁ ସରକାରଙ୍କ ବିରୋଧରେ ମାମଲା କରିବାକୁ ଅଣ୍ଟା ଭିଡିଲେ ଲୋକେ

ଜାକର୍ତ୍ତା,୮।୭: ଇଣ୍ଡୋନେସିଆର ରାଜଧାନୀ ଜାକର୍ତ୍ତାରେ ଏବେ ପ୍ରଦୂଷଣ ସ୍ତର ବଢିବାରେ ଲାଗିଛି। ଗତ ଜୁନ୍‌ ମାସରୁ ସହରର ବାୟୁ ପ୍ରଦୂଷଣ ସ୍ତର ଦିଲ୍ଲୀ ଓ ବେଜିଂକୁ ଟପିଯାଇଥିବା ଦେଖାଯାଇଛି। ଏହାକୁ ଦେଖି ଏବେ ପରିବେଶବିତ୍‌ ଓ ସାଧାରଣ ଜନତା ମିଳିତ ଭାବେ…

ଆଇଫୋନ୍‌ ଆପ୍ପଲକୁ ସେଓ ବୁଝି ସୋସିଆଲ ମିଡିଆରେ ଟ୍ରୋଲ୍‌ ହେଲେ ପାକିସ୍ତାନି ଉପସ୍ଥାପିକା

ଇସ୍‌ଲାମାବାଦ,୮।୭: ସୋସିଆଲ ମିଡିଆରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ଜଣେ ପାକିସ୍ତାନି ଉପସ୍ଥାପିକା ଟେଲିଭିଜନରେ ଚାଲୁଥିବା ଚର୍ଚ୍ଚା ସମୟରେ ପ୍ୟାନେଲିଷ୍ଟ ଟେକ୍ନୋଲୋଜି ବିଷୟରେ ଆଲୋଚନା କରୁଥିବା ବେଳେ ଆପ୍ପଲ ଫୋନ୍‌ କଥା ଉଠାଇଥିଲେ। ହେଲେ ଉପସ୍ଥାପିକା ଜଣକ…

ଆଫଗାନିସ୍ତାନରେ କାର ବୋମା ବିସ୍ଫୋରଣ: ୮ ସୁରକ୍ଷାକର୍ମୀଙ୍କ ସହ ୧୨ ମୃତ

କାବୁଲ,୭।୭: ଆଫଗାନିସ୍ତାନର ଗଜନି ଅଞ୍ଚଳରେ ରବିବାର ତାଲିବାନ ଆତଙ୍କବାଦୀମାନେ କାର୍‌ ବୋମା ବିସ୍ଫୋରଣ କରିବା ଫଳରେ ୮ ସୁରକ୍ଷାକର୍ମୀଙ୍କ ସହ ୧୨ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏହାସହ ୫୦ରୁ ଊର୍ଦ୍ଧ୍ୱ ଲୋକ ଆହତ ହୋଇଛନ୍ତି। ରବିବାର ସକାଳେ ରାଷ୍ଟ୍ରୀୟ…

୬ ମାସରେ ୨୦ ଦେଶରେ ୩୮ ଖବରଦାତାଙ୍କୁ ହତ୍ୟା; ଲାଟିନ୍‌ ଆମେରିକାରେ ସର୍ବାଧିକ

ଜେନେଭା,୭।୭: ଚଳିତ ବର୍ଷ ଜାନୁୟାରୀଠାରୁ ଜୁନ୍‌ ମଧ୍ୟରେ ଗତ ୬ ମାସରେ ୨୦ ଦେଶରେ ୩୮ ଜଣ ଖବରଦାତାଙ୍କୁ ହତ୍ୟା କରାଯାଇଛି। ଜେନେଭା ସ୍ଥିତ ପ୍ରେସ୍‌ ଏମ୍ବଲେମ୍‌ କ୍ୟାମ୍ପେନ୍‌(ପିଇସି)ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଏହା ପ୍ରକାଶ ପାଇଛି। ତେବେ ଲାଟିନ୍‌ ଆମେରିକାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri