ଅନ୍ତର୍ଜାତୀୟ

ରାଷ୍ଟ୍ରପତି ନିର୍ବାଚନରେ ବିଜୟଲାଭ କଲେ ଅଶରଫ

କାବୁଲ,୨୨।୧୨: ନିକଟରେ ଆଫଗାନିସ୍ତାନର ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହୋଇଥିବା ବେଳେ ଏବେ ଏହାର ଫଳାଫଳ ସାମ୍ନାକୁ ଆସିଛି। ଏଥିରେ ପୁଣିଥରେ ରାଷ୍ଟ୍ରପତି ଆସନ କବ୍‌ଜା କରିଛନ୍ତି ଅଶରଫ ଗନି। ସେ ସର୍ବାଧିକ ୯୨୩,୮୬୮ ବା ୫୦.୬୪ ପ୍ରତିଶତ ଭୋଟ ପାଇଛନ୍ତି।

ଅଓ୍ବାମି ଲିଗ୍‌ର ଅଧ୍ୟକ୍ଷ ଭାବେ ପୁନଃ ନିର୍ବାଚିତ ହେଲେ ଶେଖ ହାସିନା

ଢାକା,୨୨।୧୨: ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହାସିନା ପୁଣିଥରେ ଅଓ୍ବାମି ଲିଗ୍‌ର ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି। ବାଂଲାଦେଶର ଶାସକ ଦଳ ଅଓ୍ବାମି ଲିଗ୍‌ର ରାଷ୍ଟ୍ରୀୟ ପରିଷଦ ହସିନାଙ୍କୁ ପାର୍ଟିର ଅଧ୍ୟକ୍ଷ ଓ ଅବୈଦୁଲ କ୍ୱାଦେରଙ୍କୁ ପୁଣିଥରେ ମହାସଚିବ ଭାବେ ମନୋନୀତ କରିଛି।…

ଅଷ୍ଟ୍ରେଲିଆ ଜଙ୍ଗଲରେ ନିଆଁ: ଦମକଳ ବାହିନୀ ପୋଷାକ ପିନ୍ଧିଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଟୋନି ଏବୋଟଙ୍କ ଫଟୋ ଭାଇରାଲ

ସିଡ୍‌ନୀ,୨୨।୧୨: ଅଷ୍ଟ୍ରେଲିଆ ଜଙ୍ଗଲରେ ନିଆଁ ଲିଭିବାର ନାଁ ଧରୁନି। ଏବେ ପୂର୍ବତନ ପ୍ରଧାନମନ୍ତ୍ରୀ ଟୋନି ଏବୋଟଙ୍କ ଫଟୋ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ୬୨ ବର୍ଷ ବୟସ୍କ ଟୋନି ଦମକଳ ବାହିନୀ ପୋଷାକ ପିନ୍ଧି ନିଆଁ ଲିଭାଉଥିବାର ଫଟୋକୁ ଶେୟାର…

ଆପାର୍ଟମେଣ୍ଟରେ ନିଆଁ: ୬ ମୃତ, ୧୩ ଆହତ

ଲାସ୍‌ ଭେଗାସ,୨୨।୧୨: ଆମେରିକାର ଲାସ୍‌ ଭେଗାସରେ ଥିବା ଏକ ଆପାର୍ଟମେଣ୍ଟରେ ଶନିବାର ନିଆଁ ଲାଗିଯିବା ଫଳରେ ୬ ଜଣଙ୍କ ମୃତ୍ୟୁ ହେବା ସହ ୧୩ ଆହତ ହୋଇଥିବା ସୂଚନା ମିଳିଛି। ନିଆଁ ଲିଭାଳି ଦଳ ଆଲପିନ ମୋଟେଲ ଆପାର୍ଟମେଣ୍ଟ ନିକଟରେ ପହଞ୍ଚିଲା…

ପାକ୍‌ରେ ପ୍ରଫେସରଙ୍କୁ ମୃତ୍ୟୁ ଦଣ୍ଡାଦେଶ

ଇସ୍‌ଲାମାବାଦ, ୨୨ା୧୨(ପି.ଟି.): ଫେସ୍‌ବୁକ୍‌ରେ ଈଶ୍ୱରଙ୍କୁ ନିନ୍ଦାକରିବା ଅଭିଯୋଗରେ ଶନିବାର ପାକିସ୍ତାନର ଏକ କୋର୍ଟ ମୁସ୍‌ଲିମ ପ୍ରଫେସର ଜୁନୈଦ ହାଫିଜ୍‌ଙ୍କୁ ମୃତ୍ୟୁଦଣ୍ଡାଦେଶ ଦେଇଛନ୍ତି। ପଞ୍ଜାବର ମୁଲ୍‌ତାନସ୍ଥିତ ହାଫିଜ୍‌ ବହଉଦ୍ଦିନ ଜାକାରିୟା ବିଶ୍ୱବିଦ୍ୟାଳୟରେ ହାଫିଜ୍‌ ଭିଜିଟିଂ ଅଧ୍ୟାପକ ଭାବେ କାମ କରନ୍ତି। ୨୦୧୩ ମାର୍ଚ୍ଚରେ…

ଗାନ୍ଧିଜୀଙ୍କ ପ୍ରଚାର ପାଇଁ ଆମେରିକା କଂଗ୍ରେସରେ ବିଲ୍‌

ଓ୍ବାଶିଂଟନ,୨୨ା୧୨ ମହତ୍ମା ଗାନ୍ଧୀ ଓ ମାର୍ଟିନ ଲୁଥର କିଙ୍ଗ୍‌ ଜୁନିୟରଙ୍କ ଲିଗାସୀର ପ୍ରଚାର ପ୍ରସାର ପାଇଁ ସିଭିଲ ରାଇଟ୍ସ ନେତା ତଥା କଂଗ୍ରେସ ସଦସ୍ୟ ଜନ୍‌ ଲଓ୍ବେିସ୍‌ ଆମେରିକା ପ୍ରତିନିଧି ସଭାରେ ଏକ ବିଲ୍‌ ଆଣିଛନ୍ତି। ଆଗାମୀ ୫ ବର୍ଷ ପାଇଁ…

ପଥର ଖଣିରୁ ମିଳିଲା ୩୮ କୋଟି ୬୦ ଲକ୍ଷ ବର୍ଷ ପୁରାତନ ଜଙ୍ଗଲ ଜୀବାଶ୍ମ

ଓ୍ବାଶିଂଟନ, ୨୧।୧୨: ଆମେରିକାର ଏକ ପଥର ଖଣିରୁ ୩୮ କୋଟି ୬୦ ଲକ୍ଷ ବର୍ଷ ତଳର ପୁରାତନ ଜଙ୍ଗଲ ଜୀବାଶ୍ମ ମିଳିଛି। ଜଙ୍ଗଲରେ ଥିବା ବୃକ୍ଷଗୁଡ଼ିକ ମାଟିତଳେ ଚାପି ହୋଇ ବିଘଟିତ ହୋଇ ଜୀବାଶ୍ମରେ ପରିଣତ ହୋଇଛନ୍ତି। ଗବେଷକ ଏହାକୁ ସର୍ବ…

ପ୍ରସ୍ତର ଯୁଗ ରହସ୍ୟ ଖୋଲିଲା ‘ଚୁଇଂଗମ୍‌’

କୋପେନହେଗେନ: ଡେନ୍‌ମାର୍କର ସିଲ୍‌ଥୋଲମ୍‌ରେ ଉତ୍‌ଖନନ ସମୟରେ ୫୭୦୦ ବର୍ଷର ପୁରୁଣା ଏକ ଚୁଇଂଗମ୍‌ ମିଳିଛି। ବିଶେଷଜ୍ଞମାନେ ଏହା ଉପରେ ଅଧିକ ଗବେଷଣା କରି ପ୍ରସ୍ତର ଯୁଗ ମହିଳାଙ୍କ ଡିଏନ୍‌ଏ ଖୋଜି ବାହାର କରିବାରେ ସଫଳ ହୋଇଛନ୍ତି। ପୂର୍ବରୁ ମଣିଷର ଦେହାବଶେଷ, ଜୀବାଶ୍ମରୁ…

ଆଫଗାନିସ୍ତାନରେ ଭୂକମ୍ପ, ଉତ୍ତର ଭାରତରେ ଝଟକା

ନୂଆଦିଲ୍ଲୀ,୨୧ା୧୨(ପି.ଟି.):ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳ ସମେତ ଉତ୍ତର ଭାରତରେ ଶୁକ୍ରବାର ସନ୍ଧ୍ୟାରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି। ଆଫଗାନିସ୍ତାନ ରାଜଧାନୀ କାବୁଲଠାରୁ ୨୪୬ କିଲୋମିଟର ଉତ୍ତରରେ ଅବସ୍ଥିତ ହିନ୍ଦୁକୁଶ ପର୍ବତମାଳା ଭୂକମ୍ପର କେନ୍ଦ୍ରସ୍ଥଳ ବୋଲି ଜଣାପଡିଛି। ରିକ୍ଟର ସ୍କେଲ୍‌ରେ ଭୂକମ୍ପ ତୀବ୍ରତା ୬.୩…

ହୃଦ୍‌ରୋଗରେ ପୀଡ଼ିତ ଶରିଫ

ଲଣ୍ଡନ,୨୦।୧୨: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫ ଜଟିଳ ହୃଦରୋରେ ପୀଡ଼ିତ ବୋଲି ଜଣାପଡିଛି। ଏବେ ସେ ଲଣ୍ଡନରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କ ଚିକିତ୍ସକ ଡାକ୍ତର ଅଦନାନ ଖାଁ ଟୁଇଟ୍‌ କରି ଏହି ସୂଚନା ଦେଇଛନ୍ତି। ପ୍ରଥମରୁ ଶରିଫଙ୍କର ରକ୍ତରେ…

ପୋଲିଓ କବଳରୁ ଏବେବି ମୁକ୍ତ ହୋଇନାହିଁ ପାକିସ୍ତାନ

ଇସ୍‌ଲାମାବାଦ,୨୦।୧୨: ବିଗତ ବର୍ଷ ତୁଳନାରେ ଯଦିଓ ପାକିସ୍ତାନରେ ପୋଲିଓ ଆକ୍ରାନ୍ତଙ୍କ ସଂଖ୍ୟା କମ୍‌ ହୋଇଛି କିନ୍ତୁ ୨୦୧୯ରେ ପାକିସ୍ତାନରେ ପ୍ରାୟ ୧୧୧ ନୂଆ ପୋଲିଓ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ବିଶ୍ୱର ଅଧିକାଂଶ ଦେଶ ପୋଲିଓ ମୁକ୍ତ ହୋଇଥିବା ବେଳେ ଏବେବି ପାକିସ୍ତାନ…

ପାକିସ୍ତାନ କୋର୍ଟଙ୍କ କଡ଼ା ନିର୍ଦ୍ଦେଶ:ମୁଶରଫଙ୍କ ମୃତଦେହ ଆଣି ୩ ଦିନ ଝୁଲାଅ

ଇସ୍‌ଲାମାବାଦ, ୨୦।୧୨:ପାକିସ୍ତାନର ପୂର୍ବତନ ସାମରିକ ଶାସକ ପର୍‌ଭେଜ ମୁଶରଫଙ୍କୁ ଦେଶଦ୍ରୋହ ମାମଲାରେ ସ୍ବତନ୍ତ୍ର ଅଦାଲତ ମୃତ୍ୟୁଦଣ୍ଡାଦେଶ ଦେଇଥିଲେ। ଫାଶୀ ପାଇବା ପୂର୍ବରୁ ଯଦି ତାଙ୍କର ମୃତ୍ୟୁ ଘଟେ ତେବେ ମୃତଦେହକୁ ଇସ୍‌ଲାମାବାଦର ସେଣ୍ଟ୍ରାଲ ସ୍କୋୟାରକୁ ଆଣି ୩ ଦିନ ଝୁଲାଇ ରଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?