ଅନ୍ତର୍ଜାତୀୟ

ନିର୍ବାଚନ ଜିତିଲେ ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ

ଲଣ୍ଡନ,୧୪ା୧୨(ପି.ଟି.):ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନଙ୍କ କଞ୍ଜରଭେଟିଭ୍‌ ପାର୍ଟି ସାଧାରଣ ନିର୍ବାଚନରେ ବିଜୟୀ ହୋଇଛି। ପାର୍ଲାମେଣ୍ଟର ୬୫୦ ଆସନ ମଧ୍ୟରୁ କଞ୍ଜରଭେଟିଭ୍‌ ପାର୍ଟି ୩୬୪ ଆସନ ଦଖଲ କରିଛି। ବିପୁଳ ସଂଖ୍ୟାଗରିଷ୍ଠତା ସହ ପ୍ରଧାନମନ୍ତ୍ରୀ ଜନ୍‌ସନ କ୍ଷମତାକୁ ଫେରିଥିବାରୁ ବିଭିନ୍ନ ମହଲରୁ ଅଭିନନ୍ଦନର…

ଫୋବର୍‌ସରେ ପ୍ରକାଶ ପାଇଲା ବିଶ୍ୱର ସବୁଠାରୁ ଶକ୍ତିଶାଳୀ ମହିଳାଙ୍କ ତାଲିକା: ନିର୍ମଳା ସୀତାରାମନ ବି ସାମିଲ

ନୂଆଦିଲ୍ଲୀ,୧୩।୧୨: ଫୋବର୍‌ସ ପକ୍ଷରୁ ବିଶ୍ୱର ସବୁଠାରୁ ୧୦୦ ଶକ୍ତିଶାଳୀ ମହିଳାଙ୍କ ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଭାରତର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କୁ ସ୍ଥାନ ମିଳିଛି। ପ୍ରଥମ ଥର ଜଣେ ଅର୍ଥମନ୍ତ୍ରୀଙ୍କ ନାଁ ଏହି ତାଲିକାରେ ସାମିଲ କରାଯାଇଛି। ଫୋବର୍‌ସ ପକ୍ଷରୁ…

ବୋରିସ ଜନସନଙ୍କୁ ଅଭିନନ୍ଦନ ଜଣାଇଲେ ମୋଦି

ନୂଆଦିଲ୍ଲୀ/ଲଣ୍ଡନ,୧୩।୧୨: ବ୍ରିଟେନରେ ୧୯୨୩ ପରେ ପ୍ରଥମଥର ଲାଗି ଡିସେମ୍ବରରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଆଉ ଏହି ନିର୍ବାଚନରେ କଞ୍ଜରଭେଟିଭ ପାର୍ଟି ବହୁମତରେ ନିର୍ବାଚନ ଜିତିଥିବା ସୂଚନା ମିଳିଛି। ଏହାପରେ ବୋରିସ ଜନସନ ପ୍ରଧାନମନ୍ତ୍ରୀ ହେବା ନିଶ୍ଚିତ ହୋଇଯାଇଛି। ଏହା ଜଣାପଡିବା…

ବ୍ରିଟେନ ସାଧାରଣ ନିର୍ବାଚନ ଲାଗି ମତଦାନ

ଲଣ୍ଡନ,୧୩।୧୨(ପି.ଟି.):ବ୍ରିଟେନରେ ପାଖାପାଖି ୧୦୦ ବର୍ଷ ପରେ ପ୍ରଥମ ଥର ଡିସେମ୍ବରରେ ସାଧାରଣ ନିର୍ବାଚନ ହେଉଥିବାବେଳେ ଭୋଟରଙ୍କ ମଧ୍ୟରେ ବେଶ୍‌ ଉତ୍ସାହ ପରିଲକ୍ଷିତ ହୋଇଛି। ଗୁରୁବାର ଭୋଟକେନ୍ଦ୍ରଗୁଡିକରେ ହଜାର ହଜାର ଭୋଟର ମତଦାନ ଲାଗି ଲମ୍ବା ଲାଇନ ଲଗାଇଥିବା ଦେଖିବାକୁ ମିଳିଥିଲା। ପ୍ରଧାନମନ୍ତ୍ରୀ…

ନାଇଜେରିଆ ଆତଙ୍କବାଦୀ ଆକ୍ରମଣରେ ୭୧ ସେନା ମୃତ

ମିୟାମି,୧୨।୧୨: ନାଇଜେରିଆର ଏକ ସେନା ଶିବିରରେ ଆତଙ୍କବାଦୀଙ୍କ ଦ୍ୱାରା କରାଯାଇଥିବା ଆକ୍ରମଣରେ ଅତିକମ୍‌ରେ ୭୧ ଜଣ ସେନାଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଦକ୍ଷିଣ ଆଫ୍ରିକୀୟ ଦେଶର ପ୍ରତିରକ୍ଷାମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ମଙ୍ଗଳବାର ମାଲିକୁ ଲାଗି ରହିଥିବା ସେନା ଶିବିର ଉପରେ…

ଭାରତ ଯାତ୍ରା ବାତିଲ କଲେ ବାଂଲାଦେଶ ବୈଦେଶିକ ମନ୍ତ୍ରୀ

ଢାକା,୧୨।୧୨: ବାଂଲାଦେଶ ବୈଦେଶିକ ମନ୍ତ୍ରୀ ଏକେ ଅବଦୁଲ ମୋମେନ ତାଙ୍କ ଭାରତ ଗସ୍ତକୁ ବାତିଲ କରିଛନ୍ତି। ଆଲୋଚନା ହେଉଛି କି ନାଗରିକତ୍ୱ (ସଂଶୋଧନ) ବିଲ୍‌(ସିଏବି)କୁ ନେଇ ବାଂଲାଦେଶ ଅସନ୍ତୁଷ୍ଟ ଥିବାରୁ ମୋକେନ ଅଚାନତ ତାଙ୍କ ଗସ୍ତକୁ ବାତିଲ କରିଛନ୍ତି। ହେଲେ ସେ…

ଓ୍ବାଶିଙ୍ଗ୍‌ ମେସିନ୍‌, ସୋଫାରେ ପଶି ଯାଉଥିଲେ ଆମେରିକା, ଧରିଲା ପୋଲିସ

କାର୍ଲିଫର୍ନିଆ,୧୨।୧୨: ମେକ୍ସିକୋରୁ ପ୍ରତିବର୍ଷ ଅନେକ ପ୍ରବାସୀ ଲୋକ ଅସାମ୍ବିଧାନିକ ଭାବେ ଆମେରିକାରେ ପ୍ରବେଶ କରିଥାନ୍ତି। କିଛି ଲୋକ ଧରାପଡିଥିବାବେଳେ ଆଉ କିଛି ସେଠାରେ ରହିଯାନ୍ତି। ସେହିପରି କାର୍ଲିଫର୍ନିଆରେ ଏକ ଅଜବ ମାମଲା ଦେଖିବାକୁ ମିଳିଛି। ଆମେରିକାରେ ପ୍ରବେଶ କରିବାକୁ ଯାଉଥିବାବେଳେ ସାନ୍‌…

୩୫ ଲକ୍ଷ ଟଙ୍କା ବୋନସ୍‌ ମିଳିବା ପରେ ବି କାନ୍ଦିଲେ କର୍ମଚାରୀ, ଜାଣନ୍ତୁ କାହିଁକି

ଓ୍ବାଶିଂଟନ୍‌,୧୨।୧୨: ବର୍ଷ ଶେଷ ହେବାକୁ ଆଉ କିଛି ଦିନ ବାକି ଅଛି। ଏହି ଉପଲକ୍ଷେ ବିଭିନ୍ନ କମ୍ପାନୀ କର୍ମଚାରୀଙ୍କୁ ଉପହାର ଦେବା ପାଇଁ ଘୋଷଣା କରିଛନ୍ତି। ଆମେରିକାର ଏକ ରିୟଲ୍‌ ଇଷ୍ଟେଟ୍‌ କମ୍ପାନୀ ପ୍ରତି କର୍ମଚାରୀଙ୍କୁ ୩୫ ଲକ୍ଷ ଟଙ୍କା ବୋନସ୍‌…

ସାଢ଼େ ୩ ହଜାର ଅଚଳ ଉପଗ୍ରହ ଯୋଗୁ ପ୍ରଦୂଷିତ ହେଉଛି ମହାକାଶ: ୨୦୨୫ଠାରୁ ପୃଥିବୀକୁ ଫେରାଇ ଅଣାଯିବ

ଲଣ୍ଡନ,୧୨।୧୨: ଗତ ୬୦ ବର୍ଷ ମଧ୍ୟରେ ମହାକାଶରେ ସାଢ଼େ ୩ ହଜାରରୁ ଅଧିକ ଅଚଳ ଉପଗ୍ରହ ଜମା ହୋଇ ରହିଛି। ଏଠାରେ ସାଢ଼େ ୭ ଲକ୍ଷରୁ ଅଧିକ ଛୋଟ ଛୋଟ ଭଙ୍ଗାରୁଜା ଅଂଶ ମଧ୍ୟ ରହିଛି। ଫଳରେ ମହାକାଶ ପ୍ରଦୂଷିତ ହେବାରେ…

ହାଫିଜ୍‌ ଦୋଷୀ ସାବ୍ୟସ୍ତ

ଲାହୋର,୧୨ା୧୨(ପି.ଟି.): ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ତଥା ନିଷିଦ୍ଧ ଆତଙ୍କବାଦୀ ସଙ୍ଗଠନ ଜେୟୁଡି ମୁଖ୍ୟ ହାଫିଜ୍‌ ସୟିଦଙ୍କୁ ପାକିସ୍ତାନର ଆତଙ୍କବାଦ ନିରୋଧୀ ଅଦାଲତ ବୁଧବାର ଦୋଷୀ ସାବ୍ୟସ୍ତ କରିଛନ୍ତି। ଆତଙ୍କବାଦକୁ ନେଇ ପାକିସ୍ତାନ ଉପରେ ଅନ୍ତର୍ଜାତୀୟ ଚାପ ବଢ଼ୁଥିବାବେଳେ ହାଫିଜ୍‌ ଓ ତାଙ୍କର…

ମ୍ୟାନ୍‌ମାର୍‌ ବିରୋଧରେ ଗଣହତ୍ୟା ଅଭିଯୋଗକୁ ଖଣ୍ଡନ କଲେ ସୁକି

ଦି ହ୍ୟୁଗ୍‌,୧୧।୧୨: ନୋବେଲ ପୁରସ୍କାର ବିଜେତା ଅଙ୍ଗ ସାନ୍‌ ସୁକି ମ୍ୟାନ୍‌ମାର୍‌ ବିରୋଧରେ ହୋଇଥିବା ଗଣହତ୍ୟା ଅଭିଯୋଗକୁ ଖଣ୍ଡନ କରିଛନ୍ତି। ନେଦରଲାଣ୍ଡର ଦି ହ୍ୟୁଗ୍‌ ଠାରେ ଇଣ୍ଟରନ୍ୟାସନାଲ୍‌ କୋର୍ଟ ଅଫ୍‌ ଜଷ୍ଟିସ୍‌କୁ ସମ୍ବୋଧନ କରି ସେ ଏପରି କହିଛନ୍ତି। ମ୍ୟାନମାର୍‌ରେ ରୋହିଙ୍ଗ୍ୟା…

ଆମେରିକାର ନ୍ୟୁ-ଜର୍ସିରେ ଗୁଳିକାଣ୍ଡ, ଜଣେ ପୋଲିସ କର୍ମୀଙ୍କ ସମେତ ୬ ମୃତ

ଓ୍ବାଶିଂଟନ୍‌,୧୧।୧୨: ଆମେରିକା ନ୍ୟୁ ଜର୍ସିରେ ଏକ ଗୁଳିକାଣ୍ଡ ଘଟିଛି। ଏଥିରେ ଜଣେ ପୋଲିସ ଅଧିକାରୀଙ୍କ ସମେତ ୬ ଜଣଙ୍କର ମୃତ୍ୟୁ ହୋଇଛି। ଲୋକ ଭିଡ ଥିବା ସ୍ଥାନରେ ଗୁଳିକାଣ୍ଡଟି ଘଟିଛି। ତେବେ ଗୁଳିକାଣ୍ଡ କିଏ ଘଟାଇଛି ତାହା ଏପର୍ଯ୍ୟନ୍ତ ସୂଚନା ମିଳିପାରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri