ଅନ୍ତର୍ଜାତୀୟ

ତରଳୁଛି ଫ୍ଲୋରିଡାକ୍ଷେତ୍ର ଭଳି ହିମପାହାଡ଼: ଚେତାବନୀ ଦେଲେ ବୈଜ୍ଞାନିକ

ଓ୍ବାଶିଂଟନ,୩୧।୧: ପୃଥିବୀ ଉପରେ ବିପଦ ମାଡ଼ି ଆସୁଛି। ଫ୍ଲୋରିଡାର କ୍ଷେତ୍ର ଭଳି ହିମପାହାଡ଼ ତରଳିବାରେ ଲାଗିଛି ବୋଲି ସମ୍ପୃକ୍ତି ଏକ ଗବେଷଣାରୁ ଜଣାପଡ଼ିଛି। ଜଳବାୟୁ ପରିବର୍ତ୍ତନ ଏବଂ ଗ୍ଲୋବାଲ ଓ୍ବାର୍ମିଂ ଯୋଗୁ ପ୍ରଥମଥର ପାଇଁ ଆଣ୍ଟାର୍କଟିକାରେ ଗରମ ପାଣି ଯୋଗୁ ବରଫ…

‘କରୋନା’ ଭୂତାଣୁ ଆତଙ୍କ: ଅନ୍ତର୍ଜାତୀୟ ସ୍ବାସ୍ଥ୍ୟ ସଙ୍କଟ ଘୋଷଣା କଲା ଡବ୍ଲ୍ୟୁଏଚଓ

ନୂଆଦିଲ୍ଲୀ,୩୧।୧: ଭୟଙ୍କର ‘କରୋନା’ ଭୂତାଣୁ ଗୋଟିଏ ପରେ ଗୋଟିଏ ଦେଶକୁ ବ୍ୟାପିବାକୁ ଲାଗିଛି। ଏହି ଭାଇରସ ଏବେ ବିଶ୍ୱର ୧୮ଟି ଦେଶରେ ପହଞ୍ଚିଛି। ପରିସ୍ଥିତିକୁ ଦେଖି ଏହାକୁ ଅନ୍ତର୍ଜାତୀୟ ସ୍ବାସ୍ଥ୍ୟ ସଙ୍କଟ ଘୋଷଣା କରିଛି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚଓ)। ସମସ୍ତ ଦେଶ…

କରୋନା ଭୟ: ଚାଇନାରୁ ସ୍ବତନ୍ତ୍ର ବିମାନରେ ଆସିବେ ଭାରତୀୟ

ବେଜିଂ,୩୧।୧: ଭୂତାଣୁ ସଂକ୍ରମଣର କେନ୍ଦ୍ରସ୍ଥଳ କୁହାଯାଉଥିବା ଚାଇନାର ୟୁହାନ ସହରରୁ ଭାରତୀୟମାନଙ୍କୁ ଫେରାଇ ଆଣିବା ପାଇଁ ନୂଆଦିଲ୍ଲୀ ପକ୍ଷରୁ ପ୍ରସ୍ତୁତି ଜାରି ରହିଛି। ସେମାନଙ୍କୁ ଦୁଇଟି ବିମାନରେ ଫେରାଇ ଆଣିବା ପାଇଁ ଚାଇନା କର୍ତ୍ତୃପକ୍ଷଙ୍କୁ ଅନୁମତି ମଗାଯାଇଛି। ଶୁକ୍ରବାର ସାରେ ସୁଦ୍ଧା…

ଚାଇନାରେ କରୋନା ଭାଇରସ୍‌ ଆତଙ୍କ:ଗଲାଣି ୨୧୨ ଜଣଙ୍କ ଜୀବନ, ୭୭୦୦ରୁ ଅଧିକ ସଂକ୍ରମିତ

ବେଜିଂ,୩୧।୧: ଚାଇନାରେ ବଢି ଚାଲିଛି କରୋନା ଭୂତାଣୁରେ ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା। ଏବେସୁଦ୍ଧା ସେଠାରେ ଏହି ଭୂତାଣୁ ସଂକ୍ରମଣରେ ୨୧୨ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏହାସହ ୭୭୦୦ ନୂଆ ସଂକ୍ରମିତଙ୍କୁ ମଧ୍ୟ ଚିହ୍ନଟ କରାଯାଇଛି। ଏହାକୁ ନେଇ…

କରୋନା ଭୟ: ଜାହାଜରେ ଫସିଛନ୍ତି ୭୦୦୦ ଲୋକ

ସିଭିଟାଭେଛିଆ (ଇଟାଲୀ),୩୧-୧:କରୋନା ଭୂତାଣୁ ସଂକ୍ରମଣ ଭୟରେ ଇଟାଲୀର ଏକ କ୍ରୁଜ୍‌ ଜାହାଜରେ ୭୦୦୦ ଲୋକ ସମୁଦ୍ର ମଧ୍ୟରେ ଅଟକି ରହିଛନ୍ତି। ଜାହାଜରେ ଥିବା ଜଣେ ୫୪ ବର୍ଷୀୟା ମହିଳା ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କଠାରେ କରୋନା ଭୂତାଣୁ ରହିଥିବା ସନ୍ଦେହ କରାଯାଉଛି। ମାକାଉରୁ…

ଆଜି ଇୟୁ ଛାଡ଼ିବ ବ୍ରିଟେନ

ଲଣ୍ଡନ,୩୧-୧:ୟୁରୋପୀୟ ସଂଘ (ଇୟୁ)ରୁ ବ୍ରିଟେନ ଶୁକ୍ରବାର ରାତି ୧୧ଟାରେ ଅଲଗା ହୋଇଯିବ। ଏଥିପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନଙ୍କ ବ୍ରେକ୍‌ଜିଟ ଚୁକ୍ତିକୁ ଚୂଡ଼ାନ୍ତ ଅନୁମୋଦନ ମିଳିଯାଇଛି। ବ୍ରସେଲ୍ସରେ ଥିବା ୟୁରୋପୀୟ ପାର୍ଲାମେଣ୍ଟର ବ୍ରିଟିଶ ସଦସ୍ୟମାନେ ସେମାନଙ୍କ…

୧୨୬ ବର୍ଷ ବୟସରେ ଆଖି ବୁଜିଲେ ପୃଥିବୀର ବୟସ୍କା ମହିଳା: ରହିଛନ୍ତି ୨୦୦ରୁ ଅଧିକ ନାତିନାତୁଣୀ

ଦଖନା,୩୦।୧: ପୃଥିବୀର ବୟସ୍କା ମହିଳାଙ୍କର ୧୨୬ ବର୍ଷ ବୟସରେ ମୃତ୍ୟୁ ଘଟିଛି। ତାଙ୍କର ୨୦୦ରୁ ଅଧିକ ନାତିନାତୁଣୀ ଥିବା କୁହାଯାଉଛି। ଉଜ୍‌ବେକିସ୍ତାନର ଏହି ବୟସ୍କା ମହିଳା ଫାତିମା ମିର୍ଜୋକୁଲଓ୍ବାଙ୍କର ଅନ୍ତିିମ ସଂସ୍କାର ଇତିମଧ୍ୟରେ ଦଖନା ସହରରେ ଶେଷ ହୋଇଛି। ପାସପୋର୍ଟ ଅନୁସାରେ…

ଜାରି ହେଲା ସୂର୍ଯ୍ୟର ସ୍ପଷ୍ଟ ଫଟୋ: ଝଟକୁଛି ଦାନାଦାର ସୁନା କଣିକା

ହଓ୍ବାଇ,୩୦।୧: ସୂର୍ଯ୍ୟର ସ୍ପଷ୍ଟ ଫଟୋକୁ ଆମେରିକା ଜାରି କରିଛି। ଏହାକୁ ହାଓ୍ବାଇର ନ୍ୟାସନାଲ୍‌ ସାଇନ୍ସ୍‌ ଫାଉଣ୍ଡେଶନ ପକ୍ଷରୁ ଡେନିୟଲ କେ ଇନୋୟ ଟେଲିସ୍କୋପ୍‌ ଦ୍ୱାରା ଉତ୍ତୋଳନ କରାଯାଇଛି। ଏଥିରେ ସୂର୍ଯ୍ୟରେ ସୁନା ଭଳି ଦାନାଦାର କଣିକା ଥିବାର ଦେଖିବାକୁ ମିଳୁଛି। ଏହା…

ଗଙ୍ଗାରେ ଅସ୍ଥି ବିସର୍ଜନ ଲାଗି ଭାରତୀୟ ଭିଜାନୀତି କୋହଳ ଲାଗି ଦାବି କଲେ ପାକିସ୍ତାନୀ ହିନ୍ଦୁ

ନୂଆଦିଲ୍ଲୀ/ଇସଲାମାବାଦ୍‌,୩୦।୧: ପାକିସ୍ତାନରେ ବାସ କରୁଥିବା ହିନ୍ଦୁମାନେ ଗଙ୍ଗାରେ ଅସ୍ଥି ବିସର୍ଜନ ଲାଗି ଭାରତ ସରକାରଙ୍କ ଭିଜା ନୀତିକୁ କୋହଳ କରିବାକୁ ଦାବି କରିଛନ୍ତି। ଭାରତ ସରକାର ପାକିସ୍ତାନୀ ହିନ୍ଦୁ ଶରଣାର୍ଥୀଙ୍କୁ ନାଗରିକତ୍ୱ ପ୍ରଦାନ କରିବା ଭଳି ମହାନ କାର୍ଯ୍ୟ କରିଥିବାବେଳେ ଏବେ…

କରୋନା ଆତଙ୍କରେ ଲୋକ ପିନ୍ଧୁଛନ୍ତି ପ୍ଲାଷ୍ଟିକ୍‌ ବ୍ୟାଗ୍‌: ଫଟୋ ଭାଇରାଲ

ବେଜିଂ,୩୦।୧: ଚାଇନାରେ ଦେଖାଦେଇଥିବା କରୋନା ଭୁତାଣୁ ସଂକ୍ରମଣ ଯୋଗୁ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ବିମାନ, ଟ୍ରେନ୍‌ ଅବା ବସ୍‌ରେ ଯାତ୍ରା କରିବା ସମୟରେ ଯାତ୍ରୀ ସୁରକ୍ଷା ପାଇଁ ପ୍ଲାଷ୍ଟିକ୍‌ ତିଆରି ବ୍ୟାଗ୍‌ ଏବଂ କଣ୍ଟେନର ପିନ୍ଧୁଛନ୍ତି। ଏବେ ଏହାର ଫଟୋ ସୋସିଆଲ୍‌…

ମୋବାଇଲ୍‌ ଲାଇଟ୍‌ରେ ବ୍ରେନ୍‌ ଅପରେଶନ୍‌ କଲେ ଡାକ୍ତର

ସେନ୍‌ ମେଗୁଏଲ୍‌,୩୦।୧: ଚିଲିରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ ହସ୍ପିଟାଲରେ ଜଣେ ଲୋକଙ୍କ ବ୍ରେନ୍‌ ଅପରେଶନ୍‌ ସମୟରେ ପାଓ୍ବାର କଟ୍‌ ହେବାରୁ ଡାକ୍ତରୀ ଦଳ ବାଧ୍ୟ ହୋଇ ମୋବାଇଲ୍‌ ଲାଇଟ୍‌ରେ ଅପରେଶନ୍‌ ଶେଷ କରିଛନ୍ତି। ଏବେ ଏହା ସୋସିଆଲ୍‌ ମିଡ଼ିଆରେ…

ସ୍ପେସ୍‌ ହୋମ ଦେବ ସୁଖଦ ଅନୁଭୂତି

ନ୍ୟୁୟର୍କ: ବିଶ୍ୱବ୍ରହ୍ମାଣ୍ଡର ପର୍ଯ୍ୟଟନ ମାନଚିତ୍ରରେ ଯୋଡ଼ି ହେବ ମହାକାଶ। ଅର୍ଥାତ୍‌ ଜଣେ ଚାହିଁଲେ ମହକାଶକୁ ଯାଇପାରିବ। ସେଠାରୁ ଉପଭୋଗ କରିପାରିବ ପୃଥିବୀର ମନୋରମ ଦୃଶ୍ୟ। ହଁ ଏକଥା ସତ ଯେ, କେବଳ ଦୁଃସାହସିକ କାର୍ଯ୍ୟ ଏବଂ ମହାକାଶ ଉପରେ ରୁଚି ରଖୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?