ଅନ୍ତର୍ଜାତୀୟ

୫ଶହ ଭାରତୀୟଙ୍କୁ ଲିବିୟା ଛାଡିବାକୁ କହିଲେ ସୁଷମା

ତ୍ରିପୋଲି,୨୦।୪: ଲିବିୟାରେ ଯୁଦ୍ଧ ପରିସ୍ଥିତି ସୃଷ୍ଟି ହେବା ପୂର୍ବରୁ ଦେଶ ଛାଡିବାକୁ ପ୍ରାୟ ୫ଶହ ଭାରତୀୟଙ୍କୁ କହିଲେ ବୈଦେଶିକ ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜ। ଲିବିୟାରେ ବର୍ତ୍ତମାନ ପରିସ୍ଥିତି ଖରାପ ରହିବା ସହ ଏବେ ଏଠାରେ ୨ଶହରୁ ଉର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ…

ମାଲି ପ୍ରଧାନମନ୍ତ୍ରୀଙ୍କ ଇସ୍ତଫା

ବାମାକୋ,୨୦ା୪ (ଏଏଫ୍‌ପି): ମାଲିରେ ହିଂସା ଦମନ କରିବାରେ ବିଫଳତା ପାଇଁ ପ୍ରଧାନମନ୍ତ୍ରୀ ସୁମିଲୁ ବୁବେୟି ମାଇଗା ନିଜ ମନ୍ତ୍ରିମଣ୍ଡଳ ସହ ଇସ୍ତଫା ପ୍ରଦାନ କରିଛନ୍ତି। ଦେଶର କେନ୍ଦ୍ରାଞ୍ଚଳରେ ଗତମାସରେ ଘଟିଥିବା ଗଣହତ୍ୟାରେ ୧୬୦ ଲୋକଙ୍କ ମୃତ୍ୟୁ ହୋଇଥିଲା। ହିଂସା ନିୟନ୍ତ୍ରଣରେ ବିଫଳତା…

ବିଶ୍ୱର ସବୁଠାରୁ ଛୋଟ ଶିଶୁ ୭ମାସ ପରେ ଓଜନ ୩ କିଲୋ

ଟୋକିଓ,୧୯।୪: ବିଶ୍ୱର ସବୁଠାରୁ ଛୋଟ ଶିଶୁପୁତ୍ର ଗତବର୍ଷ ଅକ୍ଟୋବରରେ ଜାପାନରେ ଜନ୍ମଗ୍ରହଣ କରିଥିଲେ। ସେବେଠାରୁ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲୁଥିଲା। ଏବେ ସେ ବାହାର ଦୁନିଆକୁ ଆସିବାକୁ ପ୍ରସ୍ତୁତ ବୋଲି ତାଙ୍କୁ ଚିକିତ୍ସା କରୁଥିବା ଡାକ୍ତରମାନେ ଶୁକ୍ରବାର ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ,…

ଲିବିୟାରେ ସଂଘର୍ଷ ଜାରି: ଭାରତୀୟଙ୍କ ପାଇଁ ଜାରି ହେଲା ହେଲ୍‌ପ ଲାଇନ୍‌

ତ୍ରିପୋଲି,୧୯।୪: ଲିବିୟାର ରାଜଧାନୀ ତ୍ରିପୋଲିକୁ ଦଖଲ କରିବାକୁ ଲିବିୟା ସେନା ଓ ବାଗି ଜେନରାଲ ହଫ୍‌ଦାରର ଲିବିୟା ନ୍ୟାଶନାଲ ଆର୍ମି ମଧ୍ୟରେ ସଂଘର୍ଷ ଜାରି ରହିଛି। ଯେଉଁଥିରେ ଏପର୍ଯ୍ୟନ୍ତ ୨ଶହରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ହେଲାଣି। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ଗୁରୁବାର…

ପାକିସ୍ତାନକୁ ଝଟକା: ଏଲ୍‌ଓସିରେ ଅବାଧ କାରବାରକୁ ବନ୍ଦ କଲା ଭାରତ

ଶ୍ରୀନଗର,୧୯।୪: ପୁଲଓ୍ବାମା ଆକ୍ରମଣ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ପରିସ୍ଥିତି ଲାଗିରହିଛି। ଏନେଇ ଭାରତ ପାକିସ୍ତାନ ବିରୋଧରେ ବହୁ ପଦକ୍ଷେପ ମଧ୍ୟ ନେଇଛି। ଏହି କ୍ରମରେ ଭାରତ ଜମ୍ମୁ-କାଶ୍ମୀର ସୀମାରେ କରାଯାଉଥିବା ବ୍ୟବସାୟ ଉପରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି।…

ରୋବୋକୁ ପ୍ରେମ କରୁଛନ୍ତି ୨୯ ବର୍ଷ ବୟସ୍କ ଯୁବକ: ଖୁବ୍‌ଶୀଘ୍ର କରିବେ ବିବାହ

ଓ୍ବାଶିଂଟନ,୧୮।୪: ମଣିଷ ରୋବୋ ମଧ୍ୟରେ ପ୍ରେମ। ଏହା ସାଧାରଣତଃ ଫିଲ୍ମରେ ଦେଖିବାକୁ ମିଳିଥାଏ। ତେବେ ଆମେରିକାରେ ଜଣେ ୨୯ ବର୍ଷ ବୟସ୍କ ଯୁବକ ଟ୍ରୋଲ୍‌ ନାମକ ଏକ ରୋବୋ ପ୍ରେମରେ ପଡ଼ିଛନ୍ତି। ଖୁବ୍‌ ଶୀଘ୍ର ରୋବୋ ସହିତ ବିବାହ କରିବେ ବୋଲି…

ସାବାସ୍‌ ଜେସିକା! ହାତ ନାହିଁ, ଗୋଡରେ ବିମାନ ଚଳାଉଛନ୍ତି

ମହିଳାମାନେ ଆଜି ପୁରୁଷଙ୍କର ସମକକ୍ଷ ହୋଇପାରିଛନ୍ତି। ବିମାନ ଚଳାଇବା, କ୍ରିକେଟ ଖେଳିବାଠାରୁ ଆରମ୍ଭ କରି ଏଭରେଷ୍ଟ ଚଢ଼ିବା ଯାଏ ସବୁ କାମ କରିପାରୁଛନ୍ତି। କିନ୍ତୁ ଶାରିରୀକ ଅକ୍ଷମତା ବେଳେବେଳେ ଲକ୍ଷ୍ୟସ୍ଥଳରେ ପହଞ୍ଚିବାରେ ବାଧା ସୃଷ୍ଟି କରେ। ତାକୁ ଏଡାଇ ଯିଏ ନିଜର…

ଗୋବି ମରୁଭୂମିରେ ମଙ୍ଗଳ ଗ୍ରହ ମଡେଲ: ଅନୁଧ୍ୟାନ କରିହେବ ଲାଲ୍‌ ଗ୍ରହରେ କିପରି ହେବ ଜୀବନ

ବେଜିଂ,୧୮।୪: ଚାଇନାର ଜିଚ୍ନାଙ୍ଗ୍‌ ସହରଠାରୁ ୪୦ କିଲୋମିଟର ଦୂରରେ ଥିବା ଗୋବି ମରୁଭୂମିରେ ମଙ୍ଗଳ ଗ୍ରହର ଏକ ମଡେଲ ନିର୍ମାଣ କରାଯାଇଛି। ଏହାର ନାମକରଣ ମାର୍ସ ବେସ୍‌-୧ ଭାବେ କରାଯାଇଛି। ୬୭ ହଜାର ବର୍ଗ କିଲୋମିଟରରେ ପରିବ୍ୟାପ୍ତ ଏହି ମଡେଲକୁ ଦେଖିବା…

ମତଦାନ କେନ୍ଦ୍ରରେ ସ୍ପାଇଡର୍‌ମ୍ୟାନ

ଜାକର୍ତ୍ତା, ୧୮।୪: ଇଣ୍ଡୋନେସିଆରେ ରାଷ୍ଟ୍ରପତି ଓ ସଂସଦୀୟ ପ୍ରତିନିଧି ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ମତଦାନ କେନ୍ଦ୍ରରେ ସ୍ପାଇଡରମ୍ୟାନ୍‌ ଡ୍ରେସ୍‌ରେ କିଛି ଯୁବକ ଭୋଟରଙ୍କୁ ଭୋଟ ଲାଗି ଉତ୍ସାହିତ କରିଥିଲେ। ଏପ୍ରିଲ ୧୭ରେ ଅନୁଷ୍ଠିତ ଏହି ନିର୍ବାଚନରେ ମତଦାନ ପାଇଁ ଭୋଟରଙ୍କ ଅଜବ…

ଏଠି ଏଭିଏମ୍‌ ନୁହେଁ ବାଲଟ୍‌ ପେପରରେ ହେବ ମତଦାନ

ଜାକର୍ତ୍ତା,୧୮।୪: ଭାରତରେ ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଚାଲିଥିବା ବେଳେ ଏଠାରେ ଇଭିଏମ୍‌କୁ ନେଇ ବିବାଦ ସରୁନି। ବିରୋଧି ଇଭିଏମକୁ ଭାଜପାର ମେଶିନ୍‌ କହୁଥିବା ବେଳେ ଏହାକୁ ନେଇ ତୁତୁ ମେମେ ଲାଗି ରହିଛି। ଏବେ କିନ୍ତୁ ସୁଦୂର ଇଣ୍ଡୋନେସିଆରେ…

ଥରିଲା ତାଇଓ୍ବାନ

ତାଇପେ,୧୮।୪: ଉତ୍ତର ପଶ୍ଚିମ ତାଇଓ୍ବାନରେ ଏକ ବଡ ଭୂକମ୍ପ ହୋଇଥିବା ସୂଚନା ମିଳିଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ରହିଛି ୬.୪। ଏହାର କେନ୍ଦ୍ରସ୍ଥଳ ହାଓଲିନ କାଉଣ୍ଟି ଡାଲରୁ ୧୮.୮ କିଲୋମିଟର ମିଟର ମଧ୍ୟରେ ଥିବା ଜଣାପଡିଛି। ତେବେ ତାଇଓ୍ବାନର ଭୌଗୋଳିକ…

ବସ ରୋକି ଯାତ୍ରୀଙ୍କୁ ଗୁଳି କରି ହତ୍ୟା କଲେ ଅଜଣା ବ୍ୟକ୍ତି

ଇସଲାମାବାଦ୍‌,୧୮।୪: ପାକିସ୍ତାନରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ବାଲୁଚିସ୍ତାନ ରାଜମାର୍ଗରେ ୫-୬ ଯାତ୍ରୀବାହୀ ବସ୍‌କୁ କେତେକ ଅଜଣା ବ୍ୟକ୍ତି ଅଟକାଇଥିଲେ। ଯାତ୍ରୀମାନଙ୍କୁ ବାହାରକୁ ଆଣି ଆଖିବୁଜା ଗୁଳି ଚଳାଇଥିଲେ। ଏଥିରେ ୧୪ ଜଣଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ଅନେକ ଲୋକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri