ଅନ୍ତର୍ଜାତୀୟ

ଭୂକମ୍ପର ତୀବ୍ର ଝଟକାରେ ଥରିଲା ପିଓକେ: ବ୍ୟାପକ କ୍ଷୟକ୍ଷତି, ୫ ମୃତ, ୫୦ ଆହତ

ନୂଆଦିଲ୍ଲୀ/ ଇସ୍‌ଲାମାବାଦ, ୨୪।୯:  ଦିଲ୍ଲୀ ଏନ୍‌ସିଆର୍‌ ସମେତ ଉତ୍ତର ଭାରତର ଅନେକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଭୂକମ୍ପ ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୬.୩ ରହିଛି। ସେହିପରି ପାକିସ୍ତାନର ଇସ୍‌ଲାମାବାଦ, ପେଶାଓ୍ବର, ରାଓ୍ବଲପିଣ୍ଡି ଓ ଲାହୋର ସମେତ ବହୁ…

ଏହି ମହିଳାଙ୍କ ଆଖିରୁ ଲୁହ ବଦଳରେ ବାହାରୁଛି କ୍ରିଷ୍ଟାଲ

ୟେରେଭାନ୍‌,୨୪।୯:ଆର୍ମେନିଆର ସ୍ପେଣ୍ଡରିଆନରେ ବାସ କରୁଥିବା ଜଣେ ମହିଳାଙ୍କ ଆଖିରୁ ପ୍ରତିଦିନ ଲୁହ ବଦଳରେ ୫୦ଟି କ୍ରିଷ୍ଟାଲ(ସ୍ପଟିକ) ବାହାରୁଛି। ଡାକ୍ତର ଏହା ଦେଖି ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ସେଟନିକ୍‌ କାଜର଼୍ୟାନ୍‌ ନାମକ ଏହି ମହିଳା ଜଣଙ୍କୁ କେଉଁ ରୋଗ ହୋଇଛି ତାହାର ସନ୍ଧାନରେ ଲାଗିପଡିଛନ୍ତି…

ନିଜ ଭାଷଣରେ ଟ୍ରମ୍ପ-ମୋଦିଙ୍କ ଭଳି ନେତାଙ୍କୁ ସ୍ତବ୍ଧ କରିଦେଲେ ୧୬ ବର୍ଷୀୟା ଝିଅ

ନ୍ୟୁୟର୍କ,୨୪।୯: ସ୍ବିଡେନର ୧୬ ବର୍ଷୀୟା ଝିଅ ଗ୍ରେଟା ଥନବର୍ଗ ଏବେ ଚର୍ଚ୍ଚାରେ। ଆମେରିକାରେ ଆୟୋଜିତ ଜାତିସଂଘର ଉଚ୍ଚସ୍ତରୀୟ ଜଳବାୟୁ ପରିବର୍ତ୍ତନ ସମ୍ମିଳନୀରେ ଅଭିଭାଷଣ ରଖି ସାରା ବିଶ୍ୱକୁ ଚମକାଇ ଦେଇଛନ୍ତି ଗ୍ରେଟା। ଜାତିସଂଘର ମହାସଚିବ ଏଣ୍ଟିନିୟୋ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ,…

କଶ୍ମୀରରେ ପ୍ରସଙ୍ଗରେ ଏମିତି କଥା ଶୁଣି ଚିଡିଗଲେ ଟ୍ରମ୍ପ୍‌: ଇମ୍ରାନ ରହିଲେ ଚୁପ୍‌

ନ୍ୟୁୟର୍କ,୨୪।୯: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ସୋମବାର ସାକ୍ଷାତ କରିଛନ୍ତି। ଆଲୋଚନାବେଳେ ଇମ୍ରାନ କଶ୍ମୀର ପ୍ରସଙ୍ଗ ଉଠାଇଥିଲେ ମଧ୍ୟ ଟ୍ରମ୍ପ ଏହାକୁ ଏଡାଇ ଯାଇ ଭାରତ ତୃତୀୟ ପକ୍ଷ ଏଥିରେ ସାମିଲ ହେବାକୁ ଚାହୁଁନାହିଁ ବୋଲି…

ଅଜଣା ଲୋକଙ୍କ ସହିତ ପ୍ରତିଦିନ କରନ୍ତି ବନ୍ଧୁତା: ୪ ବର୍ଷରେ ୨୮ଶହ ବନ୍ଧୁ

ଫିଲାଡ଼େଲଫିଆ,୨୪।୯: ଆମେରିକା ଫିଲାଡ଼େଲଫିଆରେ ଜଣେ ଯୁବକ ପ୍ରତିଦିନ ଅଜଣା ଲୋକଙ୍କୁ ଭେଟି ତାଙ୍କ ସହିତ ବନ୍ଧୁତା କରିଥାନ୍ତି। ସେ ହେଉଛନ୍ତି ୨୮ ବର୍ଷ ବୟସ୍କ ରୋବ୍‌ ଲୋଲେସ୍‌। ସେ ୨୦୧୫ଠାୁ ଏଭଳି କାର୍ଯ୍ୟ ଆରମ୍ଭ କରିଛନ୍ତି। ଗତ ୪ ବର୍ଷ ମଧ୍ୟରେ…

୨୦୯ ବର୍ଷ ପୁରୁଣା କବରସ୍ତାନରେ ହେବ ରେଳଷ୍ଟେଶନ: ବାହାର କରାଯିବ ୬ହଜାର ୫ଶହ ମଣିଷ କଙ୍କାଳ

ବର୍ମିଂହାମ୍‌,୨୪।୯: ବ୍ରିଟେନରେ ଏକ ୨୦୯ ବର୍ଷ ପୁରୁଣା କବରସ୍ତାନରେ ରେଳଷ୍ଟେଶନ କରାଯିବା ଳାଗି ଯୋଜନା ହୋଇଛି। ଏଠାରେ ଏଚଏସଟୁ ରେଳଷ୍ଟେଶନ ନିର୍ମାଣ କରାଯିବ। ଏଥିପାଇଁ ଏହି କବରସ୍ତାନରୁ ୬ ହଜାର ୫ ଶହ ମଣିଷ କଙ୍କାଳ ବାହାର କରାଯିବ ବୋଲି ସ୍ଥାନୀୟ…

ଅଲ୍‌-କାଇଦା ଆତଙ୍କବାଦୀଙ୍କୁ ତାଲିମ୍‌ ଦେଇଥିଲା ଆଇଏସ୍‌ଆଇ: ମାନିଲେ ଇମ୍ରାନ୍‌

ନ୍ୟୁୟର୍କ,୨୪।୯: ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଅଲ୍‌-କାଇଦା ଆତଙ୍କବାଦୀଙ୍କୁ ତାଲିମ୍‌ ଦେଇଥିଲା। ଏନେଇ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁ ନ୍ୟୁୟର୍କର ସେଣ୍ଟର ଫର୍‌ ଫରେନ୍‌ ରିଲେଶନ୍‌ ପକ୍ଷରୁ ଆୟୋଜିତ ଏକ ବୈଠକରେ ସୂଚନା ଦେଇଛନ୍ତି। ଏଥିରେ ପାକିସ୍ତାନ ସୈନ୍ୟ ବାହିନୀ ମଧ୍ୟ…

ନୋବେଲ ପୁରସ୍କାର ନ ମିଳିବାରୁ ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ

ନ୍ୟୁୟର୍କ,୨୪।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୋବେଲ ଶାନ୍ତି ପୁରସ୍କାର ନ ମିଳିବାରୁ ସେ କ୍ଷୋଭ ପ୍ରକାଶ କରିଛନ୍ତି। ଏଥିସହ ନୋବେଲ ଶାନ୍ତି ପୁରସ୍କାରର ଚୟନ ଉପରେ ମଧ୍ୟ ସେ ପ୍ରଶ୍ନ ଉଠାଇଛନ୍ତି। ଯଦି ନିରପେକ୍ଷ ଭାବରେ ବିଚାର କରାଯାଇ ଏହି…

ସ୍ବଚ୍ଛ ଭାରତ ଅଭିଯାନ: ମୋଦିଙ୍କୁ ମିଳିବ ‘ଗ୍ଲୋବାଲ ଗୋଲ୍‌ କିପର ଆଓ୍ବାର୍ଡ’

ଓ୍ବାଶିଂଟନ,୨୪।୯: ସ୍ବଚ୍ଛ ଭାରତ ଅଭିଯାନ ଅନ୍ତର୍ଗତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆମେରିକାରେ ‘ଗ୍ଲୋବାଲ ଗୋଲ୍‌ କିପର ଆଓ୍ବାର୍ଡ’ ପ୍ରଦାନ କରାଯିବ। ବିଲ୍‌-ମିଲେଣ୍ଡା ଫାଉଣ୍ଡେସନ୍‌ ପକ୍ଷରୁ ଏହି ପୁରସ୍କାର ଦିଆଯିବ। ବିଶ୍ୱସ୍ତରରେ ଅବା ନିଜ ଦେଶରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ରାଜନେତାଙ୍କୁ ଏହି…

ଆପଲ୍‌ ଘଣ୍ଟା ବଞ୍ଚାଇଲା ପର୍ବତାରୋହୀଙ୍କ ଜୀବନ: ଫେସବୁକ୍‌ରେ ଭାଇରାଲ; ୨ ଲକ୍ଷ କଲେଣି ଶେୟାର

ଓ୍ବାଶିଂଟନ,୨୪।୯: ଆପଲ ଘଣ୍ଟାର ସିରିଜ୍‌-୪ରେ ଫଲ୍‌ ଡିଟେକସନ୍‌ ସୁବିଧା ରହିଛି। ଏହାଦ୍ୱାରା ଘଣ୍ଟା ପିନ୍ଧିଥିବା ବ୍ୟକ୍ତି ଯଦି ବାଟରେ କୌଣସି ସ୍ଥାନରେ ପଡ଼ି ଯାଆନ୍ତି ତେବେ ଏହାର ସୂଚନା ଏହା ସହିତ ସଂଯୋଗ ହୋଇଥିବା ସ୍ମାର୍ଟଫୋନ୍‌କୁ ପ୍ରେରିତ ହୋଇଥାଏ। ଏହି ଘଣ୍ଟା…

ଏବେ କାମ କରିବା ସମୟ

ଜାତିସଂଘ,୨୪।୯: ନ୍ୟୁୟର୍କରେ ସୋମବାର ଅନୁଷ୍ଠିତ ଜାତିସଂଘ ଜଳବାୟୁ ସମିଟ୍‌ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେଇ ପ୍ରଥମ ପର୍ଯ୍ୟାୟରେ ଉଦ୍‌ବୋଧନ ଦେଇଛନ୍ତି। ଜଳବାୟୁକୁ ନେଇ କଥା କହିବା ସମୟ ଅତିବାହିତ ହୋଇଯାଇଛି। ଏବେ କାମ କରିବା ସମୟ ଆସିଛି। ବିଶ୍ୱ ନେତାମାନେ ସେମାନଙ୍କ…

ଅଧିକ ସମୟ ଟିଭି ଦେଖୁଛନ୍ତି କି? ହୋଇପାରେ ଏହି ପ୍ରାଣଘାତୀ ରୋଗ

ଶୀର୍ଷକ ପଢ଼ି ଆଶ୍ଚର୍ଯ୍ୟ ହେଉଥିବେ, ମାତ୍ର ଏହା ସତ। ଯଦି ଆପଣ ଟିଭି ପ୍ରେମୀ ହୋଇଥାନ୍ତି, ତେବେ ଏବେଠୁ ସାବଧାନ ହୋଇଯାନ୍ତୁ। ଏକ ସଦ୍ୟ ଗବେଷଣାରୁ ଜଣାପଡ଼ିଛି, ଯଦି ଆପଣ ଦୀର୍ଘ ସମୟ ଧରି ଟିଭି ଦେଖୁଥାନ୍ତି କିମ୍ବା କମ୍ପ୍ୟୁଟର୍‌ ଏବଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri