ଅନ୍ତର୍ଜାତୀୟ

ପାକିସ୍ତାନରେ ଘୂର୍ଣିଝଡର ତାଣ୍ଡବ: ୩୯ ମୃତ

ଇସଲମାବାଦ, ୧୮।୪:ପାକିସ୍ଥାନର ବିଭିନ୍ନ ଜିଲାରେ ଘୂର୍ଣ୍ଣିଝଡ ସହ ବର୍ଷାର ତାଣ୍ଡବ। ଏଥିରେ ୩୯ଜଣଙ୍କ ମୃତ୍ୟୁ ଘଟିଛି। ୧୩୫ରୁ ଅଧିକ ଆହତ ହୋଇଛନ୍ତି। ଅନେକ ସ୍ଥାନରେ ଗଛ ଏବଂ ଘର ଭାଙ୍ଗି ପଡିଛି। ପ୍ରର୍ବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ଉପୁଜିଛି। ପଞ୍ଜାବ…

ଆଝାର ପ୍ରସଙ୍ଗରେ ସମୟସୀମାକୁ ଚାଇନାର ଅଗ୍ରାହ୍ୟ

ବେଜିଂ,୧୮ା୪(ପି.ଟି): ପାକିସ୍ତାନଭିତ୍ତିକ ଜେଇଏମ୍‌ ମୁଖ୍ୟ ମାସୁଦ ଆଝାରଙ୍କୁ ବିଶ୍ୱ ଆତଙ୍କବାଦୀ ଘୋଷଣା କରିବାରେ ଚାଇନା ବିଳମ୍ବ କରୁଛି। ଏପ୍ରିଲ ୨୩ ମଧ୍ୟରେ ଏ ସମ୍ପର୍କରେ ନିଷ୍ପତ୍ତି ନେବା ଲାଗି ଆମେରିକା, ବ୍ରିଟେନ୍‌ ଓ ଫ୍ରାନ୍ସ ସମୟସୀମା ଧାର୍ଯ୍ୟ କରିଥିବା ରିପୋର୍ଟକୁ ଚାଇନା…

ସୌଦିରେ ୨ ଭାରତୀୟଙ୍କ ମୁଣ୍ଡକାଟ

ରିୟାଦ୍‌,୧୭।୪: ସୌଦିରେ ୨ ଭାରତୀୟଙ୍କ ମୁଣ୍ଡ କାଟ କରାଯାଇଛି। ସେମାନଙ୍କ ବିରୋଧରେ ହତ୍ୟା ଅଭିଯୋଗ ହୋଇଥିଲା। ବିଚାରରେ ସେମାନେ ଦୋଷୀ ସାବ୍ୟସ୍ତ ହେବା ପରେ ଏଭଳି ଦଣ୍ଡାଦେଶ କରାଯାଇଛି। ସେମାନେ ହେଉଛନ୍ତି ପଞ୍ଜାବ ହୋଶିଆରପୁରର ସତ୍‌ଓ୍ବିନ୍ଦର କୁମାର ଏବଂ ଲୁଧିଆନାର ହରଜିତ୍‌…

ନ୍ୟୁୟର୍କ ଟାଇମ୍ସ, ଓ୍ବାଲଷ୍ଟ୍ରିଟ୍‌ ଜର୍ନାଲକୁ ପୁଲିଜର ପୁରସ୍କାର

ନ୍ୟୁୟର୍କ,୧୭ା୪(ଏଏଫ୍‌ପି): ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ତାଙ୍କ ପରିବାର ସମ୍ପର୍କରେ ପୃଥକ୍‌ ଅନୁସନ୍ଧାନମୂଳକ ରିପୋର୍ଟ ପ୍ରସ୍ତୁତ କରିଥିବାରୁ ‘ଦି ନ୍ୟୁୟର୍କ ଟାଇମ୍ସ’ ଏବଂ ‘ଦି ଓ୍ବାଲ୍‌ଷ୍ଟ୍ରିଟ୍‌ ଜର୍ନାଲ’କୁ ମଙ୍ଗଳବାର ପୁଲିଜର ପୁରସ୍କାର ପ୍ରଦାନ କରାଯାଇଛି। ନ୍ୟୁୟର୍କ ଟାଇମ୍ସ ଟ୍ରମ୍ପ୍‌ଙ୍କ ପାରିବାରିକ ସମ୍ପତ୍ତିର…

ଭେଣ୍ଡିଂ ମେସିନରେ କାର ବିକ୍ରି କରି ଅରବପତି ହେଲେ ବାପପୁଅ

ଓ୍ବାଶିଂଟନ୍‌,୧୬।୪: ଆମେରିକାର ଭେଣ୍ଡିଂ ମେସିନରେ କାର ବିକ୍ରି କରି କୋଟିପତି ହେଲେ ବାପପୁଅ। ବର୍ତ୍ତମାନ ସମୟରେ ଦୁଇଜଣ ୪୭ହଜାର କୋଟିର ମାଲିକ ବୋଲି ଜଣାପଡିଛି। କାରଭାନ ହେଉଛି ପୁରୁଣା କାର ବିକ୍ର କରୁଥିବା ଆମେରିକାର ଜଣାଶୁଣା ଏକ କମ୍ପାନୀ। ଏହାକୁ ପୁରୁଣା…

ବଡବିଲ୍‌ରୁ ଚୋରି ହାଇଓ୍ବା ଝାଡଖଣ୍ଡରୁ ଜବତ, ମାଷ୍ଟରମାଇଣ୍ଡ ସହ ୩ ଗିରଫ

ବଡ଼ବିଲ, ୨୮ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଭଦ୍ରାସାହିରୁ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଚୋରି ହୋଇଥିବା ହାଇଓ୍ବାକୁ ପୋଲିସ ବୁଧବାର ରାତିରେ ଝାଡଖଣ୍ଡରୁ ଜବତ କରିଛି। ଏହି ଘଟଣାର ମାଷ୍ଟରମାଇଣ୍ଡ୍‌ ସହ ଅନ୍ୟ ଦୁଇ ଦଲାଲଙ୍କୁ ପୋଲିସ ଗିରଫ…

ଏପ୍ରିଲ ୧୧ରେ ୧୭ ଆସନରେ ଭୋଟ: ଟିଆର୍‌ଏସ୍‌ର ମିଶନ ୧୬

ହାଇଦ୍ରାବାଦ,୨୮ା୩(ଆଇଏଏନ୍‌ଏସ୍‌): ତେଲେଙ୍ଗାନାରେ ନିକଟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ବିପୁଳ ବିଜୟ ପରେ ଶାସକ ତେଲେଙ୍ଗାନା ରାଷ୍ଟ୍ର ସମିତି (ଟିଆର୍‌ଏସ୍‌) ସାଧାରଣ ନିର୍ବାଚନର ମଇଦାନକୁ ଓହ୍ଲାଇଛି। ବିରୋଧୀ ଦଳଗୁଡ଼ିକ ମଧ୍ୟରେ ନୈରାଶ୍ୟ ଭରିରହିଥିବାବେଳେ ୧୭ରୁ ୧୬ ଲୋକ ସଭା ଆସନ ଦଖଲ ଲକ୍ଷ୍ୟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri