ଅନ୍ତର୍ଜାତୀୟ

କରୋନା ଆତଙ୍କବାଦଠାରୁ ବି ଭୟଙ୍କର: ଡବ୍ଲୁଏଚ୍‌ଓ

ଜେନେଭା,୧୨।୨: ଚାଇନାରେ କରୋନା ଆତଙ୍କ ସୃଷ୍ଟି କରିଛି। ଏହାଯୋଗୁ ୨୭ରୁ ଅଧିକ ଦେଶର ଲୋକେ ମଧ୍ୟ ସଂକ୍ରମିତ ହୋଇଛନ୍ତି। ଇତିମଧ୍ୟରେ ଚାଇନାର ୩୦ରୁ ଅଧିକ ସହରରେ କରୋନା ସଂକ୍ରମଣ ଯୋଗୁ ୧୧୦୦ରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟିଛି। କରୋନା ଆତଙ୍କବାଦଠାରୁ ବି…

୧୨ ବର୍ଷ ପରେ ଇରାକରେ ପୁଣି ତୁଷାରପାତ

ବାଗଦାଦ୍‌,୧୨।୨: ଇରାକରେ ପୁଣି ୧୨ ବର୍ଷ ପରେ ତୁଷାରପାତ ହୋଇଛି। ଫଳରେ ରାଜରାସ୍ତା ଧଳା ଚାଦରରେ ଘୋଡ଼ି ହେବା ଭଳି ଦୃଶ୍ୟ ସୃଷ୍ଟି ହୋଇଛି। ବାଗଦାଦ୍‌ ସହିତ କର୍ବଲା ସହରରେ ମଧ୍ୟ ତୁଷାରପାତ ହୋଇଛି। ଅନ୍ୟ କେତେକ ସହରରେ ମଧ୍ୟ ମଙ୍ଗଳବାର…

ମିଳିଲା ୨୫୦୦ ବର୍ଷ ପୁରୁଣା ୩୦ ବହି

ଏଥେନ୍ସ୍‌,୧୨।୨: ଗୀସ୍‌ର ଏଥେନ୍ସ୍‌ରୁ ୨୫୦୦ ବର୍ଷ ପୁରୁଣା ୩୦ଟି ବହି ମିଳିଛି। ସ୍ଥାନୀୟ ଏକ ୩୦ଫୁଟର କୂଅ ମଧ୍ୟରେ ଏଗୁଡ଼ିକ ରହିଥିଲା। ଏଥିରେ ଅନ୍ୟକୁ କିିଭଳି ଅଭିଶପ୍ତ କରାଯାଇ ପାରିବ ସେ ସମ୍ପର୍କରେ ଉଲ୍ଲେଖ ରହିଛି। ତତ୍‌କାଳୀନ ଗ୍ରୀସ୍‌ ସମାଜରେ ଏଭଳି…

ଚୁମ୍ବନ ଦିବସ: ଚାଇନାରେ ନୋ କିସିଂ କଟକଣା

ବେଜିଂ,୧୨।୨: ଭାଲେଣ୍ଟାଇନ୍‌ ଓ୍ବିକ୍‌ର ଷଷ୍ଠ ଦିନକୁ କିସ୍‌ ଡେ’ ବା ଚୁମ୍ବନ ଦିବସ ଭାବେ ପାଳନ କରାଯାଇଥାଏ। ପ୍ରେମୀଯୁଗଳ ପରସ୍ପରକୁ ଚୁମ୍ବନ ଦେବାଦ୍ୱାରା ବହୁ ଶାରୀରିକ ସମସ୍ୟା ଦୂର ହୋଇଥାଏ ବୋଲି ଚିକିତ୍ସା ବୈଜ୍ଞାନୀ ମତ ଦେଇଥାନ୍ତି। ଏହା ଅବସାଦ ଦୂର…

