ସଚ୍ଚୋଟ ପଣିଆ ତାଲିକା: ସୁଇଜରଲାଣ୍ଡ୍ ୧ ନମ୍ବର; ୩୦ତମ ସ୍ଥାନରେ ଭାରତ
ଜୁରିକ୍,୨୨।୬: ପ୍ରକାଶ ପାଇଛି ବିଶ୍ୱ ସଚ୍ଚୋଟ ପଣିଆ ତାଲିକା। ଏଥିରେ ସୁଇଜରଲାଣ୍ଡ୍ ୧ ନମ୍ବର ସ୍ଥାନରେ ରହିଥିବାବେଳେ ଭାରତର ସ୍ଥାନ ୩୦ ରହିଛି। ରାସ୍ତାରୁ ପର୍ସ ଅବା ଅନ୍ୟ କିଛି ବସ୍ତୁ ମିଳିଲେ କେତେ ଲୋକ ଏହାକୁ ମାଲିକ ପାଖରେ ପହଞ୍ଚାଇଥାନ୍ତି…
ବ୍ରିଟିଶ୍ ହେରାଲ୍ଡ ରିଡର୍ସ ପୋଲ୍:ମୋଦି ସବୁଠୁ ପ୍ରଭାବଶାଳୀ ବ୍ୟକ୍ତି
ଲଣ୍ଡନ, ୨୨ା୬: ବ୍ରିଟେନର ଅଗ୍ରଣୀ ପତ୍ରିକା ବ୍ରିଟିଶ୍ ହେରାଲ୍ଡ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ୨୦୧୯ରେ ବିଶ୍ୱର ସବୁଠୁ ପ୍ରଭାବଶାଳୀ ବ୍ୟକ୍ତି ବୋଲି ଘୋଷଣା କରିଛି। ରିଡର୍ସ ପୋଲ୍ରେ ସେ ଅନେକ ବିଶ୍ୱ ନେତା ଓ ରାଜନେତାଙ୍କୁ ପରାସ୍ତ କରି ବିଜୟୀ ହୋଇଥିବା…
ଏନ୍ଏସ୍ଜିରେ ଭାରତର ସଦସ୍ୟତାକୁ ଚାଇନାର ବିରୋଧ
ବେଜିଂ,୨୨ା୬(ପି.ଟି.) : ଆଣବିକ ସାମଗ୍ରୀ ଯୋଗାଣକାରୀ ଗୋଷ୍ଠୀ(ଏନ୍ଏସ୍ଜି)ରେ ଭାରତକୁ ସାମିଲ କରାଯିବାର ପ୍ରଶ୍ନ ଉଠୁନାହିଁ ବୋଲି ଚାଇନା କହିବା ସହ ଭାରତର ପ୍ରବେଶକୁ ବିରୋଧ କରିଛି। ଏକ ନିର୍ଦ୍ଦିଷ୍ଟ ଯୋଜନାରେ ପହଞ୍ଚିବା ପୂର୍ବରୁ ଭାରତ ସମ୍ପର୍କରେ ଆଲୋଚନା ନ କରିବା ଲାଗି…
ଚାଳକ ବିହିନ ହେଲିକପ୍ଟରର ପରୀକ୍ଷଣ କଲା ଚାଇନା
ବେଜିଂ,୨୧।୬: ଚାଇନା ଏକ ଚାଳକ ବିହିନ ହେଲିକପ୍ଟରର ପରୀକ୍ଷଣ କରିଛି। ଶୁକ୍ରବାର ଚାଇନାର ସରକାରୀ ଗଣମାଧ୍ୟମ ଏହି ସୂଚନା ଦେଇଛି। ପ୍ରଥମ ଥର ଏହି ଚାଳକ ବିହିନ ହେଲିକପ୍ଟରଟି ରାତିରେ ଏକ ସଫଳ ଅପରେଶନ କରିଥିବା କୁହାଯାଉଛି। ଏହି ହେଲିକପ୍ଟର ଦ୍ୱାରା…
ନିଜାମଙ୍କ ହୀରା ମୁଦି ୫୪ କୋଟି ଟଙ୍କାରେ ବିକ୍ରି
ନ୍ୟୁୟର୍କ, ୨୧।୬: ଆମେରିକା ନ୍ୟୁୟର୍କ ସହରରେ ଭାରତୀୟ ସମ୍ରାଟ ନିଜାମ ମୀର ଉସମାନ ଅଲ୍ଲୀ ଖାନ୍ଙ୍କ ଅଳଙ୍କାର ନିଲାମ କରାଯାଇଛି। ନିଜାମଙ୍କ ସ୍ବତନ୍ତ୍ର ହୀରା ମୁଦି ୫୪ କୋଟି ଟଙ୍କା, ନେକଲେସ୍ ୧୭ କୋଟି ଟଙ୍କା ଏବଂ ତଲଓ୍ବାର ୧୩.୪ କୋଟି…
ଯୋଗାସନ କରି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଅଭିନନ୍ଦନ ଜଣାଇଲେ ଶ୍ରୀଲଙ୍କା ରାଷ୍ଟ୍ରପତି
କଲୋମ୍ବୋ,୨୧।୬: ଶ୍ରୀଲଙ୍କା ରାଷ୍ଟ୍ରପତି ମୈତ୍ରିପାଲ ଶିରସେନା ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗାସନ କରିଛନ୍ତି। ଯୋଗ କରୁଥିବାର ଏକ ଭିଡିଓକୁ ସେ ନିଜ ଟୁଇଟର ଆକାଉଣ୍ଟରେ ଶେୟାର କରିଛନ୍ତି। ଏହି ଅବସରରେ ସାରା ବିଶ୍ୱକୁ ଯୋଗର ମହତ୍ୱ ବୁଝାଇବା ପାଇଁ ସେ ପ୍ରଧାନମନ୍ତ୍ରୀ…
ଟ୍ରମ୍ପ୍,ପୁଟିିନଙ୍କୁ ପଛରେ ପକାଇ ବିଶ୍ୱର ସବୁଠୁ ପ୍ରଭାବଶାଳୀ ବ୍ୟକ୍ତି ହେଲେ ମୋଦି
ନୂଆଦିଲ୍ଲୀ, ୨୧।୬: କେବଳ ଦେଶରେ ନୁହେଁ, ସାରା ବିଶ୍ୱରେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜଲ୍ଓ୍ବା ଦେଖିବାକୁ ମିଳିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍, ରୁଷ ରାଷ୍ଟ୍ରପତି ଭ୍ଲାଡିମିର୍ ପୁଟିନ ଏବଂ ଚାଇନା ରଷ୍ଟ୍ରପତି ସି ଜିନ୍ପିଙ୍ଗ୍ଙ୍କୁ ପଛରେ ପକାଇ ମୋଦି…
ଇରାନ ଖସାଇଲା ଆମେରିକା ଡ୍ରୋନ୍
ତେହେରାନ,୨୦ା୬: ଆମେରିକା ସହ ଆଣବିକ ଚୁକ୍ତିନାମା ରଦ୍ଦ ହେବା ପରେ ତେହେରାନ ଓ ଓ୍ବାଶିଂଟନ ମଧ୍ୟରେ ଉତ୍ତେଜନା ଲାଗି ରହିଛି। ଇରାନର ରିଭଲ୍ୟୁଶନାରି ଗାର୍ଡ (ଆଇଆର୍ଜି) ଗୁରୁବାର ଆମେରିକାର ଏକ ଡ୍ରୋନ୍କୁ ଗୁଳି କରି ଖସାଇ ଦେଇଛି। ଡ୍ରୋନ୍ଟି ଇରାନ ଆକାଶରେ…
ବସ୍ଙ୍କୁ ମେସେଜ୍ କରି ଚାକିରି ହରାଇଲେ ମହିଳା କର୍ମଚାରୀ
ବେଜିଂ,୨୦।୬: ଚାଇନାର ଏକ କମ୍ପାନୀରେ କାମ କରୁଥିବା ଜଣେ ମହିଳାଙ୍କୁ ସାମାନ୍ୟ କାରଣ ପାଇଁ ଚାକିରି ହରାଇବାକୁ ପଡିଛି। କାରଣ ହେଉଛି ସେ ତାଙ୍କ ବସ୍ଙ୍କ ପାଖକୁ ଏମିତି କିଛି ମେସେଜ୍ କରିଛନ୍ତି ଯାହା ତାଙ୍କୁ ମହାଙ୍ଗା ପଡିଛି। ମହିଳା ଜଣକ…
ଓ୍ବାର୍ଲଡ ରିଫ୍ୟୁଜି ଡେ’କୁ ନେଇ ଇମୋଶନାଲ ପୋଷ୍ଟ କଲେ ପ୍ରିୟଙ୍କା
ଲଣ୍ଡନ,୨୦।୬: ବଲିଉଡ୍ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଓ୍ବାର୍ଲଡ ରିଫ୍ୟୁଜି ଡେ’ ବା ବିଶ୍ୱ ଶରଣାର୍ଥୀ ଦିବସକୁ ନେଇ ସୋସିଆଲ ମିଡିଆରେ ଏକ ଭିଡିଓ ପୋଷ୍ଟ କରିଛନ୍ତି। ଏହା ସହ ସେ ଏକ ବାର୍ତ୍ତା ମଧ୍ୟ ଲେଖିଛନ୍ତି। ଯେଉଁଥିରେ ସେ କହିଛନ୍ତି ଶିଶୁ…
ଶୁକ୍ରାଣୁ ଦାନ କରିଥିବା ବ୍ୟକ୍ତିଙ୍କୁ ପିତାର ଅଧିକାର ଦେଲେ କୋର୍ଟ
ସିଡ୍ନୀ,୨୦।୬: ଅଷ୍ଟ୍ରେଲିଆର ଏକ କୋର୍ଟ ଶୁକ୍ରାଣୁ ଦାନ କରିଥିବା ବ୍ୟକ୍ତିଙ୍କୁ ଜଣେ ୧୨ ବର୍ଷୀୟା କନ୍ୟାଙ୍କ ପ୍ରକୃତ ପିତା ହେବାର ଅଧିକାର ପ୍ରଦାନ କରିଛନ୍ତି। ପିଲାଟିର ଭବିଷ୍ୟତ ନିଷ୍ପତ୍ତି ମଧ୍ୟ ଏହି ପିତା ନେଇପାରିବେ ବୋଲି କୋର୍ଟ କହିଛନ୍ତି। ସୂଚନାଯୋଗ୍ୟ, ନିଜ…
ସୌରମଣ୍ଡଳ ବାହାରେ ପୃଥିବୀ ପରି ୨ ଗ୍ରହର ମିଳିଲା ସନ୍ଧାନ
ମାଦ୍ରିଦ୍,୨୦।୬: ସୌରମଣ୍ଡଳ ବାହାରେ ପୃଥିବୀ ପରି ୨ଟି ଗ୍ରହର ସନ୍ଧାନ ମିଳିଛି। ଦକ୍ଷିଣ ସ୍ପେନ୍ର ଅଲମେରିଆ ସ୍ଥିତ କେଲାର ମହାକାଶ କେନ୍ଦ୍ର ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ସୌରମଣ୍ଡଳଠାରୁ ପ୍ରାୟ ୧୨.୫ ଆଲୋକ ବର୍ଷ ଦୂରରେ ଥିବା ଟିଗାଇନ୍ ଷ୍ଟାର୍ ନିକଟରେ…
Archives


