କ୍ରାଶ ହେଲା ଚାଟାର୍ଡ ପ୍ଲେନ; ୮ ମୃତ, ଜାଣନ୍ତୁ କିପରି ହେଲା ଦୁର୍ଘଟଣା
ଆଲାସ୍କା,୨୧।୮: ପଶ୍ଚିମ ଆଲାସ୍କାର ଏକ ଦୁର୍ଗମ ରାଡାର ସାଇଟ୍ ନିକଟରେ ୮ ଜଣଙ୍କୁ ନେଇ ଯାଉଥିବା ଏକ ଚାଟାର୍ଡ ପ୍ଲେନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଗୁରୁବାର ଏନେଇ ଫେଡେରାଲ୍ ଅଧିକାରୀ ସୂଚନା ଦେଇଛନ୍ତି। ସୂଚନା ଅନୁସାରେ, ନ୍ୟାସନାଲ୍ ଟ୍ରାନ୍ସପୋର୍ଟେସନ୍ ସେଫ୍ଟି ବୋର୍ଡ…
୬ ଘଣ୍ଟାରେ ଜେଲକୁ ଫେରିଲେ ଇମ୍ରାନ, ହସ୍ପିଟାଲରେ ହେଲା….
ଇସଲାମାବାଦ,୨୧।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍ଙ୍କ ଅଡୁଆ କମିବାର ନାଁ ନେଉନାହିଁ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ତାଙ୍କୁ କଡ଼ା ସୁରକ୍ଷା ମଧ୍ୟରେ ଇସଲାମାବାଦର ଶିଫା ଇଣ୍ଟରନ୍ୟାସନାଲ ହସ୍ପିଟାଲକୁ ନିଆଯାଇଥିଲା। ତେବେ ମାତ୍ର ପ୍ରାୟ ୬ ଘଣ୍ଟାର ମେଡିକାଲ ଯାଞ୍ଚ…
ଆର୍ଏସ୍ଏସ୍ ବିରୋଧରେ ପ୍ରତିବନ୍ଧକ ଲଗାଅ: ଆମେରିକୀୟ ସଂସ୍ଥା
ଓ୍ବାଶିଂଟନ,୨୧।୮(ପି.ଟି.): ଆମେରିକାର ଏକ ଧାର୍ମିକ ସ୍ବାଧୀନ ପରାମର୍ଶଦାତା ସଂସ୍ଥାର ଅଧିକାରୀମାନେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍ଏସ୍ଏସ୍) ବିରୋଧରେ ପ୍ରତିବନ୍ଧକ ଲଗାଇବାକୁ ଦାବି କରିଛନ୍ତି । ଏଥିସହ ସେମାନେ ଆମେରିକା ସରକାରଙ୍କୁ ଆର୍ଏସ୍ଏସ୍ ନେତାମାନଙ୍କୁ କୂଟନୈତିକ ସୌଜନ୍ୟ ନ ଦେଖାଇବାକୁ କିମ୍ବା ସେମାନଙ୍କ…
ଇମ୍ରାନ ଖାନଙ୍କୁ ନେଇ ବଡ଼ ଖବର, ରାତିଅଧରେ ହସ୍ପିଟାଲରେ ଭର୍ତ୍ତି
ଇସଲାମାବାଦ,୨୧।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍ଙ୍କୁ ଇସଲାମାବାଦସ୍ଥିତ ଶିଫା ଇଣ୍ଟରନ୍ୟାସନାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ରାତି ପ୍ରାୟ ୧ଟା ୫ ମିନିଟ୍ରେ ତାଙ୍କୁ ଅଦିଆଲା ଜେଲ୍ରୁ କଡ଼ା ସୁରକ୍ଷା ମଧ୍ୟରେ ହସ୍ପିଟାଲକୁ ନିଆଯାଇଥିଲା। ଇମ୍ରାନଙ୍କୁ ହସ୍ପିଟାଲକୁ ନେବା ପରେ…
ମେଘାନ ଓ ପିଲାଙ୍କ ସହ ବ୍ରିଟେନ ଫେରିବେ ପ୍ରିନ୍ସ ହ୍ୟାରୀ
ଲଣ୍ଡନ,୨୧।୮: ପ୍ରିନ୍ସ ହ୍ୟାରୀ ଏବଂ ତାଙ୍କ ପତ୍ନୀ ମେଘାନ ମାର୍କେଲ ଚଳିତ ମାସ ଶେଷ ଆଡ଼କୁ ସେମାନଙ୍କ ଦୁଇ ସନ୍ତାନଙ୍କ ସହ ବ୍ରିଟେନକୁ ଫେରିବାକୁ ନିଷ୍ପତ୍ତି ନେଇଛନ୍ତି। କିନ୍ତୁ ସେମାନେ ରାଜ ପରିବାରର କାର୍ଯ୍ୟରତ ସଦସ୍ୟ ଭାବେ ରହିବେ ନାହିଁ। କିଙ୍ଗ୍…
ବାଂଲାଦେଶର ନୂଆ ରାଷ୍ଟ୍ରପତି ମିର୍ଜା ଫକରୁଲ୍: ଜାଣନ୍ତୁ ତାଙ୍କ ପତ୍ନୀଙ୍କ ଭାରତ କନେକ୍ସନ୍
ଢାକା,୨୦।୮: ବାଂଲାଦେଶ ନେସନାଲିଷ୍ଟ ପାର୍ଟି (BNP) ର ପ୍ରାର୍ଥୀ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର ସଂସଦୀୟ ନିର୍ବାଚନରେ ୨୫୫ଟି ଭୋଟ୍ ପାଇବା ପରେ ବାଂଲାଦେଶର ୨୩ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି। ତାଙ୍କ ପ୍ରତିଦ୍ୱନ୍ଦ୍ୱୀ ଓଲି ଅହମ୍ମଦଙ୍କୁ ୧୧ଟି ଦଳର ମେଣ୍ଟ…
ଋଣ ବୋଝରେ ଚେପା ଆମେରିକା! ଇତିହାସରେ ପ୍ରଥମଥର ପାଇଁ…
ନୂଆଦିଲ୍ଲୀ,୨୦।୮: ବିଶ୍ୱର ପ୍ରମୁଖ ଶକ୍ତି ଭାବରେ ନିଜକୁ ସ୍ଥାନିତ କରୁଥିବା ଯୁକ୍ତରାଷ୍ଟ୍ର ଏକ ବର୍ଦ୍ଧିତ ଋଣ ଭାର ତଳେ ଦବି ଯାଉଛି। ଦେଶର ଋଣ ଭାର ନିରନ୍ତର ବୃଦ୍ଧି ପାଇବାରେ ଲାଗିଛି। ଆମେରିକୀୟ ଟ୍ରେଜେରୀ ବିଭାଗର ସଦ୍ୟତମ ତଥ୍ୟ ଅନୁଯାୟୀ, ପ୍ରଥମ…
ଇଣ୍ଡୋନେସିଆରେ ପୁଣି ୫.୭ ତୀବ୍ରତାର ଭୂମିକମ୍ପ
ଜାକର୍ତ୍ତା,୨୦।୮: ଇଣ୍ଡୋନେସିଆର ରୁଟେଙ୍ଗ ନିକଟରେ ୫.୭ ତୀବ୍ରତାର ଭୂମିକମ୍ପ ହୋଇଛି। USGS ଅନୁଯାୟୀ, ଏହାର କେନ୍ଦ୍ରସ୍ଥଳ ରୁଟେଙ୍ଗର ପ୍ରାୟ ୩୨ କିଲୋମିଟର ଉତ୍ତର-ଉତ୍ତରପୂର୍ବ (NNE) ରେ ୧୦ କିଲୋମିଟର ଗଭୀରତାରେ ଅବସ୍ଥିତ ଥିଲା। ବୁଧବାର ରାତିରେ (ପଶ୍ଚିମ ଇଣ୍ଡୋନେସିଆ ସମୟ) ପୂର୍ବ…
ଉସେନ ବୋଲ୍ଟଙ୍କୁ ପଛରେ ପକାଇଦେବ ରୋବୋ ‘ସୁପରମ୍ୟାନ୍’: ଡେଇଁପାରିବ ୨ ମିଟର
ବେଜିଂ,୨୦ା୮:ଚାଇନାର ପ୍ରସିଦ୍ଧ ରୋବୋଟିକ୍ସ ସଂସ୍ଥା ‘ୟୁନିଟ୍ରି ରୋବୋଟିକ୍ସ’ ଏକ ନୂଆ ହ୍ୟୁମାନଏଡ୍ (ମଣିଷ ଭଳି ଦିଶୁଥିବା) ରୋବୋ ପ୍ରସ୍ତୁତ କରିଛି, ଯାହା ମାନବୀୟ ଶାରୀରିକ ଦକ୍ଷତାର ସମସ୍ତ ସୀମାକୁ ଅତିକ୍ରମ କରିପାରିବ ବୋଲି ଦାବି କରାଯାଇଛି। ‘ସୁପରମ୍ୟାନ୍’ ନାମରେ ନାମିତ ଏହି…
ହେଲିକପ୍ଟର ଦୁର୍ଘଟଣା: ଗୁଇନ୍ଦା ସଂସ୍ଥା ମୁଖ୍ୟଙ୍କ ସମେତ ୭ ମୃତ, ମୃତକଙ୍କ ମଧ୍ୟରେ ୫ ଆମେରିକୀୟ ନାଗରିକ
ନାଇରୋବି,୨୦।୮: କେନ୍ଦ୍ରୀୟ କେନିଆରେ ବୁଧବାର ଏକ ସଫାରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିଲା, ଯାହା ଫଳରେ ଏଥିରେ ଥିବା ସମସ୍ତ ସାତ ଜଣଙ୍କର ମୃତ୍ୟୁ ହୋଇଥିଲା। ମୃତକଙ୍କ ମଧ୍ୟରେ ୫ ଆମେରିକୀୟ ନାଗରିକଙ୍କ ସହିତ ଇକ୍ୱେଡରର ଗୁପ୍ତଚର ମୁଖ୍ୟ ମିଶେଲ ସେନ୍ସି-କଣ୍ଟୁଗି ଏବଂ…
ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ
ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ ଦୁଃଖ ପ୍ରକାଶ କରିଛନ୍ତି ଯେ ସେମାନେ (ଇରାନ ନେତାମାନେ) ଏହି ସୁଯୋଗର ଫାଇଦା…
ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନିତ କରିବ ପାକିସ୍ତାନ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ
ଇସଲାମାବାଦ,୧୯।୮: ପାକିସ୍ତାନ ସରକାର ମହମ୍ମଦ ଅଲୀ ଜିନ୍ନାଙ୍କ ଗୁରୁତର ଅସୁସ୍ଥତାକୁ ଗୋପନ ରଖିବା ଏବଂ ତାଙ୍କର ଚିକିତ୍ସା କରିଥିବା ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନ ଦେବାକୁ ଘୋଷଣା କରିଛି । ‘ନିଶାନ-ଏ-କାଇଦ-ଏ-ଆଜମ’ ସମ୍ମାନ ଦେବାକୁ ଘୋଷଣା କରିଛି । ଅଗଷ୍ଟ ୧୪ରେ…
Archives