ୟୁରୋପ ଜାଣୁ ଚାଇନା କ’ଣ

ୟୁରୋପର ଜନସାଧାରଣ, ୟୁରୋପର ରାଜନେତା କିମ୍ବା ବ୍ୟବସାୟୀମାନେ କେହି ବି ଚାଇନା ରାଷ୍ଟ୍ରପତି ଜି ଜିନ୍‌ପିଙ୍ଗ୍‌ଙ୍କ ଧମକକୁ ସମ୍ପୂର୍ଣ୍ଣ ଭାବେ ବୁଝିପାରୁନାହାନ୍ତି। ଯଦିଓ ଏକଚ୍ଛତ୍ରବାଦୀ ଜିନ୍‌ପିଙ୍ଗ୍‌ ଚାଇନାକୁ ଅତ୍ୟାଧୁନିକ ଜ୍ଞାନକୌଶଳ ବ୍ୟବହାର କରି ନିଜ ଦେଶକୁ ସମ୍ପୂର୍ଣ୍ଣ ନିୟନ୍ତ୍ରଣକୁ ଆଣିଛନ୍ତି, ତଥାପି…

ବୁଡିଲା ରୋହିଙ୍ଗ୍ୟା ଶରଣାର୍ଥୀଙ୍କ ଡଙ୍ଗା: ୧୪ ମୃତ

ଢ଼ାକା,୧୧।୨: ଦକ୍ଷିଣ ବାଲାଂଦେଶ ନିକଟରେ ରୋହିଙ୍ଗ୍ୟା ଶରଣାର୍ଥୀଙ୍କୁ ନେଇକି ଯାଉଥିବା ଏକ ଡଙ୍ଗା ମଙ୍ଗଳବାର ସକାଳେ ବୁଡ଼ି ଯାଇଛି। ଏହି ଦୁର୍ଘଟଣାରେ ୭୦ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିବା ବେଳେ ୧୪ଜଣଙ୍କ ମୃତ୍ୟୁ ହୋଇଛି। ଆଉ କେତେକ ବ୍ୟକ୍ତି ଏବେ ବି…

କରୋନାଭାଇରସ୍‌ରେ ସଂକ୍ରମିତ ମା’ ଜନ୍ମଦେଲେ ସୁସ୍ଥ ସନ୍ତାନ

ବେଜିଂ,୧୧।୨: ଚାଇନାରେ କରୋନାଭାଇରସ୍‌ ଏବେ ମହାମାରୀର ରୂପ ନେଲାଣି। ଚାଇନା ସହ ଅନ୍ୟ ଦେଶଗୁଡିକରେ ମଧ୍ୟ ଏହା ବ୍ୟାପିବାରେ ଲାଗିଛି। ଚାଇନାରେ ଏବେ ପର୍ଯ୍ୟନ୍ତ ଏଥିରେ ଆକ୍ରାନ୍ତ ହୋଇ ହଜାରେରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ଯାଇଥିବା ବେଳେ ୪୨ହଜାରରୁ ଊର୍ଦ୍ଧ୍ୱ ସଂକ୍ରମିତ…

ଇମ୍ରାନଙ୍କ ଜିଦ୍‌ ପାଇଁ ପିତାଙ୍କ ଅନ୍ତିମ ସଂସ୍କାରରେ ପହଞ୍ଚି ପାରିଲେନି ପୁଅ

ଇସ୍‌ଲାମାବାଦ,୧୧।୨: ଚାଇନାର ଉହାନ ସହରରେ ରହି ପିଏଚ୍‌ଡି କରୁଥିବା ପାକିସ୍ତାନର ଛାତ୍ର ହସନ ନିଜ ପିତାଙ୍କ ଅନ୍ତିମ ସଂସ୍କାରରେ ପହଞ୍ଚି ନ ପାରିବାକୁ ନେଇ ପାକିସ୍ତାନର ଇମ୍ରାନ ସରକାରଙ୍କୁ ଦାୟୀ କରିଛନ୍ତି। ଚାଇନାରେ ଏବେ କରୋନାଭାଇରସ ମହାମାରୀର ରୂପ ନେଇଥିବା ବେଳେ…

୪୬୫ ବର୍ଷ ପୂର୍ବରୁ ନୋତ୍ରାଦମସ କରିଥିଲେ କରୋନାଭାଇରସର ଭବିଷ୍ୟବାଣୀ!

ନୂଆଦିଲ୍ଲୀ,୧୧।୨: କରୋନାଭାଇରସ ଏବେ ବିଶ୍ୱବାସୀଙ୍କ ଚିନ୍ତା ବଢାଇ ଦେଇଛି। ଚାଇନାରୁ ଆରମ୍ଭ ହୋଇଥିବା ଏହି କରୋନାଭାଇରସର ସଂକ୍ରମଣ ଏବେ ସାରା ବିଶ୍ୱକୁ ବ୍ୟାପିବାରେ ଲାଗିଛି। ଏହାର ଆରୋଗ୍ୟକୁ ନେଇ ଏପର୍ଯ୍ୟନ୍ତ କୌଣସି ଔଷଧ ପ୍ରସ୍ତୁତ ନ ହୋଇଥିବା ବେଳେ ଏହାର ଭୟାବହତା…

ଆତ୍ମଘାତୀ ବିସ୍ଫୋରଣ: ୫ ମୃତ

କାବୁଲ,୧୧।୨: ଆଫଗାନିସ୍ତାନ କାବୁଲରେ ଏକ ଆତ୍ମଘାତୀ ବିସ୍ଫୋରଣରେ ୫ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୩ ଜଣ ସୈନ୍ୟ ବିଭାଗ କର୍ମଚାରୀ ରହିଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ କୁହାଯାଇଛି। ଏହି ଘଟଣାରେ ୧୨ରୁ ଅଧିକ ଳୋକ ଆହତ ହୋଇଛନ୍ତି। ଆହତଙ୍କୁ…

ଉହାନ ବାୟୁମଣ୍ଡଳରେ ବଢୁଛି ସଲଫର ଡାଇଅକ୍ସାଇଡ୍‌ ମାତ୍ରା: ପ୍ରମାଣିତ କରୁଛି କରୋନା ମୃତ୍ୟୁ ସଂଖ୍ୟା ସରକାରୀ ରିପୋର୍ଟଠାରୁ ଢେର୍‌ ଅଧିକ !

ବେଜିଂ,୧୧।୨: କରୋନା ଭୁତାଣୁ ଚାଇନାରେ ମୁଣ୍ଡ ଗଡ଼ାଇ ଚାଲିଛି। ଇତିମଧ୍ୟରେ ମୃତ୍ୟୁ ସଂଖ୍ୟା ୧୦୧୧ରେ ପହଞ୍ଚିଛି। ସେହିପରି ଆକ୍ରାନ୍ତଙ୍କ ସଂଖ୍ୟା ୪୨ ହଜାର ୬୦୦ ଛୁଇଁଛି। ତେବେ ଚାଇନା ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ଏହି ରିପୋର୍ଟକୁ ଉହାନ ସହର ବାୟୁମଣ୍ଡଳରେ…

ଇରାନ ଆକ୍ରମଣରେ ଶହେ ଆମେରିକା ସେନାଙ୍କ ମସ୍ତିଷ୍କରେ ଲାଗିଛି ଆଘାତ

ଓ୍ବାଶିଂଟନ,୧୧।୨: ଇରାକରେ ଥିବା ଆମେରିକାର ବାୟୁସେନା ଶିବିର ଉପରେ ଇରାନ ପକ୍ଷରୁ କରାଯାଇଥିବା କ୍ଷେପଣାସ୍ତ୍ର ଆକ୍ରମଣରେ ଆମେରିକା ସେନାଙ୍କ ଉପରେ ପଡିଥିବା ପ୍ରଭାବ ଏବେ ସାମ୍ମାକୁ ଆସୁଛି। ଆକ୍ରମଣକୁ କିଛି ମାସ ବିତିଯାଇଥିବା ବେଳେ ଏବେ ଆମେରିକା କହିଛି ଇରାନର କ୍ଷେପଣାସ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?