ଅନ୍ତର୍ଜାତୀୟ

ଭାରତକୁ ପାକ୍ ନେତାଙ୍କ କ୍ଷେପଣାସ୍ତ୍ର ମାଡ଼ ଧମକ: ବାଂଲାଦେଶ ସହ ସାମରିକ ମେଣ୍ଟ ପାଇଁ ଆହ୍ୱାନ

ଭୁବନେଶ୍ୱର,୨୩।୧୨: ପଡ଼ୋଶୀ ବାଂଲାଦେଶରେ ଜାରି ରହିଥିବା ଅଶାନ୍ତି ଏବଂ ଭାରତ ସହ ବଢୁଥିବା ତିକ୍ତତା ମଧ୍ୟରେ ପାକିସ୍ତାନର ଜଣେ ପ୍ରଭାବଶାଳୀ ନେତା ଭାରତ ବିରୋଧରେ ବିଷୋଦଗାର କରିଛନ୍ତି। ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫଙ୍କ ଦଳର ନେତା କାମ୍ରାନ ସୟିଦ ଉସମାନୀ ଏକ…

ବିଶ୍ୱ ଆଗରେ ଏମିତି ମିଛ କହିଦେଲେ ଅସୀମ ମୁନିର: ନିଆଁବାଣ ଚାଇନା

ଇସଲାମାବାଦ୍‌,୨୩।୧୨:ପାକିସ୍ତାନର ପ୍ରତିରକ୍ଷା ବାହିନୀର ମୁଖ୍ୟ ଏବଂ ସେନା ମୁଖ୍ୟ ଅସୀମ ମୁନିର ଅପରେଶନ ସିନ୍ଦୂର ବିଷୟରେ ଚାଇନାକୁ ନେଇ ଏକ ବଡ଼ ଦାବି କରିଛନ୍ତି। ବିଶ୍ୱ ଜାଣେ ଯେ, ପାକିସ୍ତାନ ଚାଇନାରୁ ସର୍ବାଧିକ ଅସ୍ତ୍ରଶସ୍ତ୍ର କିଣେ ଏବଂ ମେ ମାସରେ ଭାରତ…

ସାମ୍ନାକୁ ଆସିଲା ଆଶ୍ଚର୍ଯ୍ୟଜନକ ସତ, ବାଂଲାଦେଶରେ ଦୀପୁଙ୍କ ବନ୍ଧୁମାନେ ବିଶ୍ୱାସଘାତକତା କରି…

ବାଂଲାଦେଶର ମୈମନସିଂ ଜିଲାର ଏକ କପଡ଼ା କାରଖାନାରେ କାମ କରୁଥିବା ୨୭ ବର୍ଷୀୟ ହିନ୍ଦୁ ଯୁବକ ଦୀପୁ ଚନ୍ଦ୍ର ଦାସଙ୍କୁ ଗୁରୁବାର (ଡିସେମ୍ବର ୧୬) ଦିନ ଈଶ୍ୱରନିନ୍ଦା ଅଭିଯୋଗରେ ପିଟି ପିଟି ହତ୍ୟା କରାଯାଇଥିଲା। ଯଦି କାରଖାନା ପରିଚାଳନା ସମୟ ମଧ୍ୟରେ…

ହେବକି ତୃତୀୟ ବିଶ୍ବଯୁଦ୍ଧ, ଆମେରିକା ନିର୍ମାଣ କରୁଛି ସବୁଠି ଘାତକ ଯୁଦ୍ଧଜାହାଜ

ନୂଆଦିଲ୍ଲୀ,୨୩।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯେକୌଣସି ପରିସ୍ଥିତିରେ ରେକର୍ଡ ପରେ ରେକର୍ଡ କରିବାକୁ ଚାହାନ୍ତି । ଏହି ଲକ୍ଷ୍ୟରେ ଟ୍ରମ୍ପ ପ୍ରାୟତଃ ନାର୍ସିସିଜିମର ଚରମ ସୀମାରେ ପହଞ୍ଚିଥାନ୍ତି। ଏହାର ଆଉ ଏକ ଉଦାହରଣ ହେଉଛି ଆମେରିକା ଏହାର ଇତିହାସରେ ସବୁଠାରୁ…

ଆମେରିକାରେ ପ୍ରବାସୀଙ୍କୁ ବଡ଼ ଅଫର!

ଓ୍ବାଶିଂଟନ,୨୩।୧୨: ଆମେରିକାର ଗୃହ ସୁରକ୍ଷା ବିଭାଗ (DHS) ଅବୈଧ ପ୍ରବାସୀମାନଙ୍କ ପାଇଁ ଆତ୍ମ-ନିର୍ବାସ ପାଇଁ ଆର୍ଥିକ ପ୍ରୋତ୍ସାହନ ୧୦୦୦ ଡଲାରରୁ ୩୦୦୦ ଡଲାରକୁ ବୃଦ୍ଧି କରିଛି। ଯେଉଁମାନେ ବର୍ଷ ଶେଷ ସୁଦ୍ଧା CBP One ଆପ ମାଧ୍ୟମରେ ପଞ୍ଜୀକରଣ କରିବେ, ସେମାନେ…

Bangladesh Violence: ବାଂଲାଦେଶ ହିଂସା ଭିତରେ ବଡ଼ ଘୋଷଣା କଲେ ୟୁନୁସ୍, କହିଲେ ନିର୍ବାଚନ…

ନୂଆଦିଲ୍ଲୀ,୨୩।୧୨: ଦୁଇ ଦୁଇଟି ହତ୍ୟା ପରେ ଜଳୁଛି ବାଂଲାଦେଶ । ଏହାରି ଭିତରେ ବାଂଲାଦେଶର ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ୍ ଫେବୃଆରୀ ୧୨ ତାରିଖରେ ସାଧାରଣ ନିର୍ବାଚନ କରିବା ପାଇଁ ପୁଣିଥରେ ତାଙ୍କର ପ୍ରତିବଦ୍ଧତାକୁ ଦୋହରାଇଛନ୍ତି । ସେ କହିଛନ୍ତି ଯେ…

ବାଂଲାଦେଶର ଆଉଜଣେ ଛାତ୍ରନେତାଙ୍କ ମୁଣ୍ଡକୁ ଗୁଳି

ଢାକା,୨୩ା୧୨(ପି.ଟି.): ବାଂଲାଦେଶର ଖ୍ୟାତନାମା ଯୁବନେତା ଶରିଫ୍‌ ଓସ୍‌ମାନ ହାଦିଙ୍କୁ ହତ୍ୟା ଘଟଣାର ୪ ଦିନ ପରେ ସୋମବାର ଆଉ ଜଣେ ଛାତ୍ରନେତାଙ୍କ ମୁଣ୍ଡକୁ ଗୁଳି କରାଯାଇଛି। ମୋତାଲେବ ଶିକଦର ୨୦୨୪ର ହିଂସାତ୍ମକ ଛାତ୍ର ଆନ୍ଦୋଳନର ଦ୍ୱିତୀୟ ନେତା। ଗୁରୁତର ଅବସ୍ଥାରେ ତାଙ୍କୁ…

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼ ଡିଲ୍ କରିଛି। କମ୍ପାନୀ ସ୍ୱଚ୍ଛ ଶକ୍ତି ବିକାଶକାରୀ ସଂସ୍ଥା ‘ଇଣ୍ଟରସେକ୍ଟ ପାୱାର’କୁ ୪.୭୫ ବିଲିୟନ…

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ ଜନସଂଖ୍ୟା ବଢ଼ିବା ସହିତ ମୃତ୍ୟୁସଂଖ୍ୟାକୁ ନେଇ ଏକ ଚିନ୍ତାଜନକ ରିପୋର୍ଟ ସାମ୍ନାକୁ ଆସିଛି। ‘ଦି…

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା ବେଳେ, ଏହାର ପାଲଟା ଜବାବରେ ବାଂଲାଦେଶ ମଧ୍ୟ ସୋମବାର ଠାରୁ ନୂଆଦିଲ୍ଲୀ ସ୍ଥିତ ନିଜର…

ବାଂଲାଦେଶରେ ହାଦିଙ୍କ ପରେ ଏବେ ସିକଦରଙ୍କୁ ହତ୍ୟା, ମୁଣ୍ଡରେ ଗୁଳି ମାରି…

ନୂଆଦିଲ୍ଲୀ,୨୨।୧୨: ବାଂଲାଦେଶରେ ନିର୍ବାଚନ ଘୋଷଣା ପରେ ରାଜନୈତିକ ହତ୍ୟାର ଘଟଣା ଜାରି ରହିଛି ।ଇକବାଲ ଫୋରମର ଓସମାନ ହାଦିଙ୍କ ପରେ ଅପରାଧୀମାନେ ଏବେ ଖୁଲନାରେ ମୋତାଲେବ ସିକଦରଙ୍କୁ ଗୁଳି କରି ହତ୍ୟା କରିଛନ୍ତି।ସିକଦର ଛାତ୍ର ନେତା ନାହିଦ ଇସଲାମଙ୍କ ନେତୃତ୍ୱରେ ଗଠିତ…

Moscow Bomb Blast: ଭ୍ଲାଦିମିର ପୁଟିନଙ୍କୁ ବଡ଼ ଝଟକା! ମସ୍କୋ କାର ବୋମା ବିସ୍ଫୋରଣରେ ରୁଷିଆ ଜେନେରାଲଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୨।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଏକ ବଡ଼ ଝଟକା ଲାଗିଛି। ଭ୍ଲାଦିମିର ପୁଟିନଙ୍କ ସେନାର ଅପରେସନାଲ୍ ଟ୍ରେନିଂ ବିଭାଗର ମୁଖ୍ୟ ଲେଫ୍ଟନାଣ୍ଟ ଜେନେରାଲ ଫାନିଲ୍ ସର୍ଭାରୋଭ ମସ୍କୋରେ ଏକ ସନ୍ଦିଗ୍ଧ କାର୍ ବୋମା ବିସ୍ଫୋରଣରେ ପ୍ରାଣ ହରାଇଛନ୍ତି । ଆଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?