ଅନ୍ତର୍ଜାତୀୟ

ବିଦେଶ ଯିବାକୁ ଶରିଫଙ୍କୁ ମିଳିଲା ଅନୁମତି

ଲାହୋର,୧୭।୧୧: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫଙ୍କୁ ଚିକିତ୍ସା ଲାଗି ବିଦେଶ ଯିବାକୁ ଲାହୋର ହାଇକୋର୍ଟ ଅନୁମତି ପ୍ରଦାନ କରିଛନ୍ତି। କୋର୍ଟ ତାଙ୍କୁ ୪ ସପ୍ତାହ ଲାଗି ବିଦେଶ ଯିବାକୁ ଅନୁମତି ପ୍ରଦାନ କରିଥିବା ସୂଚନା ମିଳିଛି। ତେବେ ଏହି ଅବଧି…

କାର୍‌ବୋମା ବିସ୍ଫୋରଣ: ୧୯ ମୃତ

ଦାମାସ୍‌କସ୍‌,୧୭।୧୧: ସିରିଆରେ ଏକ କାର୍‌ବୋମା ବିସ୍ଫୋରଣରେ ୧୯ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୧୩ ଜଣ ସାଧାରଣ ଲୋକ ଥିବା କୁହାଯାଉଛି। ଏଥିରେ ୩୩ରୁ ଅଧିକ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ କେତେକଙ୍କ ଅବସ୍ଥା ଗୁରୁତର ଥିବା ସ୍ଥାନୀୟ ପ୍ରଶାସନ…

ହଂକଂରେ ଚାଇନାର ସେନା ମୁତୟନ

ବେଜିଂ, ୧୭ା୧୧(ପି.ଟି.) : ହଂକଂରେ ଗତ ୫ ମାସ ଧରି ଗଣତନ୍ତ୍ର ସପକ୍ଷବାଦୀଙ୍କ ବିକ୍ଷୋଭ ଜାରି ରହିଥିବାବେଳେ ପ୍ରଥମ ଥର ଲାଗି ଶନିବାର ଚାଇନା ପକ୍ଷରୁ ସେଠାରେ ପିଏଲ୍‌ଏ ସେନା ମୁତୟନ କରାଯାଇଛି। କୋଲୁନ୍‌ ଗ୍ୟାରିଶନଠାରେ ଚାଇନାର ସାଦା ପୋଷାକଧାରୀ ସେନା…

ଶିଖ୍‌ ସମ୍ପ୍ରଦାୟକୁ ସମ୍ମାନିତ କରିବା ଲାଗି ଆମେରିକା ସିନେଟରେ ପ୍ରସ୍ତାବ ଗୃହୀତ

ଓ୍ବାଶିଂଟନ,୧୭ା୧୧(ପି.ଟି.): ଶିଖ୍‌ ଧର୍ମଗୁରୁ ନାନକ ଦେବଙ୍କ ୫୫୦ତମ ଜନ୍ମବାର୍ଷିକୀ ଅବସରରେ ଏହାର ଐତିହାସିକ, ସାଂସ୍କୃତିକ ଓ ଧାର୍ମିକ ଗୁରୁତ୍ୱ ସମେତ ଆମେରିକାର ଅଭିବୃଦ୍ଧିରେ ଶିଖ୍‌ମାନଙ୍କ ଅବଦାନକୁ ସ୍ବୀକୃତି ଦେବା ଲାଗି ଆମେରିକା ସିନେଟରେ ଏକ ପ୍ରସ୍ତାବ ସର୍ବସମ୍ମତିକ୍ରମେ ଗୃହୀତ ହୋଇଛି। ଇଣ୍ଡିଆନାର…

୫ ବର୍ଷ ପରେ ବଜାରରେ ମିଳିବ କୃତ୍ରିମ କିଡ୍‌ନୀ…

ଏବେ କିଡ୍‌ନୀ ସମସ୍ୟା ଦେଖାଗଲେ ଆଉ ଭୟ କରିବାର ନାହିଁ। କାରଣ ୫ ବର୍ଷ ପରେ ବଜାରରେ କୃତ୍ରିମ କିଡ୍‌ନୀ ମିଳିବ। ଆମେରିକାରେ ଗବେଷକ ଏଭଳି କିଡ୍‌ନୀ ତିଆରି କରିସାରିଛନ୍ତି। ଆଗାମୀ ୨ ବର୍ଷ ମଧ୍ୟରେ ଏନେଇ ଅଧ୍ୟୟନ ଶେଷ ହେବାର…

କାଲିଫର୍ନିଆ ସ୍କୁଲ ଗୁଳିକାଣ୍ଡର ମୁଖ୍ୟ ଅଭିଯୁକ୍ତଙ୍କ ମୃତ୍ୟୁ

କାଲିଫର୍ନିଆ,୧୬।୧୧: ଆମେରିକାର କାଲିଫର୍ନିଆରେ ଘଟିଥିବା ଗୁଳିକାଣ୍ଡରେ ସମ୍ପୃକ୍ତ ଥିବା ମୁଖ୍ୟ ଅଭିଯୁକ୍ତଙ୍କ ହସ୍ପିଟାଲରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଅଭିଯୁକ୍ତଙ୍କର ବୟସ ୧୬ ବର୍ଷ ଥିବା ବେଳେ ସେ କାଲିଫର୍ନିଆର ଏକ ହାଇ ସ୍କୁଲରେ ଶୁକ୍ରବାର ଗୁଳିକାଣ୍ଡ ଘଟାଇଥିଲେ। ଏହି ଗୁଳିକାଣ୍ଡରେ…

ମିଳିଲା ୩ ହଜାର ବର୍ଷ ତଳ ସହରର ଭଗ୍ନାବଶେଷ…

ପାକିସ୍ତାନର ଖୈବର ପଖସ୍ତୁନଖ୍ବା ଅଞ୍ଚଳରୁ ଏକ ୩ ହଜାର ବର୍ଷ ତଳ ସହରର ଭଗ୍ନାବଶେଷ ମିଳିଛି। ପାକିସ୍ତାନ ଏବଂ ଇଟାଲୀର ପ୍ରତ୍ନତତ୍ତ୍ୱବିତ୍‌ମାନେ ସ୍ବାତ୍‌ ଜିଲାର ବାରିକୋଟ୍‌ରେ ଥିବା ଏହି ଐତିହାସିକ ସ୍ଥାନରେ ମିଳିତ ଭାବେ ଖନନ କରୁଛନ୍ତି। ଏଠାରୁ ମନ୍ଦିରର ଭଗ୍ନାବଶେଷ,…

ଏହି ଦ୍ୱୀପରେ ରୁହନ୍ତି ଲାଲ୍‌ ରଙ୍ଗର କଙ୍କଡ଼ା

ସିଡ୍‌ନୀ: ଏପରି ଏକ ଦ୍ୱୀପ ରହିଛି ଯେଉଁଠି ରାସ୍ତା ଘାଟ ସବୁଆଡ଼େ କଙ୍କଡ଼ା ବାସ କରୁଥିବା ଦେଖାଯାଇଥାଏ। ଏହା ଶୁଣିଲେ ଆଶ୍ଚର୍ଯ୍ୟ ଲାଗିବା ସ୍ବାଭାବିକ। ତେବେ ଏଭଳି ଦ୍ୱୀପ ରହିଛି ଆଷ୍ଟ୍ରେଲିଆରେ। ଏଠାକାର କ୍ରିସ୍‌ମସ୍‌ ଦ୍ୱୀପରେ ଲାଲ୍‌ ରଙ୍ଗର କଙ୍କଡ଼ା ରହିଥାନ୍ତି।…

ସହିଷ୍ଣୁତାରେ ବିଶ୍ୱଶାନ୍ତି ସମ୍ଭବ

ଜାତିସଂଘ: ଆନ୍ତର୍ଜାତିକ ସହିଷ୍ଣୁତା ଦିବସ ପ୍ରତିବର୍ଷ ୧୬ ନଭେମ୍ବରରେ ପାଳନ କରାଯାଉଛି। ବିଶ୍ୱରେ ଅସହିଷ୍ଣୁତାର କାୟାବିସ୍ତାର କରିବାକୁ ନେଇ ଉଦ୍‌ବେଗ ପ୍ରକାଶ ପାଇବା ପରେ ଜାତିସଂଘ ସାଧାରଣ ପରିଷଦ ୧୯୯୬ରେ ବିଶ୍ୱରେ ଅସହିଷ୍ଣୁତାର ବିପଦ ସମ୍ପର୍କରେ ସାର୍ବଜନୀନ ସ୍ତରରେ ସଚେତନତା ସୃଷ୍ଟି…

ପାକିସ୍ତାନ ତିଆରି କଲା ଟାଇଫଏଡ୍‌ ଟୀକା

ଇସଲାମାବାଦ୍‌,୧୬।୧୧: ପାକିସ୍ତାନ ପ୍ରଥମ କରି ଟାଇଫଏଡ୍‌ ଟୀକା ତିଆରି କରିଛି। ୨୦୧୮ରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଏହାକୁ ସ୍ବୀକୃତି ଦେଇଥିଲା। ୨୦୧୬ରେ ଏଠାରେ ଟାଇଫଏଡ୍‌ରେ ୧୧ ହଜାର ଲୋକଙ୍କ ମୃତ୍ୟୁ ଘଟିଥିଲା। ୨୦୧୭ରେ ଏଠାରେ ଟାଇଫଏଡ୍‌ ସଂକ୍ରମିତଙ୍କ ସଂଖ୍ୟା ୬୩ ପ୍ରତିଶତ…

ମଙ୍ଗଳରେ ଅମ୍ଳଜାନ

ଓ୍ବାଶିଂଟନ: ଲାଲ୍‌ ଗ୍ରହ ମଙ୍ଗଳରେ ଅମ୍ଳଜାନ ଅଛି। ଆମେରିକୀୟ ମହାକାଶ ଗବେଷଣା ସଂସ୍ଥା (ନାସା) ଏପରି ଦାବି କରିଛି। ମଙ୍ଗଳରେ ଜୀବନ ଖୋଜୁଥିବା ନାସାର ରୋଭର କ୍ୟୁରିଓସିଟି ସେଠାକାର ବାୟୁମଣ୍ଡଳରେ ଅମ୍ଳଜାନ ଥିବା ନେଇ ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଦେଇଛି। ଏପରି…

ସରକାରଙ୍କ ବିରୋଧରେ ପ୍ରଦର୍ଶନ ସମୟରେ ବିସ୍ଫୋରଣ: ୨ ମୃତ, ୧୨ରୁ ଅଧିକ ଆହତ

ବାଗଦାଦ୍‌,୧୬।୧୧: ଇରାକ୍‌ର ବାଗଦାଦ୍‌ରେ ସରକାରଙ୍କ ବିରୋଧରେ ପ୍ରଦର୍ଶନ ସମୟରେ ଏକ ବିସ୍ଫୋରଣ ଘଟିଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ଘଟିବା ସହିତ ୧୨ରୁ ଅଧିକ ଲୋକ ଆହତ ହୋଇଥିବା କୁହାଯାଉଛି। ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri