ଅନ୍ତର୍ଜାତୀୟ

ଚାଇନା ମହାକାଶକୁ ପଠାଇବ କୃତ୍ରିମ ଚନ୍ଦ୍ର: ଷ୍ଟ୍ରିଟ୍‌ ଲାଇଟ୍‌ ଆଉ ହେବନି ଆବଶ୍ୟକ

ବେଜିଂ,୧୫।୧୨: ଚାଇନା ମହାକାଶକୁ କୃତ୍ରିମ ଚନ୍ଦ୍ର ପଠାଇବ। ଏନେଇ ୨୦୧୮ରେ ଚାଇନା ଘୋଷଣା କରି ସମସ୍ତଙ୍କୁ ଚକିତ କରିଦେଇଥିଲା। ତେବେ ଏହି ଯୋଜନା ଅନ୍ତଗର୍ର୍ତ ପ୍ରଥମ ଉପଗ୍ରହ ୨୦୨୦ରେ ମହାକାଶକୁ ପ୍ରେରଣ କରାଯିବ। ୨୦୨୨ ସୁଦ୍ଧା ଚାଇନା ଅନ୍ୟ ୩ଟି ଉପଗ୍ରହ…

୨୦୫୦ ସୁଦ୍ଧା ପୃଥିବୀ ଜନସଂଖ୍ୟାରେ ଯୋଡ଼ି ହେବେ ୨ ଶହ କୋଟି: ଭାରତ ଛୁଇଁବ ୧୬୭ କୋଟି

ଜେନେଭା,୧୫।୧୨: ପୃଥିବୀର ଜନସଂଖ୍ୟା କ୍ରମାଗତ ବଢ଼ିବାରେ ଲାଗିଛି। ୨୦୫୦ ସୁଦ୍ଧା ପୃଥିବୀ ଜନସଂଖ୍ୟାରେ ଅଧିକ ୨ କୋଟି ଯୋଡ଼ି ହେବେ ବୋଲି ଜାତିସଂଘ ରିପୋର୍ଟରେ ପ୍ରକାଶ ପାଇଛି। ଜାତିସଂଘ ପକ୍ଷରୁ ପ୍ରକାଶିତ ‘ ଦ ଓ୍ବାଲ୍ଡ ପପୁଲେଶନ ପ୍ରସପେକ୍ଟସ୍‌-୨୦୧୯’ ରିପୋର୍ଟରେ ଏହା…

ନାଗରିକତା ସଂଶୋଧନ ଆଇନକୁ ବିରୋଧ କରି ଲଣ୍ଡନରେ ବିରୋଧ ପ୍ରଦର୍ଶନ

ଲଣ୍ଡନ,୧୫।୧୨: ନାଗରିକତା ସଂଶୋଧନ ଆଇନକୁ ନେଇ ସାରା ଦେଶରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ଆସାମ, ତ୍ରିପୁରା, ନାଗାଲାଣ୍ଡ ସମେତ ଉତ୍ତର ଭାରତର ଅଧିକାଂଶ ସ୍ଥାନରେ ଏହାକୁ ନେଇ ହିଂସା ପରିସ୍ଥିତି ସୃଷ୍ଟି ହୋଇଛି। ଏବେ ଏହି ନାଗରିକତା ସଂଶୋଧନ ଆଇନକୁ…

ଆମେରିକା ତାଗିଦ୍‌କୁ ଭୟ ନାହିଁ: ପୁଣି ଆଣବିକ ପରୀକ୍ଷଣ କଲା ଉତ୍ତରକୋରିଆ

ଓ୍ବାଶିଂଟନ, ୧୫।୧୨: ଆମେରିକା ତାଗିଦ୍‌କୁ ଭୟ ନ କରି ଉତ୍ତରକୋରିଆ ପୁଣି ଥରେ ଆଣବିକ ପରୀକ୍ଷଣ କରିଛି। ସୋହେ ସ୍ଥିତି ପରୀକ୍ଷଣ କେନ୍ଦ୍ରରେ ଏହା କରାଯାଇଛି। ଆମେରିକା-ଉତ୍ତରକୋରିଆ ମଧ୍ୟରେ ଆଣବିକ ପରୀକ୍ଷଣ ନେଇ ହୋଇଥିବା ଚୁକ୍ତିର ଏହା ଅବମାନନା ବୋଲି କୁହାଯାଉଛି।…

ପ୍ରେମିକାଙ୍କୁ ମନେଇବା ପାଇଁ ଯୁବକ ଟାଣିଲେ ୨୧୮ ଟନ୍‌ ଓଜନର ଟ୍ରେନ୍‌

ବ୍ଲାଡ଼ିଭୋସ୍ତକ,୧୫।୧୨: ପ୍ରେମରେ ପଡ଼ିଲେ କେତେକ ଅତି ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରିବସନ୍ତି ବୋଲି କୁହାଯାଏ। ତାହାର ସଦ୍ୟତମ ଉଦାହରଣ ରୁଷିଆର ବ୍ଲାଡ଼ିଭୋସ୍ତକ ସହରରେ ଦେଖିବାକୁ ମିଳିଛି। ୩୪ ବର୍ଷ ବୟସ୍କ ଇଭାନ୍‌ ସୌକିନ୍‌ ନିଜ ପ୍ରେମିକାଙ୍କୁ ମନେଇବା ପାଇଁ ୨୧୮ ଟନ୍‌ ଓଜନର…

ଜାମାଇକାର ଟୋନି-ଅନ୍‌ ସିଂ ମିସ୍‌ ଓ୍ବାଲର୍‌ଡ

ଲଣ୍ଡନ,୧୫ା୧୨ : ଜାମାଇକାର ଟୋନି-ଅନ୍‌ ସିଂ(୨୩) ଶନିବାର ୨୦୧୯ର ମିସ୍‌ ଓ୍ବାଲର୍‌ଡ ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ଲଣ୍ଡନରେ ଅନୁଷ୍ଠିତ ଏକ ବର୍ଣ୍ଣାଢ୍ୟ ସମାବେଶରେ ବିଶ୍ୱର ୧୧୦ ପ୍ରତିଯୋଗୀଙ୍କୁ ପଛରେ ପକାଇ ସେ ଏହି ବିରଳ ସଫଳତା ହାସଲ କରିଛନ୍ତି। ଭାରତୀୟ…

ଯେଉଁ ଖଣିର ହୀରା ନେଇ ପାରିବେ ସାଧାରଣ ଜନତା

ହୀର ଖଣି ସାଧାରଣତଃ କମ୍ପାନୀମାନଙ୍କ ଅଧିନରେ ଥାଏ। ଯେଉଁମାନେ ଏହାକୁ କ୍ରୟ କରିଥାଆନ୍ତି। ହେଲେ ଏମିତି ଏକ ଖଣି ଅଛି ଯେଉଁଠୁ ସାଧାରଣ ଜନତା ମଧ୍ୟ ହୀରା ଆଣିପାରିବେ। ଆମେରିକାର ଆରକାନସସ ରାଜ୍ୟର ପାଇକ କାଉଣ୍ଟିରେ ମରଫ୍ରେସବୋରୋରେ ରହିଛି ଏମିତି ଏକ…

ଭାରତ-ପାକିସ୍ତାନ ମଧ୍ୟରେ ହୋଇପାରେ ଯୁଦ୍ଧ: ପାକିସ୍ତାନ ମନ୍ତ୍ରୀ

ଇସ୍‌ଲାମାବାଦ,୧୪।୧୨: ନିଜର ବେକାବୁ ବୟାନକୁ ନେଇ ସବୁବେଳେ ଚର୍ଚ୍ଚାକୁ ଆସି ପରିହାସର ଶିକାର ହେଉଥିବା ପାକିସ୍ତାନର ରେଳମନ୍ତ୍ରୀ ଶେଖ ରସିଦ ଏଥର ମଧ୍ୟ ସେମିତି ଏକ ବୟାନ ଦେଇ ଆସିଛନ୍ତି ଚର୍ଚ୍ଚାକୁ। ଜମ୍ମୁ-କଶ୍ମୀରରୁ ୩୭୦ ଉଚ୍ଛେଦ ପରେ ହଡବଡେଇ ଯାଇଥିବା ପାକିସ୍ତାନ…

ବିକଳ୍ପ ଶକ୍ତି ଭବିଷ୍ୟତର ଭରସା

ଜାତିସଂଘ: ବିଶ୍ୱରେ ୧୪ ଡିସେମ୍ବରରେ ବିଶ୍ୱ ଶକ୍ତି ସଂରକ୍ଷଣ ଦିବସ ପାଳନ କରାଯାଉଛି। ଶକ୍ତି କ୍ଷୟ ରୋକିବା ଓ ଏହାର ବିନିଯୋଗ ଉପରେ ଗୁରୁତ୍ୱ ପ୍ରଦାନ କରିଥାଏ ଏହି ଦିବସ। ଦୈନନ୍ଦିନ ଜୀବନରେ ଶକ୍ତିର ଉପଯୋଗ ଓ ପରିବେଶ ଉପରେ ଏହାର…

ନୂଆ ନାଗରିକତା ଆଇନ ଭେଦଭାବ ପୂର୍ଣ୍ଣ: ଜାତିସଂଘ

ଜେନେଭା,୧୪।୧୨: ଭାରତରେ ପ୍ରଣୀତ ହୋଇଥିବା ନୂଆ ନାଗରିକତା ଆଇନ ସମ୍ପୂର୍ଣ୍ଣ ଭାବେ ଭେଦଭାବ ପୂର୍ଣ୍ଣ ବୋଲି ଜାତିସଂଘର ମାନବାଧିକାର ଶାଖା ପକ୍ଷରୁ କୁହାଯାଇଛି। ଏନେଇ ଜାତିସଂଘ ମାନବାଧିକାର ମୁଖପାତ୍ର ଜେରେମୀ ଲରେନ୍ସ୍‌ ଗଣମାଧ୍ୟମ ପ୍ରତିନିଧିଙ୍କୁ ସମ୍ବୋଧନ କରିବା ଅବସରରେ କହିଛନ୍ତି। ଭାରତୀୟ…

ଆବେଙ୍କ ଭାରତ ଗସ୍ତ ସ୍ଥଗିତ

ନୂଆଦିଲ୍ଲୀ,୧୪ା୧୨: ସିଏଏକୁ ନେଇ ବିବାଦ ପ୍ରରିପ୍ରେକ୍ଷୀରେ ଜାପାନ ପ୍ରଧାନମନ୍ତ୍ରୀ ଶିଞ୍ଜୋ ଆବେଙ୍କ ଭାରତ ଗସ୍ତକୁ ସ୍ଥଗିତ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଜାପାନ ପ୍ରତିପକ୍ଷ ଆବେଙ୍କ ମଧ୍ୟରେ ଡିସେମ୍ବର ୧୫ରୁ ୧୭ ପର୍ଯ୍ୟନ୍ତ ଆସାମ ରାଜଧାନୀ ଗୁଆହାଟୀରେ ବାର୍ଷିକ ସମ୍ମିଳନୀ…

ଟ୍ରମ୍ପ୍‌ଙ୍କ ବିରୋଧରେ ଅଭିଯୋଗକୁ ମଞ୍ଜୁରୀ

ଓ୍ବାଶିଂଟନ,୧୪ା୧୨(ଏଏଫ୍‌ପି): ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ବିରୋଧରେ ମହାଭିଯୋଗ ଆଣିବା ସପକ୍ଷରେ ଗୃହ ନ୍ୟାୟିକ କମିଟି ଭୋଟ ଦେଇଛି। ଫଳରେ ଆସନ୍ତା ସପ୍ତାହ ଶେଷରେ ମହାଭିଯୋଗର ଦୁଇଟି ଅନୁଚ୍ଛେଦ ଉପରେ ପ୍ରତିନିଧି ସଭାରେ ଭୋଟ ହୋଇପାରେ। ପରେ ସିନେଟରେ ଏହା ଉପରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri