ଅନ୍ତର୍ଜାତୀୟ

ମେସେଜିଂ ଆପ୍‌ ଟୋଟୋକ୍‌କୁ ହଟାଇଲେ ଗୁଗୁଲ ଏବଂ ଆପଲ୍‌

ଓ୍ବାଶିଂଟନ,୨୪।୧୨: ଗୁଗୁଲ ଏବଂ ଆପଲ୍‌ ନିଜ ନିଜର ଆପ୍‌ ଷ୍ଟୋର୍‌ରୁ ମେସେଜିଂ ଆପ୍‌ ଟୋଟୋକ୍‌କୁ ହଟାଇଛନ୍ତି। ୟୁଏଇ ପାଇଁ ଏହି ଆପ୍‌ ଗୁପ୍ତଚରୀ କରୁଥିବା ଅଭିଯୋଗ ଆସିବା ପରେ ଗୁଗୁଲ ଏବଂ ଆପଲ୍‌ ପକ୍ଷରୁ ଏପରି କରାଯାଇଥିବା କୁହାଯାଉଛି। ନ୍ୟୁୟର୍କ ଟାଇମ୍ସ୍‌…

ଆଫଗାନିସ୍ତାନରେ ଶହେ ଆତଙ୍କବାଦୀ ମୃତ

କାବୁଲ,୨୪।୧୨: ଆଫଗାନ ସେନାଙ୍କ ଦ୍ୱାରା ଗତ ୨୪ ଘଣ୍ଟା ଧରି ଚାଲିଥିବା ଅପରେଶନରେ ପ୍ରାୟ ୧୦୦ ଆତଙ୍କବାଦୀଙ୍କ ମୃତ୍ୟୁ ହେବାସହ ୪୫ ଆହତ ହୋଇଥିବା ସୂଚନା ମିଳିଛି। ଏଥିରେ ଅନ୍ୟ ୫ ଆତଙ୍କବାଦୀଙ୍କୁ ଗିରଫ ମଧ୍ୟ କରାଯାଇଛି। ୧୫ଟି ସ୍ଥାନରେ ପାଖାପାଖି…

ରୁଷ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ

ମସ୍କୋ,୨୪।୧୨: ରୁଷର ଏସ୍‌-୫୭(ଟି-୫୦) ଯୁଦ୍ଧ ବିମାନ ଦୁର୍ଘଟଣା ଗ୍ରସ୍ତ ହୋଇଥିବା ଖବର ମିଳିଛି। ଏହା ଖାବରୋଭସକ କ୍ରାଇର ଡିଜୋମଗି ଏୟାରବେସ୍‌ର ପ୍ରାୟ ୧୨୦ କିଲୋମିଟର ଦୂରରେ ଦୂର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ମିଳିଛି। ଏହା ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିବା ବେଳେ ପାଇଲଟ କିନ୍ତୁ…

ଡିସେମ୍ବର ୨୬ରେ ପୃଥିବୀ ନିକଟରେ ୪୪ ହଜାର କିମି ବେଗରେ ଗତି କରିବ ଇଫେଲ ଟାଓ୍ବାରଠାରୁ ଦୁଇଗୁଣା ଉଚ୍ଚା ଗ୍ରହାଣୁପିଣ୍ଡ

ନ୍ୟୁୟର୍କ, ୨୪।୧୨: ଡିସେମ୍ବର ୨୬ରେ ସାରା ଦୁନିଆ ବଡ଼ଦିନ ପାଳନରେ ବ୍ୟସ୍ତ ଥିବାବେଳେ ଏକ ବଡ଼ ମହାଜାଗତିକ ଘଟଣା ଘଟିବାକୁ ଯାଉଛି। ଏହି ଦିନ ସକାଳ ୭ଟା ୫୪ରେ ପୃଥିବୀ ନିକଟରେ ଘଣ୍ଟାପ୍ରତି ୪୪ ହଜାର ଶହେ ୭୨ କିମି ବେଗରେ…

ଇଣ୍ଡୋନେସିଆ ବସ୍‌ ଦୁର୍ଘଟଣା: ୨୪ ମୃତ

ଜାକର୍ତ୍ତା,୨୪।୧୨: ଇଣ୍ଡୋନେସିଆର ଦକ୍ଷିଣ ସୁମାତ୍ରା ଅଞ୍ଚଳରେ ସୋମବାର ରାତିରେ ଏକ ବସ୍‌ ଦୁର୍ଘଟଣା ଗ୍ରସ୍ତ ହେବା ଫଳରେ ଅତିକମ୍‌ରେ ୨୪ ଜଣଙ୍କ ମୃତ୍ୟୁ ହେବା ସହ ଅନ୍ୟ ୧୩ ଆହତ ହୋଇଥିବା ସୂଚନା ମିଳିଛି। ବସ୍‌ଟି ଏକ ପାହାଡ଼ ତଳକୁ ଖସି…

ମୁକୁଳିଲେ ୧୮ ଭାରତୀୟ

ନୂଆଦିଲ୍ଲୀ,୨୪ା୧୨(ପି.ଟି.)-ନାଇଜେରିଆ ଉପକୂଳ ନିକଟରେ ଏକ ବାଣିଜି୍ୟକ ଜାହାଜରୁ ଡିସେମ୍ବର ୩ରେ ଅପହୃତ ହୋଇଥିବା ୧୮ ଭାରତୀୟଙ୍କୁ ମୁକ୍ତ କରାଯାଇଛି। ଜଳଦସ୍ୟୁମାନେ ହଂକଂ ଜାହାଜକୁ ନିୟନ୍ତ୍ରଣକୁ ନେବା ପରେ ସେଥିରେ ଥିବା ଭାରତୀୟଙ୍କୁ ଅପହରଣ କରିନେଇଥିଲେ। ସେମାନଙ୍କୁ ମୁକ୍ତ କରାଇବାରେ ସହଯୋଗ କରିଥିବା…

ଓ୍ବାଶିଂଟନରେ ସିଏଏ ବିରୋଧୀ ବିକ୍ଷୋଭ

ଓ୍ବାଶିଂଟନ,୨୪ା୧୨(ପି.ଟି.): ଆମେରିକାରେ ମଧ୍ୟ ସିଏଏ ଏବଂ ଏନ୍‌ଆର୍‌ସି ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଓ୍ବାଶିଂଟନସ୍ଥିତ ଭାରତୀୟ ଦୂତାବାସ ସମ୍ମୁଖରେ ଥିତ୍ବା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଚତୁଃପାର୍ଶ୍ୱରେ ବହୁସଂଖ୍ୟାରେ ଭାରତୀୟ-ଆମେରିକୀୟ ଏକାଠି ହୋଇ ସଂଶୋଧିତ ନାଗରିକତ୍ୱ ଆଇନ ଏବଂ ଏନ୍‌ଆର୍‌ସି ବିରୋଧରେ ଶାନ୍ତିପୂର୍ଣ୍ଣ…

ଖାଶୋଗୀ ହତ୍ୟା ମାମଲା: ୫ ଜଣଙ୍କୁ ମୃତ୍ୟୁ ଦଣ୍ଡାଦେଶ

ରିୟାଧ,୨୪ା୧୨(ଏଏଫ୍‌ପି): ଓ୍ବାଶିଂଟନ ପୋଷ୍ଟର ସ୍ତମ୍ଭକାର ଜମାଲ ଖାଶୋଗୀ ହତ୍ୟା ମାମଲାରେ ସୌଦି ଆରବର ଏକ ଅଦାଲତ ସୋମବାର ୫ ଜଣଙ୍କୁ ମୃତ୍ୟୁ ଦଣ୍ଡାଦେଶ ଦେଇଛନ୍ତି। ସୌଦି ଏଜେଣ୍ଟମାନଙ୍କର ଏକ ଟିମ୍‌ ଗତବର୍ଷ ଇସ୍ତାନବୁଲରେ ଥିବା ଏହାର ବାଣିଜି୍ୟକ ଦୂତାବାସରେ ଖାଶୋଗୀଙ୍କୁ ହତ୍ୟା…

ହଣ୍ଡୁରାସ ଜେଲରେ ୧୮କଏଦୀଙ୍କ ମୃତ୍ୟୁ

ତେଗୁସିଗଲପା,୨୩।୧୨: ହଣ୍ଡୁରାସର ଏକ ଜେଲ୍‌ରେ ରବିବାର ଝଗଡ଼ା ହୋଇ ୧୮ ଜଣ କଏଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏହାର ୨ ଦିନ ପୂର୍ବରୁ ମଧ୍ୟ ଅନ୍ୟ ଏକ ଜେଲ୍‌ରେ ଏଭଳି ଘଟଣା ଘଟିଥିବା ଦେଖାଯାଇଥିଲା। ସେଠାରେ ମଧ୍ୟ କଏଦୀଙ୍କ ମଧ୍ୟରେ…

ମରିୟମଙ୍କୁ ବିଦେଶ ଯାତ୍ରା ଅନୁମତି ଦେଲେ ନାହିଁ ଇମ୍ରାନ ସରକାର

ଇସ୍‌ଲାମାବାଦ,୨୩।୧୨: ପାକିସ୍ତାନର ଇମ୍ରାନ୍‌ ଖାନ୍‌ ସରକାର ପାକିସ୍ତାନ ମୁସଲିମ ଲିଗ୍‌ ନଓ୍ବାଜ (PML-N)ର ଉପାଧ୍ୟକ୍ଷ ମରିୟମ ନଓ୍ବାଜଙ୍କୁ ବିଦେଶ ଗସ୍ତ କରିବାକୁ ମନୁମତି ଦେଇ ନାହାନ୍ତି। ଇମ୍ରାନ୍‌ ସରକାରଙ୍କ କହିବା କଥା ହେଲା ଯେଉଁମାନେ ଆର୍ଥିକ ଅପରାଧ ବା ଭଷ୍ଟ୍ରାଚାର ମାମଲାରେ…

ପାକ୍‌କୁ ଏଫ୍‌ଏଟିଏଫ୍‌ର ୧୫୦ ପ୍ରଶ୍ନ

ଇସ୍‌ଲାମାବାଦ,୨୩ା୧୨(ପି.ଟି.): ଆତଙ୍କବାଦୀ ସଂଗଠନଗୁଡ଼ିକୁ ପାଣ୍ଠି ଯୋଗାଣ ଓ ମନିଲଣ୍ଡରିଂ ରୋକିବା ଦିଗରେ ମଦ୍ରାସାଗୁଡ଼ିକ ବିରୋଧରେ ପାକିସ୍ତାନ କ’ଣ ପଦକ୍ଷେପ ନେଇଛି ଜଣାଇବାକୁ ଅନ୍ତର୍ଜାତୀୟ ସଂସ୍ଥା ଫାଇନାନ୍ସିଆଲ ଆକ୍ସନ ଟାସ୍କଫୋର୍ସ (ଏଫ୍‌ଏଟିଏଫ୍‌) ଇସ୍‌ଲାମାବାଦକୁ କହିଛି। ଆସନ୍ତାବର୍ଷ ଫେବୃୟାରୀ ପର୍ଯ୍ୟନ୍ତ ପାକିସ୍ତାନକୁ ଏହି ସଂସ୍ଥା…

୪ ଦଶନ୍ଧି ପରେ କ୍ୟୁବାରେ ପ୍ରଥମ ପ୍ରଧାନମନ୍ତ୍ରୀ

ହାଭାନା,୨୩ା୧୨: ଦୀର୍ଘ ୪ ଦଶନ୍ଧି ପରେ କ୍ୟୁବାର ପ୍ରଥମ ପ୍ରଧାନମନ୍ତ୍ରୀ ଭାବେ ମାନୁଏଲ ମାରେରୋ କ୍ରୁଜ୍‌ ନିଯୁକ୍ତ ହୋଇଛନ୍ତି। ରାଷ୍ଟ୍ରପତି ମିଗୁଏଲ୍‌ ଡିଆଜ୍‌ କାନେଲ ପ୍ରଧାନମନ୍ତ୍ରୀ ଭାବେ ମାନୁଏଲଙ୍କ ନାମ ଘୋଷଣା କରିଛନ୍ତି। କ୍ୟୁବା ଅର୍ଥନୀତିରେ ପର୍ଯ୍ୟଟନ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?