ମୋଦିଙ୍କ ଦ୍ୱିତୀୟ ଇନିଂସ୍ରେ ଭୟଭୀତ ଦାଉଦ୍: ଆଇଏସ୍ଆଇ ସହିତ ବୈଠକ
ଇସଲାମାବାଦ୍,୨୫।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱିତୀୟ ଇନିଂସ୍ରେ ଅଣ୍ଡରଓ୍ବାଲ୍ଡ୍ ଡନ୍ ଦାଉଦ୍ ଇବ୍ରାହିମ୍ ବେଶ୍ ଭୟଭୀତ ହୋଇଯାଇଛନ୍ତି। ସେ ଭବିଷ୍ୟତ ଯୋଜନା ସମ୍ପର୍କରେ ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍ଆଇ ସହିତ ବୈଠକ କରିଥିବା କୁହାଯାଉଛି। ଭାରତୀୟ ଗୋଇନ୍ଦା ସଂସ୍ଥା ଆମେରିକା ତଥା…
ମାଟି ତଳୁ ମିଳିଲା ଦେଢ଼ କିଲୋଗ୍ରାମ୍ ଓଜନର ସୁନା ଖଣ୍ଡ: ମୂଲ୍ୟ ୭୦ ଲକ୍ଷ
ସିଡ୍ନୀ, ୨୫।୫: ଅଷ୍ଟ୍ରେଲିଆ ପଶ୍ଚିମ ଅଞ୍ଚଳରେ ଥିବା କାଲଗୁର୍ଲିଠାରେ ମାଟିତଳୁ ଦେଢ଼ କିଲୋଗ୍ରାମ୍ ଓଜନର ଏକ ସୁନା ଖଣ୍ଡ ମିଳିଛି। ଏଠାରେ ଥିବା ସୁନା ଖଣିଠାରୁ କିଛି ଦୂରରେ ଜଣେ ବ୍ୟକ୍ତି ମେଟାଲ ଡିଟେକ୍ଟର ସହାୟତାରେ ଏହା ପାଇଥିବା କୁହାଯାଉଛି। ଏହି…
ବ୍ରାକ୍ଜିଟ ରାଜିନାମାକୁ ନେଇ ମୁଣ୍ଡ ନୁଅଁ।ଇଲେ ବ୍ରିଟେନ ପ୍ରଧାନମନ୍ତ୍ରୀ: ଦଳରୁ ଇସ୍ତଫା ଦେବେ ଥେରେସା
ଲଣ୍ଡନ,୨୪।୫: ବ୍ରିଟେନ ପ୍ରଧାନମନ୍ତ୍ରୀ ଥେରେସା ମେ’ ନିଜ କଂଜରଭେଟିଭ ଦଳରୁ ଇସ୍ତଫା ଦେବାକୁ ନିଷ୍ପତ୍ତି ନେଇଥିବା ନେଇ ଶୁକ୍ରବାର ଘୋଷଣା କରିଛନ୍ତି। ଘୋଷଣା ଅନୁସାରେ ଜୁନ ୭ରେ ସେ ଦଳ ଓ ଦଳୀୟ ପଦରୁ ଇସ୍ତଫା ଦେବେ ବୋଲି ଜଣାପଡ଼ିଛି। ପ୍ରଧାନମନ୍ତ୍ରୀ…
ମୋଦିଙ୍କୁ ଶୁଭେଚ୍ଛା ଜଣାଇଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ
ଇସଲମାବାଦ, ୨୩।୫: ସାଧାରଣ ନିର୍ବାଚନରେ ଭାଜପାର ବିପୁଳ ବିଜୟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ। ସେ ନିଜ ଟୁଇଟର୍ ଲେଖିଛନ୍ତି, ଭାଜପାର ଏହି ବିଶାଳ ବିଜୟ ପାଇଁ ଶୁଭେଚ୍ଛା ଜଣାଉଛିି। ଦକ୍ଷିଣ ଏସିଆରେ…
ମୋଦିଙ୍କୁ ଶୁଭେଚ୍ଛା ଜଣାଇଲେ ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ
କଲମ୍ବୋ,୨୩।୫: ଲୋକ ସଭା ନିର୍ବାଚନରେ ଭାଜପା ବହୁମତ ଆଡକୁ ଆଗେଇ ଚାଲିଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସବୁଆଡୁ ଆସୁଛି ଶୁଭେଚ୍ଛାର ବାର୍ତ୍ତା। ଏହି ଅବସରରେ ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ ରାନିଲ ଓ୍ବିକ୍ରେମାସିଂଘେ ମଧ୍ୟ ମୋଦିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍ କରି ଓ୍ବିକ୍ରେମାସିଂଘେ…
ଅଷ୍ଟ୍ରେଲିଆରେ ଉତ୍ସବ ମନାଇଲେ ଭାଜପା ସମର୍ଥକ
ସିଡ୍ନୀ,୨୩।୫: ଭାରତର ଲୋକ ସଭା ନିର୍ବାଚନ ଫଳାଫଳ ଉପରେ ସାରା ବିଶ୍ୱର ନଜର ରହିଛି। ଗୁରୁବାର ସକାଳୁ ଭୋଟ ଗଣତି ଆରମ୍ଭ ହୋଇଥିବା ବେଳେ ଭାଜପା ସାରା ଦେଶରେ ପ୍ରାୟ ୨୯୫ରୁ ଊର୍ଦ୍ଧ୍ୱ ଆସନରେ ଆଗୁଆ ରହିଥିବା ଜଣାପଡିଛି। ଏହି ଖବର…
ରାଫାଲ ଅଫିସରେ ଚୋରି
ପ୍ୟାରିସ୍/ନୂଆଦିଲ୍ଲୀ,୨୩ା୫: ଫ୍ରାନ୍ସ ରାଜଧାନୀ ପ୍ୟାରିସ୍ରେ ରାଫାଲ ଯୁଦ୍ଧବିମାନ ଚୁକ୍ତି ପରିଚାଳନା କରୁଥିବା ଭାରତୀୟ ବାୟୁସେନା (ଆଇଏଏଫ୍)ର ଅଫିସରେ ଚୋରି ହୋଇଛି। ସେଠାରୁ କେତେକ ଦସ୍ତାବିଜ ଓ ଅର୍ଥ ଚୋରି ହୋଇଥିବା ଜଣାପଡ଼ିଛି। ଫ୍ରାନ୍ସର ଯୁଦ୍ଧବିମାନ ନିର୍ମାଣକାରୀ କମ୍ପାନୀ ଦାସଲ୍ଟ ଆଭିଏଶନ୍ର ଏକ…
ମରାମତି ପରେ ପ୍ରଥମ ଜେଏଫ-୧୭ ଯୁଦ୍ଧ ବିମାନ ପାକିସ୍ତାନକୁ ହସ୍ତାନ୍ତର କଲା ଚାଇନା
ବେଜିଂ,୨୨।୫: ଆବଶ୍ୟକ ମରାମତି ପରେ ଏକ ଇଞ୍ଜିନବିଶିଷ୍ଟ ଜେଏଫ-୧୭ ଯୁଦ୍ଧ ବିମାନକୁ ଚାଇନା ପାକିସ୍ତାନକୁ ହସ୍ତାନ୍ତର କରିଛି। ପ୍ରାୟ ଏକ ଦଶନ୍ଧି ତଳେ ଜେଏଫ-୧୭ ଯୁଦ୍ଧ ବିମାନ ନିର୍ମାଣକୁ ନେଇ ଚାଇନା ଓ ପାକିସ୍ତାନ ମଧ୍ୟରେ ରାଜିନାମା ହୋଇଥିଲା। ଚାଇନା ୨୦୦୭ରେ…
ଏକସଙ୍ଗରେ ୬ଟି ସନ୍ତାନ ଜନ୍ମଦେଲେ ମହିଳା: ରାଷ୍ଟ୍ରପତି ଜଣାଇଲେ ଶୁଭେଚ୍ଛା
ଓ୍ବାର୍ଶ, ୨୨।୫: ୟୁରୋପୀୟ ଦେଶ ପୋଲାଣ୍ଡରେ ଜଣେ ମହିଳା ପ୍ରଥମଥର ପାଇଁ ୬ଟି ସନ୍ତାନ ଜନ୍ମ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ଏହାକୁ ନେଇ ପୋଲାଣ୍ଡରେ ଏକ ଖୁସିର ମାହୋଲ ସୃଷ୍ଟି ହୋଇଛି। ସେଠାକାର ରାଷ୍ଟ୍ରପତି ଆନ୍ଦ୍ରଜେଜ ଡୁଡା ଉକ୍ତ ମାତାପିତାଙ୍କୁ ଟୁଇଟରରେ…
କେନ୍ଦ୍ରରେ ଗଠନ ହେଉ ମୋଦି ସରକାର: ଏହା ଚାହେଁନା ପାକିସ୍ତାନ
ଲାହୋର,୨୨।୫: ଭାରତର ଲୋକ ସଭା ନିର୍ବାଚନ ଫଳାଫଳ ପ୍ରତି ପାକିସ୍ତାନ ଉତ୍ସୁକତାର ସହିତ ଚାହିଁ ବସିଛି। ତେବେ କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ପୁଣି ଥରେ ଗଠନ ହେଉ ଏହା ପାକିସ୍ତାନ ଚାହେଁନା। ମୋଦି ସରକାରଙ୍କ ଶାସନ ସମୟରେ ଅନୁପ୍ରବେଶ…
ମହାରାଣୀଙ୍କ ପାଖରେ ଚାକିରି କଲେ ମାସକୁ ଦରମା ୨୬ ଲକ୍ଷ
ଲଣ୍ଡନ,୨୨।୫: ମାସକୁ ଦରମା ୨୬ ଲକ୍ଷ। ଶୁଣିଲେ ଯେକେହି ଚକିତ ହୋଇଯିବେ। ତେବେ ଏହା ସତ୍ୟ, ବ୍ରିଟେନ୍ ମହରାଣୀ ଏଲିଜାବେଥ୍ଙ୍କ ରୟାଲ ହାଉସ୍ରେ ଏଭଳି ଏକ ଚାକିରିର ସୁଯୋଗ ରହିଛି। ମହାରାଣୀ ଜଣେ ସୋସିଆଲ ମିଡ଼ିଆ ମ୍ୟାନେଜରଙ୍କ ଖୋଜୁଛନ୍ତି। ତାଙ୍କର ଦରମା…
ପାକିସ୍ତାନୀ ବୋଟ୍ରୁ ୬୦୦ କୋଟିର କୋକେନ୍ ଜବତ
ନୂଆଦିଲ୍ଲୀ,୨୨ା୫: ଭାରତୀୟ ତଟରକ୍ଷୀ ବାହିନୀ ମଙ୍ଗଳବାର ଗୁଜରାଟ ଉପକୂଳରେ ଏକ ପାକିସ୍ତାନୀ ବୋଟ୍କୁ ପିଛା କରି ସେଥିରୁ ୬୦୦ କୋଟି ଟଙ୍କା ମୂଲ୍ୟର କୋକେନ୍ ଜବତ କରିଛି। ଉକ୍ତ ବୋଟ୍ରେ ଥିବା ୬ ଜଣ କର୍ମଚାରୀଙ୍କୁ ତଟରକ୍ଷୀ ବାହିନୀ ହାଜତକୁ ନେଇଛି।…
Archives


