ଅନ୍ତର୍ଜାତୀୟ

ସିଏଏ ଅନାବଶ୍ୟକ, କିନ୍ତୁ …

ଦୁବାଇ,୨୦ା୧(ପି.ଟି.): ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଏବଂ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି) ଭାରତର ଆଭ୍ୟନ୍ତରୀଣ ବ୍ୟାପାର ବୋଲି ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନା କହିଛନ୍ତି। ତେବେ ଏଭଳି ଆଇନର ଆବଶ୍ୟକତା ନ ଥିଲା ବୋଲି ସେ ମତ ଦେଇଛନ୍ତି। ସିଏଏ…

ଭାରତକୁ ଧମକ ଦେଲେ ଇମ୍ରାନ: ଏବେ ଆମେ ଚୁପ୍‌ ବସିବୁ ନାହିଁ

ଇସଲାମାବାଦ,୧୯।୧: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ଭାରତକୁ ଧମକ ଦେଇଛନ୍ତି। ରବିବାର ଇମ୍ରାନ ଟୁଇଟ୍‌ କରି କହିଛନ୍ତି, ମୁଁ ଭାରତ ଏବଂ ବିଶ୍ୱସମୁଦାୟକୁ ସ୍ପଷ୍ଟ ଭାବରେ କହିବାକୁ ଚାହୁଁଛିି, ଏଲଓସିରେ ଭାରତ ଆକ୍ରମଣ ଜାରି ରଖିଲେ ପାକିସ୍ତାନ ଚୁପ ବସିବ ନାହିଁ।…

ସେନା ଶିବିର ଉପରେ ମିଶାଇଲ୍‌, ଡ୍ରୋନ ଆକମଣ: ୮୦ ମୃତ

ଦୁବାଇ,୧୯।୧: ୟେମେନର ମରିବରେ ଥିବା ମିଲିଟାରୀ କ୍ୟାମ୍ପ ଉପରେ ଆତଙ୍କବାଦୀଙଞ୍କ ପକ୍ଷରୁ ମିସାଇଲ ଏବଂ ଡ୍ରୋନ ମାଡ ହୋଇଛି। ନମାଜ ପାଠବେଳେ ଏହି ଆମଣ କରାଯାଇଥିଲା। ଏହି ଆକ୍ରମଣରେ ୮୦ରୁ ଅଧିକ ଯବାନଙ୍କର ମୃତ୍ୟୁ ଘଟିଥିବାବେଳେ ୫୦ରୁ ଅଧିକ ଆହତ ହୋଇଛନ୍ତି।…

ସିଏଏ, ଏନ୍‌ଆର୍‌ସି ଭାରତର ଆଭ୍ୟନ୍ତରୀଣ ବ୍ୟାପାର: ଶେଖ ହସିନା

ଦୁବାଇ,୧୯।୧: ନାଗରିକତ୍ୱ ସଂଶୋଧିତ ଆଇନ୍‌(ସିଏଏ) ଏବଂ ଜାତୀୟ ନାଗରିକ ପଞ୍ଜିକା(ଏନ୍‌ଆର୍‌ସି)କୁ ବିରୋଧ କରି ଦେଶର ବିଭିନ୍ନ ସ୍ଥାନରେ ବିରୋଧ ପ୍ରଦର୍ଶନ କରାଯାଉଥିଲାବେଳେ ଏହାକୁ ନେଇ ରାଜନୀତି ମଧ୍ୟ ଜୋର ଧରିଛି। ଦେଶ ବାହାରୁ ମଧ୍ୟ ଏହାକୁ ନେଇ ପ୍ରତିକ୍ରିୟା ଦେଉଛନ୍ତି। ବାଂଲାଦେଶ…

