ଚନ୍ଦ୍ରକୁ ଯିବାକୁ ମହିଳା ବନ୍ଧୁ ଖୋଜୁଛନ୍ତି ଜାପାନର ଯୁବକ
ଟୋକିଓ,୧୩।୧: ଜାପାନର ଜଣେ କୋଟିପତି ଯୁବକ ୟୁସାକୁ ମାଏଜାଓ୍ବା ତାଙ୍କ ସହ ଚନ୍ଦ୍ରକୁ ଯିବାକୁ ଜଣେ ମହିଳା ସାଥି ବା ଗର୍ଲ ଫ୍ରେଣ୍ଡ ଖୋଜୁଥିବା ସୂଚନା ମିଳିଛି। ଚନ୍ଦ୍ରକୁ ଯାତ୍ରା କରିବାକୁ ତାଙ୍କର ସ୍ବପ୍ନ ଥିବା ସେ ପ୍ରକାଶ କରିଛନ୍ତି। ୟୁସାକୁଙ୍କୁ…
ଜଙ୍ଗଲରେ ନିଆଁରେ ପୋଡ଼ିଥିବା ଗଛ ପୁଣି କଅଁଳୁଛି: ସୋସିଆଲ୍ ମିଡ଼ିଆରେ ଭାଇରାଲ
ସିଡ୍ନୀ,୧୩।୧: ଅଷ୍ଟ୍ରେଲିଆର ଜଙ୍ଗଲରେ ଗତ ବର୍ଷ ସେପ୍ଟେମ୍ବରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ପ୍ରାୟ ୫ ମାସ ଧରି ନିଆଁ ଲାଗିଛି। ଇତିମଧ୍ୟରେ ୬୩ ହଜାର ବର୍ଗ କିମିରୁ ଅଧିକ ଜଙ୍ଗଲ ନଷ୍ଟ ହେଲାଣି। ପୋଡ଼ି ଯାଇଥିବା ଜଙ୍ଗଲର କେତେକ ଅଞ୍ଚଳରେ ପୁଣି ଜୀବନର…
ଇରାନୀ ମହିଳା ମହାକାଶଚାରୀ ଜସ୍ମିନ୍ ମୋଘବେଲୀ ନାସାର ମହାକାଶ ମିଶନରେ ହେବେ ସାମିଲ୍
ଓ୍ବାଶିଂଟନ,୧୩।୧: ଆମେରିକା-ଇରାନ ମଧ୍ୟରେ ଉତ୍ତେଜନା ଜାରି ରହିଛି। ତେବେ ମହାକାଶ ଗବେଷଣା କ୍ଷେତ୍ରରେ ଏକ ଖୁସି ଖବର ମିଳିଛି। ମୂଳ ଇରାନୀ ମହିଳା ମହାକାଶଚାରୀ ଜସ୍ମିନ୍ ମୋଘବେଲୀ ନାସାର ଚନ୍ଦ୍ର କିମ୍ବା ଶୁକ୍ର ମିଶନରେ ସାମିଲ୍ ହେବାର ସମ୍ଭାବନା ରହିଛି। ସେ…
ପ୍ଲାଷ୍ଟିକ୍ରୁ ତିଆରି ହେଲା ସୁନା: ଏବେ ପ୍ଲାଷ୍ଟିକ୍ ବର୍ଜ୍ୟର ଆଉ ରହିବ ନାହିଁ ଭୟ !
ଲଣ୍ଡନ,୧୩।୧: ପରିବେଶକୁ ଅଧିକ ପ୍ରଦୂଷିତ କରୁଥିବା ପ୍ଲାଷ୍ଟିକରୁ ଏବେ ସୁନା ତିଆରି ସମ୍ଭବ। ସୁଇଜରଲାଣ୍ଡର ବୈଜ୍ଞାନିକ ପ୍ରଥମ ଥର ପାଇଁ ପ୍ଲାଷ୍ଟିକ୍ରୁ ସୁନା ତିଆରି କରିବାକୁ ସକ୍ଷମ ହୋଇଛନ୍ତି। ପ୍ଲାଷ୍ଟିକ୍ରୁ ତିଆରି ହୋଇଥିବା ୧୮ କ୍ୟାରେଟ୍ ସୁନା ପ୍ରକୃତ ସୁନାଠାରୁ ୧୦…
ଶହେ ବର୍ଷର କଇଁଛ: ପାଲଟିଲାଣି ୮ ଶହ ଛୁଆଙ୍କ ଜନକ
କାଲିଫର୍ନିଆ,୧୩।୧: ଆମେରିକା କାଲିଫର୍ନିଆରେ ରହିଛି ଏକ କଇଁଛ। ଏହାକୁ ଏବେ ଶହେ ବର୍ଷରୁ ଅଧିକ ବୟସ। ଇତିମଧ୍ୟରେ ସେ ୮ଶହ ଛୁଆଙ୍କ ଜନକ ପାଲଟିସାରିଛି। ଡିଏଗୋ ନାମକ ଏହି କଇଁଛର ଓଜନ ୮୦ କିଲୋଗ୍ରାମ୍। ଏହା ସ୍ଥାନୀୟ ଗାଲାପୋଗାସ୍ ଆଇଲାଣ୍ଡରେ ରହିଛି।…
କାର୍ଯ୍ୟକ୍ଷମ ହେଲା ୩୦ଟି ଫୁଟବଲ ପଡ଼ିଆ ସହ ସମାନ ବୃହତମ ରେଡ଼ିଓ ଟେଲିସ୍କୋପ୍
ବେଜିଂ, ୧୩।୧: ଚାଇନାରେ ବୃହତମ ରେଡ଼ିଓ ଟେଲିସ୍କୋପ୍ କାର୍ଯ୍ୟକ୍ଷମ ହୋଇଛି। ୩ ବର୍ଷ ଧରି ଟ୍ରାଏଲ୍ ହେବା ପରେ ଏହା କାର୍ଯ୍ୟ ଆରମ୍ଭ କରିଛି। ଏହାର ନିର୍ମାଣ ପାଇଁ ୨୦ ବର୍ଷ ଲାଗିଥିବା କୁହାଯାଉଛି। ଆମେରିକା, ବ୍ରିଟେନ୍, ପାକିସ୍ତାନ ସମେତ ୧୦ଟି…
ଆମେରିକୀୟ ସୈନ୍ୟଙ୍କୁ ପୁଣି ଟାର୍ଗେଟ କଲା ଇରାନ: ଏୟାରବେସ୍ ଉପରେ ୮ ରକେଟ ମାଡ଼
ବାଗଦାଦ,୧୩ା୧: ପାରମ୍ପରିକ ଶତ୍ରୁ ଇରାନ ଓ ଆମେରିକା ମଧ୍ୟରେ ଚରମ ଉତ୍ତେଜନା ଲାଗି ରହିଥିବାବେଳେ ରବିବାର ରାତିରେ ବଡ଼ ଖବର ଆସିଛି। ଇରାକରେ ଆମେରିକା ସେନାକୁ ଟାର୍ଗେଟ କରିବାକୁ ଯାଇ ୮ ରକେଟ ମାଡ଼ କରିଛି ଇରାନ। ଏଥିରେ ଇରାକ ବାୟୁସେନାର…
ପାକିସ୍ତାନ ବିମାନ ଦୁର୍ଘଟଣା: ୨ ପାଇଲଟ ମୃତ
ସାଦିକ୍ୱାବାଦ,୧୨।୧: ଯାନ୍ତ୍ରୀକ ତ୍ରୁଟି ଯୋଗୁ ରବିବାର ପାକିସ୍ତାନ ଫେଡେରାଲ ଡିପାର୍ଟମେଣ୍ଟର ପ୍ଲାଣ୍ଟ ପ୍ରୋଟେକଶନ୍ ୟୁନିଟର ୨ ପାଇଲଟଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଦୁନୟା ନ୍ୟୁଜର ସୂଚନା ଅନୁଯାୟୀ, ପାକିସ୍ତାନରେ ବ୍ୟାପୁଥିବା ପଙ୍ଗପାଳଙ୍କୁ ମାରିବା ପାଇଁ ଜିଲା ପ୍ରଶାସନ ଦ୍ୱାରା ସେମାନଙ୍କୁ…
କ୍ୟାନସରକୁ ହରାଇ ସ୍କୁଲରେ ପହଞ୍ଚିଲେ ୬ ବର୍ଷ ବୟସ୍କ ବାଳକ: ସାଥୀମାନେ ତାଳିମାରି କଲେ ସ୍ବାଗତ; ଭିଡ଼ିଓ ଭାଇରାଲ…
ଓହିୟୋ, ୧୨।୧: କ୍ୟାନସରରେ ପୀଡ଼ିତ ହୋଇଥିବା ଜଣେ ୬ ବର୍ଷ ବୟସ୍କ ବାଳକ ଚିକିତ୍ସା ପରେ ଶେଷରେ ସୁସ୍ଥ ହୋଇ ସ୍କୁଲକୁ ଫେରିଛନ୍ତି। ତାଙ୍କୁ ତାଙ୍କର ସହପାଠୀ ଏବଂ ଜୁନିଅର, ସିନିଅର ତଥା ଶିକ୍ଷକ ଶିକ୍ଷୟିତ୍ରୀମାନେ ତାଳିମାରି ସ୍ବାଗତ କରିଛନ୍ତି। ଏବେ…
୭ ବର୍ଷ ବାଳକଙ୍କ ପେଟିଂ ବିକ୍ରି ହେଲା ସାଢ଼େ ୮ ଲକ୍ଷରେ
ବର୍ଲିନ୍, ୧୨।୧: ଜର୍ମାନ୍ରେ ୭ ବର୍ଷ ବୟସ୍କ ବାଳକଙ୍କ ପେଟିଂ ୮ ଲକ୍ଷ ୫୧ ହଜାର ଟଙ୍କାରେ ବିକ୍ରି ହୋଇଛି। ୨୦୧୨ରେ ଜନ୍ମ ହୋଇଥିବା ମିଖାଇଲ୍ ଅକରଙ୍କ ପେଟିଂ ବିକ୍ରି ହେବା ପରେ ସେ ରାତାରାତି ସୋସିଆଲ୍ ମିଡ଼ିଆରେ ଚର୍ଚ୍ଚାର କେନ୍ଦ୍ର…
ବୋଟ୍ ବୁଡ଼ି ୧୨ ଶରଣାର୍ଥୀଙ୍କ ମୃତ୍ୟୁ
ଏଥେନ୍ସ,୧୨ା୧(ଏଏଫ୍ପି): ଆୟୋନିଅନ ସାଗରରେ ଶନିବାର ଶରଣାର୍ଥୀମାନଙ୍କର ଏକ ବୋଟ୍ ବୁଡ଼ିଯିବାରୁ ୧୨ ଜଣଙ୍କ ମୃତ୍ୟୁ ଘଟିଛି। ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ଗ୍ରୀକ୍ ତଟରକ୍ଷୀ ବାହିନୀ ପକ୍ଷରୁ କୁହାଯାଇଛି। ବୋଟ୍ରେ ପାଖାପାଖି ୫୦ ଜଣ ଥିଲେ। ସେମାନଙ୍କ ମଧ୍ୟରୁ ୨୦ ଜଣଙ୍କୁ…
ଆଗକୁ ବଢ଼ିଲେ ଜବାବ ଦେବୁ: ପାକ୍
ଇସ୍ଲାମାବାଦ,୧୨ା୧(ପି.ଟି.): ଭାରତୀୟ ସେନା ପିଓକେ ଆଡ଼କୁ ଅଗ୍ରସର ହେଲେ କଡ଼ା ଜବାବ ଦେବା ପାଇଁ ପ୍ରସ୍ତୁତ ବୋଲି ପାକିସ୍ତାନ କହିଛି। ଭାରତର ସ୍ଥଳସେନା ମୁଖ୍ୟ ଜେନେରାଲ ଏମ୍.ଏମ୍. ନରଓ୍ବଣେଙ୍କ ମନ୍ତବ୍ୟକୁ ନେଇ ପାକିସ୍ତାନ ଏହି ପ୍ରତିକ୍ରିୟା ଦେଇଛି। ସେଠାକାର ସେନାର ଇଣ୍ଟର-ସର୍ଭିସେସ୍…
Archives


