କାଲିଫର୍ନିଆ ଜଙ୍ଗଲରେ ନିଆଁ : ଜଳିଗଲା ବହୁ ହଲିଉଡ୍ ଷ୍ଟାରଙ୍କ ଘର
ସାକ୍ରାମେଣ୍ଟୋ,୩୦।୧୦: ଗତ ସପ୍ତାହରୁ ଆମେରିକାର କାଲିଫର୍ନିଆ ଜଙ୍ଗଲରେ ଲାଗିଥିବା ନିଆଁ ଥମିବାର ନାଁ ନେଉନି। ପବନର ତୀବ୍ର ଗତି ଯୋଗୁ ଏହି ନିଆଁ ଏବେ ପ୍ରସିଦ୍ଧ ସହର ଲସ୍ଏଞ୍ଜେଲସ୍କୁ ବ୍ୟାପିଛି। ଏହି ଅଗ୍ନିକାଣ୍ଡ ଯୋଗୁ ୩ଜଣଙ୍କ ଜୀବନ ଯାଇଥିବା ବେଳେ ବହୁ…
ବ୍ରିଟେନ୍ରେ ସାଧାରଣ ନିର୍ବାଚନ ୧୨ ଡିସେମ୍ବରରେ: ବୋରିସ୍ଙ୍କ ପ୍ରସ୍ତାବ ପାରିତ
ଲଣ୍ଡନ,୩୦।୧୦: ବ୍ରିଟେନ୍ରେ ସାଧାରଣ ନିର୍ବାଚନ ସମୟ ପୂର୍ବରୁ ୧୨ ଡିସେମ୍ବରରେ ହେବ। ଏନେଇ ପ୍ରଧାନମନ୍ତ୍ରୀ ବୋରିସ୍ ଜନସନ୍ଙ୍କ ଦ୍ୱାରା ଆଗତ ହୋଇଥିବା ପ୍ରସ୍ତାବ ହାଉସ୍ ଅଫ୍ କମନ୍ସ୍ରେ ପାରିତ ହୋଇଛି। ପ୍ରସ୍ତାବ ସପକ୍ଷରେ ୪୧୮ ଭୋଟ ପଡ଼ିଥିବାବେଳେ ଏହାର ବିରୋଧରେ ୨୦…
ମୁମ୍ବାଇ ଭଳି ବହୁ ସହର ସମୁଦ୍ର ଆଁରେ: ୨୦୫୦ ସୁଦ୍ଧା ପ୍ରଭାବିତ ହେବେ ୩ ଶହ ନିୟୁତ !
ନ୍ୟୁୟର୍କ,୩୦।୧୦: ଆସନ୍ତା ୩୦ ବର୍ଷ ମଧ୍ୟରେ ମୁମ୍ବାଇ ଭଳି ପୃଥିବୀର ବହୁ ସହର ସମୁଦ୍ର ଆଁରେ ଲୀନ ହେବ। ଏନେଇ ନ୍ୟୁଜର୍ସି ସ୍ଥିତ ସଂସ୍ଥା କ୍ଲାଇମେଟ୍ ସେଣ୍ଟ୍ରାଲ୍ ପକ୍ଷରୁ ପ୍ରକାଶିତ ନେଚର କମ୍ୟୁନିକେଶନ୍ରେ ପତ୍ରିକାରେ ପ୍ରକାଶ ପାଇଛି। ବହୁ ପରିବେଶ ବିଜ୍ଞାନୀ…
ଗୁରୁ ନାନକ ଦେବଙ୍କ ୫୫୦ତମ ଜୟନ୍ତୀ: ପାକିସ୍ତାନ ଜାରି କଲା କଏନ୍
ଇସଲାମାବାଦ୍,୩୦।୧୦: ଗୁରୁ ନାନକ ଦେବଙ୍କ ୫୫୦ତମ ଜୟନ୍ତୀ ଉପଲକ୍ଷେ ପାକିସ୍ତାନ ୫୦ ଟଙ୍କିଆ କଏନ୍ ଜାରି କରିଛି। ଏହାର ଗୋଟିଏ ପାର୍ଶ୍ୱରେ କରତାରପୁର କରିଡୋର ଥିବାବେଳେ ଅନ୍ୟ ପାର୍ଶ୍ୱରେ ଚନ୍ଦ୍ର ଏବଂ ତାରା ସହିତ ଏହାର ମୂଲ୍ୟ ଖୋଦିତ ହୋଇଛି। ଏଥିରେ…
କଶ୍ମୀର ପ୍ରସଙ୍ଗରେ ଯେଉଁ ଦେଶ ଭାରତକୁ ସମର୍ଥନ କରିବ, ତା’ ଉପରେ କ୍ଷେପଣାସ୍ତ୍ର ମାଡ ହେବ: ପାକିସ୍ତାନ ମନ୍ତ୍ରୀ
ଇସଲାମାବାଦ,୩୦।୧୦:ଜମ୍ମୁ-କଶ୍ମୀରରୁ ୩୭୦ ଅନୁଚ୍ଛେଦ ଉଠିବା ପରେ ଉତ୍ତେଜିତ ହୋଇପଡିଛି ପାକିସ୍ତାନ। ଦେଶର ଅନେକ ନେତା ଏବଂ ମନ୍ତ୍ରୀ ଭାରତ ବିରୋଧୀ ମନ୍ତବ୍ୟମାନ ଦେଉଛନ୍ତି। ଏବେ କଶ୍ମୀର ପ୍ରସଙ୍ଗରେ ପାକିସ୍ତାନର ମନ୍ତ୍ରୀ ଅଲ୍ଲୀ ଅମିନ ଏକ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାର ପରିସରକୁ…
ଚୋରି ଅନ୍ତର୍ବସ୍ତ୍ରରୁ ମିଳିଥିଲା ବାଗ୍ଦାଦିଙ୍କ ପରିଚୟ
ଓ୍ବାଶିଂଟନ,୩୦ା୧୦: ସିରିଆରେ ଦୁର୍ଦ୍ଧର୍ଷ ଆତଙ୍କବାଦୀ ସଙ୍ଗଠନ ଇସ୍ଲାମିକ୍ ଷ୍ଟେଟ୍ (ଆଇଏସ୍) ମୁଖ୍ୟ ଅବୁ ବକର ଅଲ୍-ବାଗ୍ଦାଦି ଆମେରିକା ସ୍ବତନ୍ତ୍ର ବଳର ଅପରେଶନରେ ନିହତ ହେବା ପରେ ଅନେକ ଚୋରକ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ବାଗ୍ଦାଦିଙ୍କ ପରିଚୟ ସ୍ପଷ୍ଟକରିବା ପାଇଁ ଯେଉଁ…
ଏହି ଭୂତ କୋଠରୀରେ କିଛି ଘଣ୍ଟା ବିତାଇଲେ ମିଳିବ ୧୪ ଲକ୍ଷ ଟଙ୍କା
ବିଶ୍ୱରେ ଅନେକ ପ୍ରକାଶ ଲୋକ ଅଛନ୍ତି। ସେମାନଙ୍କ ମଧ୍ୟରେ କେହି ଭୂତପ୍ରେତ ଉପରେ ବିଶ୍ୱାସ କରୁଥିଲାବେଳେ ଆଉ କେହି ଏହାକୁ ମନଗଢା କାହାଣୀ କହି ଏଡାଇ ଯାଆନ୍ତି। ଆମେରିକାର ଟେନେସି ସହରରେ ଏମିତି ଏକ ଭୂତ କୋଠରୀ ଅଛି, ଯେଉଁଠିକି ଗଲେ…
ବଢିଲା ଶରିଫଙ୍କ ଛୁଟି ଅବଧି
ଇସ୍ଲାମାବାଦ,୨୯।୧୦:ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫଙ୍କ ବେଲ୍ ଅବଧିକୁ ୮ ସପ୍ତାହକୁ ବୃଦ୍ଧି କରାଯାଇଛି। ଇସ୍ଲାମାବାଦ ହାଇକୋର୍ଟ ପକ୍ଷରୁ ବେଲ୍ ପାଇ ସେ ସର୍ଭିସେସ୍ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କୁ ହୃଦଘାତ ସମସ୍ୟା ଥିବାରୁ ଏବେ ତାଙ୍କ ବେଲ୍ ଅବଧିକୁ…
ଦୁଇ ଦିବସୀୟ ଯାତ୍ରାରେ ସୌଦି ପହଞ୍ଚିଲେ ମୋଦି
ରିୟାଦ,୨୯।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିବସୀୟ ସୌଦି ଆରବ ଯାତ୍ରାରେ ସୋମବାର ବିଳମ୍ବିତ ରାତିରେ ସୌଦି ପ୍ୟାଲେସ ପହଞ୍ଚିଛନ୍ତି। ଏୟାର ଇଣ୍ଡିଆର ଏକ ବିଶେଷ ବିମାନରେ ଖଲିଦ ଇଣ୍ଟରନ୍ୟାଶନାଲ ଏୟାପୋର୍ଟରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। ସୌଦି…
୬.୬ ତୀବ୍ରତାର ଭୂକମ୍ପରେ ଥରିଲା ଫିଲିପାଇନ୍ସ
ମନିଲା,୨୯।୧୦: ଦକ୍ଷିଣ ଫିଲିପାଇନ୍ସରେ ମଙ୍ଗଳବାର ହୋଇଥିବା ଭୂକମ୍ପ ପରେ ଲୋକେ ଭୟଭୀତ ହୋଇଯାଇଛନ୍ତି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ଥିଲା ୬.୬। ଏଥିରେ କ୍ଷୟକ୍ଷତି ସମ୍ପର୍କରେ କୌଣସି ସୂଚନା ମିଳି ନ ଥିବା ବେଳେ କ୍ଷୟକ୍ଷତିର ପରିମାଣ ଅଧିକ ହୋଇଥାଇ ପାରେ…
ନୱାଜ ସରିଫଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର: ଇମ୍ରାନ କହିଲେ, କାହା ଜୀବନ ବଞ୍ଚାଇବା ଗ୍ୟାରେଣ୍ଟି ଦେଇପାରିବି ନାହିଁ
ଇସଲାମାବାଦ,୨୯।୧୦: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ସରିଫଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ରହିଛି। ପାନାମା ଦୁର୍ନୀତି ମାମଲାରେ ଜେଲ ଦଣ୍ଡାଦେଶ ଭୋଗୁଥିବା ନୱାଜଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବାରୁ ସେ ସପ୍ତାହେ ହେବ ଲାହୋରର ଏକ ହସ୍ପିଟାଲରେ ଚିକିତ୍ସାଧୀନ ରହିଛନ୍ତି। ଏପରିସ୍ଥଳେ ତାଙ୍କ ଠିକ୍…
ପ୍ରେମରେ ପଡ଼ିଲେ ବଢେ ଶରୀରର ଓଜନ
ଅଷ୍ଟ୍ରେଲିଆର ସେଣ୍ଟ୍ରାଲ୍ କୁଇନ୍ସ ଲ୍ୟାଣ୍ଡ ୟୁନିଭର୍ସିଟିରେ କରାଯାଇଥିବା ଏକ ଗବେଷଣାରୁ ଜଣାପଡିଛି ପ୍ରେମରେ ପଡିବା ପରେ ଉଭୟେ ଝିଅ ଓ ପୁଅଙ୍କ ଶରୀରର ଓଜନ ବୃଦ୍ଧି ପାଇଥାଏ। ଏଥିପାଇଁ ପ୍ରାୟ ୧୫ ହଜାର ଯୋଡିଙ୍କୁ ନେଇ ଗବେଷଣା କରାଯାଇଥିଲା। ଗବେଷକଙ୍କ ମତରେ…
Archives


