ଅନ୍ତର୍ଜାତୀୟ

ବିକାଶ ପଥରେ ଆତଙ୍କବାଦ କଣ୍ଟା

ଓସାକା,୨୯ା୬ (ପି.ଟି./ଆଇଏଏନ୍‌ଏସ୍‌): ସମଗ୍ର ମାନବ ଜାତି ପାଇଁ ସବୁଠୁ ବଡ଼ ବିପଦ ହେଉଛି ଆତଙ୍କବାଦ। ଏହି ବିପତ୍ତି କେବଳ ନିରୀହମାନଙ୍କ ଜୀବନ ନେଉଛି ତାହା ନୁହେଁ, ବରଂ ଅର୍ଥନୈତିକ ବିକାଶ ଓ ସ୍ଥିରତାକୁ ବହୁଳ ଭାବେ ପ୍ରଭାବିତ କରୁଛି। ତେଣୁ ଏହାକୁ…

ଥାଇ ଇଂଲିଶ ‘ଦି ନେଶନ୍‌’ର ମୁଦ୍ରଣ ବନ୍ଦ

ବ୍ୟାଙ୍କକ୍‌, ୨୯ା୬: ଥାଇଲାଣ୍ଡର ଇଂଲିଶ ଦୈନିକ ‘ଦି ନେଶନ୍‌’ର ଶେଷ ମୁଦ୍ରିତ ପ୍ରକାଶନ ଶୁକ୍ରବାର ପ୍ରକାଶ ପାଇଛି। ଏହା ଆଉ ପ୍ରକାଶ ପାଇବ ନାହିଁ, ବରଂ ଏହାକୁ ଅନଲାଇନ୍‌ ଭର୍ସନରେ ପାଠକଙ୍କ ପାଖରେ ପହଞ୍ଚାଇବାକୁ ଉଦ୍ୟମ ହେଉଛି। ବିଦେଶୀ କମ୍ପାନୀ ଥାଇଲାଣ୍ଡର…

୨ ଲକ୍ଷ ମୁସଲମାନ ହଜ୍‌ ଯାଇପାରିବେ

ଓସାକା,୨୯ା୬(ପି.ଟି.): ସୌଦି ଆରବର ମକ୍କାକୁ ଏଣିକି ଭାରତରୁ ୨ ଲକ୍ଷ ମୁସ୍‌ଲିମ୍‌ ହଜ୍‌ ଯାତ୍ରା କରିପାରିବେ। ପୂର୍ବରୁ ଏହି ସଂଖ୍ୟା ୧୭୦,୦୦୦ ଥିବାବେଳେ ଶୁକ୍ର୍ରବାର ସୌଦି ଆରବ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ କ୍ରମେ ଏଥିରେ ୩୦,୦୦୦ ବୃଦ୍ଧି କରିଛି। ଜାପାନର ଓସାକାରେ…

ପୁଟିନ୍‌ଙ୍କୁ ବ୍ୟଙ୍ଗ କଲେ ଟ୍ରମ୍ପ୍‌: ଏଥର ରାଷ୍ଟ୍ରପତି ନିର୍ବାଚନରେ ହସ୍ତକ୍ଷେପ କରିବ ନାହିଁ

ଓସାକା,୨୯ା୬(ଆଇଏଏନ୍‌ଏସ୍‌): ଜାପାନର ଓକାସା ସହରରେ ଚାଲିଥିବା ୨ ଦିନିଆ ଜି-୨୦ ସମ୍ମିଳନୀରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ତାଙ୍କ ରୁଷିଆ ପ୍ରତିପକ୍ଷ ଭ୍ଲାଡିମିର ପୁଟିନ୍‌ଙ୍କୁ ସାକ୍ଷାତ୍‌ କରିଛନ୍ତି। ହ୍ବାଇଟ୍‌ ହାଉସ୍‌କୁ ପୁଣି ଫେରିବାକୁ ଲକ୍ଷ୍ୟ ରଖିଥିବା ଟ୍ରମ୍ପ୍‌ ଏହି ଅବସରରେ ପୁଟିନ୍‌ଙ୍କୁ…

ବିଶ୍ୱକୁ ବିପଦ ବାଣିଜ୍ୟ ଯୁଦ୍ଧ

ଓସାକା,୨୯ା୬ (ପି.ଟି./ଆଇଏଏନ୍‌ଏସ୍‌): ଜାପାନର ଓସାକାରେ ଶୁକ୍ରବାର ଜି-୨୦ ସମ୍ମିଳନୀ ଆରମ୍ଭ ହୋଇଛି। ଏଥିରେ ବିଶ୍ୱ ଅର୍ଥନୀତି, ବହୁପାକ୍ଷିକ ବାଣିଜ୍ୟ ଓ ବିକାଶ ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ସ୍ଥାନ ପାଇଛି। ଏହି ଦୁଇଦିନିଆ ସମ୍ମିଳନୀରେ ନିଯୁକ୍ତି, ମହିଳା ସଶକ୍ତୀକରଣ ଓ ସ୍ବାସ୍ଥ୍ୟସେବା ଆଦି…

ବାଣିଜ୍ୟ ବିବାଦର ସମାଧାନ ପାଇଁ ସହମତି

ଓସାକା,୨୯ା୬: ଜାପାନର ଓସାକାଠାରେ ଜି-୨୦ ରାଷ୍ଟ୍ରନେତାମାନଙ୍କ ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସହ ବିଭିନ୍ନ ଦ୍ୱିପାକ୍ଷିକ, ଆଞ୍ଚଳିକ ଏବଂ ଅନ୍ତର୍ଜାତୀୟ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଏଥିରେ ବାଣିଜ୍ୟ, ପ୍ରତିରକ୍ଷା, ୫ଜି ଯୋଗାଯୋଗ ନେଟ୍‌ଓ୍ବାର୍କ…

ମୂଳ ଭାରତୀୟ ବାସିନ୍ଦା ପ୍ରିୟା ପିନ୍ଧିଲେ ‘ମିସ୍‌ ୟୁନିଭର୍ସ ଅଷ୍ଟ୍ରେଲିୟା’ ମୁକୁଟ

ମେଲବୋର୍ନ,୨୮।୬: ଭାରତୀୟ ମୂଳ ବାସିନ୍ଦା ୨୬ ବର୍ଷୀୟା ପ୍ରିୟା ସେର୍ରଓ୍ବ ‘ମିସ୍‌ ୟୁନିଭର୍ସ ଅଷ୍ଟ୍ରେଲିୟା ୨୦୧୯’ର ବିଜେତା ଘୋଷିତ ହୋଇଛନ୍ତି। ୨୭ ଜଣ ପ୍ରତିଯୋଗୀଙ୍କୁ ପଛରେ ପକାଇ ପ୍ରିୟା ଏହି ସଫଳତା ପାଇଛନ୍ତି। ଆସନ୍ତା ବର୍ଷହେବାକୁ ଥିବା ମିସ୍‌ ୟୁନିଭର୍ସ କମ୍ପିଟିଶନରେ…

ଆମେରିକାରେ ରେକର୍ଡ ଭାଙ୍ଗିଲା ଗ୍ରୀଷ୍ମ: ରୁଷ, ଫ୍ରାନ୍ସରେ ସତର୍କତା ଜାରି

ଓ୍ବାଶିଂଟନ,୨୮।୬: ପ୍ରବଳ ଗ୍ରୀଷ୍ମ ପ୍ରବାହରେ ଆଉଟୁ ପାଉଟୁ ହେଉଛନ୍ତି ଆମେରିକା ଓ ୟୁରୋପର ଅଧିକାଂଶ ଅଞ୍ଚଳ। ଏଥର ୟୁରୋପ ଅତ୍ୟଧିକ ଗରମରେ ରେକର୍ଡ ଭାଙ୍ଗିଛି। ଜର୍ମାନୀ ଓ ଫ୍ରାନ୍ସରେ ସମାନ ପରିସ୍ଥିତି ହୋଇଥିବା ବେଳେ ପ୍ରଶାସନ ପକ୍ଷରୁ ସତର୍କତା ଜାରି କରାଯାଇଛି।…

ଜାପାନରେ ଓଡ଼ିଶାକୁ ପ୍ରଶଂସା କଲେ ମୋଦି

ଓସାକା, ୨୮।୬: ଜି-୨୦ ସମ୍ମିଳନୀରେ ଭାଗନେବା ପାଇଁ ଜାପାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାକୁ ପ୍ରଶଂସା କରିଛନ୍ତି। ପ୍ରବାସୀ ଭାରତୀଙ୍କୁ ସମ୍ବୋଧିତ କରି ଓଡ଼ିଶା ସରକାରଙ୍କ ୱେଲ ପ୍ଲାନିଂ ଓ ସୁପରଭିଜନ ପାଇଁ ଫନୀ ଭଳି ବାତ୍ୟା ଆମେ…

ଆବେଙ୍କୁ ଭେଟିଲେ ମୋଦି

ଓସାକା,୨୮।୬ (ପି.ଟି.):ଜି-୨୦ ସମ୍ମିଳନୀରେ ଯୋଗଦେବା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଜାପାନ ପ୍ରତିପକ୍ଷ ଶିିଞ୍ଜୋ ଆବେଙ୍କ ସହ ସାକ୍ଷାତ ଆଲୋଚନା କରିଛନ୍ତି। ବିଶ୍ୱ ଅର୍ଥନୀତି, ଫେରାର ଆର୍ଥିକ ଅପରାଧୀଙ୍କୁ ଧରିବା ଓ ବିପର୍ଯ୍ୟୟ ପରିଚାଳନା ପ୍ରସଙ୍ଗ ଆଦି ଆଲୋଚନାରେ ସ୍ଥାନ…

ଜୀବନ ଆଶାରେ ମରଣ ମୁହଁରେ:ଆମେରିକା- ମେକ୍ସିକୋ ସୀମା ରିଓ ଗ୍ରାଣ୍ଡେ ନଦୀରେ ଭାସିଗଲେ ଶରଣାର୍ଥୀ ଓ ୨୩ ମାସର ଝିଅ

ସିଉଡାଡ୍‌ ଭିକ୍ଟୋରିଆ/ଓ୍ବାଶିଂଟନ,୨୮।୬:ମେକ୍ସିକୋ ସୀମାରେ ଆମେରିକୀୟ ସେନା ମୁତୟନ ଓ ଶରଣାର୍ଥୀଙ୍କ ପ୍ରତି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ କଡ଼ା ଆଭିମୁଖ୍ୟକୁ ନେଇ ପୁଣିଥରେ ସୃଷ୍ଟି ହୋଇଛି ବିରାଟ ପ୍ରଶ୍ନବାଚୀ। ଏହାର କାରଣ ପାଲଟିଛି ଏହି ହୃଦୟ ବିଦାରକ ଚିତ୍ର। ଫଟୋଟି ଜଣେ ପିତା…

ମାଗଣା ଟିକେଟ୍‌ ପାଇଁ ଦଳାଚକଟା: ୧୫ ମୃତ

ଆଣ୍ଟାନାନାରିଭୋ,୨୭।୬: ମାଡାଗାସ୍କରର ମହାମାସିନା ଷ୍ଟାଡିୟମରେ ସ୍ବାଧୀନତା ଦିବସ ପାଳନ ଅବସରରେ ଦଳଚକଟା ହେବାରୁ ଅତି କମ୍‌ରେ ୧୫ ଜଣଙ୍କ ମୃତ୍ୟୁ ହେବା ସହ ୭୫ରୁ ଊର୍ଦ୍ଧ୍ୱ ଆହତ ହୋଇଥିବା ସୂଚନା ମିଳିଛି। ସ୍ବାଧିନତା ଦିବସରେ ଆୟୋଜିତ ହେବାକୁ ଥିବା ମନୋରଞ୍ଜନ କାର୍ଯ୍ୟକ୍ରମର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri