ଅନ୍ତର୍ଜାତୀୟ

ଖାସୋଗିଙ୍କ ହତ୍ୟାରେ କ୍ରାଉନ୍‌ ପ୍ରିନ୍ସ ସମ୍ପୃକ୍ତ

ଜେନେଭା/ରିୟାଧ,୨୦ା୬ (ଏଏଫ୍‌ପି): ସୌଦି ସାମ୍ବାଦିକ ଜମାଲ ଖାସୋଗିଙ୍କ ହତ୍ୟାକାଣ୍ଡରେ କ୍ରାଉନ୍‌ ପ୍ରିନ୍ସ ମହମ୍ମଦ ବିନ୍‌ ସଲମାନ୍‌ ସମ୍ପୃକ୍ତ ବୋଲି ବୁଧବାର ଜାତିସଂଘର ଜଣେ ବିଶେଷଜ୍ଞ ରିପୋର୍ଟ ଦେଇଛନ୍ତି। ଏଥିସହ ବିଦେଶରେ ଥିବା ପ୍ରିନ୍ସଙ୍କ ବ୍ୟକ୍ତିଗତ ସମ୍ପତ୍ତି ଉପରେ କଟକଣା ଜାରି କରିବା…

ବର୍ଷକୁ ୭ କୋଟି ଲୋକ ଦେଶାନ୍ତର ହେଉଛନ୍ତି

ଜେନେଭା,୨୦ା୬(ଆଇଏଏନ୍‌ଏସ୍‌): ହିଂସାକାଣ୍ଡ, ମାଲିମକଦ୍ଦମା, ବିବାଦ ଆଦି ବିଭିନ୍ନ କାରଣରୁ ୨୦୧୮ରେ ସାରା ବିଶ୍ୱରୁ ୭ କୋଟିରୁ ଅଧିକ ଲୋକ ଦେଶାନ୍ତର ହେବାକୁ ବାଧ୍ୟ ହୋଇଛନ୍ତି। ଗତ ୭୦ ବର୍ଷ ମଧ୍ୟରେ ଏହା ସର୍ବାଧିକ ବୋଲି ଜାତିସଂଘର ଶରଣାର୍ଥୀ ଉଚ୍ଚାୟୁକ୍ତଙ୍କ କାର୍ଯ୍ୟାଳୟ (ୟୁଏନ୍‌ଏଚ୍‌ସିଆର୍‌)…

୨୨୦ କୋଟି ଲୋକଙ୍କ ପାଖରେ ନାହିଁ ପିଇବା ପାଣି; ୪୨୦ କୋଟିଙ୍କୁ ମିଳୁନି ପରିମଳ ବ୍ୟବସ୍ଥା: ଜାତିସଂଘ

ଜେନେଭା,୧୯।୬: ପୃଥିବୀରେ ଧୀରେଧୀରେ ଜଳ ସଙ୍କଟ ଉଗ୍ରରୂପ ଧାରଣ କରୁଛି। ବିଭିନ୍ନ ଦେଶରେ ୨୨୦ କୋଟି ଲୋକଙ୍କ ପାଖରେ ପିଇବାକୁ ପାଣି ନ ନାହିଁ। ଏନେଇ ଜାତିସଂଘ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଉଲ୍ଲେଖ ହୋଇଛି। ପୃଥିବୀର ୪୨୦ କୋଟି ଲୋକଙ୍କୁ…

ଭାରତ ଏବଂ ପାକିସ୍ତାନ ମଧ୍ୟ ଅଧିକ ମ୍ୟାଚ୍‌ ଆୟୋଜନ ହେଉ: ମେହମୁଦ୍‌ କ୍ୟୁରେସି

ଇସଲମାବାଦ୍‌, ୧୯।୬: ବିଶ୍ୱକପରେ ଭାରତଠାରୁ ପରାସ୍ତ ହେବା ପରେ ପାକିସ୍ତାନରେ ହଡକମ୍ପ ସୃଷ୍ଟି ହୋଇଛି। ଏନେଇ ପ୍ରତିକ୍ରିୟା ଦେଇଛନ୍ତି ପାକିସ୍ତାନ ବୈଦେଶିକ ମନ୍ତ୍ରୀ ଶାହ ମେହମୁଦ କ୍ୟୁରେସି। ସେ କହିଛନ୍ତି, ଆଗକୁ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଅଧିକରୁ ଅଧିକ ମ୍ୟାଚ୍‌…

ଅଜଣା ବ୍ୟକ୍ତିଙ୍କ ଗୁଳିରେ ୩୮ ନିହତ

ବାମାକୋ,୧୯।୬: କେନ୍ଦ୍ରୀୟ ମାଲିରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ଜଣେ ଅଜଣା ବ୍ୟକ୍ତିଙ୍କ ଗୁଳିରେ ୩୮ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ସ୍ଥାନୀୟ ଗଙ୍ଗାଫାନି ଏବଂ ୟୋରୋ ଗାଁରେ ଏହା ଘଟିଥିବା ପ୍ରଶାସନ ପକ୍ଷରୁ କୁହାଯାଇଛି। ଏଠାକାର ଦୁଇ ଗାଁରେ…

କୋର୍ଟରୁମ୍‌ରେ ଟଳିପଡ଼ିଲେ ମୋର୍ସି

କାଏରୋ,୧୯ା୬(ଆଇଏଏନ୍‌ଏସ୍‌): ଇଜିପ୍ଟର ପୂର୍ବତନ ରାଷ୍ଟ୍ରପତି ମହମ୍ମଦ ମୋର୍ସି(୬୭) କୋର୍ଟରୁମ୍‌ରେ ଅଚାନକ ଟଳିପଡ଼ିବା ପରେ ଆଖି ବୁଜିଦେଇଛନ୍ତି। ମୋର୍ସିଙ୍କ ପୁତ୍ର ଅହମଦ୍‌ଙ୍କ ସୂଚନା ଅନୁଯାୟୀ, ପିତାଙ୍କୁ ପୂର୍ବ କାଏରୋ ଅଧୀନ ନାସେର ସିଟି ଡିଷ୍ଟ୍ରିକ୍ଟରେ ମୁସଲିମ୍‌ ବ୍ରଦରହୁଡ ଗାଇଡ୍‌ଙ୍କ ନିମନ୍ତେ ଉଦ୍ଦିଷ୍ଟ ସମାଧିସ୍ଥଳରେ…

ବିମାନ ଦୁର୍ଘଟଣା:୨ ପାଇଲଟ ମୃତ

ହାନୋଇ,୧୪ା୬(ଏଏଫ୍‌ପି) ଭିଏତ୍‌ନାମର ଏକ ସାମରିକ ବିମାନ ତାଲିମ ଉଡାଣ କରୁଥିବାବେଳେ ଦୁର୍ଘଟଣାଗ୍ରସ୍ତ ହେବା ଯୋଗୁ ଦୁଇ ପାଇଲଟଙ୍କ ମୃତ୍ୟୁ ଘଟିଛି। ବେସାମରିକ ବିମାନ ଚଳାଚଳ କ୍ଷେତ୍ରରେ ଭିଏତନାମ୍‌ର ଭଲ ରେକର୍ଡ ଥିଲେ ମଧ୍ୟ ଏଠାରେ ସାମରିକ ବିମାନ ଓ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ…

ବିମାନ ଛାତରେ ଧକ୍କା ହେଲେ ଏୟାରହୋଷ୍ଟେସ୍‌: ୧୦ଯାତ୍ରୀ ଆହତ

ପ୍ରିସ୍ଥିନା,୧୮।୬: ଏକ ଇଣ୍ଟରନ୍ୟାସନାଲ ବିମାନରେ ଯାତ୍ରୀଙ୍କୁ ଭୟଭୀତ ପରିସ୍ଥିତିର ସାମ୍‌ନା କରିବାକୁ ପଡ଼ିଥିଲା। ହଠାତ୍‌ ବିମାନଟି ଦୋହଲିବାରୁ ଗରମ ପାଣି ସର୍ଭ କରୁଥିବା ଏୟାର ହୋଷ୍ଟେସ୍‌ ସିଧା ଛାତ ସହ ଧକ୍କା ହୋଇଥିଲେ। ଫଳରେ ତାଙ୍କ ହାତରେ ଥିବା ସବୁ ଗରମ…

ବଦଳିପାରେ ମାକ୍ସ ୭୩୭ ବୋଇଂ ବିମାନର ନାମ

ନ୍ୟୁୟର୍କ,୧୮।୬: ବିମାନ ନିର୍ମାଣକାରୀ କମ୍ପାନୀ ବୋଇଂ ଏବେ ମାକ୍ସ ୭୩୭ ବିମାନର ନାମ ପରିବର୍ତ୍ତନ କରିପାରେ ବୋଲି କୁହାଯାଉଛି। ଦୁଇଟି ବଡ଼ ଦୁର୍ଘଟଣା ପରେ କେହି ଏହି ବିମାନକୁ କିଣୁ ନ ଥିବାକୁ କମ୍ପାନୀ ଏହାର ନାମ ପରିବର୍ତ୍ତନ କରିବା କଥା…

ଅନ୍ତର୍ଜାତୀୟ ଯୋଗ ଦିବସ: ଆୟୁର୍ବେଦ ମୋବାଇଲ୍‌ ଆପ୍‌ ଲଞ୍ଚ୍‌ କରିବ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ

ନ୍ୟୁୟର୍କ,୧୮।୬: ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଭାରତୀୟ ଆୟୁର୍ବେଦ ଚିକିତ୍ସାକୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଏକ ନୂତନ ପରିଚିତି ଦେବାକୁ ଯାଉଛି। ଏହି ଅବସରରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ଏକ ମୋବାଇଲ୍‌ ଆପ୍‌ ଲଞ୍ଚ୍‌ କରାଯିବ। ଏଥିରେ ହାଇପରଟେନସନ୍‌, ଡାଇବେଟିସ୍‌,…

ଆଗାମୀ ୮ ବର୍ଷରେ ଭାରତର ଜନସଂଖ୍ୟା ଚାଇନାଠାରୁ ଅଧିକ ହେବ

ଓ୍ବାଶିଂଟନ,୧୮।୬: ବିଶ୍ୱର ସବୁଠାରୁ ଅଧିକ ଜନସଂଖ୍ୟା ଥିବା ଦେଶ ମଧ୍ୟରେ ଚାଇନାର ସ୍ଥାନ ଏକ ନମ୍ବରରେ ଥିବା ବେଳେ ଏହା ପଛକୁ ରହିଛି ଭାରତ। ଚାଇନା ତା’ର ଜନସଂଖ୍ୟା ହ୍ରାସ କରିବାକୁ ବିଭିନ୍ନ ଯୋଜନା ପ୍ରସ୍ତୁତ କରିଥିବା ବେଳେ ଭାରତ ଏ…

ଚାଇନାରେ ଲଗାତାର ୨ ଥର ଭୂକମ୍ପ: ୧୧ ଜଣଙ୍କ ମୃତ୍ୟୁ

ବେଜିଂ, ୧୮।୬: ଚାଇନାର ସିଚୁଆନ୍‌ ପ୍ରଦେଶରେ ଲଗାତାର ୨ଥର ଭୂକମ୍ପ ଅନୁଭୁତ ହୋଇଛି। ଏଥିରେ ୧୧ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୧୨୨ଜଣ ଲୋକ ଆହତ ହୋଇଥିବା କୁହାଯାଉଛି। ସ୍ଥାନୀୟ ୟିବିନି ସହରରେ ସୋମବାର ରାତି ୧୦ଟା ୫୫ରେ ପ୍ରଥମ ଭୂକମ୍ପ ହୋଇଥିଲା।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri