ଭାରତର ଜାତୀୟ ସଙ୍ଗୀତ ସ୍ବରରେ ଝୁମିଲେ ଆମେରିକା ଆର୍ମି ବ୍ୟାଣ୍ଡ
ଓ୍ବାଶିଂଟନ,୧୯।୯: ଆମେରିକାର ମ୍ୟାକୋର୍ଡ ସ୍ଥିତ ଜଏଣ୍ଟ ବେସ ଲେବିସରେ ଭାରତ-ଆମେରିକା ମଧ୍ୟରେ ୧୯ତମ ସଂଯୁକ୍ତ ଯୁଦ୍ଧାଭ୍ୟାସ ଚାଲିଛି। ଏହି ଅବସରରେ ଆମେରିକାର ଆର୍ମି ବ୍ୟାଣ୍ଡ ଭାରତର ରାଷ୍ଟ୍ରଗାନ ବା ଜାତୀୟ ସଙ୍ଗୀତ ‘ଜନ ଗଣ ମନ’ ବଜାଇ ଏହାକୁ ସମ୍ମାନ ଦେଇଛନ୍ତି।…
ଆତଙ୍କବାଦୀଙ୍କୁ ଭାରତୀୟ ସେନାଙ୍କଠାରୁ ସତର୍କ ରହିବାକୁ ଇମ୍ରାନ୍ଙ୍କ ପରାମର୍ଶ
ଇସଲାମାବାଦ୍,୧୯।୯: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାଁ ଆତଙ୍କବାଦୀଙ୍କୁ ପରାମର୍ଶ ଦେଇଛନ୍ତି। ଭାରତୀୟ ସେନାଙ୍କଠାରୁ ସତର୍କ ରହିବାକୁ ଇମ୍ରାନ୍ କହିଛନ୍ତି। ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ତୋରଖାମ୍ ଟର୍ମିନାଲର ଲୋକାର୍ପଣ ଉତ୍ସବରେ ଯୋଗଦେଇ ସେ ଏପରି କହିଛନ୍ତି। ଭାରତ ବିନା ସୂଚନାରେ ଯେ କୌଣସି ପଦକ୍ଷେପ…
ବିଶ୍ୱରେ ସର୍ବାଧିକ ପ୍ରବାସୀ ଭାରତୀୟ
ଜାତିସଂଘ,୧୯ା୯(ପି.ଟି.): ଚଳିତ ବର୍ଷର ଅନ୍ତର୍ଜାତୀୟ ପ୍ରବାସୀଙ୍କ ମଧ୍ୟରେ ଭାରତୀୟଙ୍କ ସଂଖ୍ୟା ସର୍ବାଧିକ ବୋଲି ଜାତିସଂଘ ରିପୋର୍ଟରେ ପ୍ରକାଶ ପାଇଛି। ଜାତିସଂଘର ନୂଆ ଆକଳନ ଅନୁଯାୟୀ ସାରା ବିଶ୍ୱରେ ୨୭ କୋଟି ୨୦ ଲକ୍ଷ ପ୍ରବାସୀ ରହିଥିବାବେଳେ ସେମାନଙ୍କ ମଧ୍ୟରେ ଭାରତୀୟଙ୍କ ସଂଖ୍ୟା…
ତୈଳ ଫ୍ୟାକ୍ଟ୍ରି ଆକ୍ରମଣ ପଛରେ ଇରାନ: ପ୍ରମାଣ ଦେଖାଇଲା ସୌଦି ଆରବ
ରିୟାଧ,୧୯ା୯(ଏଏଫ୍ପି): ୟେମେନ୍ ବିଦ୍ରୋହୀଙ୍କ ଡ୍ରୋନ୍ ଆକ୍ରମଣରେ ସୌଦି ଆରବର ଆବକିକ୍ସ୍ଥିତ ବିଶ୍ୱର ସର୍ବବୃହତ୍ ତୈଳ ପ୍ରକ୍ରିୟାକରଣ ପ୍ଲାଣ୍ଟରେ ନିଆଁ ଲାଗିଯାଇଥିଲା। ଏଥିଯୋଗୁ ଦେଶର ତୈଳ ଉତ୍ପାଦନ ଓ ରପ୍ତାନି ବହୁଳ ଭାବେ ପ୍ରଭାବିତ ହୋଇଛି। ଏହା ପଛରେ ଇରାନର ହାତ ଥିବା…
ସ୍କୁଲରେ ନିଆଁ ଲାଗି ୩୦ ପିଲା ଜଳିଗଲେ
ମନ୍ରୋଭିଆ, ୧୯ା୯: ପଶ୍ଚିମ ଆଫ୍ରିକୀୟ ରାଷ୍ଟ୍ର ଲାଇବେରିଆର ରାଜଧାନୀ ମନ୍ରୋଭିଆ ଅନ୍ତର୍ଗତ ପେନେସ୍ଭିଲ୍ଲେସ୍ଥିତ ଏକ କୋରାନିକ୍ ସ୍କୁଲରେ ମଙ୍ଗଳବାର ରାତିରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୩୦ ସ୍କୁଲ ପିଲାଙ୍କ ପ୍ରାଣହାନି ଘଟିଛି। ପିଲାମାନେ ଏଠାରେ କୋରାନ୍ ଅଧ୍ୟୟନ କରୁଥିଲେ। ଏମାନଙ୍କ ବ୍ୟତୀତ…
ଆସୁଛି ଆଉ ଏକ ମହାପ୍ରଳୟ
ନ୍ୟୁୟର୍କ: ଆଜକୁ ୨୬୦ ମିଲିଅନ ଅର୍ଥାତ୍ ପାଖାପାଖି ୨୬ କୋଟି ବର୍ଷ ପୂର୍ବେ ପୃଥିବୀ ସାମୂହିକ ବିନାଶର ବା ମହାପ୍ରଳୟର ସମ୍ମୁଖୀନ ହୋଇଥିଲା। ସେ ସମୟରେ ପୃଥିତ୍ବୀ ଜୀବଜନ୍ତୁ ବିହୀନ ହୋଇଯାଇଥିଲା। ଏହାସହ ଭୂଗର୍ଭ ତଥା ବାହ୍ୟ କାରଣ ଯୋଗୁ ୬ଥର…
କଶ୍ମୀରରୁ କର୍ଫ୍ୟୁ ହଟିଲେ ଭାରତ ସହ ହେବ ଦ୍ୱିପାକ୍ଷିକ ଆଲୋଚନା: ଇମ୍ରାନ
ଇସ୍ଲାମାବାଦ,୧୮।୯: କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ବିଚଳିତ ହୋଇପଡ଼ିଥିବା ପାକିସ୍ତାନ କେତେବେଳେ କ’ଣ କରୁଛି, କ’ଣ କହୁଛି ନିଜେ ମଧ୍ୟ ଜାଣିପାରୁନାହିଁ। ଏନେଇ ପ୍ରତିଦିନ ପାକିସ୍ତାନର ବିବାଦୀୟ ମନ୍ତବ୍ୟ ସାମ୍ନାକୁ ଆସୁଥିବା ବେଳେ କଶ୍ମୀରକୁ ପ୍ରସଙ୍ଗ କରି ଅନ୍ତର୍ଜାତୀୟ ସ୍ତରରେ…
ସ୍ମାର୍ଟଫୋନ୍କୁ ସାବଧାନ..
ଦିନରେ ଅଧଘଣ୍ଟା ଧରି ଫୋନ୍ରେ ଗପିଲେ ବ୍ରେନ୍ ଟ୍ୟୁମର ହେବ ବୋଲି ଆମେରିକାରେ ହୋଇଥିବା ଏକ ସର୍ଭେ ରିପୋର୍ଟରେ ପ୍ରକାଶ ପାଇଛି। ଏହା ଦ୍ୱାରା ଆଖି ଉପରେ ଖରାପ ପ୍ରଭାବ ପଡ଼ିବା ସହିତ ଅନିଦ୍ରା ଆଦି ରୋଗ ସୃଷ୍ଟି ହୋଇଥାଏ। ଏହାଦ୍ୱାରା…
୭୫ ବର୍ଷ ବୟସରେ ଡ୍ରାଇଭିଂ ଲାଇସେନ୍ସ କଲେ ମହିଳା
ଅ.େଷ୍ଟ୍ରଲିଆର ପିଲବରା ଅଞ୍ଚଳରେ ଥିବା ହେଡଲ୍ୟାଣ୍ଡରେ ରହନ୍ତି ବିନ୍ନି ଶୌମ୍ପି। ବୟସ ୭୫ ବର୍ଷ। ଏହି ବୟସରେ ସେ ଏବେ ଡ୍ରାଇଭିଂ ଲାଇସେନ୍ସ କରି ଆସିଛନ୍ତି ଚର୍ଚ୍ଚାକୁ। ନିକଟରେ ସେ ଡ୍ରାଇଭିଂ ଲାଇସେନ୍ସ କରିଥିବା ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ହୋଇଥିଲା।…
ଶହେ ପ୍ଲାଷ୍ଟିକ୍ ବ୍ୟାଗ୍ରୁ ୨୯ ମୃତ ଦେହ ଜବତ: ପୋଲିସର ତନାଘନା
ମେକ୍ସିକୋ ସିଟି,୧୮।୯: ଏକ କବରସ୍ତାନରେ ପଡ଼ିଥିବା ଶହେଟି ପ୍ଲାଷ୍ଟିକ୍ ବ୍ୟାଗ୍ରୁ ପୋଲିସ ୨୯ଟି ମୃତ ଦେହ ଜବତ କରିଛି। ଏଭଳି ଏକ ଘଟଣା ମେକ୍ସିକୋର ଜଲିସ୍କୋସ୍ଥିତ ଜୈପୋପେନ୍ ନଗରପାଳିକା ଅଞ୍ଚଳରେ ଘଟିଛି। ଏଠାରେ ବହୁ ସମୟରେ ହିଂସାକାଣ୍ଡ ଘଟିଥାଏ। କେହି ଜାଣିଶୁଣି…
ଭାରତକୁ ଚନ୍ଦ୍ରରୁ ନୁହେଁ ପଡୋଶୀ ଦେଶରୁ ଆସୁଛନ୍ତି ଆତଙ୍କବାଦୀ
ପୋଲାଣ୍ଡ,୧୮।୯: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟାଇ ଦିଆଯିବା ପରେ ପାକିସ୍ତାନ ଏକ ପ୍ରକାର ହଡବଡେଇ ଯାଇଛି। ଏହାକୁ ନେଇ ସେ ଯାହାକୁ ସାହାଯ୍ୟ ମାଗିଲେ ମଧ୍ୟ ସବୁଠାରୁ ତାକୁ ନିରାଶ ହେବାକୁ ପଡୁଛି। ଜାତିସଂଘ ପରେ ଏବେ ପୋଲାଣ୍ଡ ସ୍ଥିତ ୟୁରୋପୀୟ…
ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ଉପରେ ପ୍ରଦାନ କରାଯାଉଛି ସମ୍ମାନ ଜନକ ଛାତ୍ରବୃତ୍ତି; ଏହା ଅନେକଙ୍କୁ ଏବେ ବି ଅଜଣା
ଓ୍ବାଶିଂଟନ,୧୮।୯ : ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ ପୃଥିବୀର ଏକ ସମ୍ମାନ ଜନକ ତଥା ପ୍ରସିଦ୍ଧ ଶିକ୍ଷାନୁଷ୍ଠାନ। ଏଠାରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ନାମରେ ଛାତ୍ରବୃତ୍ତି ପ୍ରଦାନ କରାଯାଇଥାଏ। ପିଏଚ୍ଡି ଏବଂ ଅଣ୍ଡର ଗ୍ରାଜୁଏଟ୍ ପାଠ୍ୟକ୍ରମରେ ଏହି ବୃତ୍ତି ପ୍ରଦାନ କରାଯାଇଥାଏ।…
Archives


