ଅନ୍ତର୍ଜାତୀୟ

ଆଇଏସ୍‌ଆଇର ନୂଆ ଯୋଜନା: ନେପାଳ ସୀମାରେ ଲଶ୍କର ମଡ୍ୟୁଲରେ ତିଆରି ହେଉଛନ୍ତି ସ୍ଲିପର ସେଲ୍‌

ନୂଆଦିଲ୍ଲୀ/କାଠମାଣ୍ଡୁ, ୧୩।୬: ଆତଙ୍କବାଦ ବିରୋଧରେ ଭାରତ ସ୍ବତନ୍ତ୍ର ଯୋଜନା ଉପରେ କାର୍ଯ୍ୟଧାରା ଜାରି ରଖିଛି। ଏହାକୁ ଦୃଷ୍ଟିରେ ରଖି ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଏବେ ଜମ୍ମୁ-କଶ୍ମୀର ବାଟେ ଆତଙ୍କବାଦୀଙ୍କୁ ଭାରତରେ ଅନୁପ୍ରବେଶ ନ କରି ନେପାଳ ସୀମାରେ ଲଶ୍କର ମଡ୍ୟୁଲ୍‌…

ବଳାତ୍କାରୀଙ୍କୁ ଦିଆଯିବ ନପୁଂସକ ଇଞ୍ଜେକଶନ

ମଣ୍ଟଗୋମେରୀ,୧୨।୬: ବଳାତ୍କାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନର ଦାବିକୁ ଆଖି ଆଗରେ ରଖି ଗୋଟିଏ ରାଜ୍ୟ ଦୋଷୀଙ୍କୁ ନପୁଂସକ କରିବା ପାଇଁ ଏକ କେମିକାଲର ବ୍ୟବହାର କରିବାକୁ ନିଷ୍ପତ୍ତି ନେଇଛି। ଆମେରିକାର ଆଲାବାମାରେ ଏହାକୁ ନେଇ ଏକ ନୂଆ ଆଇନ ପ୍ରଣୟନ କରାଯାଇଛି।…

ଜେଲରେ ରହିବେ ନୀରବ ମୋଦି: ଲଣ୍ଡନ କୋର୍ଟରୁ ମିଳିଲାନି ଜାମିନ

ଲଣ୍ଡନ, ୧୨।୬: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ଦୁର୍ନୀତି ମାମଲାରେ ପଳାତକ ଅଭିଯୁକ୍ତ ତଥା ହୀରା ବ୍ୟବସାୟୀ ନୀରବ ମୋଦିଙ୍କୁ ପୁଣି ଝଟକା ଲାଗିଛି। ଲଣ୍ଡନର ରୟାଲ କୋର୍ଟ ଅଫ୍‌ ଜଷ୍ଟିସ୍‌ ତଙ୍କ ଜାମିନ ଆବେଦନକୁ ଖାରଜ କରିଦେଇଛି। ଏହାପୂର୍ବରୁ ଓ୍ବେଷ୍ଟମିନିଷ୍ଟର କୋର୍ଟ…

କିମ୍‌ଙ୍କ କ୍ରୁରତା ମାନବିକତା ଲଂଘିଲା: ଜେନେରାଲଙ୍କୁ ପିରାନ୍ନା ମାଛ ଟ୍ୟାଙ୍କ୍‌ରେ ପିଙ୍ଗିଲେ

ପୋୟଙ୍ଗ୍‌ୟାଙ୍ଗ୍‌,୧୨।୬: ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ୍‌ ଉନ୍‌ଙ୍କ କ୍ରୁରତା ମାନବିକତା ଲଂଘିଛି। ସେ ତାଙ୍କ ଜେନେରାଲଙ୍କୁ ମଣିଷକୁ ମାରି ଖାଉଥିବା ପିରାନ୍ନା ମାଛ ଟ୍ୟାଙ୍କରେ ଫିଙ୍ଗିଦେଇଛନ୍ତି। ଜେନେରାଲଙ୍କ ବିରୋଧରେ କ୍ଷମତା ଦଖଲ ଷଡ଼ଯନ୍ତ୍ର ଅଭିଯୋଗ ହୋଇଥିଲା। ଜେନେରାଲଙ୍କୁ ପିରାନ୍ନା…

ପାକିସ୍ତାନ ଧୂଳିଝଡ଼ ଭାରତ ମୁହାଁ: ଉତ୍ତର ଭାରତରେ ଆଲର୍ଟ ଜାରି

ଇସଲାମାବାଦ୍‌/ନୂଆଦିଲ୍ଲୀ,୧୨।୬: ପାକିସ୍ତାନ ଏବଂ ଆଫଗାନୀସ୍ତାନରୁ ଧୂଳିଝଡ଼ ଭାରତ ମୁହାଁ ହୋଇଛି। ଏହା ବୁଧବାର ଅପରାହ୍ନ ସୁଦ୍ଧା ଉତ୍ତରଭାରତରେ ପହଞ୍ଚିବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏନେଇ ଉତ୍ତରଭାରତରେ ଆଲର୍ଟ ଜାରି ହୋଇଛି। ଧୂଳିଝଡ଼ ଯୋଗୁ ଆଗାମୀ ୨-୩ଦିନ ପ୍ରଭାବିତ…

ବୋକୋ ହାରାମ୍‌ ଆକ୍ରମଣ: ମୃତ୍ୟୁ ସଂଖ୍ୟା ୩୭କୁ ବୃଦ୍ଧି; ୧୫ ଆତଙ୍କବାଦୀ ଗିରଫ

ଫାର୍‌ ନର୍ଥ ରିଜିଅନ୍‌,୧୨।୬: କ୍ୟାମେରୁନ୍‌ରେ ବୋକୋ ହାରାମ ଆକ୍ରମଣ ମୃତ୍ୟୁ ସଂଖ୍ୟା ୩୭କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ୨୧ ଜଣ ସୁରକ୍ଷାକର୍ମୀ ଥିବାବେଳେ ୧୬ ଜଣ ସାଧାରଣ ଲୋକ ଅଛନ୍ତି। ଏହି ଘଟଣାରେ ଇତିମଧ୍ୟରେ ୧୫ ଜଣ ଆତଙ୍କବାଦୀଙ୍କୁ ଗିରଫ…

ଅଭିନନ୍ଦନଙ୍କ ମଜାକ ଉଡାଇଲା ପାକିସ୍ତାନ

ଇସଲମାବାଦ୍‌, ୧୨।୫: ଇଂଲଣ୍ଡ ଚାଲିଥିବା କ୍ରିକେଟ ବିଶକପରେ ଜୁନ୍‌ ୧୬ ଏକ ହାଇ ଭୋଲ୍ଟଟେଜ୍‌ ମ୍ୟାଚ୍‌। ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦୀ ଭାରତ ଏବଂ ପାକିସତନା ପୁଣି ଥରେ ପରସ୍ପରକୁ ଭେଟିବେ। ଏଥିପାଇଁ ଉଭୟ ଦେଶର ପ୍ରଶଂସକଙ୍କ ମଧ୍ୟରେ ଉତ୍କଣ୍ଠା ବଢିଯାଇଛି। ଏହି…

ନାସା ଲଞ୍ଚ୍‌ କରିବ ଟ୍ବିନ୍‌ ସାଟେଲାଇଟ୍‌

ଓ୍ବାଶିଂଟନ୍‌: ଆମେରିକୀୟ ମହାକାଶ ଗବେଷଣା କେନ୍ଦ୍ର ନାସା ଦୁଇଟି କ୍ଷୁଦ୍ର ସାଟେଲାଇଟ୍‌ ମହାକାଶକୁ ଲଞ୍ଚ୍‌ କରିବ। ପୃଥିବୀର ଉପର ବାୟୁମଣ୍ଡଳରେ ସାମରିକ ଓ ଏୟାରଲାଇନ୍‌ ଯୋଗାଯୋଗ ଏବଂ ଜିପିଏସ୍‌ ସିଗ୍‌ନାଲ୍‌ କ୍ଷେତ୍ରରେ ଉପୁଜିଥିବା ଅସୁବିଧା ଦୂରକରିବାରେ ଏହା ସହାୟକ ହୋଇପାରିବ। ଯମଜ…

ଥାଇଲାଣ୍ଡ ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ନେଲେ ପ୍ରୟୁଥ ଚାନ୍‌-ଓକା

ବ୍ୟାଙ୍କକ୍‌,୧୨ା୬(ଆଇଏଏନ୍‌ଏସ୍‌): ସେନାମୁଖ୍ୟ ଜେନେରାଲ ପ୍ରୟୁଥ ଚାନ୍‌-ଓକା ମଙ୍ଗଳବାର ଥାଇଲାଣ୍ଡର ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ସାମରିକ ଶାସନର ଦୀର୍ଘ ୫ବର୍ଷ ପରେ ଦେଶରେ ଏକ ନୂଆ ପର୍ଯ୍ୟାୟ ଆରମ୍ଭ ହେବାକୁ ଯାଉଛି। ଜୁନ୍‌ ୫ରେ ପାର୍ଲାମେଣ୍ଟ ଭୋଟରେ ପ୍ରୟୁଥ ପ୍ରଧାନମନ୍ତ୍ରୀ…

ଶାନ୍ତିବାର୍ତ୍ତା ଲାଗି ୨ଶହରୁ ଅଧିକ ତାଲିବାନ୍‌ କଏଦୀଙ୍କୁ ମୁକ୍ତ କରିବ ଆଫଗାନୀସ୍ତାନ

କାବୁଲ,୧୧।୬: ଆଫଗାନୀସ୍ତାନରେ ଶାନ୍ତି ସ୍ଥାପନ ପାଇଁ ସରକାର ନୂଆ ପଦକ୍ଷେପ ଗ୍ରହଣ କରିଛନ୍ତି। ସରକାର ଏବଂ ତାଲିବାନ ମଧ୍ୟରେ ଶାନ୍ତିବାର୍ତ୍ତା ଲାଗି ଉଦ୍ୟମ ଜାରି ରହିଛି। ଏହାକୁ ଦୃଷ୍ଟିରେ ରଖି ଖୁବ୍‌ ଶୀଘ୍ର ୨ ଶହରୁ ଅଧିକ ତାଲିବାନ୍‌ କଏଦୀଙ୍କୁ ମୁକ୍ତ…

ଲୁଣରେ ଆୟୋଡ଼ିନ୍‌: ଆମେରିକା, ଜର୍ମାନୀ ସମେତ ପୃଥିବୀର ୫୬ ଦେଶରେ ପ୍ରତିବନ୍ଧିତ

ଓ୍ବାଶିଂଟନ,୧୧।୬: ଭାରତରେ ଆୟୋଡ଼ିନ୍‌ଯୁକ୍ତ ଲୁଣର ବ୍ୟବହାର ପାଇଁ ସରକାରଙ୍କ ସ୍ବୀକୃତି ମିଳିଛି। ତେବେ ଏହାକୁ ଆମେରିକା, ଜର୍ମାନୀ ସମେତ ପୃଥିବୀର ୫୬ଟି ଦେଶରେ ପ୍ରତିବନ୍ଧିତ କରାଯାଇଛି। ଏହାଯୋଗୁ କର୍କଟ, ପକ୍ଷାଘାତ,ଉଚ୍ଚ ରକ୍ତଚାପ, ନପୁଂଷକତା, ଡାଇବେଟିସ୍‌ ଆଦି ବିଭିନ୍ନ ସମସ୍ୟା ଦେଖାଯାଇଥାଏ ବୋଲି…

ଅନ୍‌ଲାଇନ୍‌ରେ ଭିକ୍ଷାବୃତ୍ତି କରି ୧୭ ଦିନରେ ୩୪ ଲକ୍ଷ ଜମା କଲେ ମହିଳା

ଦୁବାଇ,୧୧।୬: ସୌଦିରେ ବାସ କରୁଥିବା ଜଣେ ୟୁରୋପିଆନ୍‌ ମହିଳା ଅନ୍‌ଲାଇନ୍‌ରେ ଭିକ୍ଷାବୃତ୍ତି କରି ମାତ୍ର ୧୭ ଦିନରେ ୩୪ ଲକ୍ଷ ୮୧ ହଜାର ଟଙ୍କା ଜମା କରିଛନ୍ତି। ଏନେଇ ମହିଳାଙ୍କ ପୂର୍ବତନ ସ୍ବାମୀ ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାର ତଦନ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri