ପାଣ୍ଡିଆନଙ୍କ ଭେନେଜୁଏଲା ଗସ୍ତକୁ ନେଇ ବଢିଲାଣି ଚର୍ଚ୍ଚା, ଭୂମିକମ୍ପ ପରେ କାହିଁକି ଭେନେଜୁଏଲା ଯାତ୍ରା କରିଥିଲେ ଭାରତର ‘ସାଇକ୍ଲୋନ ମ୍ୟାନ’? ଜାଣନ୍ତୁ…
ନୂଆଦିଲ୍ଲୀ/କାରାକସ,୧୦।୭: ପୂର୍ବତନ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘନିଷ୍ଠ ସହଯୋଗୀ ଏବଂ ବିପର୍ଯ୍ୟୟ ପରିଚାଳନା ବିଶେଷଜ୍ଞ ଭିକେ ପାଣ୍ଡିଆନ ସମ୍ପ୍ରତି ଭୂମିକମ୍ପ ପ୍ରଭାବିତ ଭେନେଜୁଏଲା ଗସ୍ତ କରିଥିଲେ। ଏହି ଗସ୍ତ ସମୟରେ ସେ ଦେଶର ମଧ୍ୟବର୍ତ୍ତୀକାଳୀନ ରାଷ୍ଟ୍ରପତି ଡେଲସି ରୋଡ୍ରିଗେଜଙ୍କୁ ଭେଟିଥିଲେ।…
ଟ୍ରମ୍ପଙ୍କୁ ହତ୍ୟା ପାଇଁ ପୁଣି ବଡ଼ ଷଡ଼ଯନ୍ତ୍ର! ଇରାନର ନୂଆ ଚକ୍ରାନ୍ତକୁ ନେଇ ଆମେରିକାକୁ ଚେତାଇଲା…
ୱାଶିଂଟନ,୧୦।୭: ଆମେରିକା ଏବଂ ଇରାନ ମଧ୍ୟରେ ବଢୁଥିବା ସୈନ୍ୟ ସଂଘାତ ମଧ୍ୟରେ ଏକ ଗମ୍ଭୀର ଖବର ସାମ୍ନାକୁ ଆସିଛି। ଏକ ରିପୋର୍ଟ ଅନୁଯାୟୀ, ଇସ୍ରାଏଲର ଗୁପ୍ତଚର ସଂସ୍ଥା ଆମେରିକା ସରକାରଙ୍କୁ ଏକ ଅତି ସମ୍ବେଦନଶୀଳ ସୂଚନା ଦେଇ ଚେତାବନୀ ଦେଇଛି। ଇରାନର…
ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ଚେତାବନୀ, ବିଶ୍ୱର ୯୨% ଲୋକଙ୍କ ଉପରେ ପଡ଼ୁଛି କର୍କଟ ରୋଗର ପ୍ରଭାବ
ନୂଆଦିଲ୍ଲୀ,୧୦ା୭(ପି.ଟି.): ବିଶ୍ୱ ଜନସଂଖ୍ୟାର ପ୍ରାୟ ୯୨% ଲୋକ ନିଜ ଜୀବନକାଳ ମଧ୍ୟରେ ଅନ୍ତତଃ ପକ୍ଷେ ଥରେ କର୍କଟ ରୋଗ ବା କ୍ୟାନ୍ସରର ସିଧାସଳଖ କିମ୍ବା ପରୋକ୍ଷ ପ୍ରଭାବର ସାମ୍ନା କରିବେ। ସେହିପରି ବିଶ୍ୱରେ ପ୍ରତି ୫ ଜଣ ବ୍ୟକ୍ତିଙ୍କ ମଧ୍ୟରୁ ଜଣେ…
ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡରୁ ମୋଦିଙ୍କ ବଡ଼ ଘୋଷଣା, ଏଠାରେ ଖେଳାଯିବ ବିଗ୍ ବାଶ ଲିଗ୍
ନୂଆଦିଲ୍ଲୀ,୧୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଷ୍ଟ୍ରେଲିଆ ଗସ୍ତ ସମୟରେ ପ୍ରତିଷ୍ଠିତ ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ (MCG) ପରିଦର୍ଶନ କରିଥିଲେ। ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ କ୍ରୀଡା କୂଟନୀତିକୁ ଆହୁରି ମଜବୁତ କରିବା ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ଗସ୍ତ ସମୟରେ, ପ୍ରଧାନମନ୍ତ୍ରୀ ଅଷ୍ଟ୍ରେଲିଆର…
ଜଳୁଛି ଇରାନ! ଅନେକ ସହରରେ ବିସ୍ଫୋରଣ ପରେ ନେତାନ୍ୟାହୁଙ୍କ ସହ କଥା ହେଲେ ଟ୍ରମ୍ପ, ବଡ଼ ଚାଲ୍ ଖେଳୁଛନ୍ତି…
ଓ୍ବାଶିଂଟନ,୧୦।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମେନେଇଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟର ଶେଷ ଦିନରେ ହଜାର ହଜାର ଲୋକ ଏକାଠି ହୋଇଥିଲେ। ତାଙ୍କ ପୁଅ ମୁସ୍ତାଫା ଖାମେନେଇ ପ୍ରାର୍ଥନା କରିଥିଲେ, ଯଦିଓ ନୂତନ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସେଠାରେ ଉପସ୍ଥିତ…
ଜୋତା ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୨୮ ଜଣ, ଆସିଲା ଛାତିଥରା Video
ବେଜିଂ,୯।୭: ଗୁରୁବାର (ଜୁଲାଇ ୯, ୨୦୨୬) ଦିନ ଚାଇନାର ଜିନଜିଆଙ୍ଗରେ ଏକ ଜୋତା କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା, ଯାହା ଫଳରେ ୨୮ ଜଣଙ୍କର ମୃତ୍ୟୁ ହୋଇଥିଲା। ଅଗ୍ନିକାଣ୍ଡ ପରେ, ଜରୁରୀକାଳୀନ ପରିଚାଳନା ମନ୍ତ୍ରଣାଳୟ ପୂର୍ବ ଚାଇନାର ଫୁଜିଆନ ପ୍ରଦେଶରେ ଅବସ୍ଥିତ…
ଆମେରିକା-ଇରାନ ଯୁଦ୍ଧବିରତି ଶେଷ; ଏବେ ହର୍ମୁଜ ସହ ତୈଳ ବଜାର ଉପରେ ନଜର, ଭାରତ ପାଇଁ ଆଗାମୀ ୪୦ ଦିନ କାହିଁକି ଗୁରୁତ୍ୱପୂର୍ଣ୍ଣ? ଜାଣନ୍ତୁ…
ନୂଆଦିଲ୍ଲୀ,୯।୭: ତିନି ସପ୍ତାହ ପୂର୍ବେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରତିଷ୍ଠିତ ଯୁଦ୍ଧବିରତି ଏବେ ଶେଷ ହୋଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ କରିଛନ୍ତି ଯେ ଯୁଦ୍ଧବିରତି ଶେଷ ହୋଇଛି। ଏହା ପରେ, ଆମେରିକା ସେନା ୮୦ରୁ ଅଧିକ ଇରାନୀ…
ଡୋନାଲ୍ଡ ଟ୍ରମ୍ପଙ୍କ ଧମକର ଜବାବ କାହିଁକି ଦିଅନ୍ତି ଇରାନୀ ବାଚସ୍ପତି? ମୋଜତାବା ଖାମେନେଇ କିମ୍ବା ଆରାଘଚି କାହିଁକି ନୁହଁନ୍ତି? ଜାଣନ୍ତୁ…
ତେହରାନ,୯।୭: ଇରାନ-ଆମେରିକା ବିବାଦରେ ଏକ ସ୍ବତନ୍ତ୍ର ନମୁନା ଦେଖାଦେଇଛି: ଯେତେବେଳେ ବି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ବିରୁଦ୍ଧରେ ଏକ କଡ଼ା ବିବୃତ୍ତି ଦିଅନ୍ତି, ସେତେବେଳେ ଇରାନ ସଂସଦର ବାଚସ୍ପତି (ମଜଲିସ) ଗାଲିବାଫ ପ୍ରତିକ୍ରିୟା ଦେବାକୁ ଆଗକୁ ବଢ଼ନ୍ତି। ଏପରି…
ପ୍ରଧାନମନ୍ତ୍ରୀ ମୋଦି କ୍ରିକେଟ ମ୍ୟାଚ ସହ ଟସ ବିଷୟରେ କାହିଁକି କହିଲେ? ହସ ରୋକି ପାରିଲେନି ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଲବାନିଜ
ମେଲବୋର୍ନ,୯।୭: ଅଷ୍ଟ୍ରେଲିଆରେ ପହଞ୍ଚିବା ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲବୋର୍ନରେ ତାଙ୍କ ଭାଷଣ ସମୟରେ କ୍ରିକେଟ ବିଷୟ ଉଠାଇ ପରିବେଶକୁ ହାଲୁକା କରିଥିଲେ। ଏକ ମିଳିତ ପ୍ରେସ ବିବୃତ୍ତି ସମୟରେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଣ୍ଟୋନି ଆଲବାନିଜଙ୍କ ସହିତ ମଞ୍ଚ ଶେୟାର କରି,…
‘We Will Kill Trump…’,ପ୍ରତିଶୋଧର ନିଆଁ! ଖାମେନେଇଙ୍କ ଅନ୍ତିମ ସଂସ୍କାର ଭୂମିରୁ ଟ୍ରମ୍ପଙ୍କୁ ମୃତ୍ୟୁ ଧମକ
ତେହରାନ,୯ା୭: ଆମେରିକା ଇରାନର ଆଠଟି ସହର ଉପରେ ଆକ୍ରମଣ କରିଛି । ପ୍ରତିଶୋଧ ସ୍ୱରୂପ, ତେହରାନ ବାହାରିନ ଏବଂ କୁୱେତରେ ଥିବା ଅନେକ ସାମରିକ ଘାଟିକୁ ଟାର୍ଗେଟ କରିଥିଲା। ଇରାନ ଏହାର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମେନେଇଙ୍କ ଅନ୍ତିମ ସଂସ୍କାର ପାଇଁ…
ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ବଡ଼ ଡିଲ୍: ଚାଇନା-ପାକିସ୍ତାନ ଛାନିଆ
ମେଲବୋର୍ନ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଣ୍ଟୋନି ଆଲବାନିଜଙ୍କ ଉପସ୍ଥିତିରେ ମେଲବୋର୍ନରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ଚୁକ୍ତି ସ୍ବାକ୍ଷରିତ ହୋଇଛି। ଉଭୟ ଦେଶ ପ୍ରତିରକ୍ଷା ଏବଂ ସୁରକ୍ଷା ସହଯୋଗକୁ ଆହୁରି ମଜଭୁତ କରିବା ଏବଂ…
ପିଏମ ମୋଦିଙ୍କ ସ୍ବାଗତ ପୂର୍ବରୁ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା: ସାରା ବିଶ୍ୱରେ ପଡିଗଲା ଚହଳ
ୱେଲିଂଟନ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜର ୩ଟି ଦେଶ ଗସ୍ତର ଦ୍ୱିତୀୟ ପର୍ଯ୍ୟାୟରେ ଏବେ ଅଷ୍ଟ୍ରେଲିଆରେ ପହଞ୍ଚିଛନ୍ତି। ଅଷ୍ଟ୍ରେଲିଆ ଗସ୍ତ ଶେଷ କରି ସେ ସେଠାରୁ ସିଧାସଳଖ ନ୍ୟୁଜିଲାଣ୍ଡ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ତେବେ ପିଏମ ମୋଦି ନ୍ୟୁଜିଲାଣ୍ଡ ମାଟିରେ…
Archives


