ମାଟି ତଳୁ ମିଳିଲା ୧୨ ଶହ ବର୍ଷ ପୁରୁଣା ସ୍ବର୍ଣ୍ଣମୁଦ୍ରା
ଜେରୁଜେଲମ୍,୨।୧: ଇସ୍ରାଏଲର ୟଓ୍ବନ ସହରରୁ ପ୍ରତ୍ନତତ୍ତ୍ୱ ବିଭାଗ ଦ୍ୱାରା କରାଯାଉଥିବା ଏକ ଖନନ ସମୟରେ ୧୨ ଶହ ବର୍ଷ ପୁରୁଣା ସ୍ବର୍ଣ୍ଣମୁଦ୍ରା ମିଳିଛି। ଏକ ଛୋଟ ମାଟି ପାତ୍ରରେ ସ୍ବର୍ଣ୍ଣମୁଦ୍ରା ଗୁଡ଼ିକ ଭର୍ତ୍ତି ହୋଇ ରହିଥିବା ସ୍ଥାନୀୟ ଆଣ୍ଟିକ୍ୱିଜ୍ ଅଥରିଟି ପକ୍ଷରୁ…
ପାକିସ୍ତାନରେ ମହଙ୍ଗା ମାଡ: ଗ୍ୟାସ୍ ସିଲିଣ୍ଡର ପିଛା ୨ ହଜାର ଟଙ୍କାରେ ପହଞ୍ଚିଲା
ଇସଲମାବାଦ୍,୨।୧: ପାକିସ୍ତାନ ବଜାରରେ ହୁ ହୁ ହୋଇ ବଢୁଛି ଦର। ପେଟ୍ରୋଲ, ଡିଜେଲଠୁ ଆରମ୍ଭ କରି କ୍ଷୀର ଓ ପନିପରିବା ଦର ମହଙ୍ଗା ହେବାରେ ଲାଗିଛି। ବିତ୍ତୀୟ ସଙ୍କଟର ସାମ୍ନା କରୁଥିବା ପାକିସ୍ତାନରେ ଏବେ ରୋଷେଇ ଗ୍ୟାସ୍ ସିଲିଣ୍ଡର ପିଛା ୨…
ଆମେରିକାକୁ ଝଟ୍କା: ୧୬ ହଜାରରୁ ଅଧିକ ଚାଇନା ବୈଜ୍ଞାନିକଙ୍କ ଘର ବାହୁଡ଼ା
ବେଜିଂ,୨।୧: ଆମେରିକାକୁ ଚାଇନା ବଡ଼ ଝଟ୍କା ଦେଇଛି। ଆମେରିକାରେ କାମ କରୁଥିବା ୧୬ ହଜାରରୁ ଅଧିକ ବୈଜ୍ଞାନିକଙ୍କୁ ଚାଇନା ଫେରାଇ ଆଣିଛି। ବୈଜ୍ଞାନିକମାନେ ଏଣିକି ଘରୋଇ ବିକାଶ ଲାଗି କାର୍ଯ୍ୟ କରିବେ ବୋଲି ଚାଇନା ସରକାର କହିଛନ୍ତି। ଆମେରିକାର ବିଭିନ୍ନ ପ୍ରକଳ୍ପରେ…
ହେଲିକପ୍ଟର ଦୁର୍ଘଟଣାରେ ସୈନ୍ୟବାହିନୀ ମୁଖ୍ୟଙ୍କ ମୃତ୍ୟୁ
ତାଇପେ,୨।୧: ଏକ ହେଲିକପ୍ଟର ଦୁର୍ଘଟଣାରେ ତାଇଓ୍ବାନ ସୈନ୍ୟବାହିନୀ ମୁଖ୍ୟଙ୍କ ମୃତ୍ୟୁ ଘଟିଛି। ହେଲିକପ୍ଟର ୟୁଏଚ୍-୬୦ଏମ୍ ୟିନାଲ କାଉଣ୍ଟିଂକୁ ଯାତ୍ରା କରୁଥିବାବେଳେ ତାଇପେଇ ନିକଟସ୍ଥ ପାହାଡ଼ରେ ଜରୁରିକାଳୀନ ଅବତରଣ କରିଥିଲା। ଦୁର୍ଘଟଣାରେ ବାୟୁସେନା ମୁଖ୍ୟ ଜେନେରାଲ ଶେନ୍ ୟି ମିଙ୍ଗ୍ଙ୍କର ମଧ୍ୟ ମୃତ୍ୟୁ…
ଥରିଲା ଇରାନ୍
ତେହେରାନ୍,୨।୧: ଇରାନ୍ର ଉତ୍ତରପଶ୍ଚିମ ଅଞ୍ଚଳରେ ଗୁରୁବାର ସକାଳ ୮ଟା ୨ରେ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲ୍ରେ ଏହାର ତୀବ୍ରତା ୫.୮ଥିଲା ବୋଲି ସ୍ଥାନୀୟ ଭୂକମ୍ପ ଗବେଷଣା କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଖୋରାସାନ୍ ରାଜ୍ଭୀ ପ୍ରଦେଶରେ ତୋରବତ୍-ଇ-ହେୟଦାରିୟାଠାରେ ଭୂକମ୍ପ ହେବାରୁ…
ପିଲାଙ୍କୁ ପସନ୍ଦ ଡିଜିଟାଲ୍ ଲର୍ନିଂ
ଓ୍ମାଶିଂଟନ୍: ସ୍ମାର୍ଟଫୋନ୍, ଇ-ବୁକ୍ସ ଓ ଟାବଲେଟ୍ ପ୍ରତି ଛୋଟ ପିଲାମାନେ ଅଧିକ ଆକର୍ଷିତ ହେଉଛନ୍ତି। କିନ୍ତୁ ଏସବୁର ବ୍ୟବହାର ଦ୍ୱାରା ପିଲାମାନେ କିଛି ଶିଖି ପାରିବେ ନାହିଁ ବୋଲି ଅଭିଭାବକ ଚିନ୍ତାରେ ରହୁଛନ୍ତି। ହେଲେ ସ୍ମାର୍ଟଫୋନ୍ରେ ଯଦି ପିଲାଙ୍କୁ ଆକର୍ଷିତ କରୁଥିବା…
ତାଲିବାନ ଆକ୍ରମଣରେ ୨୬ ଆଫ୍ଗାନ ସୈନ୍ୟ ନିହତ
କାବୁଲ,୨ା୧: ଉତ୍ତର ଆଫଗାନିସ୍ତାନରେ ତାଲିବାନମାନେ ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରିଛନ୍ତି। ବିଭିନ୍ନ ସ୍ଥାନରେ ସେମାନେ ଆକ୍ରମଣ କରିଥିବାବେଳେ ଏଥିରେ ୨୬ ଜଣ ଆଫ୍ଗାନ ସୈନ୍ୟ ପ୍ରାଣ ହରାଇଥିବା ଜଣାପଡ଼ିଛି। ତାଲିବାନ ପକ୍ଷରୁ ଏହି ଆକ୍ରମଣ ଲାଗି ନିଜକୁ ଦାୟୀ କରାଯାଇଛି। ଉତ୍ତର କୁନ୍ଦୁଜ୍ର…
ପାକ୍ ଜେଲରେ ୨୮୨ ଭାରତୀୟ
ଇସ୍ଲାମାମାଦ,୨ା୧(ପି.ଟି.): ପାକିସ୍ତାନର ଜେଲ୍ଗୁଡ଼ିକରେ ୨୮୨ ଭାରତୀୟ ବନ୍ଦୀ ରହିଛନ୍ତି। ପାକିସ୍ତାନ ପକ୍ଷରୁ ଭାରତକୁ ହସ୍ତାନ୍ତର କରାଯାଇଥିବା କଏଦୀଙ୍କ ତାଲିକାରୁ ଏହା ଜଣାପଡ଼ିଛି। ଉଭୟ ଦେଶ ପରସ୍ପରକୁ ବର୍ଷକୁ ଦୁଇଥର (ଜାନୁୟାରୀ ୧ ଓ ଜୁଲାଇ ୧)ରେ ନିଜ ନିଜ ଦେଶରେ ବନ୍ଦୀ…
ଦୂତାବାସ ଅଧିକାରୀଙ୍କୁ ଇରାନର ସମନ
ତେହେରାନ,୨ା୧(ପି.ଟି.): ପଡୋଶୀ ଇରାକରେ ଆମେରିକା ଯୁଦ୍ଧ ଉତ୍ତେଜନା ସୃଷ୍ଟି କରୁଥିବାରୁ ଇରାନରେ ଏହାର ସ୍ବାର୍ଥ ପାଇଁ କାର୍ଯ୍ୟ କରୁଥିବା ସ୍ବିସ୍ ଦୂତାବାସର ଅଧିକାରୀଙ୍କୁ ତେହେରାନ ସମନ କରିଛି। ଇରାନ ବହିର୍ବ୍ୟାପାର ମନ୍ତ୍ରଣାଳୟ ଆମେରିକା ଧମକ ଉପରେ ତୀବ୍ର ପ୍ରତିକ୍ରିୟା ଦୂତାବାସ ଅଧିକାରୀଙ୍କୁ…
ବର୍ଷ ଆରମ୍ଭରୁ ମୁହଁ।ମୁହିଁ
ଓ୍ବାଶିଂଟନ,୨ା୧(ପି.ଟି.): ଇରାକ ରାଜଧାନୀ ବାଗଦାଦରେ ଇରାନ ସମର୍ଥତ୍ତ ବିଦ୍ରୋହୀଙ୍କ ଉପରେ ଆକାଶମାର୍ଗରୁ ଆକ୍ରମଣ କରିଥିଲା ଆମେରିକା। ଏହାକୁ ନେଇ ଉତ୍ତ୍ୟକ୍ତ ବିକ୍ଷୋଭକାରୀମାନେ ବାଗଦାଦସ୍ଥିତ ଆମେରିକା ଦୂତାବାସକୁ ଟାର୍ଗେଟ କରିଥିଲେ। ସେମାନଙ୍କୁ ଘଉଡାଇବା ପାଇଁ ଆମେରିକୀୟ ବଳ ଲୁହବୁହା ବାଷ୍ପ ପ୍ରୟୋଗ କରିଥିଲେ।…
ଟିକ୍ଟକ୍କୁ ବ୍ୟାନ୍ କଲା ଆମେରିକା ସେନା
ଓ୍ବାଶିଂଟନ୍,୧ା୧: ପପୁଲାର ଚାଇନିଜ୍ ଭିଡିଓ ଆପ୍ ଟିକ୍ଟକ୍କୁ ଆମେରିକା ସେନା ନିଷିଦ୍ଧ କରିଛି। ଏଣିକି ଆମେରିକା ସେନା ଏହାକୁ ଆଉ ବ୍ୟବହାର କରିପାରିବେ ନାହିଁ। ଜାତୀୟ ସୁରକ୍ଷା ଉପରେ ବିପଦ ଥିବା ନେଇ ଆମେରିକା ଚିନ୍ତା ପ୍ରକଟ କରିବା ସହ ଏହି…
ନୂଆବର୍ଷରେ ଜନ୍ମ ନେଲେ ୪ ଲକ୍ଷ ନବଜାତକ: ଭାରତରେ ସର୍ବାଧିକ ୬୭ ହଜାର
ଓ୍ବାଶିଂଟନ,୧।୧: ନୂଆବର୍ଷ ପହିଲି ଦିନରେ ପୃଥିବୀରେ ମୋଟ ୩ ଲକ୍ଷ ୯୨ ହଜାର ୭୮ ଜଣ ନବଜାତକ ଜନ୍ମଗ୍ରହଣ କରିଛନ୍ତି। ସେଥିମଧ୍ୟରୁ ଭାରତରେ ସର୍ବାଧିକ ୬୭ ହଜାର ୩ ଶହ ୮୫ ଜଣ ଶିଶୁଙ୍କ ଜନ୍ମ ହୋଇଥିବା ୟୁନିସେଫ୍ ରିପୋର୍ଟରୁ ଜଣାପଡ଼ିଛି।…