ପ୍ରିନ୍ସ ହ୍ୟାରୀ ଆଉ ବ୍ୟବହାର କରିପାରିବେ ନାହିଁ ରାଜକୀୟ ଉପାଧି

ଲଣ୍ଡନ,୧୯।୧: ବ୍ରିଟେନର ରାଜ ପରିବାର ଛାଡିବାକୁ ନିଷ୍ପତ୍ତି ନେଇଥିବା ପ୍ରିନ୍ସ ହ୍ୟାରୀ ଓ ତାଙ୍କ ସ୍ତ୍ରୀ ମେଘାନ ମାର୍କେଲ ଏଣିକି ଆଉ ରାଜକୀୟ ଉପାଧି ଓ ରାଜକୋଷ ବ୍ୟବହାର କରିପାରିବେ ନାହିଁ ବୋଲି ବଙ୍କିଙ୍ଗ ହାମ ପ୍ୟାଲେସ ପକ୍ଷରୁ ସୂଚନା ଦିଆଯାଇଛି।…

ଯେଉଁଠି ୨ଶହ ଟଙ୍କାରେ ନିଜ ସନ୍ତାନଙ୍କୁ ବିକ୍ରି କରି ଦିଅନ୍ତି ଅଭିଭାବକ

ବନଜୁଲ,୧୯।୧: ଆଫ୍ରିକାର ଗାମ୍ବିଆରେ ଦେଖିବାକୁ ମିଳିଛି ଏକ ଅଜବ ଦୃଶ୍ୟ। ଏଠାରେ ଅଭିଭାବକମାନେ ନିଜ ସନ୍ତାନଙ୍କୁ ମାତ୍ର ୨ଶହ ଟଙ୍କାରେ ବିକ୍ରି କରୁଥିବା କୁହାଯାଏ। ବ୍ରିଟିଶ ମିଡିଆ ଦ ସନରେ ଏହି ଖବର ପ୍ରକାଶ ପାଇଛି। ଏହି ରିପୋର୍ଟ ଅନୁଯାୟୀ, ଏଠାରେ…

ଅଙ୍ଗଦାନ ପାଇଁ ସଚେତନତା: ୪ ଶହ ଦିନରେ ୪୩ ଦେଶ ଯାତ୍ରା କରି ଭେଟିଲେଣି ୭୩ ହଜାର ଲୋକଙ୍କୁ

ଓ୍ବାଶିଂଟନ,୧୯।୧: ଅଙ୍ଗଦାନ ନେଇ ସଚେତନତା ସୃଷ୍ଟି ପାଇଁ ଆମେରିକାରେ ବାସ କରୁଥିବା ଜଣେ ଭାରତୀୟ ନିଜର ପ୍ରୟାସ ଅବ୍ୟାହତ ରଖିଛନ୍ତି। ଅନୀଲ ଶ୍ରୀବାସ୍ତବ ଏବଂ ତାଙ୍କ ସ୍ତ୍ରୀ ଦୀପାଳି ଇତିମଧ୍ୟରେ ୪ ଶହ ଦିନରେ ୪୩ ଦେଶ ଯାତ୍ରା କରି ୭୩…

୧୩୫ କିଲୋ ଓଜନର ଆଇଏସ୍‌ ଆତଙ୍କବାଦୀ ଗିରଫ: ଟ୍ରକରେ ବୋହି ଜେଲକୁ ଅଣାଗଲା

ମୋସୁଲ୍‌,୧୯।୧: ଇରାକର ମୋସୁଲ୍‌ଠାରୁ ଆଇଏସ୍‌ ଆତଙ୍କବାଦୀଙ୍କୁ ସ୍ଥାନୀୟ ଗିରଫ କରିଛି। ୧୩୫ କିଲୋ ଓଜନ ଥିବା ଶିଫା ଅଲ୍‌ ନିମା ନାମକ ଏହି ଆତଙ୍କବାଦୀଙ୍କୁ ଗିରଫ କରିବା ପରେ କିଭଳି ଜେଲ୍‌କୁ ନିଆଯିବ ସେ ନେଇ ସ୍ଥାନୀୟ ପୋଲିସ ଚିନ୍ତାରେ ପଡ଼ିଥିଲା।…

କଣ୍ଟାକ୍ଟ ଲେନ୍ସ୍‌ରେ ଜିପିଏସ୍‌: ହାର୍ଟ ବିଟ୍‌ ହେବ ଦେଖି

କାଲିଫର୍ନିଆ, ୧୯।୧: ଆଧୁନିକ ବିଜ୍ଞାନ ସହାୟତାରେ ଅସମ୍ଭବ କାମ ମଧ୍ୟ ସମ୍ଭବ ହୋଇପାରୁଛି। ସମ୍ପ୍ରତି ଆମେରିକା କାଲିଫର୍ନିଆର ଷ୍ଟାର୍ଟଅପ୍‌ ମୋଜୋ ଭିଜନ ପକ୍ଷରୁ ଏକ ପ୍ରକାର କଣ୍ଟାକ୍ଟଲେନ୍ସ୍‌ ତିଆରି କରାଯାଇଛି। ଏଥିରେ ଜିପିଏସ୍‌ ଜ୍ଞାନକୌଶଳକୁ ଅନ୍ତର୍ଭୁକ୍ତ କରାଯାଇଛି। ଏହାକୁ ଆଖିରେ ଲଗାଇଲେ…

ଭିନ୍ନ ଢଙ୍ଗରେ ସ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଓବାମା

ଓ୍ବାଶିଂଟନ,୧୮।୧: ଆମେରିକାର ପୂର୍ବତନ ଫାଷ୍ଟ ଲେଡି ମିଶେଲ ଓବାମା ୫୬ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ଆମେରିକାର ପ୍ରଥମ କୃଷ୍ଣକାୟ ରାଷ୍ଟ୍ରପତି ତଥା ମିଶେଲଙ୍କ ସ୍ବାମୀ ବାରାକ ଓବାମା ତାଙ୍କୁ ଭିନ୍ନ ଢଙ୍ଗରେ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟର ଓ…

ଲିଭିଲା ଅଷ୍ଟ୍ରେଲିଆ ଜଙ୍ଗଲରେ ଲାଗିଥିବା ନିଆଁ : ବଢିଲା ବନ୍ୟା ଆଶଙ୍କା

ସିଡ୍‌ନୀ,୧୮।୧: ଗତ ଗୁରୁବାର ପୂର୍ବ ଅଷ୍ଟ୍ରେଲିଆରେ ହୋଇଥିବା ବର୍ଷାରେ ସେଠାକାର ଜଙ୍ଗଲରେ ଲାଗିଥିବା ନିଆଁ ଅନେକାଂଶରେ ଲିଭିଯାଇଛି। ହେଲେ ଏହା ଫଳରେ ବନ୍ୟା ଆଶଙ୍କା ଦେଖାଯାଇଛି। ଅଷ୍ଟ୍ରେଲିଆର କୁଇନ୍ସଲାଣ୍ଡରେ ଆସିଥିବା ବନ୍ୟାରେ ଜାତୀୟ ରାଜପଥରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଥିବା ସୂଚନା ମିଳିଛି।…

ପିକାସୋ ପେଟିଂ ବିକ୍ରି ଅଭିଯୋଗ: ୧୮ ମାସ ଜେଲ ଦଣ୍ଡ; ୪୧୦ କୋଟି ଜରିମାନା

ମାଦ୍ରିଦ୍‌,୧୮।୧: ଖ୍ୟାତି ସମ୍ପନ୍ନ ଚିତ୍ରକର ପାବ୍ଲୋ ପିକାସୋଙ୍କ ପେଟିଂକୁ କମ୍‌ ଦାମରେ ଚୋରାରେ ବିକ୍ରି କରୁଥିବା ଅଭିଯୋଗରେ ସ୍ପେନ୍‌ର ମାଦ୍ରିଦ୍‌ ହାଇକୋର୍ଟ ଜଣେ ଅଭିଯୁକ୍ତଙ୍କୁ ୧୮ ମାସ ଜେଲ ସହିତ ୪୧୦ କୋଟି ଟଙ୍କାର ଜରିମାନା ଦଣ୍ଡାଦେଶ କରିଛନ୍ତି। ୮୩ ବର୍ଷ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri