ଅନ୍ତର୍ଜାତୀୟ

କଶ୍ମୀର ପ୍ରସଙ୍ଗର ଆନ୍ତର୍ଜାତିକୀକରଣ: ବିଫଳତା ସ୍ବୀକାର କଲେ ଇମ୍ରାନ୍‌

ନ୍ୟୁୟର୍କ,୨୬ା୯: କଶ୍ମୀର ପ୍ରସଙ୍ଗକୁ ଅନ୍ତର୍ଜାତିକୀକରଣ କରାଇବାରେ ପାକିସ୍ତାନ ବିଫଳ ହୋଇଥିବା ଏହାର ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ସ୍ବୀକାର କରିଛନ୍ତି। ଏଥିପାଇଁ ଅନ୍ତର୍ଜାତୀୟ ସମୁଦାୟ ପାଖରେ ସେ ଦୁଃଖିତ ବୋଲି ଇମ୍ରାନ୍‌ କହିଛନ୍ତି। ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ଲାଗି ଭାରତର ନିଷ୍ପତ୍ତିକୁ…

ହାର୍ଟଆଟାକ୍‌ରୁ ଦୂରେଇ ରହିବା ପାଇଁ…

ପିଆଜ ଶଣ୍ଢା ଶରୀରର ଅନେକ ଉପକାର କରେ। ଏହା ବହୁ ରୋଗରୁ ଦୂରେଇ ରଖେ। ନିୟମିତ ଅଭ୍ୟାସ କରି ସକାଳେ ଅଧାକପ୍‌ ପିଆଜ ଶଣ୍ଢା ରସ ପିଇଲେ ହାର୍ଟ ଆଟାକ୍‌ରୁ ମୁକ୍ତି ମିଳେ ବୋଲି ଟରୋଣ୍ଟୋ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା…

ହଜିଯାଇଥିବା ପୋଷା କୁକୁରକୁ ଖୋଜିବା ପାଇଁ ଚାକିରି ଛାଡିଲେ ମହିଳା

ଓ୍ବାଶିଂଟନ୍‌: ଆମେରିକାର ଓ୍ବାଶିଂଟନରେ ଜଣେ ମହିଳା ହଜିଯାଇଥିବା ପୋଷା କୁକୁରକୁ ଖୋଜିବା ପାଇଁ ଚାକିରି ଛାଡିଦେଇଛନ୍ତି। ଗତ ଜୁଲାଇ ମାସରେ କ୍ୟାରୋଲ୍‌ ନାମକ ଜଣେ ମହିଳା ନିଜ କୁକୁର କ୍ୟାଟିକୁ ନେଇ ବୁଲିବାକୁ ଯାଇଥିଲେ। ସେ ସ୍ବାମୀଙ୍କ ସହ ହୋଟେଲ ବାହାରକୁ…

ପୃଥିବୀ ବିନାଶର କାରଣ ହୋଇପାରେ ଭୂକମ୍ପ: ପ୍ରତିବର୍ଷ ଚନ୍ଦ୍ରମା ଦୂରେଇ ଯାଉଛି ଦେଢ଼ ଇଞ୍ଚ

ଓ୍ବାଶିଂଟନ,୨୫।୯: ଗତ ୨୦ ବର୍ଷ ମଧ୍ୟରେ ପୃଥିବୀର ବିଭିନ୍ନ ସ୍ଥାନରେ ଲଗାତାର ଭୂକମ୍ପ ଘଟଣା ଘଟୁଛି। ହୁଏତ ଆଗାମୀ ଦିନରେ ପୃଥିବୀ ବିନାଶର କାରଣ ଭୂକମ୍ପ ହୋଇପାରେ ବୋଲି ଗବେଷକ ଅନୁମାନ କରୁଛନ୍ତି। ପୃଥିବୀ ନିଜ ଅକ୍ଷରେ ଘଣ୍ଟାପ୍ରତି ୧,୬୭୦ କିମି…

ଟ୍ରମ୍ପ୍‌ଙ୍କ ବିରୋଧରେ ମହାଭିଯୋଗ ପ୍ରକ୍ରିୟା ଆରମ୍ଭ

ଓ୍ବାଶିଂଟନ,୨୫।୯: ବିଦେଶରୁ ସହାୟତା ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍‌ ଟ୍ରମ୍ପ୍‌ ନିର୍ବାଚନ ଜିତିଥିବା ଅଭିଯୋଗ ହୋଇଛି। ଏନେଇ କଂଗ୍ରେସ ପକ୍ଷରୁ ମହାଭିଯୋଗ ପ୍ରକ୍ରିୟା ଆରମ୍ଭ କରାଯାଇଛି। ତେବେ ଟ୍ରମ୍ପ୍‌ ତାଙ୍କ ଉପରେ ଲାଗିଥିବା ସମସ୍ତ ଅଭିଯୋଗକୁ ଖଣ୍ଡନ କରିଛନ୍ତି। ଟ୍ରମ୍ପ୍‌ ନିଜର…

ମୋଦିଙ୍କୁ ‘ଗ୍ଲୋବାଲ ଗୋଲ୍‌ କିପର ଆଓ୍ବାର୍ଡ’

ଓ୍ବାଶିଂଟନ,୨୫।୯: ସ୍ବଚ୍ଛ ଭାରତ ଅଭିଯାନ ଭଳି ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆମେରିକାରେ ବିଲ୍‌ ଗେଟସ୍‌ ଏବଂ ମିଲେଣ୍ଡା ଗେଟସ୍‌ ଫାଉଣ୍ଡେସନ୍‌ ପକ୍ଷରୁ ‘ଗ୍ଲୋବାଲ ଗୋଲ୍‌ କିପର ଆଓ୍ବାର୍ଡ’ ପ୍ରଦାନ କରାଯାଇଛି। ଏହି ଅବସରରେ ମୋଦି କହିଛନ୍ତି ଯେ,…

ମାଗଣାରେ ଖାଇବାକୁ ଡେଟ୍‌ରେ ଯାଆନ୍ତି ଯୁବତୀ

କାଲିଫର୍ନିଆ: ବିବାହ ବା ରିଲେଶପଶିପରେ ରହିବା ପୂର୍ବରୁ ପରସ୍ପରକୁ ଜାଣିବା ପାଇଁ ପୁଅ-ଝିଅ ଡେଟିଂରେ ଯାଉଥିବା କଥା କିଛି ନୂଆ ନୁହେଁ। ଅନ୍‌ଲାଇନ୍‌ ଡେଟିଂ ଆପ୍‌ରୁ ହେଉ କି ସୋସିଆଲ ମିଡିଆରୁ ପରିଚିତ ବନ୍ଧୁ ହୁଅନ୍ତୁ, ପ୍ରଥମେ ଡେଟ୍‌ରେ ଯିବାକୁ ସମସ୍ତେ…

ବୋରିସ୍‌ଙ୍କୁ ସୁପ୍ରିମକୋର୍ଟ ଝଟକା: ପାର୍ଲାମେଣ୍ଟ ନିଲମ୍ବନ ବେଆଇନ

ଲଣ୍ଡନ,୨୫ା୯ (ପି.ଟି./ଆଇଏଏନ୍‌ଏସ୍‌): ବ୍ରିଟେନ ପାର୍ଲାମେଣ୍ଟକୁ ନିଲମ୍ବନ କରିବା ବେଆଇନ ଓ ଅବୈଧ ବୋଲି ମଙ୍ଗଳବାର ସେଠାକାର ସୁପ୍ରିମକୋର୍ଟ ରାୟ ଦେଇଛନ୍ତି। ଏହି ଐତିହାସିକ ନିଷ୍ପତ୍ତି ଯୋଗୁ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନଙ୍କୁ ଶକ୍ତ ଝଟକା ଲାଗିଛି। ମାସ ଆରମ୍ଭରେ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ୍‌…

ଚାଇନାକୁ ଟ୍ରମ୍ପ୍‌ଙ୍କ ନାଲିଆଖି

ନ୍ୟୁୟର୍କ,୨୫ା୯: ବେଜିଂର ବାଣିଜି୍ୟକ ସ୍ବେଚ୍ଛାଚାରିତା ଶେଷ ହୋଇଛି। ହଂକଂବାସୀଙ୍କ ଗଣତାନ୍ତ୍ରିକ ଉପାୟରେ ଜୀବନକୁ ଚାଇନା ସୁରକ୍ଷା ଦେଉ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ମଙ୍ଗଳବାର ବାଣିଜ୍ୟ ଓ ହଂକଂ ପ୍ରସଙ୍ଗରେ ଚାଇନାକୁ ଏଭଳି ଭାଷାରେ ଚେତାବନୀ ଦେଇଛନ୍ତି। ଜାତିସଂଘ ସାଧାରଣ ସଭା…

ପିଓକେରେ ଶକ୍ତିଶାଳୀ ଭୂକମ୍ପ:୨୬ ମୃତ

ଇସ୍‌ଲାମାବାଦ/ନୂଆଦିଲ୍ଲୀ,୨୫-୯(ପି.ଟି.) :ପାକ୍‌-ଅଧିକୃତ କଶ୍ମୀର (ପିଓକେ)ରେ ମଙ୍ଗଳବାର ଅପରାହ୍ନରେ ଏକ ଶକ୍ତିଶାଳୀ ଭୂକମ୍ପ ହୋଇଛି। ରିକ୍ଟର ସ୍କେଲ୍‌ରେ ୫.୮ ତୀବ୍ରତା ବିଶିଷ୍ଟ ଭୂକମ୍ପରେ ରାଜଧାନୀ ଇସ୍‌ଲାମାବାଦ ସମେତ ପାକିସ୍ତାନର ଉତ୍ତରଭାଗର ଅନେକ ଅଞ୍ଚଳ ଥରିଉଠିଛି। ଏଥିରେ ଅନୂ୍ୟନ ୨୬ ଜଣ ପ୍ରାଣ ହରାଇଥିବାବେଳେ…

ସୀମା ଟପିଲେ ଟ୍ରମ୍ପ୍‌: ଟେକିବାକୁ ଯାଇ କହିଲେ,ମୋଦି ଭାରତର ଜନକ

ନ୍ୟୁୟର୍କ,୨୫-୯:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିବାକୁ ଯାଇ ମର୍ଯ୍ୟାଦାର ସୀମା ଟପିଯାଇଛନ୍ତି। ୭୪ତମ ଜାତିସଂଘ ସାଧାରଣ ସଭା (ୟୁଏନ୍‌ଜିଏ) ପରିପ୍ରେକ୍ଷୀରେ ଦ୍ୱିପାକ୍ଷିକ ବୈଠକ ପରେ ସେ ମୋଦିଙ୍କୁ ଭାରତର ଜନକ ଭାବେ ଅଭିହିତ କରିଛନ୍ତି।…

ଯେଉଁଠି ବର କନ୍ୟାଙ୍କ ଗୋଡ଼ ଛୁଇଁ କରନ୍ତି ତ୍ରିବାର ସତ୍ୟ…

ବିବାହକୁ ନେଇ ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ରୀତିନୀତି ରହିଆସିଛି। ବେଳେବେଳେ ଯାହାକୁ ଶୁଣିଲେ ଆଶ୍ଚର୍ଯ୍ୟ ଲାଗେ। ଇଣ୍ଡୋନେସିଆ ଦାନି ଜନଜାତି ସମ୍ପ୍ରଦାୟରେ ବିବାହ ସମୟରେ କନ୍ୟା ପାଦ ଆଙ୍ଗୁଳିର ନଖ ଛୁଇଁ ବରକୁ ତ୍ରିବାର ସତ୍ୟ କରିବାକୁ ହୁଏ। ବିବାହପରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri