ଅନ୍ତର୍ଜାତୀୟ

ହାଇକୋର୍ଟ ପହଞ୍ଚିଲେ ନଓ୍ବାଜ୍‌

ଇସ୍‌ଲାମାବାଦ,୨୧।୫: ଭ୍ରଷ୍ଟାଚାର ମାମଲାରେ ଜେଲରେ ସଜ୍ଜା କାଟୁଥିବା ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫ ଇସ୍‌ଲାମାବାଦ ହାଇକୋର୍ଟ ପହଞ୍ଚିଛନ୍ତି। ସ୍ବାସ୍ଥ୍ୟଗତ ସମସ୍ୟା ଦର୍ଶାଇ ସେ ହାଇକୋର୍ଟରେ ଜାମିନ ପାଇଁ ଆବେଦନ କରିଛନ୍ତି। ଏହା ପୂର୍ବରୁ ପାକିସ୍ତାନ ସୁପ୍ରିମକୋର୍ଟ ତାଙ୍କ ଜାମିନ ଆବେଦନକୁ…

ଖାଲି କରାଗଲା ଏଫେଲ୍‌ ଟାଓ୍ବାର

ପ୍ୟାରିସ,୨୧।୫: ବିଶ୍ୱ ପ୍ରସିଦ୍ଧ ଏଫେଲ୍‌ ଟାଓ୍ବାର ଉପରକୁ ଗତ ସୋମବାର ଜଣେ ବ୍ୟକ୍ତି ଚଢିଯିବା ପରେ ତାକୁ ଖାଲି କରାଯାଇଥିଲା। ଉକ୍ତ ଟାଓ୍ବାରର ଦେଖାରଖା କରୁଥିବା ପ୍ୟାରିସର ଏକ କମ୍ପାନୀ ଏହି ସୂଚନା ଦେଇଛି। ଏଫେଲ୍‌ ଟାଓ୍ବାରକୁ ଦେଖିବାକୁ ପ୍ରତିବର୍ଷ ପ୍ରାୟ…

ଇଣ୍ଡୋନେସିଆ ରାଷ୍ଟ୍ରପତି ନିର୍ବାଚନ: ପୁଣି ବାଜି ମାରିଲେ ଜୋକୋ ଓ୍ବିଡୋଡୋ

ଜାକର୍ତ୍ତା, ୨୧।୫: ଇଣ୍ଡୋନେସିଆରେ ଅନୁଷ୍ଠିତ ରାଷ୍ଟ୍ରପତି ନିର୍ବାଚନରେ ପୁଣି ବାଜି ମାରିଛନ୍ତି ଜୋକୋ ଓ୍ବିଡୋଡୋ। ସେ ନିକଟତମ ପ୍ରତିଦ୍ୱନ୍ଦୀ ପ୍ରଭାଓ୍ବ ସୁବିଆଣ୍ଟୋଙ୍କୁ ପରାସ୍ତ କରିଛନ୍ତି। ଦ୍ୱିତୀୟଥର ପାଇଁ ଓ୍ବିଡୋଡୋ ଦେଶର ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି। ଏପ୍ରିଲ ୧୭ରେ ରାଷ୍ଟ୍ରପଦ ପାଇଁ…

ଜେଲ୍‌ରେ ସୁରକ୍ଷାକର୍ମୀ-କଏଦୀଙ୍କ ମଧ୍ୟରେ ହାତାହାତି: ୩୨ ମୃତ

ଦୁଶାଂବେ,୨୦।୫: ତାଜିକିସ୍ତାନର ଏକ ଜେଲ୍‌ରେ ସୁରକ୍ଷାକର୍ମୀ ଓ କଏଦୀଙ୍କ ମଧ୍ୟରେ ଦଙ୍ଗା ପରିସ୍ଥିତି ଉପୁଜିବାରୁ ୩୨ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ସାମାଚାର ଏଜେନ୍ସି ଏଏଫ୍‌ପି ଏହି ସୂଚନା ଦେଇଛି। ମୃତକଙ୍କ ମଧ୍ୟରେ ୩ ଜଣ ଗାର୍ଡ ଥିବା ବେଳେ…

ରୋଜାରେ ଖାଦ୍ୟ ଆଣିଯାଇଥିବା ବ୍ୟକ୍ତିଙ୍କୁ ଦୁର୍ବ୍ୟବହାର କରି ନିଲମ୍ବିତ ହେଲେ ମହିଳା ମ୍ୟାନେଜର

ମିସୁରୀ,୨୦।୫: ଆମେରିକାର ମିସୁରୀରେ ଜଣେ ଯୁବକ ରୋଜା ଖୋଲିବା ପାଇଁ ଟେକୋ ବେଲ ରେଷ୍ଟୁରାଣ୍ଟକୁ ଜଳଖିଆ ଆଣିବାକୁ ଯାଇଥିଲେ। ରେଷ୍ଟୁରାଣ୍ଟରେ ଥିବା ମହିଳା ମ୍ୟାନେଜର ଇନ୍‌ ଟ୍ରେନିଂ ତାଙ୍କୁ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛି। ୫୦ ଡଲାରର ଖାଇବା କାହିଁକି ଅର୍ଡର…

ଇରାନକୁ ଆମେରିକାର ଧମକ

ଓ୍ବାଶିଂଟନ,୨୦।୫: ଆମେରିକା ଓ ଇରାକ ମଧ୍ୟରେ ଏବେ ଯୁଦ୍ଧ ପରିସ୍ଥିତି ଚରମ ସୀମାରେ ପହଞ୍ଚିଛି। ଏମିତି କହିବାର କାରଣ ହେଉଛି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ଧମକ ଦେଇଛନ୍ତି ଯଦି ଇରାନ ଯୁଦ୍ଧ ପରିସ୍ଥିତି ସୃଷ୍ଟି କରେ ତେବେ ତା’ର…

ପାକିସ୍ତାନରେ ବଢି ଚାଲିଛି ଦରଦାମ

ଇସଲାମାବାଦ,୨୦।୫: ପାକିସ୍ତାନରେ ଦରଦାମ ଦିନକୁ ଦିନ ଆକାଶ ଛୁଆଁ ହୋଇଛି। ଇମ୍ରାନ ଖାଁଙ୍କ ସରକାର ମଧ୍ୟ ଏହା ଉପରେ ନିୟନ୍ତ୍ରଣ ରଖିବାରେ ଅସମର୍ଥ ହୋଇଛନ୍ତି। ବିଶେଷ କରି ଏଠାରେ ଖାଦ୍ୟ ପାନୀୟର ଦାମ ଦିନକୁ ଦିନ ଆୟତ୍ତ ବାହାରକୁ ଚାଲିଯାଉଛି। ପ୍ରଥମେ…

ଅଷ୍ଟ୍ରେଲିଆ ନିର୍ବାଚନ: ପୁଣି ଥରେ କ୍ଷମତାକୁ ଫେରିଲା କଞ୍ଜରଭେଟିଭ ମେଣ୍ଟ

ସିଡନୀ, ୧୯।୫: ଏକଜିଟ୍‌ ପୋଲ୍‌ ଆକଳନକୁ ଭୁଲ ସାବ୍ୟସ୍ତ କରି ପୁଣି ଥରେ ଶାସକ କଞ୍ଜରଭେଟିଭ ଲିବେରାଲ ପାର୍ଟି ମେଣ୍ଟ ବିଜୟୀ ହୋଇଛି। ଏଠାରେ ଅନୁଷ୍ଠିତ ସାଧାରଣ ନିର୍ବାଚନରେ ଅଷ୍ଟ୍ରେଲିଆ ପାର୍ଲାମେଣ୍ଟର ୧୫୧ ଆସନ ମଧ୍ୟରୁ ପ୍ରଧାନମନ୍ତ୍ରୀ ସ୍କଟ ମରିସନଙ୍କ ନେତୃତ୍ୱାଧୀନ…

ଆମେରିକାରେ ଭୟଙ୍କର ଘୂର୍ଣ୍ଣିଝଡ଼: ୭କୋଟି ଲୋକ ପ୍ରଭାବିତ

ଓ୍ବାଶିଂଟନ,୧୯।୫: ମଧ୍ୟ ଆମେରିକାରେ ଗୋଟିଏ ପରେ ଗୋଟିଏ ପ୍ରାୟ ୫୦ଟି ଘୂର୍ଣ୍ଣିଝଡ଼ ଆସିବାରୁ ଏଠାକାର ସ୍ଥିତି ଖରାପ ହୋଇଯାଇଛି। ଗତ ଶନିବାର ଏଠାରେ ହୋଇଥିବା ଘୂର୍ଣ୍ଣିଝଡ଼ରେ ଅଧିକାଂଶ ଘର, ଦୋକାନ ନଷ୍ଟ ହୋଇଯାଇଥିବା ବେଳେ ବଡ ବଡ ଗଛ ଉପୁଡି ପଡିଥିବା…

ହଣ୍ଡୁରାସରେ ବିମାନ ଦୁର୍ଘଟଣା : ୫ ମୃତ

ଟେଗୁସିଗାଲପା,୧୯।୫: ହଣ୍ଡୁରାସ ଦ୍ୱୀପ ନିକଟରେ ଏକ ବଡ ବିମାନ ଦୁର୍ଘଟଣା ହୋଇଛି। ଶନିବାର ଏହି ଦୁର୍ଘଟଣା ହୋଇଥିବା ବେଳେ ଏଥିରେ ୪ଜଣ କାନାଡା ଓ ଜଣେ ଆମେରିକାର ନାଗରିକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏହି ବିମାନଟି ରୋଆତରୁ ହଣ୍ଡୁରାସ ଦ୍ୱୀପ…

ସ୍କଟଲାଣ୍ଡର କ୍ଲେଡ୍‌ ନଦୀ ପାଲଟିବ ଗଙ୍ଗା: ଏଥିରେ ଭାରତୀୟ କରିପାରିବେ ଅସ୍ଥି ବିସର୍ଜନ

ଲଣ୍ଡନ,୧୯।୫: ଏଣିକି ସ୍କଟଲାଣ୍ଡ୍‌ର କ୍ଲେଡ୍‌ ନଦୀ ସ୍ଥାନୀୟ ଭାରତୀୟଙ୍କ ପାଇଁ ଗଙ୍ଗା ପାଲଟିବ। ଏଥିରେ ଭାରତୀୟମାନେ ଅସ୍ଥି ବିସର୍ଜନ କରିପାରିବେ। ଏନେଇ ସ୍ଥାନୀୟ ପ୍ରଶାସନ ପକ୍ଷରୁ ସ୍ବୀକୃତି ମିଳିଛି। ନଦୀର ଏକ ଅଞ୍ଚଳରେ ଏଭଳି ପରମ୍ପରା ପାଳନ ଲାଗି ଅନୁମତି ଦିଆଯାଇଛି।…

ନବଜାତ ଶିଶୁପୁତ୍ରକୁ ଚାଷ ଜମିରେ ଜୀବନ୍ତ କବର ଦେଲେ କୁଆଁରୀ ମା’: କୁକୁର ରକ୍ଷା କଲା ଜୀବନ

ବ୍ୟାଙ୍କକ,୧୯।୫: ଥାଇଲାଣ୍ଡରେ ଜଣେ ୧୫ ବର୍ଷୀୟା କୁଆଁରୀ ମା’ ଲୋକ ଲଜ୍ୱାକୁ ଡରି ନବଜାତ ଶିଶୁପୁତ୍ରକୁ ଚାଷ ଜମିରେ ଜୀବନ୍ତ କବର ଦେଇଛନ୍ତି। ତେବେ ପୋଷା କୁକୁର ଗୋଡରେ ମାଟି ଖୋଳି ଶିଶୁକୁ ଉଦ୍ଧାର କରିଥିବା ପୋଲିସ ସୂଚନା ଦେଇଛି। ଉତ୍ତର-ପୂର୍ବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri