ଅନ୍ତର୍ଜାତୀୟ

ଆମେରିକା ଓ୍ବେବ୍‌ସାଇଟ୍‌ ହ୍ୟାକ୍‌

ଓ୍ବାଶିଂଟନ,୬ା୧, (ପି.ଟି./ଆଇଏଏନ୍‌ଏସ୍‌): ଆମେରିକା ଓ ଇରାନ ପରସ୍ପରକୁ ଟାର୍ଗେଟ କରିବା ପାଇଁ କୌଣସି ସୁଯୋଗକୁ ହାତଛଡ଼ା କରିବାକୁ ଚାହୁଁନାହାନ୍ତି। ଆମେରିକାର ଏକ ସରକାରୀ ଓ୍ବେବ୍‌ସାଇଟ୍‌ ଶନିବାର ହ୍ୟାକ୍‌ ହୋଇଯାଇଛି। ଇରାନର ହ୍ୟାକରମାନେ ଏପରି କରିଥିବା ଦାବି କରିଛନ୍ତି। ହ୍ୟାକର୍ସଙ୍କ ମତରେ ଓ୍ବେବ୍‌ସାଇଟ୍‌…

ସୋଲେମାନୀ ନିହତ ଘଟଣା: ଆମେରିକାର ୭୦ ସହରରେ ବିରୋଧ ପ୍ରଦର୍ଶନ ଜାରି

ଓ୍ବାଶିଂଟନ୍‌,୫।୧: ଇରାନ୍‌ର ଦ୍ୱିତୀୟ କ୍ଷମତାଶାଳୀ ବ୍ୟକ୍ତି ତଥା ମେଜର ଜେନେରାଲ କସିମ ସୋଲେମାନୀ ଆମେରିକା ଏୟାର ଷ୍ଟ୍ରାଇକରେ ମୃତ୍ୟୁ ହେବାପରେ ଦୁଇ ଦେଶ ମଧ୍ୟରେ ବିବାଦ ବଢ଼ିଛି। ଏହା ବିରୋଧରେ ଆମେରିକାରେ ମଧ୍ୟ ବିରୋଧ ପ୍ରଦର୍ଶନ କରାଯାଇଛି। ହ୍ବାଇଟ୍‌ ହାଉସ୍‌ ଆଗରେ…

ପାକିସ୍ତାନରେ ଶିଖ୍‌ ଯୁବକଙ୍କୁ ହତ୍ୟା

ଇସ୍‌ଲାମାବାଦ,୫।୧: ପାକିସ୍ତାନର ପେଶାୱାରଠାରେ ଜଣେ ଶିଖ୍‌ ଯୁବକଙ୍କୁ ହତ୍ୟା କରାଯାଇଛି। ମୃତକ ହେଲେ ରବୀନ୍ଦ୍ର ସିଂହ। ଚାମକାନି ପୋଲିସ ଷ୍ଟେସନ ଅଞ୍ଚଳରୁ ରବୀନ୍ଦ୍ରଙ୍କ ମୃତଦେହ ମିଳିଛି। ପାକିସ୍ତାନ ପତ୍ରକାର ହରମିତ୍‌ ସିଂହଙ୍କ ଭାଇ ହେଉଛନ୍ତି ରବୀନ୍ଦ୍ର। ତାଙ୍କୁ ୨୫ ବର୍ଷ ହୋଇଥିଲା।…

ପ୍ରପୋଜ କରିବାର ୫ ଦିନ ପରେ ହେଲା ଝଗଡା, ଗର୍ଲଫ୍ରେଣ୍ଡ୍‌ଙ୍କୁ ହତ୍ୟା କଲେ ଯୁବକ

ଟେକ୍ସାସ, ୫।୧: ଆମେରିକାର ଟେକ୍ସାସ ସହରରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରପୋଜ କରିବାର ୫ ଦିନ ପରେ ଜଣେ ଯୁବକ ନିଜ ଗର୍ଲଫ୍ରେଣ୍ଡ୍‌ଙ୍କୁ ହତ୍ୟା କରିଛନ୍ତି। ୩୯ ବର୍ଷ ଅଭିଯୁକ୍ତ କେଣ୍ଡ୍ରିକ୍‌ ଅକିନ୍ସଙ୍କୁ ପୋଲିସ ଗିରଫ କରିଛି। ନୂଆବର୍ଷର ଗୋଟିଏ…

ଇରାନର ୫୨ ସ୍ଥାନରେ ଆକ୍ରମଣ ପାଇଁ ଧମକ ଦେଲା ଆମେରିକା

ଓ୍ବାଶିଂଟନ,୫।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ଇରାନକୁ ଏକ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ଇରାନ ଯଦି କୌଣସି ଆମେରିକୀୟ ଅବା କୌଣସି ଅନୁଷ୍ଠାନ ଉପରେ ଆକ୍ରମଣ କରେ ତେବେ ଇରାନର ୫୨ଟି ସ୍ଥାନରେ ଆକ୍ରମଣ କରିବ ଆମେରିକା। ଆଉ…

ଭୟାବହ ହେଉଛି ଜଙ୍ଗଲ ନିଆଁ

ମେଲବୋର୍ନ,୫।୧(ପି.ଟି.): ଅଷ୍ଟ୍ରେଲିଆରେ ଜଙ୍ଗଲ ନିଆଁ ଭୟାବହ ଦୁର୍ବିପାକରେ ପରିଣତ ହୋଇଛି। ନ୍ୟୁ ସାଉଥ୍‌ଓ୍ବେଲ୍ସ, ଭିକ୍ଟୋରିଆ, ଦକ୍ଷିଣ ଅଷ୍ଟ୍ରେଲିଆରେ ଜଙ୍ଗଲ ନିଆଁ ଭୟଙ୍କର ଭାବେ ମାଡ଼ି ଚାଲିଥିବାବେଳେ ପ୍ରଧାନମନ୍ତ୍ରୀ ସ୍କଟ୍‌ ମୋରିସନ ସେଠାକୁ ୩୦୦୦ ସୈନ୍ୟଙ୍କ ସମେତ ବିମାନ ଓ ଜାହାଜ ପଠାଇଛନ୍ତି।…

ସୋଲେମାନୀଙ୍କ ଶେଷକୃତ୍ୟ ସମ୍ପନ୍ନ

ବାଗଦାଦ,୫।୧(ଏଏଫ୍‌ପି): କୁଦ୍‌ସ ବାହିନୀର କମାଣ୍ଡର ମେଜର ଜେନେରାଲ କାସିମ ସୋଲେମାନୀଙ୍କ ଶେଷକୃତ୍ୟ ଶନିବାର ସମ୍ପନ୍ନ ହୋଇଛି। ଏଥିରେ ହଜାର ହଜାର ଇରାକୀ ଯୋଗଦେଇ ‘ଆମେରିକା ମୁର୍ଦ୍ଦାବାଦ’ ସ୍ଲୋଗାନ ଦେଇଥିଲେ। କଫିନ୍‌ ଶୋଭାଯାତ୍ରାରେ ଇରାକ ପ୍ରଧାନମନ୍ତ୍ରୀ ଆଦେଲ ଅବ୍‌ଦେଲ ମହଦିଙ୍କ ସମେତ ବହୁ…

ଭାରତକୁ ଟାଣିଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୫।୧: ଆମେରିକାର ରକେଟ ମାଡ଼ରେ ଇରାନ ସେନାର କମାଣ୍ଡର ଜେନେରାଲ କାସିମ୍‌ ସୋଲେମାନୀ ନିହତ ହେବାର ଦିନକ ପରେ ବାଗ୍‌ଦାଦସ୍ଥିତ ଆମେରିକା ଦୂତାବାସକୁ ଟାର୍ଗେଟ କରାଯାଇଛି। ଏହି ଘଟଣାକୁ ନେଇ ଦୁଇଦେଶ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଛି। ଏହା ଯୁଦ୍ଧର ରୂପ…

ଆମେରିକା ଦୂତାବାସ ଉପରେ ଆକ୍ରମଣ: ଘନେଇଲା ସଂକଟ

ବାଗଦାଦ,୫।୧(ଏଏଫ୍‌ପି): ଆମେରିକାର ଡ୍ରୋନ୍‌ ଆକ୍ରମଣରେ ଇରାନ ସେନା କମାଣ୍ଡର ଜେନେରାଲ କାସିମ ସୋଲେମାନୀ ନିହତ ହେବାର ଦିନକ ପରେ ବାଗଦାଦର ଗ୍ରୀନ ଜୋନ୍‌ରେ ଥିବା ଆମେରିକୀୟ ଦୂତାବାସକୁ ଟାର୍ଗେଟ କରାଯାଇଛି। ଏଥିସହିତ ଆମେରିକୀୟ ସୈନ୍ୟ ରହୁଥିବା ଇରାକ୍‌ର ଅଲ୍‌-ବାଲାଦ ଏୟାରବେସ୍‌ ଉପରେ…

ନୂଆବର୍ଷରେ ପଠାଯାଇଛି ଶହେ ଅରବ ହ୍ବାଟସ୍‌ ଆପ୍‌ ମେସେଜ୍‌: ୨୦ ଅରବ ଭାରତୀୟଙ୍କର

ଓ୍ବାଶିଂଟନ,୪।୧: ନୂଆବର୍ଷ ଅବସରରେ ଭିନ୍ନ ଭିନ୍ନ ଢଙ୍ଗରେ ଲୋକେ ପରସ୍ପରକୁ ଅଭିନନ୍ଦନ ଜଣାଇଛନ୍ତି। ଏବେ କମ୍ପାନୀ ଦାବି କରିଛି ଯେ, ଚଳିତ ବର୍ଷ ହ୍ବାଟସ୍‌ ଆପ୍‌ ମାଧ୍ୟମରେ ପ୍ରାୟ ଶହେ ଅରବ ମେସେଜ୍‌ ଆଦାନ ପ୍ରଦାନ କରାଯାଇଛି, ଯାହା ଏକ ରେକର୍ଡ।…

ବନାଗ୍ନି ବଦଳାଇଦେଲା ହିମବାହ ରଙ୍ଗ

ଓ୍ବେଲିଂଟନ୍‌: ଦୁଇସପ୍ତାହ ହେଲା ଜଳୁଛି ଅଷ୍ଟ୍ରେଲିଆ ଜଙ୍ଗଲ। ବନାଗ୍ନିରେ ହଜାର ହଜାର ବନ୍ୟଜୀବନ ଧ୍ୱଂସ ପାଇଯାଇଥିବାବେଳେ ବହୁ ବିରଳ ଜୀବଜନ୍ତୁ ବାସହରା ହୋଇ ଜନବସତିମୁହଁା ହୋଇଛନ୍ତି। ବନାଗ୍ନିର ପ୍ରତିକୂଳ ପ୍ରଭାବ ପଡ଼ୋଶୀ ନ୍ୟୁଜିଲାଣ୍ଡର ଫ୍ରାଞ୍ଜ୍‌ ଜୋସେଫ୍‌ ଗ୍ଲେସିୟର (ହିମବାହ) ଉପରେ ପଡିଛି।…

୨୪ ଘଣ୍ଟାରେ ବାଗ୍‌ଦାଦରେ ଆମେରିକାର ଦ୍ୱିତୀୟ ବିମାନ ଆକ୍ରମଣ: ୬ ମୃତ

ବାଗଦାଦ,୪।୧: ଗତ ୨୪ ଘଣ୍ଟା ମଧ୍ୟରେ ଆମେରିକା ଦ୍ୱିତୀୟ ଥର ବାଗଦାଦ ଉପରେ ବିମାନ ଆକ୍ରମଣ କରିବା ଫଳରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ନ୍ୟୁଜ ଏଜେନ୍ସି ରଏଟରର ସୂଚନା ମୁତାବକ ମିଲିସିଆରେ ଥିବା ଶିବିର ଉପରେ ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri